ମୁମ୍ବାଇ : ବଲିଉଡ୍ରେ ଡ୍ରଗ୍ସ ଲିଙ୍କ ମାମଲାରେ ବଲିଉଡ୍ ଲଳନାଙ୍କୁ ଜେରା କରାଯିବା ପରେ ସେମାନଙ୍କ ମୋବାଇଲ୍ ସିଜ୍ କରାଯାଇଛି ।ଜେରାର ସମ୍ମୁଖୀନ ହୋଇଥିବା ବଲିଉଡ୍ ଅଭିନେତ୍ରୀମାନଙ୍କ ମୋବାଇଲ୍ ସିଜ୍ ହୋଇଥିବାର ସୂଚନା ରହିଛି । ଜେରା ପରେ ଅଭିନେତ୍ରୀମାନଙ୍କ ମୋବାଇଲ୍ […]
କୋଲକାତା, ବର୍ତ୍ତମାନ ସିନେମା ହଲ, ପ୍ରେକ୍ଷାଳୟ, ନୃତ୍ୟ ଓ ସଂଗୀତ କାର୍ଯ୍ୟକ୍ରମ, ଯାତ୍ରା, ମ୍ୟାଜିକ ସୋ ଏବଂ ସର୍କସ ପ୍ରଦର୍ଶନ ହେବ। ଅକ୍ଟୋବର ଏକ ତାରିଖରୁ ଏହା ଲାଗୁ ହେବ ବୋଲି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ଟୁଇଟ କରି ଜଣାଇଛନ୍ତି। […]
ନୂଆଦିଲ୍ଲୀ, ଆଜି ଆଖି ବୁଜିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ଜଣେ ବରିଷ୍ଠ ନେତା ଯଶୱନ୍ତ ସିଂହ। ମୃତ୍ୟୁ ବେଳକୁ ତାଙ୍କୁ 82 ବର୍ଷ ବୟସ ହୋଇଥିଲା। ଛଅ ବର୍ଷ ତଳେ ସେ ଘରେ ପଡିଯିବାରୁ ତାଙ୍କର ମୁଣ୍ଡରେ ଆଘତ ଲାଗିଥିଲା। […]
ନୂଆଦିଲ୍ଲୀ, ଶେଷରେ ପଂଜାବର ଶିରୋମଣି ଅକାଳି ଦଳ ଏନଡିଏରେ ହାତ ଛାଡିଛି। ଆଜି ଏ ନେଇ ଦଳ ତରଫରୁ ସ୍ପଷ୍ଟ କରାଯାଇଛି। କୃଷି ବିଲକୁ ଦଳର କୌଣସି କର୍ମି ଗ୍ରହଣ କରୁ ନାହାଁନ୍ତି। ସେଥିପାଇଁ ରାଜନୈତିକ ଚାପରେ ଏହି ନିଷ୍ପତି ନେବାକୁ […]
ନୂଆଦିଲ୍ଲୀ, ଆସନ୍ତାକାଲି ଶେଷ ରବିବାର ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଧାରାବାହିକ ରେଡିଓ କାର୍ଯ୍ୟକ୍ରମରେ ଆସିବେ। ଯାହାର ନାମ ରହିଛି ମନ୍ କି ବାତ୍। ଏହି ଅଲ ଇଣ୍ଡିଆ ରେଡିଓରେ ଦିନ ଏଗାରଟା ବେଲେ ସିଧା ପ୍ରସାରଣ କରାଯିବ। ଏଥିସହିତ […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି(ବିଜେପି)ର ପଦାଧିକାରୀଙ୍କ ନୂତନ ଟିମ୍ ଘୋଷଣା କରିଛି। ଦଳର ସଭାପତି ଜଗତ ପ୍ରକାଶ ନଡ୍ଡା କିଛି ସମୟ ପୂର୍ବେ ଏହାର ଘୋଷଣା କରିଛନ୍ତି। ଏଥର ବିଜେପିର ନୂତନ ଟିମ୍ରେ ସମସ୍ତ ରାଜ୍ୟର ଯୁବକ ଓ ମହିଳାଙ୍କୁ ସୁଯୋଗ […]
ସୁନ୍ଦରଗଡ, ବର୍ତ୍ତମାନ ଜନ୍ମଦିନ ପାର୍ଟିରେ ମିଳିବ ମାଣ୍ଡିଆ କେକ୍। ବିଶ୍ବାସ ହେଉ ନାହିଁ କି ! ଏହା ସତକଥା। ଏବେ ମାଣ୍ଡିଆର ଭେଳିକି ଭେଳି ଖାଦ୍ୟ ପଦାର୍ଥ ବଜାରରେ ଉପଲବ୍ଧ ହେବ। ବର୍ତ୍ତମାନ ମାଣ୍ଡିଆ ଆଉ ଖିରି ବା ଜାଉ ଭିତରେ […]
