ନୂଆଦିଲ୍ଲୀ : ବିଭିନ୍ନ ପରୀକ୍ଷା ପାଇଁ ଅନଲାଇନ୍ ଆବେଦନ ପତ୍ର ଦାଖଲ କରିବାର ତାରିଖକୁ ଜାତୀୟ ଟେଷ୍ଟିଂ ଏଜେନ୍ସି ଘୁଞ୍ଚାଇ ଦେଇଛି । କୋଭିଡ୍-19 ମହାମାରୀ କାରଣରୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ନାନା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଏହାକୁ ଦୃଷ୍ଟିର […]
ଉତ୍ତରପ୍ରଦେଶ : କରୋନା ପାଇଁ ସାରା ଭାରତରେ ଲକ୍ ଡାଉନ ଜାରି ରହିଥିବାବେଳେ ସମ୍ପତ୍ତି ବିବାଦ ଯୋଗୁଁ ଜଣେ ଯୁବକ ନରହନ୍ତା ପାଲଟିଛି। ସମ୍ପତ୍ତି ଲୋଭରେ ଯୁବକ ଜଣକ ଛଅ ଜଣଙ୍କୁ ହତ୍ୟା କରିଥିବାର ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ ରାଜଧାନୀ […]
ଭୋପାଳ : ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ଘଟୁଥିବାବେଳେ ଭୋପାଳର ଏକ ହସ୍ପିଟାଲରେ ବହୁ ସଂଖ୍ୟାରେ କରୋନା ରୋଗୀ ସୁସ୍ଥ ହୋଇଥିବାର ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ ଭୋପାଳରେ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ଭୋପାଳର […]
ନାଗପୁର : କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଏମଏସଏମଇ ମନ୍ତ୍ରୀ ନୀତିନ ଗଡକରୀ ନାଗପୁରରୁ ଏକ ଭିଡିଓ କନଫରେନ୍ସ ଜରିଆରେ ବ୍ୟାଙ୍କ ଅଫ ସ୍କିମ, ଆଇଡିଆ, ଇନୋଭେସନ ଆଣ୍ଡ ରିସର୍ଚ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲଟି ଅଣୁ, […]
ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍ ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଥିବା ବେଳେ 9ଟି ରାଜ୍ୟରେ କରୋନ ସ୍ଥିତି ଦୃଢ ସ୍ଥିତିରେ ରହିଛି । ଜାତୀୟ ଦ୍ବିଗୁଣିତ ହାର 11.3 ରହିଥିବା 9ଟି ରାଜ୍ୟରେ ଦ୍ବିଗୁଣିତ ସଂଖ୍ୟା ଅଧିକ […]
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଅତିକ୍ରମ କରିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33050 ଛୁଇଁଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍ […]
କୋଲକାତା : କରୋନା ସମୟରେ ଘଟିଥିବା ଅର୍ଥନୈତିକ ସ୍ଥାଣୁତାର ମୁକାବିଲା କରିବା ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ 1.52 ଲକ୍ଷ କୋଟିର ପ୍ୟାକେଜ୍ ଘୋଷଣା କରାଯାଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଦିନ ଏହି 1.52 ଲକ୍ଷ କୋଟିର […]
ମୁମ୍ବାଇ : କରୋନା ପ୍ରଭାବରେ ବିଶ୍ବର ଅର୍ଥନୀତି ତଳୁଆ ରହିଥିବା ବେଳେ ଗୁରୁବାର ଭାରତୀୟ ସେୟାର ବଜାର ଉପରକୁ ଉଠିଛି । ଗୁରୁବାର ସେନ୍ସେକ୍ସ 1000 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍ଟୀରେ ମଧ୍ୟ ଅଭିବୃଦ୍ଧି ଘଟିଛି । ସେନ୍ସେକ୍ସରେ 3.09 […]
ନୂଆଦିଲ୍ଲୀ : ଦିଲ୍ଲୀରୁ ମୁମ୍ବାଇ ଯିବା ପାଇଁ ଋଷି କପୁରଙ୍କ ଝିଅଙ୍କୁ ଅନୁମତି ମିଳିଛି । ଭେଟରାନ୍ ବଲିଉଡ୍ ଅଭିନେତା ଋଷି କପୁର ଆଜି ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ଋଷି କପୁରଙ୍କ ଅନ୍ତିମ […]
ନୂଆଦିଲ୍ଲୀ : ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ଉପରେ ରୋକ୍ ଲଗାଇବାକୁ ମନା କରିଛନ୍ତି ସର୍ବୋଚ୍ଚ କୋର୍ଟ । ଦେଶରେ କରୋନା ସଂକ୍ରମଣ ସମୟରେ 20 ହଜାର କୋଟିର ଏହି ପ୍ରକଳ୍ପ ଉପରେ ରୋକ୍ ଲଗାଇବା ପାଇଁ ରାଜୀବ ସୂରୀ ଏକ ଯାଚିକା […]
ଥିରୁଅନନ୍ତପୁରମ : କରୋନା ଭାଇରସ୍ ସଂକ୍ରମଣ କାରଣରୁ ଦେଶରେ ଦେଖାଦେଇଥିବା ଅର୍ଥନୈତିକ ସଙ୍କଟର ମୁକାବିଲା କରିବା ପାଇଁ ପ୍ରଥମ ରାଜ୍ୟ ଭାବରେ କେରଳ ପଦକ୍ଷେପ ଗ୍ରହଣ କରିଛି । କେରଳ ନିଜର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏହି ନିୟମ ଲାଗୁ […]
