ମୁମ୍ବାଇ : କରୋନାକୁ ଦୃଷ୍ଟିରେ ମହାରାଷ୍ଟ୍ର ସରକାର ବଡ ଘୋଷଣା କରିଛନ୍ତି । ମହାରାଷ୍ଟ୍ରର 4 ବଡ ସହରରେ ସମସ୍ତ ସେବାକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । କେବଳ ଜରୁରୀ ସେବାକୁ ଛାଡି ଅନ୍ୟ ସମସ୍ତ […]
ଭୋପାଳ : ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ନାଟକରେ ନୂଆ ମୋଡ ଆସିଛି । ଫ୍ଲୋର ଟେଷ୍ଟ ପୂର୍ବରୁ ମୁଖ୍ୟମନ୍ତ୍ରୀ କମଲନାଥ ଇସ୍ତଫା ଦେଇଛନ୍ତି । ତେବେ ଇସ୍ତଫା ଦେବା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଏହା ସମ୍ପର୍କରେ ଘୋଷଣା […]
ଭୋପାଳ : ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ଫ୍ଲୋର ଟେଷ୍ଟ ପୂର୍ବରୁ ସରେଣ୍ଡର କଲେ କମଲନାଥ। କମଲନାଥ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ଆଦେଶାନୁଯାୟୀ ଶୁକ୍ରବାର ଅର୍ଥାତ୍ ଆଜି ସନ୍ଧ୍ୟା 5ଟା ଭିତରେ ଶକ୍ତିପରୀକ୍ଷା କରାଯାଇଥାନ୍ତ। […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନଗଣନା ପ୍ରକ୍ରିୟା ସ୍ଥଗିତ ରଖିବାକୁ ନିବେଦନ କରି ଚିଠି ଲେଖିଛନ୍ତି ନବୀନ। ଏପ୍ରିଲ୍ 1ରୁ ସେପ୍ଟେମ୍ବର 30 ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଗଣନା […]
ରାଜସ୍ଥାନ : କରୋନା ଭାଇରସ୍କୁ ନେଇ ରାଜସ୍ଥାନର ଜୟପୁରରୁ ଏକ ବଡ ଖବର ଆସିଛି । ରାଜସ୍ଥାନର ପ୍ରଥମ କରେନା ପଜିଟିଭି ଇଟାଲୀୟ ନାଗରିକ ଏଣ୍ଡ୍ରି କାର୍ଲିଙ୍କ ମୃତ୍ୟୁ ହୋଇଛି । ଭାରତରେ ଆଜି ପଞ୍ଚମ ମୁଣ୍ଡ ନେଇଛି କରୋନା । […]
କରୋନା ଭାଇରସରେ ଏବେ ବିଶ୍ବ ଥରହର। ସାରା ବିଶ୍ବରେ ଏହି ଭାଇରସରେ ମୃତକଙ୍କ ସଂଖ୍ୟା ଦଶହଜାର ଟପି ସାରିଲାଣି। ଚୀନର ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍ ଏବେ ଇଟାଲୀରେ କାୟା ବିସ୍ତାର କରୁଛି। ଚୀନଠାରୁ ଇଟାଲୀରେ ଅଧିକ ଲୋକ […]
ନୂଆଦିଲ୍ଲୀ : କରୋନା ଭାଇରସ୍କୁ ନେଇ ସାରା ଦେଶ ଏବେ ସତର୍କରେ । ଏବେ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 195ରେ ପହଞ୍ଚିଛି । ସେହିପରି 4ଜଣ ଏହି ରୋଗରେ ପ୍ରାଣ ହରାଇଛନ୍ତି । କରୋନାକୁ ରୋକିବା ପାଇଁ କେନ୍ଦ୍ର ସରକାର […]