ମୁମ୍ବାଇ : ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଶିବସେନା ନେତା ସଞ୍ଜୟ ରାଓ୍ବତ କଡ୍ଡା ଟିପ୍ପଣୀ ରଖିଛନ୍ତି । ସଞ୍ଜୟ କହିଛନ୍ତି ଯେ, ଯଦି ବିହାରରେ ପର୍ଯ୍ୟାପ୍ତ ପରିମାଣରେ ପ୍ରସଙ୍ଗ ନାହିଁ, ତେବେ ମୁମ୍ବାଇରୁ କିଛି […]
ଆସାମ : ଆସାମର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନାଓ୍ବାଲ୍ 12 ହଜାର ଘୁଷୁରୀଙ୍କୁ ମାରିବାକୁ ଆଦେଶ ଦେଇଛନ୍ତି । ତେବେ ଏହି ଆଦେଶ ଦେବା ପଛରେ ରହିଛି ଆଫ୍ରିକି ସ୍ବାଇନ୍ (ଫ୍ଲୁ) ଜ୍ବର । ଆଫ୍ରିକୀ ସ୍ବାଇନ୍ ଜ୍ବର ଦ୍ବାରା ପ୍ରଭାବିତ ହୋଇଥିବା […]
ମୁମ୍ବାଇ: ଦୀପିକାଙ୍କ ପରେ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବିରେ ହାଜର ହେଲେ ଅଭିନେତ୍ରୀ ଶ୍ରଦ୍ଧା କପୁର । ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ତାଙ୍କୁ ହାଜର ହେବାକୁ ସମନ୍ ହୋଇଥିଲା। ଏହି ମାମଲାରେ ତାଙ୍କୁ ପଚରାଉଚରା […]
ଉଜ୍ଜୈନ୍ : ଶନିବାର ସକାଳେ ଉଜ୍ଜୈନ୍ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନରବର ଅଞ୍ଚଳ ନିକଟରେ ସକାଳୁ ଏକ ଟ୍ରକ୍ ଓ ଗାଡି ମଧ୍ୟରେ ଜବରଦସ୍ତ ଧକ୍କା ହେବା ଫଳରେ 5ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । […]
ମୁମ୍ବାଇ : ଏନ୍ସିବିରେ ହାଜର ହେଲେ ଅଭିନେତ୍ରୀ ଦୀପିକା ପାଦୁକୋନ୍ । ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ମାମଲାରେ ଦୀପିକାଙ୍କୁ ଏନ୍ସିବି ଟିମ୍ ଦୀପିକାଙ୍କୁ ଜେରା କରୁଛି । ସାରା, ଶ୍ରଦ୍ଧାଙ୍କୁ ବି ଆଜି ହାଜର ପାଇଁ ସମନ କରିଛି ଏନ୍ସିବି । […]
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ କରୋନା ଆକ୍ରାନ୍ତଙ୍କ ମୃତ ହୋଇଛି। ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ଲକ୍ଷ ୩ ହଜାର ୯୩୩କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ […]
ନୂଆଦିଲ୍ଲୀ, କରୋନା ମହାମାରୀ ସତ୍ତ୍ୱେ ଚଳିତ ବର୍ଷ ଦେଶରେ ଖରିଫ ଚାଷ ଆଦୌ ପ୍ରଭାବିତ ହୋଇନାହିଁ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରମାନଙ୍କ ସକ୍ରିୟତା ଫଳରେ ବିଭିନ୍ନ ପ୍ରକାର କାର୍ୟ୍ୟକ୍ରମ ଓ ଅଭିଯାନକୁ ସଫଳତାର […]
ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ନମୁନା ପରୀକ୍ଷଣ ସହିତ ଭାରତ ଗୋଟିଏ ଦିନରେ ସର୍ବାଧିକ ସଂଖ୍ୟକ ପରୀକ୍ଷା ପଞ୍ଜୀକୃତ କରିଥିବା ବେଳେ ରେକର୍ଡ ସଂଖ୍ୟକ ଆରୋଗ୍ୟ ରୋଗୀଙ୍କ ଧାରା ମଧ୍ୟ ଅବ୍ୟାହତ ରହିଛି । ବର୍ତ୍ତମାନ […]
ନୂଆଦିଲ୍ଲୀ, ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଥମ ଓଡିଆ ସିଏଜି ଗିରିଶ ଚନ୍ଦ୍ର ମୂର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନୂଆଦିଲ୍ଲୀସ୍ଥିତ ସିଏଜି କାର୍ଯ୍ୟାଳରେ ଅପରାଜିତା ତାଙ୍କ ଭେଟି ବିଭିନ୍ନ ପ୍ରସଂଗରେ ମଧ୍ୟ ଆଲୋଚନା କରିଛନ୍ତି। ଜଣେ ଓଡିଆ ଭାବେ ଗିରିଶ ଏହି […]
ନୂଆଦିଲ୍ଲୀ, ଜାପାନର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି ସୁଗା ୟୋଶିହିଦେ। ତାଙ୍କର ଏହି ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ ଦୁଇ ଦେଶ ମଧ୍ୟରେ ସଂପର୍କକୁ ନେଇ କଥାବାର୍ତ୍ତା ମଧ୍ୟ […]
ଭୁବନେଶ୍ବର, ଆୟକର ବିଭାଗ ପକ୍ଷରୁ ଆଜିଠାରୁ ଫେସ୍ଲେସ୍ ଟିକସ ଅପିଲ ବ୍ୟବସ୍ଥା ଆରମ୍ଭ ହୋଇଛି। ଏଣିକି ସମସ୍ତ ପ୍ରକାର ଆୟକର ଅପିଲ ଫେସ୍ଲେସ ବ୍ୟବସ୍ଥାରେ ଶୁଣାଣି ହୋଇ ଚୂଡାନ୍ତ ହେବ। କେବଳ ଅତି ଗୁରୁତର ଠକେଇ ଯଥା ବଡ଼ ଧରଣର ଟିକସ […]
ଭୁବନେଶ୍ୱର: ଓଡ଼ିଶାରେ ରିଲାଏନ୍ସ ଜିଓ ୨୦୨୦ର ପ୍ରଥମ ଛଅ ମାସରେ ପ୍ରାୟ ୧୨ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଡିଛି। ଭାରତୀୟ ଦୂରସଂଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟରୁ ଏହା ଜଣାପଡିଛି । ଅନ୍ୟମାନଙ୍କ ମଧ୍ୟରେ […]
ଭୁବନେଶ୍ବର: ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦାବୀ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ୍ଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ,ଓଡ଼ିଶୀ ସଙ୍ଗୀତ ଦ୍ବିତୀୟ ଶତାବ୍ଦୀର […]
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ବିହାର ନିର୍ବାଚନ । ଅକ୍ଟୋବର 28 ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟର 71ଟି ଆସନ ପାଇଁ […]