ନୂଆଦିଲ୍ଲୀ : କରୋନା ଭାଇରସ୍ କାରଣରୁ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍) ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଦେଶବ୍ୟାପୀ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । […]
ଥିରୁଅନନ୍ତପୁରମ୍ : କରୋନା ସନ୍ଦିଗ୍ଧ ଜନୈକ ଆଇଏଏସ୍ ଅଫିସରଙ୍କୁ କ୍ବାରାଣ୍ଟାଇନ୍ରେ ରଖାଯିବାର ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏହାର ଅବମାନନା କରିବାରୁ ତାଙ୍କୁ ନିଲମ୍ବନ କରାଯାଇଛି । ଆଇଏଏସ୍ ଅଧିକାରୀ ଅନୁପମ ମିଶ୍ରଙ୍କୁ ସଙ୍ଗରୋଧରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏହାକୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ୧) ଇଟାଲୀର ସହରରେ ଅନେକ ଶବର ଦୃଶ୍ୟ । ସତ୍ୟତା-ଏହା ଏକ ଫିଲ୍ମ କଣ୍ଟାଜିଆନର ଦୃଶ୍ୟ ଅଟେ । ୨) ଜିଓ ର 498/- ଟଙ୍କା ର ଫ୍ରି ରିଚାର୍ଜ । ସତ୍ୟତା-କମ୍ପାନୀ ଏଭଳି କିଛି ଘୋଷଣା […]
ମୁମ୍ବାଇ : କରୋନା ଭାଇରସ ବିରୋଧରେ ଲଢାଇ କରିବା ପାଇଁ ଲୋକମାନେ ସହଯୋଗ କରୁଥିବାବେଳେ ଅପର ପକ୍ଷରେ ସରକାରଙ୍କୁ ଆର୍ଥିକ ସାହାଯ୍ୟ ମଧ୍ୟ କରାଯାଉଛି। ସେଲିବ୍ରିଟି, ଖେଳ ତାରକା ମାନେ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ୍ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ୍କୁ ଆର୍ଥିକ […]
ନୂଆଦିଲ୍ଲୀ : ପ୍ରବାସୀଙ୍କ ଉପରେ କଡା ନଜର ରଖିବା ପାଇଁ ଗୃହ ମନ୍ତ୍ରାଳୟ କଡା ନିର୍ଦ୍ଦେଶ ଦେଇଛନ୍ତି। ବିଦେଶ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଗୃହ ମନ୍ତ୍ରାୟ ତରଫରୁ ଚିଠିରେ ନିର୍ଦ୍ଦେଶ ରହିଛି। ଆଇସୋଲେସନ୍, କ୍ବାରେଣ୍ଟାଇନ୍ ଓ ନିରୀକ୍ଷଣ ବ୍ୟବସ୍ଥା […]
ନୂଆଦିଲ୍ଲୀ : କରୋନା ଭାଇରସ୍କୁ ହରାଇବା ପାଇଁ ଭାରତୀୟ ସେନା ଅପରେସନ୍ ନମସ୍ତେର ଆରମ୍ଭ କରିଛି। ଏହା ସମ୍ପର୍କରେ ଘୋଷଣା କରି ଆର୍ମିଚିଫ୍ ଏମଏ୍ ନରଓ୍ବାଣେ କହିଛନ୍ତି ଯେ, ଭାରତୀୟ ସେନା ଅତୀତରେ ସମସ୍ତ ଅଭିଯାନକୁ ସଫଳତାପୂର୍ବକ ଶେଷ କରିଛି। ସେହିପରି […]
କର୍ଣ୍ଣାଟକ : କର୍ଣ୍ଣାଟକରେ କରୋନା ଭାଇରସ ଯୋଗୁଁ ତୃତୀୟ ମୃତ୍ୟୁ ଘଟିଛି। 65 ବର୍ଷୀୟ ବ୍ୟକ୍ତି ଜଣକ ନିକଟରେ ଦିଲ୍ଲୀରୁ ଟ୍ରେନ୍ରୁ କର୍ଣ୍ଣାଟକ ଆସିଥିଲେ। ସେ ଆସିଥିବା ଟ୍ରେନ୍ର ସମସ୍ତ ଯାତ୍ରୀଙ୍କୁ ଏବେ ଖୋଜା ଚାଲିଛି। ଏହି ବ୍ୟକ୍ତିଙ୍କ ମୃତ୍ୟୁ ପରେ […]
ବିହାର : ଲକ୍ ଡାଉନ୍ ଆମ ଚିନ୍ତାଧାରାକୁ ମଧ୍ୟ ବଦଳାଇଛି । ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଲକ୍ ଡାଉନ୍ ଯୋଗୁଁ ବାହାରକୁ ଯିବା ବନ୍ଦ। ସେହିପରି ଗୋଟିଏ ସ୍ଥାନରେ ଏକତ୍ର ହେବାକୁ ମଧ୍ୟ ବାରଣ କରାଯାଇଛି। ଯେଉଁଠି ଲୋକେ ବାହାରକୁ […]
ନୂଆଦିଲ୍ଲୀ : କରୋନା ମହାମାରୀ ଯୋଗୁଁ ଭାରତ ସରକାର 21 ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ବିଜେପି ଅଭାବୀ ତଥା ଗରିବ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର ଏକ କିଟ୍ […]
ରାଜସ୍ଥାନ : ରାଜସ୍ଥାନର ଭିଲଓ୍ବାଡାଠାରେ ଜଣେ ବୟସ୍କ ବ୍ୟକ୍ତିଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି। ମୃତକଙ୍କୁ ଡାଇବେଟିସ୍ ସମେତ ଅନ୍ୟ ରୋଗ ମଧ୍ୟ ରହିଥିଲା। ରାଜସ୍ଥାନରେ ଆକ୍ରାନ୍ତଙ୍କ ସଂଖ୍ୟା 45ରେ ପହଞ୍ଚିଛି । ଏବେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ସାରା ଦେଶରେ 21 ଦିନ ଲକ୍ ଡାଉନ୍ ଘୋଷଣା କରିଛନ୍ତି ସରକାର। ଏପରି ସ୍ଥିତିରେ ଲୋକମାନେ ଘରେ ସମୟ ବିତାଉଛନ୍ତି। ଘରେ ରହୁଥିବା ଲୋକଙ୍କ ପାଇଁ ପୁନର୍ବାର ରାମାୟଣ ପ୍ରସାରଣ କରାଯିବା ନେଇ ଘୋଷଣା […]
ନୂଆଦିଲ୍ଲୀ, କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଘୋଷିତ ଲକଡାଉନ ବେଳେ ଆବଶ୍ୟକ ସାମଗ୍ରୀ ଯୋଗାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରମାନେ ସର୍ବବିଧ ପଦକ୍ଷେପମାନ ନେଇଛନ୍ତି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ହାତଧୂଆ ବିଶୋଧକର ବହୁଳ ବ୍ୟବହାର ଦିନକୁ […]
କୋଲକତା : ଦେଶରେ କରୋନା ମୁକାବିଲା ପାଇଁ 21 ଦିନ ଲକ୍ ଡାଉନ୍ ଘୋଷଣା କରାଯିବା ସହ ସାମାଜିକ ଦୂରତ୍ବ ରଖିବାକୁ ଅନୁରୋଧ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ ଅପିଲ୍ କରିଛନ୍ତି । ଯଦି […]
ତିରୁପତି, ଭାରତର ପ୍ରସିଦ୍ଧ ଧର୍ମକ୍ଷେତ୍ର ତିରୁପତିରେ କରୋନା ଭାଇରସ କବଳରୁ ମୁକୁଳିବା ପାଇଁ ସେଠାକାର ପ୍ରଶାସନ ଏକ ଅଭିନବ ଉଦ୍ୟମ କରିଛନ୍ତି। ତାହା ହେଉଛି ବଜାରରେ ବୁଲିବା ବେଳେ ମଧ୍ୟ ସାମାଜିକ ଦୂରତା ବଜାଇ ରଖିବା। ମୁଖ୍ୟତଃ ଦୋକାନ ଆଗରେ ଜିନଷ […]
