ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ଫାଶୀ ଟାଳିବାକୁ ନୂଆ ଚାଲ୍ ଆରମ୍ଭ କରିଛନ୍ତି । ଫାଶୀ ରଦ୍ଦ କରିବାକୁ ଆବେଦନ କରାଯାଇଛି । ଫାଶୀ ଦଣ୍ଡରୁ ବର୍ତ୍ତିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ଠାରେ ଅପିଲ କରିଛି ଦୋଷୀ ବିନୟ ଶର୍ମା। ଆସନ୍ତା […]
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଯୋଗୀ ସରକାରଙ୍କୁ ଝଟ୍କା ଲାଗିଛି। ସିଏଏ ବିରୋଧୀ ଆନ୍ଦୋଳନକାରୀ ଫଟୋ ଲାଗିଥିବା ହୋର୍ଡିଂ ହଟାଇବାକୁ ସୋମବାର ଆହ୍ଲାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଗୋବିନ୍ଦ ମାଥୁର ଏବଂ ଜଷ୍ଟିସ୍ ରମେଶ ସିହ୍ନା ଏହି […]
ନୂଆଦିଲ୍ଲୀ : ମହିଳାଙ୍କ ମାସିକ ଋତୁସ୍ରାବ ପାଇଁ ଛୁଟିର ଦାବି କରି ଫଶିଛନ୍ତି ଥରୁର୍ । କଂଗ୍ରେସ ନେତା ଶଶି ଥରୁର ଟୁଇଟ୍ କରି ମହିଳାଙ୍କ ପିରିୟଡସ୍ ବା ମାସିକ ଋତୁସ୍ରାବ ସମୟରେ ଛୁଟିର ଦାବି କରିଛନ୍ତି। ଶଶୀ ଏହି ଟୁଇଟ୍ରେ […]
ଚେନ୍ନାଇ : କରୋନା ଭାଇରସ୍ର ପ୍ରଭାବ ଯୋଗୁଁ ସାରା ଦୁନିଆରେ ଆତଙ୍କ ସୃଷ୍ଟି ହୋଇଛି । ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା 43ରେ ପହଞ୍ଚିଲାଣି । ଏବେ ଏହି କରୋନା ଭାଇରସକୁ ନେଇ ଡିଏମ୍ଡିକେ ନେତା ପ୍ରେମଲତା ବିଜୟକାନ୍ତ ଅଦ୍ଭୁତ […]
ମୁମ୍ବାଇ : କରୋନା ଭାଇରସ୍ ଓ ଅଶୋଧିତ ତୈଳ କାରଣରୁ ସୋମବାର ଦିନ ଭାରତୀୟ ସେୟାର ବଜାର ନିମ୍ନଗାମୀ ହୋଇଛି । ସେନସେକ୍ସ ପ୍ରାୟ 2357 ପଏଣ୍ଟ ଖସିଯାଇଛି । ସେହିପରି ନିଫ୍ଟୀରେ ପ୍ରାୟ 600 ପଏଣ୍ଟ ତଳକୁ ଖସିଛି । […]
ମୁମ୍ବାଇ : କରୋନା ଭାଇରସ୍ର ପ୍ରଭାବ ଏବେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଉପରେ ପଡିବାକୁ ନେଇ ସନ୍ଦେହ ଦେଖାଦେଇଛି । ମହାରାଷ୍ଟ୍ରର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜେଶ ଟୋପ୍ପେ ଏହା ସମ୍ପର୍କରେ ସଂକେତ ଦେଇ କହିଛନ୍ତି ଯେ, ଆଇପିଏଲ୍ର କାର୍ଯ୍ୟକ୍ରମ ସୂଚୀରେ […]
କେରଳ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳୁ ଏନେଇ ନୂତନ ମାମଲା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ ମାତ୍ର ତିନି ବର୍ଷର ଶିଶୁ ଦେହରେ ଏହି ଭୂତାଣୁର ଲକ୍ଷଣ ଦେଖିବାକୁ ମିଳିଛି । ଏହି […]
ନୂଆଦିଲ୍ଲୀ : କଂଗ୍ରେସର ସାଧାରଣ ସମ୍ପାଦକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମୁକୁଲ ୱାସନିକ୍ ତାଙ୍କର ପୁରୁଣା ବାନ୍ଧବୀ ରବୀନା ଖୁରାନାଙ୍କୁ ଏକ ପଞ୍ଚ ତାରକା ହୋଟେଲରେ ବିବାହ କରିଛନ୍ତି । 60 ବର୍ଷ ବୟସରେ ମୁକୁଲ୍ ତାଙ୍କ ଜୀବନର ନୂତନ […]
ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ପ୍ରଚେଷ୍ଟାରେ ସଫଳତା ପାଇଥିବା ମହିଳାଙ୍କୁ ସମ୍ମାନିତ କରିଛନ୍ତି । ଆଜି ରାଷ୍ଟ୍ରପତି ମନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ମହିଳାଙ୍କୁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ […]
କୋଲକାତା: ରାଜ୍ୟସଭା ନିର୍ବାଚନ ପାଇଁ ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ଚାରି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଅର୍ପିତା ଘୋଷ, ମୌସମ ନୁର୍, ଦିନେଶ ତ୍ରିବେଦୀ ଏବଂ ସୁବ୍ରତ ବକ୍ସିଙ୍କ ନାମକୁ ଘୋଷଣା କରିଛନ୍ତି ମମତା । ମମତା ବାନାର୍ଜୀ ଟୁଇଟ୍ […]
ନୂଆଦିଲ୍ଲୀ : ଦେଶରେ କୋରୋନା ଭାଇରସର ଆତଙ୍କ ବଢି ଚାଲିଥିବା ବେଳେ ଅରୁଣାଚଳ ପ୍ରଦେଶକୁ ବିଦେଶୀ ନାଗରିକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ରବିବାର ଅରୁଣାଚଳ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଅରୁଣାଚଳ […]
ଚଣ୍ଡୀଗଡ : ବଲିଉଡର ହି ମ୍ୟାନ୍ ଧର୍ମେନ୍ଦ୍ରଙ୍କ ରେଷ୍ଟୁରାଣ୍ଟକୁ ସିଲ୍ କରି ଦିଆଯାଇଛି । ହରିୟାଣାର କର୍ଣ୍ଣାଲରେ ରହିଥିବା ଧର୍ମେନ୍ଦ୍ରଙ୍କ ଏହି ହୋଟେଲ୍କୁ ଶନିବାର ସିଲ୍ କରି ଦିଆଯାଇଛି । ହୋଟେଲ କୋଠା ନିର୍ମାଣରେ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ କରି […]
ଥିରୁଅନନ୍ତପୁରମ୍ : କେରଳରେ 5 ଜଣ ନୂତନ କୋରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ନୂତନ 5 ଜଣଙ୍କୁ ମିଶାଇ ଭାରତରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 39ରେ ପହଞ୍ଚିଛି । କେରଳ ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା 5 ଜଣ ଆକ୍ରାନ୍ତଙ୍କ ସମ୍ପର୍କରେ […]
ନୋଇଡା : ଟିକ୍ଟକ୍ରେ ଲୋକପ୍ରିୟତା ପାଇଁ ଲୋକ ମାନେ କିଛିବି କରୁଛନ୍ତି । ନୋଇଡାରେ ଟିକ୍ଟକ୍ କରୁଥିବା ସମୟରେ ଜଣେ ଯୁବକ ଗୁଳି ଫୁଟାଇଛନ୍ତି । 32 ବର୍ଷୀୟ ଏହି ଯୁବକଙ୍କ ନାମ ହେଉଛି ପୁନୀତ ସିସୋଦିଆ । ପୁନିତ ନିଜ […]
