ନୂଆଦିଲ୍ଲୀ : ଆଜି ଦେଶରେ ଜାରି ରହିଥିବା 21 ଦିନିଆ ଲକ୍ ଡାଉନ୍ର ଶେଷ ଦିବସ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରି ଲକ୍ ଡାଉନକୁ ମେ 3 ପର୍ଯ୍ୟନ୍ତ ବୃଦ୍ଧି କରାଇଛନ୍ତି । ପିଏମ୍ ଦେଶକୁ […]
ନୂଆଦିଲ୍ଲୀ: ଦେଶରେ କରୋନା କାୟା ମେଲାଇ ଚାଲିଛି । ବିଶେଷ କରି ମହାରାଷ୍ଟ୍ରରେ ଏହା ଚିନ୍ତା ବଢାଇଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା 23ଶହକୁ ଟପିଥିବାର ଜଣାପଡିଛି । ସେହିପରି ଏଠାରେ ମୃତ୍ୟୁ ସଂଖ୍ୟା 160ରେ ପହଞ୍ଚିଛି । ସେହିପରି ରାଜଧାନୀ […]
ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ଜଟିଳ ଥିବାରୁ ଦେଶରେ ଲକ୍ ଡାଉନ୍ର ଅବଧିକୁ ମେ’ ତିନି ପର୍ଯ୍ୟନ୍ତ ବୃଦ୍ଧି କରାଇଛନ୍ତି । କରୋନାକୁ ନେଇ ଦେଶବାସୀଙ୍କ ସମ୍ବୋଧିତ କରିବା ସମୟରେ ସାତୋଟି କଥା ଉପରେ ଧ୍ୟାନ ଦେବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକଟକୁ ନେଇ ପ୍ରଧାନମନ୍ତ୍ରୀ ପୁଣିଥରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଦେଶରେ ଜାରି ରହିଥିବା କରୋନା ସ୍ଥିତିକୁ ଦେଖି ଲକ୍ ଡାଉନ୍ର ଅବଧିକୁ ପ୍ରଧାନମନ୍ତ୍ରୀ ଆଜି ବଢାଇଛନ୍ତି । ମେ 3 ପର୍ଯ୍ୟନ୍ତ ଦେଶରେ ଲକ୍ […]
ନୂଆଦିଲ୍ଲୀ : ମୋଦିଙ୍କ ପୂର୍ବରୁ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କଲେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି । କରୋନା ବିରୋଧରେ ଲଢ଼େଇ କରୁଥିବା ସମସ୍ତ କୋଭିଡ ଯୋଦ୍ଧାଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ବିଶେଷ କରି ଡାକ୍ତର, […]
ନୂଆଦିଲ୍ଲୀ, ଦେଶରେ କୋଭିଡ-19 ବିରୋଧରେ ଜାରି ରହିଥିବା ସମୂହ ସଂଗ୍ରାମରେ, ଭାରତ ସରକାର ରାଜ୍ୟ/ କେନ୍ଦ୍ରଶାସିତ କ୍ଷେତ୍ରମାନଙ୍କ ସହ ମିଶି ଏହାର ପ୍ରତିକାର, ନିୟନ୍ତ୍ରଣ ତଥା କୋଭିଡ-19 ସଂକ୍ରମଣର ପରିଚାଳନା ସକାଶେ ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ସର୍ବୋଚ୍ଚ […]
ବେଙ୍ଗାଲୁରୁ : କରୋନା ଭାଇରସ ସହ ମୁକାବିଲା କରିବା ପାଇଁ ରାଜ୍ୟରେ 21 ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଘରେ ସମେସ୍ତ ରହିଛନ୍ତି । କେବଳ ଅତ୍ୟାବଶ୍ୟକ ଜିନିଷକୁ ଛାଡିଦେଲେ ବାକି ସମସ୍ତ ଦୋକାନ ବନ୍ଦ ରହିଛି । […]
ନୂଆଦିଲ୍ଲୀ, ଦେଶରେ ଏବେ ବୈଶ୍ୱିକ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଭୟଙ୍କର ରୂପ ଧାରଣ କରିଥିବାରୁ ପବିତ୍ର ରମଜାନ ମାସରେ ଲକଡାଉନ୍ ଏବଂ ସାମାଜିକ ଦୂରତା ରକ୍ଷାକୁ ନିଷ୍ଠାର ସହ ପାଳନ କରିବା ନିମନ୍ତେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖତାର […]
ନୂଆଦିଲ୍ଲୀ, କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଯାତ୍ରା ଓ ବିଭିନ୍ନ ପ୍ରକାର ଗମନାଗମନ ଉପରେ ଭାରତ ସରକାର ନିଷେଧାଦେଶ ଜାରି କରିବାରୁ ବିଭିନ୍ନ କାର୍ଯ୍ୟରେ ଭାରତକୁ ଆସିଥିବା ବିଦେଶୀ ନାଗରିକମାନେ ଅଟକି ରହିଛନ୍ତି । ଏହି ନାଗରିକମାନଙ୍କୁ ଭାରତରେ […]
ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସ୍ଥିତି ବେଶ୍ ଉଦ୍ବେଗଜନକ ରହିଛି । ଏଠାରେ ସର୍ବାଧିକ ଆକ୍ରାନ୍ତ ଓ ମୃତ୍ୟୁ ରହିଥିବାବେଳେ ମହାରାଷ୍ଟ୍ର ସରକାରର ଆବାସ ମନ୍ତ୍ରୀ ଜିତେନ୍ଦ୍ର ଆହ୍ବାଡ ଏବେ କ୍ବାରେଣ୍ଟିନ୍ରେ । ମିଳିଥିବା ସୂଚନା ଅନୁସାରେ ମନ୍ତ୍ରୀ ଜିତେନ୍ଦ୍ରଙ୍କ 14 […]
ନୂଆଦିଲ୍ଲୀ : କରୋନା ଭାଇରସ୍ ସହ ଲଢେଇ ଜାରି ରଖିଛି ଭାରତ । ଆଜି ଲକ୍ଡାଉନ୍ର 20ତମ ଦିବସ । ଏହାର ପ୍ରଭାବ ମଧ୍ୟ ଦେଶରେ ଦେଖିବାକୁ ମିଳିଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । ସ୍ବାସ୍ଥ୍ୟ ବିଭାଗ ତରଫରୁ […]
ମୁମ୍ବାଇ : ଦେଶରେ କରୋନା ମୃତ୍ୟୁ ସଂଖ୍ୟା 324କୁ ବୃଦ୍ଧି ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 9352 ରହିଥିବାବେଳେ 8 ହଜାର 48ଜଣ ଚିକିତ୍ସାଧୀନ ରହିଛନ୍ତି […]
ନୂଆଦିଲ୍ଲୀ : କରୋନା ସହ ମୁକାବିଲା କରିବା ପାଇଁ ଦେଶରେ 21ଦିନିଆ ଲକ୍ ଡାଉନ୍ ଜାରି ହୋଇଛି । ଆସନ୍ତା କାଲି ଏହି 21 ଦିନିଆ ଲକ୍ ଡାଉନର ଅନ୍ତିମ ଦିବସ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିବା 10 […]
ମୁମ୍ବାଇ : ମୁମ୍ବାଇର ଏକ ହସ୍ପିଟାଲ୍ର 25 ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ମିଳିଛି। ଏହି ସମସ୍ତଙ୍କୁ ହସ୍ପିଟାଲରେ ଆଇସିୟୁରେ ରଖାଯାଇଛି । ତେବେ ସମସ୍ତଙ୍କ ଅବସ୍ଥା ଏବେ ସ୍ଥିର ରହିଛି। ଏହି ସମସ୍ତ କର୍ମଚାରୀ ନିକଟରେ ଜଣେ […]
