ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 50 ଲକ୍ଷ 20 ହଜାର360କୁ ବୃଦ୍ଧି ହୋଇଥିବାବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା 82, 066ରେ ପହଞ୍ଚିଲା । ଗତ 24 ଘଣ୍ଟାରେ 90 ହଜାର 123 ଆକ୍ରାନ୍ତ ହୋଇଥିବାବେଳେ 1290 ଜଣଙ୍କର ମୃତ୍ୟୁ […]
ବାଗପତ : ଉତ୍ତରପ୍ରଦେଶର ବାଗପତ ଜନପଦଠାରେ ମାତ୍ର ତିନି ହଜାର ଟଙ୍କା ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଛି । ଟଙ୍କା ନେଣଦେଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଏହାକୁ ନେଇ ଦୁଇ ଗୋଷ୍ଠୀଙ୍କ […]
ନୂଆଦିଲ୍ଲୀ, ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଉନ୍ନୟନ କାର୍ଯ୍ୟ କରାଯିବ। ଦେଶରେ ପ୍ରଥମ ପର୍ଯ୍ୟାୟରେ ଯେଉଁ 8ଟି ଖେଲୋ ଇଣ୍ଡିଆ ରାଜ୍ୟ ଉତ୍କର୍ଷ କେନ୍ଦ୍ରର ବିକାଶ କରାଯିବ ସେଥିମଧ୍ୟରେ କଳିଙ୍ଗ ଷ୍ଟାଡିୟମ ଅନ୍ତର୍ଭୁକ୍ତ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର […]
ନୂଆଦିଲ୍ଲୀ, ଓଡ଼ିଶା ସମେତ ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ କ୍ଷେତ୍ରରେ ୩୭ଟି ମେଗା ଫୁଡ଼୍ ପାର୍କକୁ ସରକାର ମଞ୍ଜୁରି ପ୍ରଦାନ କରିଛନ୍ତି । ଆଜି ଲୋକସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର […]
ନୂଆଦିଲ୍ଲୀ, ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, କେରଳ, ପଶ୍ଚିମବଂଗ, ରାଜସ୍ଥାନ, ଝାଡଖଣ୍ଡ, ଛତିଶଗଡ, କର୍ଣ୍ଣାଟକ ଏବଂ ହରିଆନା ନିଜ ନିଜ ରାଜ୍ୟରେ କେନ୍ଦ୍ରୀୟ ଯୋଗ ଓ ନେଚରପ୍ୟାଥି ପ୍ରତିଷ୍ଠାନ ଖୋଲିବା ପାଇଁ ଜାଗା ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି । ଓଡିଶା, ହରିଆନା […]
ନୂଆଦିଲ୍ଲୀ, ବିହାରର ଦରଭଙ୍ଗାଠାରେ ଏକ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ସ୍ଥାପନ ହେବ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା […]
ଭୁବନେଶ୍ୱର: ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିର୍ଦ୍ଦେଶକ ଓ କୃଷି ଗବେଷଣା ଓ ଶିକ୍ଷା […]
ଭୁବନେଶ୍ବର, ଦିନକୁ ଦିନ ଭୁବନେଶ୍ବର କରୋନା ପଜେଟିଭ ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜଧାନୀରୁ 342 ଜଣ ନୂଆ କୋଭିଡ19 ପଜେଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 98 ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବା ବେଳେ 244 ଜଣ ସ୍ଥାନୀୟ ଆକ୍ରାନ୍ତ। […]
ଭୁବନେଶ୍ବର, ଆଜି ଚନ୍ଦକା-ଡମ ପଡ଼ା ବନ୍ୟ ପ୍ରାଣୀ ଅଭୟାରଣ୍ୟ ମଧ୍ୟରେ କୁମାରଖୁଣ୍ଟିଠାରେ ଜଙ୍ଗଲ ଓ ପରିବେଶ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ହସ୍ତୀ ଥଇଥାନ କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କେନ୍ଦ୍ରଟି ପ୍ରାୟ ସାଢ଼େ ଦଶ […]
ଭୁବନେଶ୍ବର, କୋଭିଡ -୧୯ ଏକ ଆହ୍ୱାନ ଭାବେ ପରିଗଣିତ କରି ଭାରତୀୟ ରେଳବାଇ ମାଲ ପରିବହନ କାର୍ଯ୍ୟକୁ ବଢ଼ବା ପାଇଁ ଅନେକ ପଦକ୍ଷେପ ହାତକୁ ନେଇଛି। ଏହି ମିଶନ ମୋଡରେ, ପୂର୍ବ ତଟ ରେଳ ଉଭୟ ଶୁଳ୍କ ଏବଂ ଅଣ ଶୁଳ୍କ […]
ମୁମ୍ବାଇ : ବଲିଉଡ୍ ଓ ଡ୍ରଗ୍ସ୍ ଲିଙ୍କ୍କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଡ୍ରଗ୍ସ କାରାବାରକୁ ନେଇ ରିଆ ଚକ୍ରବର୍ତ୍ତୀ ଏବେ ଗିରଫ ହୋଇଥିବାବେଳେ ଅନେକ ଅଭିନେତ୍ରୀଙ୍କନାମ ମଧ୍ୟ ଏବେ ଏହି ବିବାଦକୁ ଆସିଛି । ଏହି ମାମଲାକୁ […]
ନୂଆଦିଲ୍ଲୀ, କୋଭିଡ -19 ଭୟରେ ବର୍ତ୍ତମାନ ହୃଦରୋଗୀମାନେ ଡାକ୍ତରଖାନା ଆସୁ ନ ଥିବାରୁ ପ୍ରାୟ 20 ପ୍ରତିଶତ ଏହି ରୋଗ ବୃଦ୍ଧି ଘଟିଛି। ଆଜି ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସପିଟାଲ ତରଫରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି […]
ନୂଆଦିଲ୍ଲୀ : କରୋନା ଅପଡେଟ୍ ନେଇ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି । ଦେଶରେ 14ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଆକ୍ଟିଭ୍ କେସ୍ 5 ହଜାରରୁ କମ୍ ରହିଛି । 18ଟି ରାଜ୍ୟରେ ଆକ୍ଟିଭ୍ କେସ୍ ସଂଖ୍ୟା […]
ନୂଆଦିଲ୍ଲୀ : ଭାରତ-ଚୀନ ସୀମା ବିବାଦକୁ ନେଇ ଲୋକସଭାରେ ବିବୃତ୍ତି ରଖିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଲଦାଖ ସ୍ଥିତି ସମ୍ପର୍କରେ ଗୃହକୁ ଜଣାଇବା ସହ ଶାନ୍ତି ଚାହୁଁଛୁ ବୋଲି କହିଛନ୍ତି ରାଜନାଥ ସିଂହ । ଏଲଏସିରେ ଭାରତୀୟ ଯବାନ ଚାଇନାକୁ […]
ନୂଆଦିଲ୍ଲୀ, ଲକ ଡାଉନ ସମୟରେ ବେଆଇନ ମଦ ବିକ୍ରି ଉପରେ କଟକଣା ଜାରି ରହିଥିଲେ ମଧ୍ୟ ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ଚାଲିଥିଲା। ଏହି ଖବର ପାଇଁ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପୋଲିସ ଏବଂ ଅବକାରୀ ବିଭାଗ ମିଳିତ ଭାବେ […]
ଲକ୍ଷ୍ନୌ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଉ ଏକ ସ୍ଥାନର ନାମ ପରିବର୍ତ୍ତନ କରିଛନ୍ତି । ତାଜମହଲ ନିକଟରେ ନିର୍ମିତ ହୋଇଥିବା ମୋଗଲ ମ୍ୟୁଜିୟମର ନାମକୁ ପରିବର୍ତ୍ତନ କରିଛନ୍ତି । ଏହି ମ୍ୟୁଜିୟମର ନାମ ପରିବର୍ତ୍ତନ କରି ଛତ୍ରପତି […]
ଭାଇଜାଗ : ବିଶାଖାପାଟଣାର ନୌସେନା ଗୁପ୍ତଚର ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଏନଆଇଏ । ତେବେ ଏନଆଇଏ ପକ୍ଷରୁ ଅଭିଯୁକ୍ତଙ୍କ ନାମ ଗୋପନ ରଖାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଏହି ମାମଲାରେ ପୂର୍ବରୁ 11 ଜଣ ନୌସେନା ଅଧିକାରୀଙ୍କୁ ଗିରଫ […]
ନୂଆଦିଲ୍ଲୀ : ଭାରତ ସରକାର ପିଆଜର ରପ୍ତାନୀ ଉପରେ କଟକଣା ଜାରି କରିଛନ୍ତି। ତେବେ କଟା ହୋଇଥିବା କିମ୍ବା ପାଉଡର ଆକାରରେ ବିକ୍ରି ହେଉଥିବା ପିଆଜ ରପ୍ତାନିକୁ କଟକଣା ମୁକ୍ତ ରଖାଯାଇଛି । ପିଆଜ ରପ୍ତାନିକୁ ନିଷିଦ୍ଧ କରାଯାଇଥିବା ସମ୍ପର୍କରେ ବୈଦେଶିକ […]
ନୂଆଦିଲ୍ଲୀ : ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ପ୍ରସଙ୍ଗରେ ମୋଦି ସରକାରଙ୍କୁ ଘେରିଛନ୍ତି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧି । ସରକାରଙ୍କ ନିକଟରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁକୁ ନେଇ କୌଣସି ତଥ୍ୟ ରହିନଥିବା ନେଇ ରାହୁଲ ସରକାରଙ୍କୁ ଟାର୍ଗେଟ କରିଥିଲେ । […]
ନୂଆଦିଲ୍ଲୀ : ଏଲ୍ଏସିରେ ସୀମା ବିବାଦ ସହ ପ୍ରାୟ ପ୍ରତ୍ୟେହ ଚୀନ୍ର ନୂଆ ନୂଆ ଚାଲ୍ ଆଗରେ ମଧ୍ୟ ଭାରତ ଚୀନ୍କୁ ଏକ ବଡ ଝଟ୍କା ଦେଇଛି । ମିଳିତ ଜାତିସଂଘ ECOSOCରେ ସ୍ଥାନ ପାଇଲା ଭାରତ । ଭୋଟିଂ ବ୍ୟବସ୍ଥାରେ […]
ନୂଆଦିଲ୍ଲୀ : ବଲିଉଡ୍ ଓ ଡ୍ରଗ୍ସ ଲିଙ୍କ ମାମଲାକୁ ନେଇ ସଂସଦରେ ବର୍ଷିଛନ୍ତି ଜୟା ବଚ୍ଚନ । ବଲିଉଡ୍କୁ ବଦନାମ କରାଯିବାର ଯୋଜନା କରାଯାଉଛି ବୋଲି କହିଛନ୍ତି ସମାଜବାଦୀ ପାର୍ଟି ସାଂସଦ ଜୟା ବଚ୍ଚନ । ଆଜି ସଂସଦର ଦ୍ବିତୀୟ ଦିନରେ […]