ନୂଆଦିଲ୍ଲୀ : କରୋନା ଭାଇରସ୍ ପ୍ରଭାବରେ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଥିବା ବେଳେ ସୋସିଆଲ ମିଡିଆରେ ଚାଇନିଜ୍ ଦ୍ରବ୍ୟ ଏବଂ ଆପ୍ ବିରୋଧରେ ବିଭିନ୍ନ ପୋଷ୍ଟ ଦେଖିବାକୁ ମିଳୁଛି । ତେବେ ଏହା ମଧ୍ୟରେ ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି […]
ଭୁବନେଶ୍ବର : ବଲିଉଡ୍ର ବର୍ଷୀୟାନ ଅଭିନେତା ଋଷି କପୁର୍ଙ୍କ ବିୟୋଗରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଶୋକପ୍ରକଟ କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍କର, ରବି ଶଙ୍କର ପ୍ରସାଦ, ରାଜ୍ୟପାଳ ଗଣେଶୀ ଲାଲ୍,ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାହୁଲ୍ ଗାନ୍ଧି, […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 33 ହଜାର ପାର୍ କରିଛି । ସ୍ବାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ଏବେ ସୁଦ୍ଧା 33 ହଜାର 50 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି 1 […]
ମୁମ୍ବାଇ : 67 ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି ବଲିଉଡ୍ର ଲୋକପ୍ରିୟ ବର୍ଷୀୟାନ୍ ଅଭିନେତା ଋଷି କପୁର୍। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ଏନ୍ଏଚ୍ ରିଲାଏନ୍ସ ହସ୍ପିଟାଲ୍ରେ ଚିକିତ୍ସା […]
ଗାଜିଆବାଦ : ଉତ୍ତରପ୍ରଦେଶ ଗାଜିଆବାଦରେ ଏକ ଅନନ୍ୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ଲକ୍ ଡାଉନ୍ ସମୟରେ ଜଣେ ଯୁବକ ପରିବା ଓ ରାସନ ଆଣିବା ପାଇଁ ଘରୁ ବାହାରିଥିଲେ । କିନ୍ତୁ ଫେରିଲା ବେଳକୁ ସାଥୀରେ କନ୍ୟା ନେଇକି […]
ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ନିଜାମୁଦ୍ଦିନ ମରକଜ ମାମଲାର ଯାଞ୍ଚ କରୁଥିବା କ୍ରାଇମ୍ ବ୍ରାଞ୍ଚ ଟିମ୍ର ଜଣେ ସଦସ୍ୟଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ମିଳିଥିବା ସୂଚନା ଅନୁସାରେ […]
ନୂଆଦିଲ୍ଲୀ : କରୋନା ସଂକ୍ରମଣ ଯୋଗୁଁ ସବୁ ବିଶ୍ବବିଦ୍ୟାଳୟର ଶିକ୍ଷାବର୍ଷକୁ ବଦଳାଇବାକୁ ନେଇ ଯୋଜନା ପ୍ରସ୍ତୁତ କରୁଛି ୟୁଜିସି । ନୂଆ ଛାତ୍ରଛାତ୍ରୀଙ୍କ ଲାଗି ସେପ୍ଟେମ୍ବରରୁ ଆରମ୍ଭ ହେବ ଶିକ୍ଷା ବର୍ଷ । ପୁରୁଣା ପିଲାଙ୍କ ପାଠପଢା ଅଗଷ୍ଟ ଆରମ୍ଭ ହୋଇପାରେ […]
ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ସାରା ଦେଶରେ ଜାରି ରହିଛି ଲକ୍ ଡାଉନ୍ । ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ 24 ତାରିଖରୁ 21 ଦିନ ପାଇଁ ଲକ୍ ଡାଉନ୍ ଜାରି କରାଯାଇଥିବାବେଳେ ପୁନର୍ବାର ଏପ୍ରିଲ୍ 15ରୁ ମେ’ ତିନି ତାରିଖ […]
ନୂଆଦିଲ୍ଲୀ : ଲକ୍ ଡାଉନ୍ ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ଲୋକେ ଫସି ରହିଛନ୍ତି । ସେଠାରୁ ନିଜ ରାଜ୍ୟକୁ ଫେରିବା ପାଇଁ ଅନେକ ଲୋକ ଲୁଚିଛପି ଆସୁଥିବାବେଳେ କେହି କେହି ସରକାରଙ୍କ ନିକଟରେ ଅନୁରୋଧ ମଧ୍ୟ କରୁଛନ୍ତି । ବିଭିନ୍ନ […]
ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡିଛି । ଏଠାରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ମହାରାଷ୍ଟ୍ରର ୟବତମାଲରେ ପ୍ରତ୍ୟେକ ଦିନ ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି। ମିଳିଥିବା ସୂଚନା ଅନୁସାରେ ଏଠାରେ ପାଓ୍ବାରାପୁରା ଅଞ୍ଚଳରେ […]