ଶାହଜାହାଁପୁର : ପ୍ରେମ ଅନ୍ଧ ହୋଇଥାଏ ସତ, କିନ୍ତୁ ପ୍ରେମ ଏତେ ଶୀଘ୍ର ବଦଳିଯାଇଥାଏ, ତାହା ବିଶ୍ବାସ କରିବା କଷ୍ଟ । କିନ୍ତୁ ୟୁପି୍ର ଶାହାଜହାଁପୁରର ପରୋଲୀଗ୍ରା ମରୁ ଆସିଥିବା ଏକ ଘଟଣାରୁ ଏହା ସ୍ପଷ୍ଟ ହୋଇଛି । ଏହି ଗ୍ରାମର […]
ରାଜସ୍ଥାନ : ରାଜସ୍ଥାନର ଉଦୟପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଏହାକୁ ନେଇ ଗ୍ରାମରେ ବେଶ୍ ଚର୍ଚ୍ଚା ଲାଗି ରହିଥିଲା । ଏହି ଘଟଣାରେ ଗ୍ରାମର ସରପଞ୍ଚ ଓ ପୋଲିସ୍ ମଧ୍ୟ ଏହାର ସମାଧାନ କରିପାରିନଥିବାବେଳେ ଛେଳିଟି କିନ୍ତୁ […]
ନୂଆଦିଲ୍ଲୀ : ଚଳିତ ବର୍ଷ ସମସ୍ତ ୟୁଜି ଏବଂ ପିଜି ପରୀକ୍ଷା ଅନୁଷ୍ଠିତ ହେବ । ଏପରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱରେ ଗଠିତ ତିନି ଜଣିଆ କମିଟି ଏହି ନିଷ୍ପତ୍ତି […]
ମୁମ୍ବାଇ : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ସମ୍ମୁଖରେ ହାଜର ହୋଇଛନ୍ତି ରିୟା ଚକ୍ରବର୍ତ୍ତୀ । ଗତକାଲି ସିବିଆଇ ପକ୍ଷରୁ ରିଆଙ୍କୁ ସମନ ଜାରି କରାଯାଇଥିବା ବେଳେ ନିଜ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କ ସହିତ ରିୟା […]
ନୂଆଦିଲ୍ଲୀ : ଦେଶରେ ରେକର୍ଡ ଭାଙ୍ଗୁଛି କରୋନା । ଗୋଟିଏ ଦିନରେ ରେକର୍ଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟା ମଧ୍ୟରେ 77 ହଜାର 266 ନୂଆ ପଜିଟିଭ୍ । ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 33 […]
ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି। […]
ନୂଆଦିଲ୍ଲୀ, କେନ୍ଦ୍ର କ୍ୟାବିନେଟ ସଚିବ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର କରୋନା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବମାନଙ୍କ ସହ ଆଜି ଭିଡିଓ କନଫ୍ରେନେସିଂ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି। ଏହି ରାଜ୍ୟଗୁଡିକ ହେଲା […]
ନୂଆଦିଲ୍ଲୀ, ଆଞ୍ଚଳିକ ସଂଯୋଗ ଯୋଜନା (ଆରସିଏସ୍) ଅଧୀନରେ ‘ଉଡେ ଦେଶକୀ ଆମ୍ ନାଗରିକ’ ବା ଉଡାନ୍ କାର୍ଯ୍ୟକ୍ରମର ଚତୁର୍ଥ ପଯ୍ୟାୟରେ ୭୮୭ଟି ନୂଆ ବିମାନପଥକୁ ଅନୁମୋଦନ ମିଳିଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ହୋଇଥିବା ୩ ପଯ୍ୟାୟର […]
ଭୁବନେଶ୍ବର: ପରୀକ୍ଷା, ଚିହ୍ନଟ ଓ ଚିକିତ୍ସାକୁ ଆଧାରକରି ଅଧିକ ପରୀକ୍ଷା ଯୋଗୁଁ ଶୀଘ୍ର ରୋଗ ନିରୂପଣ ସମ୍ଭବ ହୋଇଛି। ରୋଗ ଶୀଘ୍ର ନିରୂପିତ ହେଉଥିବାରୁ ସଂକ୍ରମିତ ରୋଗୀଙ୍କୁ ଅଲଗା କରାଯାଇ ହସ୍ପିଟାଲରେ ଉପଯୁକ୍ତ ଚିକିତ୍ସା ପ୍ରଦାନ କରାଯାଉଛି। ଏହାଫଳରେ ତୁରନ୍ତ ଆରୋଗ୍ୟ […]
ନୂଆଦିଲ୍ଲୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ମହାନିର୍ଦ୍ଦେଶକ (ଡିଜି ଏନସିସି) ମୋବାଇଲ ଟ୍ରେନିଂ ଆପର ଆଜି ଶୁଭାରମ୍ଭ କରିଛନ୍ତି । ଏହି ଆପ ଜରିଆରେ ଦେଶବ୍ୟାପୀ ସମର ଶିକ୍ଷାର୍ଥୀମାନଙ୍କୁ ଅନଲାଇନ ତାଲିମ ପ୍ରଦାନ କରାଯାଇ ପାରିବ […]
ନୂଆଦିଲ୍ଲୀ : ମହରମ ଶୋଭାଯାତ୍ରାକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଛନ୍ତି । ମହରମ ଶୋଭାଯାତ୍ରା ଆୟୋଜନକୁ ନେଇ ଦାଖଲ କରାଯାଇଥିବା ପିଟିସନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ଉତ୍ତର ପ୍ରଦେଶର ସୟେଦ କବାଲ ଜୱାଦଙ୍କ ପକ୍ଷରୁ ଏହି ମାମଲା ରୁଜୁ […]
ମୁମ୍ବାଇ : ବିରୁଷ୍କାଙ୍କ ତାଙ୍କ ଫ୍ୟାନ୍ସ ମାନଙ୍କ ପାଇଁ ଖୁସି ଖବର ଆଣିଛନ୍ତି । ବିରୁଷ୍କା ନୂଆ ବର୍ଷରେ ନୂଆ ଅତିଥିଙ୍କ ସ୍ବାଗତ କରିବେ ବୋଲି ସୂଚନା ଦେଇଛନ୍ତି । ନିଜେ କୋହଲି ଏକ ଟ୍ୱିଟ୍ ଜରିଆରେ ଏହି ସୂଚନା ଦେଇଛନ୍ତି […]
ଭୁବନେଶ୍ବର, ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଆଖପାଖ ଅଞ୍ଚଳରେ ଲଘୁଚାପ ବର୍ତ୍ତମାନ ଝାଡଖଣ୍ଡ ମୁହାଁ ହେବାରେ ଲାଗିଛି। ଏହା ଦକ୍ଷିଣ-ପଶ୍ଚିମ ଝାଡଖଣ୍ଡ ଉପରେ ପଡିବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ସମୁଦ୍ର ଭିତରେ ଏହି ଲଘୁଚାପର ବାତ୍ୟା ବଳୟ ସୃଷ୍ଟି ହୋଇଛି। ଏହା […]
ନୂଆଦିଲ୍ଲୀ : ଟିକଟକ ସିଇଓ କେଭିନ ମେୟର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଆମେରିକାରେ ଟିକଟକ ବ୍ୟାନକୁ ନେଇ ଟ୍ରମ୍ପ ସରକାରଙ୍କୁ ନୋଟିସ ଜାରି କରାଯିବାର ଦୁଇ ଦିନ ମଧ୍ୟରେ କେଭିନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । କମ୍ପାନୀର […]
ରାୟସେନ : କରୋନା ସଂକ୍ରମଣରୁ ମୁକ୍ତ ପାଇଁ ସାମାଜିକ ଦୂରତ୍ବକୁ ବାଧ୍ୟତାମୂଳକ କରାଯାଇଥିବାବେଳେ ଏହି ସାମାଜିକ ଦୂରତ୍ବ ଏବେ ସାମାଜିକ ବାସନ୍ଦରେ ପରିଣତ ହେବାକୁ ଲାଗିଲାଣି । ଏପରି ଏକ ଘଟଣା ମଧ୍ୟପ୍ରଦେଶର ରାୟସେନ ଜିଲ୍ଲାରୁ ଦେଖିବାକୁ ମିଳିଛି। ମିଳିଥିବା ସୂଚନା […]
ମୁମ୍ବାଇ : ବଲିଉଡ୍ ଅଭିନେତା ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାରେ ପ୍ରତ୍ୟେକ ଦିନ ନୂଆ ନୂଆ ମୋଡ ଦେଖିବାକୁ ମିଳିଛି । ସୁଶାନ୍ତଙ୍କ ମୃତ୍ୟୁ ନେଇ ଏବେ ଏନ୍ସିବି ତଦନ୍ତ ଆରମ୍ଭ କରିଥିବାବେଳେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି […]
ଭୁବନେଶ୍ୱର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିଛି । ଏବେ ଏହି ଘଟଣାର ତଦନ୍ତ ଭିଜିଲାନ୍ସ କରୁଥବାବେଳେ ଆଜି ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ […]
ଭୁବନେଶ୍ୱର, ଆଜି ଭାରତୀୟ ଚାମ୍ବର ଅଫ୍ କମର୍ସ ଆନୁକୂଲ୍ୟରେ ଭାରତ-ଜାପାନ ବ୍ୟବସାୟ ଫୋରମ୍ ଏକ ଭର୍ଚୁଆଲ୍ ବୈଠକରେ ଜାପାନ ସହ ଭାରତର ଓ ସର୍ବୋପରି ଓଡ଼ିଶାର ସାଂସ୍କୃତିକ ସଂ ପର୍କ ଅତି ନିବିଡ଼ ବୋଲି ଶିଳ୍ପ ମନ୍ତ୍ରୀ କ୍ୟାପେଟନ ଦିବ୍ୟଶଙ୍କର ମିଶ୍ର […]
ଭୁବନେଶ୍ବର, ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ବର୍ତ୍ତମାନ ତାଙ୍କର ବାନ୍ଧବୀ ରିଆ ଚକ୍ରବର୍ତ୍ତି ଛନ୍ଧି ହୋଇପଡିଛନ୍ତି। ଏହାର ତଦନ୍ତ ସିବିଆଇ କରୁଥିବା ବେଳେ ଏବେ ରିଆଙ୍କ ବିରୋଧରେ ଆସିଛି ଆଉ ଏକ ସାଂଘାତିକ ଅଭିଯୋଗ। ଜାତୀୟ ଗଣମାଧ୍ୟମ ‘ଟାଇମସ ନାଓ’ […]
ଭୁବନେଶ୍ବର, କୋଭିଡ ପରିଚାଳନା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ଏକ ଗରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ କରିଥିଲେ।ଏଥିରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ। ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି […]
ନୂଆଦିଲ୍ଲୀ : ମୋରାଟୋରିୟମ୍ ଉପରେ ସୁଧ ଛାଡ ପ୍ରସଙ୍ଗକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ମୋରାଟୋରିୟମର ସୁଧଛାଡ ପାଇଁ ସରକାର ଆରବିଆଇ ପଛରେ ଲୁଚି ପାରିବେ ନାହିଁ ବୋଲି ସର୍ବୋଚ୍ଚ କୋର୍ଟ ସ୍ପଷ୍ଟ କରିଛନ୍ତି […]