ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦,୯୭୫ ଜଣ କରୋନାରେ ସଂକ୍ରମଣ ହୋଇଛନ୍ତି। ଏହି ସଂକ୍ରମଣ ସଂଖ୍ୟାକୁ ମିଶାଇ ଦେଶରେ ସଂକ୍ରମଣଙ୍କ ସଂଖ୍ୟା ୩୧,୬୭,୩୨୩ କୁ ବୃଦ୍ଧି ପାଇଛି। ତେବେ ଦେଶରେ ସକ୍ରିୟ ମାମଲା ବର୍ତ୍ତମାନ ୭,୦୪,୩୪୮ ରହିଛି। ସେହିପରି […]
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଏବଂ ଦକ୍ଷିଣ […]
ନୂଆଦିଲ୍ଲୀ/ଭୁବନେଶ୍ୱର, ବରିଷ୍ଠ ବିଜେପି ନେତା, ଆଇନ ବିଶାରଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ଅସମ୍ଭବକୁ ସମ୍ଭବ କରିବାର ବ୍ୟକ୍ତିତ୍ୱ ଥିଲେ ବୋଲି ନୂଆଦିଲ୍ଲୀ ଠାରେ ତାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିିସଭାରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା […]
ନୂଆଦିଲ୍ଲୀ, ମୋଟର ଯାନ ଆଇନ, ୧୯୮୮ ଏବଂ କେନ୍ଦ୍ରୀୟ ମୋଟର ଯାନ ନିୟମ, ୧୯୮୯ ଅଧୀନରେ ଫିଟନେସ୍, ପରମିଟ୍, ଲାଇସେନ୍ସ, ପଞ୍ଜୀକରଣ କିମ୍ବା ଅନ୍ୟ ଡକ୍ୟୁମେଣ୍ଟର ବୈଧତାକୁ ୨୦୨୦ ଡିସେମ୍ବର ୩୧ ଯାଏଁ ସମ୍ପ୍ରସାରଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ […]
ନୂଆଦିଲ୍ଲୀ: କଂଗ୍ରେସ ମୁଖିଆ କିଏ ହେବ । ତାକୁ ନେଇ ଚାଲିଥିବା ଡ୍ରାମାରେ ଯବନିକା ପଡିଛି । ଆଜି ସିଡବ୍ଲ୍ୟୁସିର ସାତ ଘଣ୍ଟାର ମାରଥାନ୍ ବୈଠକ ଶେଷରେ ସୋନିଆ ଗାନ୍ଧି ହିଁ ଦଳର ଅନ୍ତରୀଣ ଅଧ୍ୟକ୍ଷା ଭାବେ ହିଁ କାର୍ଯ୍ୟ କରିବେ […]
ନୂଆଦିଲ୍ଲୀ : କରୋନା ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣିଥରେ ଯାନବାହନର ଡକ୍ୟୁମେଣ୍ଟ ଭ୍ୟାଲିଡିଟି ଅବଧିକୁ ବୃଦ୍ଧି କରିଛନ୍ତି । ମୋଟର ଭାଇକେଲ ସହ ଜଡ଼ିତ ସମସ୍ତ କାଗଜପତ୍ରର ଅବଧିକୁ ଡ଼ିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। […]
ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରୀ ରାମବିଳାସ ପାସଓ୍ବାନ୍ ଦିଲ୍ଲୀ ଫର୍ଟିସ୍ ଏସ୍କାର୍ଟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ତାଙ୍କର ଫୁସ୍ଫୁସ୍ ଏବଂ କୀଡ୍ନି ଜନିତ ସମସ୍ୟା ଦେଖାଦେବାରୁ ପାସଓ୍ବାନଙ୍କୁ ରବିବାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଡାକ୍ତରଙ୍କ […]