ନୂଆଦିଲ୍ଲୀ,ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ବାଣିଜ୍ୟ ବିଭାଗର ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ (ଡିଜିଏଫଟି) ପକ୍ଷରୁ କୋଭିଡ-୧୯ ସଂକ୍ରାନ୍ତ ଯେକୌଣସି ପ୍ରକାର ଆମଦାନୀ କିମ୍ବା ରପ୍ତାନି ସଂକ୍ରାନ୍ତ ମାମଲାରେ ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ହେଲ୍ପଡେସ୍କ କାର୍ୟ୍ୟକ୍ଷମ କରାଯାଇଛି । ରପ୍ତାନି […]
ହାଇଦ୍ରାବାଦ : ଦେଶରେ କରୋନା ମୁକାବିଲା ପାଇଁ ବିଭିନ୍ନ କଳାକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ 1 କୋଟି ଟଙ୍କା ଦାନ କରିଛନ୍ତି ପ୍ରଭାସ୍ ଏବଂ ମହେଶ ବାବୁ । ଏହି ଦୁଇ କଳାକାରଙ୍କ […]
ଅମ୍ରିତ୍ସର : କରୋନା ପ୍ରଭାବରେ ସମଗ୍ର ଦେଶ ଲକ୍ଡାଉନ୍ରେ ରହିଥିବା ବେଳେ ଦିନ ମଜୁରିଆଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ପଞ୍ଜାବ ସରକାର । ସମଗ୍ର ଦେଶ ଲକ୍ଡାଉନ୍ରେ ରହିଥିବା ବେଳେ ଦିନ ମଜୁରିଆଙ୍କ 10 ଲକ୍ଷ ରାସନ୍ ପ୍ୟାକେଟ୍ ପ୍ରଦାନ […]
ଭୁବନେଶ୍ୱର : ଓଡ଼ିଶାରେ ସ୍ଥାପନ ହେବ ଭାରତର ସବୁଠୁ ବଡ଼ କରୋନା ହସ୍ପିଟାଲ୍। ମହାମାରୀ କରୋନା ଭାଇରସର ମୁକାବିଲା ପାଇଁ ଗୁରୁବାର ରାଜ୍ୟ ସରକାର ଏହି ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରଙ୍କ ଏହି ପଦକ୍ଷେପ ରେ ସାମିଲ ହୋଇଛି ସମ […]
ନୂଆଦିଲ୍ଲୀ : ନିଜ ନିଜ ରାଜ୍ୟର ଦାୟିତ୍ବ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ନିଜର ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହା ସହିତ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଭାବରେ ବିଭିନ୍ନ ନେତାଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । […]
ଚେନ୍ନାଇ : ଦେଶରେ କରୋନା ଭାଇରସ୍ ଆତଙ୍କର ପ୍ରଭାବ ଦିନକୁ ଦିନ ବଢି ଚାଲିଥିବା ବେଳେ ଏହାକୁ ନେଇ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଛି । ଏହି ସମୟରେ ସାଧାରଣ ଲୋକଙ୍କ ଆୟର କୌଣସି ପନ୍ଥା ନଥିବା ବେଳେ ଇଏମ୍ଆଇ ଏବଂ […]
ବ୍ରହ୍ମପୁର, ସାରା ଓଡିଶାକୁ ଲକଡାଉନ ଘୋଷଣା କରାଯାଇଥିଲେ ମଧ୍ୟ ଅନେକ ଲୋକ ଏହି ନିୟମକୁ ଭାଙ୍ଗି ରାସ୍ତା ଉପରକୁ ଆସୁଛନ୍ତି। ଏପରିକି ପୋଲିସ ତରଫରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ କେତେକ ଲୋକ ମାନିବାକୁ ନାରାଜ। ଏହି ଘଟଣା ବର୍ତ୍ତମାନ ଓଡିଶାର ବିଭିନ୍ନ […]