ପୁରୀ, ମହିଳା ଦିବସ ଉପଲକ୍ଷେ ମହିଳାମାନେ କିପରି ସକ୍ଷମ ସେ ନେଇ ବିଭିନ୍ନ ସ୍ତରରେ ପ୍ରତିଯୋଗୀତା ସହିତ ପ୍ରସାର ଆରମ୍ଭ ହୋଇଛି। କ୍ରୀଡା, ଦୁଃସାହାସିକ କ୍ରୀଡା, ଉଚ୍ଚ ଗବେଷଣା, ବୈଜ୍ଞାନିକ, ସାହିତ୍ୟିକ, ସାମ୍ବାଦିକ ଏବଂ କଳା କ୍ଷେତ୍ରରେ ମହିଳାଙ୍କ ଦକ୍ଷତା ପ୍ରତିପାଦନ […]
ମୁମ୍ବାଇ : ୟେସ୍ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କୁ ଗିରଫ କରିଛି ଇଡି । ଦୀର୍ଘ ସମୟର ମାରାଥନ ଜେରା ପରେ ଇଡି କପୁରଙ୍କୁ ଗିରଫ କରିଛି । ଦେୱାନ ହାଉସିଂ ଫାଇନାନ୍ସ କର୍ପୋରେସନ୍ ଲିମିଟେଡ୍ ସହିତ ଆର୍ଥିକ ଅନିୟମିତତା ଅଭିଯୋଗ […]
ଭୁବନେଶ୍ବର, ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ ଅଭିଯାନକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ କେବଳ ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କୁ ନେଇ ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ […]
ନୂଆଦିଲ୍ଲୀ : ଭାରତରେ କୋରୋନା ଭାଇରସ୍ ଏହାର ପ୍ରଭାବ ବିସ୍ତାର କରିବାରେ ଲାଗିଛି । ଶନିବାର ଲଦାଖରେ ଦୁଇ ଜଣ ଏବଂ ତାମିଲନାଡୁରେ ଜଣେ କୋରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ତିନି ନୂତନ ଆକ୍ରାନ୍ତଙ୍କ ସହିତ ସମଗ୍ର ଦେଶରେ କୋରୋନା […]
ନୂଆଦିଲ୍ଲୀ : ଦେଶର ପ୍ରତ୍ୟେକ ନାଗରିକ ମହିଳାଙ୍କୁ ସମ୍ମାନ କରିବା ଉଚିତ୍ ଏବଂ ସୁରକ୍ଷା ପାଇଁ ପ୍ରତିଜ୍ଞାବଦ୍ଧ ହେବା ଉଚିତ୍ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମତ ଦେଇଛନ୍ତି । ଆସନ୍ତା କାଲି ଅନ୍ତର୍ଜାତୀୟ ମହିଳା ଦିବସ ପୂର୍ବରୁ ରାଷ୍ଟ୍ରପତି ଏହି […]
ଭୁବନେଶ୍ବର,ଏଥର ହୋଲି ଖେଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ କଣ ପାଇଁ ଖେଳିବେ ନାହିଁ ସେ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୌଣସି ସୂଚନା ଦିଆଯାଇ ନାହିଁ। ହେଲେ ବର୍ତ୍ତମାନ କରୋନା ଭାଇରସ ଯେପରି ଭାବେ ସାରା ଦେଶରେ ଏକ […]
ନୂଆଦିଲ୍ଲୀ : ଦେଶରେ ମୁସଲମାନ୍ ହେବା ଆଜିର ସମୟରେ ବଡ ଅପରାଧ ବୋଲି ଆପ୍ ବିଧାୟକ ଅମାନତଉଲ୍ଲା ଖାନ୍ ମତ ଦେଇଛନ୍ତି । ଶନିବାର ସୋସିଆଲ ମିଡିଆ ସାଇଟ୍ ଟ୍ବିଟ୍ଟର ଜରିଆରେ ଅମାନତଉଲ୍ଲା ଖାନ୍ ଏହି ବିବାଦୀୟ ମତ ଦେଇଛନ୍ତି । […]