ନୂଆଦିଲ୍ଲୀ : ଆଜି ବସିଥିବା କଂଗ୍ରେସର କାର୍ଯ୍ୟକାରୀ କମିଟି ବୈଠକରେ ଚିଠିକୁ ନେଇ ଦଳରେ ଝଡ଼ ସୃଷ୍ଟି ହୋଇଛି। ଆଜିର ବୈଠକରେ ସୋନିଆଙ୍କୁ ଚିଠି ଲେଖିଥିବା ନେତାମାନେ ବିଜେପି ସହ ମିଶିଥିବା ରାହୁଲ ଅଭିଯୋଗ କରିଛନ୍ତି। ରାହୁଲଙ୍କ ଏଭଳି ମନ୍ତବ୍ୟରେ କଂଗ୍ରେସର […]
ନୂଆଦିଲ୍ଲୀ : ଦିଲ୍ଲୀର ଢିଚାଉ ନିକଟ ଏକ କୂଅରୁ ଶୁକ୍ରବାର ସନ୍ଧ୍ୟାରେ ଏକ 45 ବର୍ଷୀୟ ବ୍ୟକ୍ତିଙ୍କର ଶବ ମିଳିଥିଲା । ପୋଲିସ୍ ଏହି ଘଟଣାର ତଦନ୍ତ କରି ଏହି ଘଟଣାର ଅଭିଯୁକ୍ତଙ୍କୁ ରବିବାର ସନ୍ଧ୍ୟାରେ ଗିରଫ କରିଛି । ମିଳିଥିବା […]
ମୁମ୍ବାଇ : ଦେଶର ସବୁଠୁ ମହଙ୍ଗା ଖାଦ୍ୟ (ପନିପରିବା) ମଧ୍ୟରେ ଏହା ଅନ୍ୟତମ । କେବଳ ଏହା ଶ୍ରାବଣ ମାସରେ ବିକ୍ରି ହୋଇଥାଏ । ଏହା ଦେଶର କେବଳ ଦୁଇଟି ରାଜ୍ୟରେ ଉପଲବ୍ଧ ହୋଇଥାଏ । କିନ୍ତୁ ଏହି ଦୁଇ ଜାଗାରେ […]
ନୂଆଦିଲ୍ଲୀ: ଆଜି ଦେଶରେ ୬୧,୪୦୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୩୬ ଜଣ ମୃତ୍ୟୁବରଣ କରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬ ହଜାର ୩୪୯ କୁ ବୃଦ୍ଧି ପାଇଛି। ତେବେ ସୁସ୍ଥ ହୋଇ ୨୩,୩୮,୦୩୫ ଜଣ ଘରକୁ […]
ପୁରୀ, ଆଜି ମହାନ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟିଲଙ୍କ ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକ। ଠିକ ବର୍ଷକ ପୂର୍ବେ ଆଜିର ଦିନରେ ଜେଟଲି ଏଏମସରେ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଗମନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି […]
ଭୋପାଳ : ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ଠାରୁ ୩୪୩ କିଲୋମିଟର ଦୂର ତଥା ଟିକମଗଡ଼ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଥିବାର ସୂଚନା ରହିଛି । ଏଠାରେ ଏକ ପରିବାରର ୫ଜଣ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। ମୃତକମାନେ ହେଲେ ଖଡ଼ଗପୁର ସହରର […]
ନୂଆଦିଲ୍ଲୀ, ଆଜି ହେଉଛି ଭାରତର ଜଣେ ପ୍ରତିଷ୍ଠିତ ନେତା ତଥା ପୂର୍ବତନ ମନ୍ତ୍ରୀ ଅରୁଣ ଜେଟିଲଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ। ଠିକ୍ ଆଜିର ଦିନରେ ଜେଟିଲ ଏମଏସରେ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଗମନ କଲେ। ତାଙ୍କର ଶ୍ରାଦ୍ଧ ବାର୍ଷିକରେ ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ, ବର୍ତ୍ତମାନ ସାରା ବିଶ୍ବରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ସାରା ବିଶ୍ବରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ଅଢେଇ କୋଟି ପାଖରେ ପହଁଞ୍ଚିଲାଣି। ହିସାବ ଅନୁସାରେ ବର୍ତ୍ତମାନ ସାରା ବିଶ୍ବରେ ୨ କୋଟି […]
ନୂଆଦିଲ୍ଲୀ, ଗଣମାଧ୍ୟମ ଦ୍ଵାରା ପ୍ରସ୍ତୁତ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କାର୍ଯ୍ୟକଳାପ ଭାବେ ବିବେଚନା କରାଯାଇଥାଏ। ଏହା ଦେଶରେ ସାମଗ୍ରିକ ଘରୋଇ ଉତ୍ପାଦନ ବୃଦ୍ଧିରେ ମଧ୍ୟ ଏକ ପ୍ରଧାନ ଭୂମିକା ଗ୍ରହଣ କରିଥାଏ। କୋଭିଡ-୧୯ ବୈଶ୍ଵିକ ମହାମାରୀ […]
ନୂଆଦିଲ୍ଲୀ, ଜାନୁୟାରୀ ମାସରେ ଦେଶର ଗୋଟିଏ ମାତ୍ର ପୁଣେ ପରୀକ୍ଷାଗାରରୁ ଆରମ୍ଭ କରାଯାଇଥିବା କରୋନା ସଂକ୍ରମଣ ପରୀକ୍ଷଣ ଆଜି ୩.୫ କୋଟି ଅତିକ୍ରମ କରିଛି। ଗତ ୬ ଦିନ ଧରି ଦୈନିକ ୮ ଲକ୍ଷରୁ ଉର୍ଦ୍ଧ୍ଵ ନମୁନା ପରୀକ୍ଷା କରାଯାଉଥିବା ବେଳେ […]
ନୂଆଦିଲ୍ଲୀ, ଅଧିକରୁ ଅଧିକ କରୋନା ସଂକ୍ରମିତ ନୀରବଚ୍ଛିନ୍ନ ଭାବେ ଆରୋଗ୍ୟ ଲାଭ କରୁଥିବାରୁ ଦେଶରେ ସୁସ୍ଥତା ହାର ପାଖାପାଖି ୭୫ ପ୍ରତିଶତରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୮୯ ରୋଗୀ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟ ସଂଖ୍ୟା […]
ପାଟନା, ଜଣେ ୬୫ ବର୍ଷିୟା ମହିଳା କଣ ଜନ୍ମ କରିପାରେ ? ପୁଣି ଆଉ ଏକ ପ୍ରଶ୍ନ ଉଠିପାରେ ସେହି ମହିଳା କଣ ୮ଟି ଛୁଆ ଜନ୍ମ କରିପାରିବ ? ସେହିପରି ସେହି ମହିଳା କଣ ୧୪ ମାସରେ ୮ଟି ଛୁଆ […]
ନୂଆଦିଲ୍ଲୀ, ଆସନ୍ତାକାଲି ସୋମବାର ଦିନ 11 ଟା ବେଳେ କଂଗ୍ରେସ କାର୍ଯ୍ୟକାରୀ କମିଟର ବୈଠକ ଅନୁଷ୍ଠିତ ହେବ। ଏ ନେଇ ଗତ ଶନିବାରଠାରୁ ଦଳର ସଂଗଠକ ସଂପାଦକ କେ.ସି ଭେନୁଗୋପାଳ ସମସ୍ତଙ୍କୁ ଅବଗତ କରାଇଛନ୍ତି। ତେବେ ଏହି ବୈଠକକୁ ନେଇ ସମସ୍ତଙ୍କର […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନକୁ ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ଚାଲିଛି। ତାହା ହେଉଛି ଯେ, ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ମୟୁରମାନଙ୍କୁ ନେଇ। ନୂଆଦିଲ୍ଲୀରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବହୁ ଆଗରୁ ମୟୁର ରହିଆସୁଛନ୍ତି। ହେଲେ ତାହା […]