ଭୋପାଳ : ମଧ୍ୟପ୍ରଦେଶରେ କମଲନାଥ ସରକାର ଉପରେ ସଂକଟର କଳା ବାଦଲ ଏବେ ଘୋଡେଇ ହୋଇ ରହିଛି। ସୁପ୍ରିମକୋର୍ଟଙ୍କ ଆଦେଶାନୁଯାୟୀ ଆଜି ବିଧାନସଭା ଅଧ୍ୟକ୍ଷ ବିଶେଷ ଅଧିବେଶନ ଡକାଇଛନ୍ତି। ଆଜି ବିଧାନସଭାରେ ଶକ୍ତିପରୀକ୍ଷା ହେବା। ସୁପ୍ରିମ୍କୋର୍ଟ ଗୁରୁବାର ଦିନ ଏହି ପ୍ରକ୍ରିୟାକୁ […]
ନୂଆଦିଲ୍ଲୀ : 2012 ମସିହାରେ ସେଇ ଡିସେମ୍ବର 16 ତାରିଖର କଥା ମନେ ପଡିଲେ ସମସ୍ତ ଦେହ ଶୀତେଇ ଉଠିବ । ଏକ ଶୀତୁଆ ରାତ୍ରିରେ ଅମାନୁଷିକ କାଣ୍ଡ ଘଟାଇଥିଲେ ନରରୂପୀ ପିଶାଚମାନେ । ଚଳନ୍ତା ବସ୍ରେ ନିର୍ଭୟାଙ୍କୁ ଗଣଦୁଷ୍କର୍ମ କରି […]
ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ମାମଲାର ଦୋଷୀଙ୍କୁ ଫାଶୀ ଫନ୍ଦରୁ ବଞ୍ଚାଇବା ପାଇଁ ତାଙ୍କ ଓକିଲ ଏପି ସିଂହ ବହୁ ପ୍ରଚେଷ୍ଟା କରିଥିଲେ। ଚାରି ଦୋଷୀଙ୍କୁ ଫାଶୀରୁ ବଞ୍ଚାଇବା ପାଇଁ ଏପି ସିଂହ ଦିଲ୍ଲୀ ହାଇକୋର୍ଟରୁ ସୁପ୍ରିମ୍କୋର୍ଟ ପର୍ଯ୍ୟନ୍ତ ଯାଇ ଆଇନର ବିଭିନ୍ନ […]
ନୂଆଦିଲ୍ଲୀ : ଦୀର୍ଘ ସାତ ବର୍ଷ ପରେ ନିର୍ଭୟାଙ୍କୁ ମିଳିଲା ନ୍ୟାୟ । ଫାଶୀରେ ଝୁଲିଲେ ଚାରି ଦୋଷୀ । ଦିଲ୍ଲୀର ତିହାର୍ ଜେଲ୍ରେ ସକାଳ 5.30ରେ ନରହନ୍ତାଙ୍କୁ ମିଳିଲା ଫାଶୀ । ନିର୍ଭୟା ଦୋଷୀମାନଙ୍କୁ ଫାଶୀ ହେବା ପରେ ଭାରତୀୟ […]
ନୂଆଦିଲ୍ଲୀ : ଦୀର୍ଘ ସାତ ବର୍ଷ ଓ ତିନି ମାସ ପରେ ନିର୍ଭୟାଙ୍କୁ ମିଳିଛି ନ୍ୟାୟ । ଡେରିରେ ହେଉ ପଛେ ନିର୍ଭୟାଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଚାରି ଦୋଷୀଙ୍କୁ ଫାଶୀ ଖୁଣ୍ଟରେ […]
ଭୁବନେଶ୍ବର, ଓଡିଆରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛି। ଫଳରେ ଓଡିଶାରେ ଏହି ରୋଗୀଙ୍କ ସଂଖ୍ୟା ଦୁଇରେ ପହଁଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି 14 ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ଭୁବନେଶ୍ବରର ଆରଏମଆରସିକୁ ପଠାଯାଇଥିଲା। ସେଥିରୁ […]
* ୨୨ ମାର୍ଚ୍ଚ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଜନତା କର୍ଫ୍ୟୁ ପାଇଁ ନିବେଦନ * ୨୨ ମାର୍ଚ୍ଚ ଅପରାହ୍ଣ ୫ଟାରେ ନିଃସ୍ୱାର୍ଥପର ସେବାପ୍ରଦାନକାରୀଙ୍କ ପ୍ରତି କୃତଜ୍ଞତା ପ୍ରକଟ କରିବାକୁ ଆହ୍ୱାନ * ଭୟଭୀତ ହୋଇ ସାମଗ୍ରୀ ନକିଣିବାକୁ ନାଗରିକମାନଙ୍କୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ଭାଇରସ୍ ଆତଙ୍କକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରତିଶେଧକ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରାଯାଉଛି। ଏହା ସହିତ ଗୁରୁବାର ପୂର୍ବତଟ ରେଳବାଇ ପକ୍ଷରୁ 12ଟି ଟ୍ରେନ୍ ଚଳାଚଳ ଉପରେ ରୋକ୍ ଲଗାଯାଇଛି। ସମସ୍ତ ଟ୍ରେନ୍ […]
ନୂଆଦିଲ୍ଲୀ : ଦୀର୍ଘ 7 ବର୍ଷ ପରେ ନିର୍ଭୟା ଗଣ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ପ୍ରଦାନ କରାଯିବ । ଫାଶୀ ଦଣ୍ଡାଦେଶ ପ୍ରଦାନ ପୂର୍ବରୁ ଜହ୍ଲାଦ ତିହାର ଜେଲ୍ କର୍ତ୍ତୃପକ୍ଷଙ୍କୁ ବ୍ଲାକ୍ବକ୍ସର ଚାବି ହସ୍ତାନ୍ତର କରିଛନ୍ତି । ଗୁରୁବାର ସନ୍ଧ୍ୟାରେ […]
ନୂଆଦିଲ୍ଲୀ : ଦେଶରେ କୋରୋନା ଭାଇରସ୍ ଏହାର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ପ୍ରାଣଘାତୀ ଭାଇରସ୍ ସଚେତନତା ପାଇଁ ଦେଶବାସୀଙ୍କୁ ଗୁରୁବାର ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିଛନ୍ତି । ଆପଣ […]
ନୂଆଦିଲ୍ଲୀ,କରୋନା ଭାଇରସ ପାଇଁ କେନ୍ଦ୍ର ସରକାର ପୁଣି ଥରେ ଅତିରିକ୍ତ ମାର୍ଗଦର୍ଶିକା ଜାରୀ କରିଛନ୍ତି। ସେଗୁଡିକ ହେଲା * ୨୨ ମାର୍ଚ୍ଚ, ୨୦୨୦ ପରଠାରୁ ଗୋଟିଏ ସପ୍ତାହ ପାଇଁ କୌଣସି ଅନୁସୂଚିତ ଅନ୍ତର୍ଜାତୀୟ ବାଣିଜ୍ୟିକ ଯାତ୍ରୀ ବିମାନକୁ ଭାରତରେ ଅବତରଣ କରିବା […]
ଭୁବନେଶ୍ୱର : କରୋନା ଭୂତାଣୁ ରୋଗ (କୋଭିଡ୍-୧୯) ସଂପର୍କରେ ସତକର୍ତା ଏବଂ ସଚେତନତା ତଥା ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୋଭିଡ୍-୧୯ ପାଇଁ […]
ନୂଆଦିଲ୍ଲୀ : ଦେଶରେ କୋରୋନାର ବର୍ଦ୍ଧିତ ପ୍ରଭାବକୁ ରୋକିବା ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାର୍ଚ୍ଚ 22 ତାରିଖରୁ ଏକ ସପ୍ତାହ ପର୍ଯ୍ୟନ୍ତ ସମସ୍ତ ଆନ୍ତର୍ଜାତୀୟ ଉଡାଣ […]
ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ କମଲନାଥ ସରକାରଙ୍କମ ପାଇଁ ସଙ୍କଟ ଥମିବାର ନାମ ନେଉନାହିଁ । କୋରୋନା କାରଣରୁ ମଧ୍ୟପ୍ରଦେଶ ବିଧାନସଭାର ଅଧିବେଶନକୁ ବନ୍ଦ ରଖାଯାଇଥିବା ବେଳେ ଆସନ୍ତା କାଲି ଅପରାହ୍ନ 5ଟା ସୁଦ୍ଧା ଆସ୍ଥା ଭୋଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି […]