ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନତା କର୍ଫ୍ୟୁ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲକଡାଉନ ଡାକରାର ପ୍ରଭାବ ଓଡିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଲୋକମାନେ ସ୍ବତଃପ୍ରୁତ ଭାବେ ଏହି ଜନ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜନଗହଳି ପୂର୍ଣ୍ଣ ଭୁବନେଶ୍ବରରେ ଆଜି […]
କେଦାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ଵାନରେ ଆଜି ଦିନ ସାତ ଟାରୁ ରାତି ନଅ ଟା ପର୍ୟନ୍ତ ସ୍ଵେଚ୍ଛାରେ ପୂରା ଦେଶ ନିଜକୁ ଘର ଭିତରେ ବନ୍ଦୀ କରି ରଖିବ ବୋଲି ଆମେ ଆଶା କରୁଛୁ। ପ୍ରଧାନମନ୍ତ୍ରୀ ଏହାକୁ “ଜନତା […]
ନୂଆଦିଲ୍ଲୀ, ଏଣିକି ବାହାର ଦେଶରୁ ଆଉ ଚିକିତ୍ସା ଉପକରଣ ଆମଦାନୀ କରାଯିବ ନାହିଁ। ଦେଶ ଭିତରେ ଏହି ଉପକରଣ ନିର୍ମାଣ କରିବା ପାଇଁ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟରେ […]
ନୂଆଦିଲ୍ଲୀ, ଭୟଭୀତ ନହେବା ଏବଂ ଅନାବଶ୍ୟକ ଯାତ୍ରା ଏଡ଼ାଇବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ନିବେଦନ କରିଛନ୍ତି । ଡାକ୍ତରଙ୍କ ପରାମର୍ଶ ମାନିବା ଲାଗି ସମସ୍ତଙ୍କୁ କହିବା ସହିତ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯେଉଁମାନେ ଘରେ କ୍ୱାରେଂଟାଇନ (ପୃଥକ […]
ଛତିଶଗଡ : ଛତିଶଗଡରେ ପୁଣି ଏକ ନକ୍ସଲ ଏନକାଉଣ୍ଟର ଘଟିଛି । ମାଓ ଉପଦ୍ରୁତ ସୁକ୍ମାରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଏନ୍କାଉଣ୍ଟର ଘଟି 6 ଜଣ ସୁରକ୍ଷାବଳ ଅଧିକାରୀ ଆହତ ହୋଇଛନ୍ତି । ଶନିବାର ସୁରକ୍ଷା ବଳଙ୍କ ପକ୍ଷରୁ କମ୍ବିଂ […]
ଭୋପାଳ : କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନେତୃତ୍ବରେ 22 ବିଦ୍ରୋହୀ ବିଧାୟକ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଛନ୍ତି । ଏହି 22 ବିଧାୟକ ବିଜେପିରେ ଯୋଗ ଦେବାର ସମ୍ଭାବନା ରହିଛି । ବିଜେିପର ରାଜ୍ୟସଭା ପ୍ରାର୍ଥୀ […]
ନୂଆଦିଲ୍ଲୀ : କୋରୋନା ଭାଇରସ୍ର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପ୍ୟାକେଜ୍ର ଘୋଷଣା କରାଯାଇଛି । ଶନିବାର ଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପ୍ୟାକେଜ୍ ଘୋଷଣା କରାଯାଇଛି । ବିଭିନ୍ନ ଔଷଧ ତଥା ଔଷଧୀୟ ସାମଗ୍ରୀ ନିମନ୍ତେ […]
ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ କୋରୋନାର ପ୍ରଭାବ ବଢି ଚାଲିଥିବା ବେଳେ ଦିଲ୍ଳୀ ମେଟ୍ରୋ ପକ୍ଷରୁ ଏହାର ଚଳାଚଳ ସମୟରେ ପରିବର୍ତ୍ତନ କରାଯାଇଛି । ଗତକାଲି ଜନତା କର୍ଫ୍ୟୁ କାରଣରୁ ଦିଲ୍ଲୀ ମେଟ୍ରୋ ଚଳାଚଳକୁ 10ଟାରୁ 8ଟା ପର୍ଯ୍ୟନ୍ତ ରଖାଯାଇଥିବା […]
ମୁମ୍ବାଇ : କୋରୋନା କାରଣରୁ ସମଗ୍ର ଦେଶ ଏକ ପ୍ରକାର ଅଚଳ ହୋଇ ପଡିଥିବା ବେଳେ ନିଜ ଯାଦୁକରୀ କଳା କୌଶଳର ନିଦର୍ଶନ ଦେଖାଇଛନ୍ତି ଭାରତୀୟ କ୍ରିକେଟର ଶ୍ରେୟସ୍ ଆୟାର । ମୁମ୍ବାଇ ଲକ୍ଡାଉନ୍ରେ ରହିଥିବା ବେଳେ ଶ୍ରେୟସ୍ ନିଜ ଯାଦୁକରୀ […]
ନୂଆଦିଲ୍ଳୀ : କୋରୋନା ମୁକାବିଲା ପାଇଁ ଜନତା କର୍ଫ୍ୟୁର ଆହ୍ବାନ ଦେବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୈଫ୍-ଯୁବରାଜଙ୍କ ଭାଗିଦାରୀର ଉଦାହରଣ ଦେଇଛନ୍ତି । ମାର୍ଚ୍ଚ 22ରେ ମୋଦି ଜନତା କର୍ଫକ୍ୟୁର ଆହ୍ବାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ମିଟ୍ ପରେ ମହମ୍ମଦ […]
ଚେନ୍ନାଇ: ନିର୍ଭୟା ମାମଲାର ଚାରିଜଣ ଦୋଷୀଙ୍କୁ ଫାଶୀ ମିଳିବାର ଅଳ୍ପ କିଛି ଘଣ୍ଟା ପରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା। ତାମିଲନାଡୁର ଚେନ୍ନାଇରେ ଆଉ ଏକ ଦୁଷ୍କର୍ମ ଆଉ ହତ୍ୟା ମାମଲା । ଆଜି ଏଠାରେ ଜଣେ ପଞ୍ଚମ ଶ୍ରେଣୀ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ ଲକ୍ ଡାଉନ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 22ରୁ 29 ପ୍ରାୟ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ସକାଳ ସାତଟାରୁ ଆରମ୍ଭ ହେବ ପ୍ରାୟ ସମ୍ପୂର୍ଣ୍ଣ […]
ଲକ୍ଷ୍ନୌ : ଯୋଗୀ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ 45 ଜଣଙ୍କର କରୋନା ରିପୋର୍ଟ ଆସିଛି । ସମସ୍ତ ରିପୋର୍ଟ ନେଗେଟିଭ୍ ରହିଛି । ଉତ୍ତରପ୍ରଦେଶର ସ୍ବାସ୍ଥ୍ୟ ମନ୍ତ୍ରୀ ଜୟପ୍ରତାପ ସିଂହ କରୋନା ଭାଇରସରେ ପୀଡ଼ିତ ନୁହଁନ୍ତି। ଜୟ ପ୍ରତାପ ସିଂହଙ୍କ […]
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ଭାଇରସ୍ ସହ ଲଢିବା ପାଇଁ ବିଭିନ୍ନ ପ୍ରକାରର ଘୋଷଣା କରିଛନ୍ତି। ରାଜ୍ୟରେ 23ଜଣ କରୋନା ଆକ୍ରାନ୍ତ ରହିଛନ୍ତି। ରାଜ୍ୟର ରହିଥିବା ଶ୍ରମିକ ତଥା ଦିନ ମଜୁରିଆଙ୍କ ପାଇଁ ଭତ୍ତାର ଘୋଷଣା କରିଛନ୍ତି। […]
ଉତ୍ତରପ୍ରଦେଶ: ଭାରତରେ କରୋନା ଭାଇରସ୍ର ସଂକଟ ବଢିଚାଲିଥିବାବେଳେ ଏଥିରେ 5ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ଜଣେ ବିଦେଶୀ ନାଗରିକ ରହିଛନ୍ତି । କରୋନାକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସବୁପ୍ରକାରର ଉଦ୍ୟମ ଜାରି ରଖିଛନ୍ତି । […]
ନୂଆଦିଲ୍ଲୀ : କରୋନା ସାରା ବିଶ୍ବରେ ଭୟଙ୍କର ଭାବରେ ବ୍ୟାପୁଥିବାବେଳେ ଭାରତରେ ମଧ୍ୟ ଏହା କାୟା ବିସ୍ତାର କରି ଚାଲିଛି । ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା 270ରେ ପହଞ୍ଚିଛି । ଆଜି ମହାରାଷ୍ଟ୍ରରୁ ନୂତନ 11ଟି ମାମଲା ସାମ୍ନାକୁ ଆସିଛି । […]
ଭୋପାଳ : ମଧ୍ୟପ୍ରଦେଶର ରାଜନୈତିକ ଛକାପଞ୍ଝା ପରେ କାଲି ମୁଖ୍ୟମନ୍ତ୍ରୀ କମଲନାଥ ନିଜ ପଦବୀରୁ ଇସ୍ତଫା ଦେଇସାରିଛନ୍ତି । କିନ୍ତୁ କମଲନାଥଙ୍କ ଇସ୍ତଫା ପରେ ଏବେ ମଧ୍ୟପ୍ରଦେଶରେ ବିଜେପି ସରକାର ଗଢିବ ନା ପୁଣି ଥରେ ନିର୍ବାଚନ ହେବ, ସେଥିନେଇ ଆଶଙ୍କା […]
ଲକ୍ଷ୍ନୌ : ବଲିଉଡ ସିଙ୍ଗର କନିକା କପୁରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ନିର୍ଦ୍ଦେଶ ଦେଇଛନ୍ତି । ଶୁକ୍ରବାର ବିଭିନ୍ନ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ପରେ ଯୋଗୀ ଏହି ନିର୍ଦ୍ଦେଶ ଦେଇଛନ୍ତି […]
ରାଞ୍ଚି : ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ପପ୍ପୁ ବୋଲି ସମ୍ବୋଧନ କରିଛନ୍ତି ବିଜେପି ବିଧାୟକ । ଝାଡଖଣ୍ଡ ବିଜେପି ବିଧାୟକ ସିପି ସିଂ ରାହୁଲ ଗାନ୍ଧୀଙ୍କୁ ପପ୍ପୁ ବୋଲି ସମ୍ବୋଧନ କରିବା ପରେ ବିଧାନସଭାରେ ହଙ୍ଗାମା ହୋଇଛି । […]
କର୍ଣ୍ଣାଲ : କୋରୋନା ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଭାଇରସ୍ର ମୁକାବିଲା ପାଇଁ ହରିୟାଣା ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଘୋଷଣା କରାଯାଇଛି । ସମସ୍ତ ଜିଲ୍ଲାପାଳ […]
ଭୋପାଳ: ଆଜି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲ ନାଥ ଇସ୍ତଫା ଦେବାପରେ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟିର ଅଙ୍କ କଷା ଆରମ୍ଭ ହୋଇଯାଇଛି। କିନ୍ତୁ ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁନେଇ ଚର୍ଚ୍ଚା ଜୋର ଧରିଛି। ତିନି ତିନି ଥର […]