ନୂଆଦିଲ୍ଲୀ : କରୋନା ଏବେ ମାନବ ସମାଜ ପାଇଁ ସବୁଠୁ ବଡ ସମସ୍ୟା ଭାବେ ଉଭା ହୋଇଛି । ବିଶ୍ବର 210ଟି ଦେଶ ଏହ କରୋନା କବଳରେ କବଳିତ । ଭାରତରେ ମଧ୍ୟ ଏହା ବ୍ୟାପିବାରେ ଲାଗିଛି । ଭାରତରେ ସଂକ୍ରମିତଙ୍କ […]
ନୂଆଦିଲ୍ଲୀ: ଦେଶର ସପ୍ତମ ରାଜ୍ୟ ଭାବେ ତାମିଲନାଡୁ ଲକଡାଉନ ଅବଧିକୁ ଏପିଲ୍ 30 ଯାଏଁ ବୃଦ୍ଧି କରିଛି। ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ଲକଡାଉନ ଅବଧି ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସରକାର ଲକଡାଉନ […]
ହାଇଦ୍ରାବାଦ : ନିଜ ଝିଅକୁ ବିଷ ଦେଇ ହତ୍ୟା କରିବା ପରେ ଦୁଇ ମହିଳା ଆତ୍ମହତ୍ୟା କରିଛନ୍ତି । ପାରିବାରିକ କଳହ କାରଣରୁ ଅନୁଷା ଏବଂ ସୁମତି ନାମକ ଦୁଇ ମହିଳା ଅନୁଷାଙ୍କ 5 ବର୍ଷୀୟ ଝିଅକୁ ବିଷ ଦେଇ ହତ୍ୟା […]
ନୂଆଦିଲ୍ଲୀ : କରୋନା ଅପଡେଟ୍ ନେଇ ଯୁଗ୍ମ ସଚିବ ଲବ୍ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି । ଗତ 24 ଘଣ୍ଟା ମଧ୍ୟରେ କରୋନାରେ 35ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 141 ଜଣ ସୁସ୍ଥ ହୋଇ ଡିସ୍ଚାର୍ଜ ହୋଇଛନ୍ତି । ଗତକାଲି ଗୋଟିଏ ଦିନରେ […]
ନୂଆଦିଲ୍ଲୀ: ଭୟାନକ କରୋନା ସାରା ବିଶ୍ବରେ ମୃତ୍ୟୁର ତାଣ୍ଡବ ରଚି ଚାଲିଛି। 210ଟି ଦେଶରେ କରୋନା ବ୍ୟାପିଥିବାବେଳେ କରୋନା ଯୋଗୁଁ ବିଶ୍ବରେ ଏପର୍ଯ୍ୟନ୍ତ 18 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ ହେଲେଣି। ସେହିପରି 1 ଲକ୍ଷ 14 ହଜାର ଲୋକଙ୍କର ମୃତ୍ୟୁ […]
ମୁମ୍ବାଇ: ମହାରାଷ୍ଟ୍ରର ପାଲଘରଠାରେ ଏକ ସାନିଟାଇଜର୍ ଓ ହ୍ୟାଣ୍ଡଓ୍ବାସ୍ ତିଆରି କାରଖାନାରେ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ସୋମବାର ଦିନ 11ଟା 30 ମିନିଟ୍ ସମୟରେଏହି ଦୁର୍ଘଟଣା ଘଟିଥିଲା । […]
ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବଦାଉଁରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି। ଜଣେ ବ୍ୟକ୍ତିଙ୍କ ପାଇଁ ୧୪ ଟି ଗାଁକୁ କ୍ବାରାଣ୍ଟାଇନ୍ରେ ରଖାଯାଇଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଜଣେ ବ୍ୟକ୍ତି ଭବାନୀପୁର ଖାଲି ଅଞ୍ଚଳର ଏକ ମସ୍ଜିଦ୍ରେ ଅବସ୍ଥାନ କରୁଥିଲେ। ଉକ୍ତ ବ୍ୟକ୍ତି […]