ନୂଆଦିଲ୍ଲୀ, ଭାରତ ଗତକାଲି ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କୋଭିଡ-୧୯ ନମୁନା ପରୀକ୍ଷା କରିବାରେ ସକ୍ଷମ ହୋଇଛି। ପାଖାପାଖି ୯ ଲକ୍ଷ (୮,୯୯,୮୬୪) ନମୁନା ଗୋଟିଏ ଦିନରେ ପରୀକ୍ଷା କରାଯାଇଛି ଯାହାକି ଏପର୍ୟ୍ୟନ୍ତ ସର୍ବକାଳିନ ଦିନିକିଆ ରେକର୍ଡ। ଏପର୍ୟ୍ୟନ୍ତ ମୋଟ ନମୁନା […]
ନୂଆଦିଲ୍ଲୀ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଦକ୍ଷତା ବୃଦ୍ଧି ତଥା ସମୟୋଚିତ କାର୍ଯ୍ୟ ପାଇଁ ମନ୍ତ୍ରଣାଳୟ ୧୯ଟି ସମନ୍ଵିତ କ୍ଷେତ୍ରୀୟ କାର୍ୟ୍ୟାଳୟ ଗୋଟିଏ ସ୍ଥାନରୁ କାର୍ୟ୍ୟ କରିବା ପାଇଁ ଅନୁମୋଦନ କରିଛି । ଏହି ସମନ୍ଵିତ ଆଞ୍ଚଳିକ କାର୍ଯ୍ୟାଳୟ […]
ଭୁବନେଶ୍ବର, କୋଭିଡ ମହାମାରି ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରେ ସମସ୍ତେ ଅସ୍ତବ୍ୟସ୍ତ ହୋଇ ପଡିଲେଣି। ଏପରକି ଏହାକୁ ମୁକାବିଲା କରିବାରେ ସରକାରଙ୍କ ପାଣ୍ଠିର ଅଭାବ ମଧ୍ୟ ପରିଲକ୍ଷିତ ହେଲାଣି। ଏପରି ପରିସ୍ଥିତିରେ ଦେଶ ତଥା ରାଜ୍ୟର ବିଭିନ୍ନ ସଂସ୍ଥା […]
ନୂଆଦିଲ୍ଲୀ, ବିଶ୍ଵ ବାଣିଜ୍ୟ ସଂଗଠନର ଏକ ପରିସଂଖ୍ୟାନ ଅନୁସାରେ ଭାରତର କୃଷିଜାତ ସାମଗ୍ରୀ ରପ୍ତାନୀ ୨୦୧୭ରେ ୨.୨୭ ପ୍ରତିଶତ ଥିବା ବେଳେ ଆମଦାନୀ ୧.୯୦ ପ୍ରତିଶତ ଥିଲା। ଏପରିକି ବୈଶ୍ଵିକ ମହାମାରୀର ଲକଡାଉନ କାଳରେ ଏଥିରେ କୌଣସି ବ୍ୟତିକ୍ରମ ନଘଟି ଦେଶ […]
ନୂଆଦିଲ୍ଲୀ, ଗୋଆର ରାଜ୍ୟପାଳ ସତ୍ୟପାଲ ମଲ୍ଳିକଙ୍କୁ ବଦଳି କରାଯାଇ ମେଘାଳୟର ରାଜ୍ୟପାଳଭାବେ ନିଯୁକ୍ତି ଦିଆଯାଇଛି। ଆଜି ଏ ନେଇ ରାଷ୍ଟ୍ରପତି ଭବନ ତରଫରୁ ସୂଚନା ଦିଆଯାଇଛି। ତେବେ ଗୋଆର ରାଜ୍ୟପାଳ ଭାବେ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ନିଜ ଦାୟିତ୍ୱ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସଂପର୍କରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) […]
ଭୁବନେଶ୍ବର, ଅଗଷ୍ଟ ମାସରେ ପଶ୍ଚିମବଙ୍ଗର କିଛି ସ୍ଥାନ ରେ ସମ୍ପୂର୍ଣ୍ଣ ସଟ୍ ଡାଉନ ହେଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଅଛି। ପଶ୍ଚିମବଙ୍ଗରେ ଅଗଷ୍ଟ ୨୦, ୨୧, ଓ ୨୭ ତାରିଖରେ ସମ୍ପୂର୍ଣ୍ଣ […]
ହାଇଦ୍ରାବାଦ : ବାହୁବଳୀ ଅଭିନେତା ପ୍ରଭାସ ତାଙ୍କର ଅପକମିଙ୍ଗ୍ ଫିଲ୍ମ ‘ଆଦିପୁରୁଷ’ରେ ଶ୍ରୀରାମଙ୍କ ଭୂମିକାରେ ନଜର ଆସିବେ। ‘ତାନାଜୀ’ ଫିଲ୍ମର ନିର୍ଦ୍ଦେଶ ଓମ୍ ରାଉତ ଏହି ଫିଲ୍ମର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି । ଏହି ଫିଲ୍ମର ଏକ ପୋଷ୍ଟର ସେୟାର କରିବା […]
ନୂଆଦିଲ୍ଲୀ : କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଆଜି ଚାରି ଖେଳାଳିଙ୍କ ନାମ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି। ଭାରତୀୟ ଷ୍ଟାର କ୍ରିକେଟର ରୋହିତ ଶର୍ମା, ଟୋକିଓ ଅଲମ୍ପିକ୍ସ ଯୋଗ୍ୟତା ହାସଲକାରୀ ବିନେଶ ଫୋଗଟ, ଟେବୁଲ ଟେନିସ୍ ଷ୍ଟାର […]
ନୂଆଦିଲ୍ଲୀ : ଭିଭୋ ଆଇପିଏଲ୍ ଟାଇଟଲ୍ ପ୍ରାୟୋଜକରୁ ଓହରିବା ପରେ ଆଇପିଏଲ୍ 2020ର କିଏ ଟାଇଟଲ୍ ପ୍ରାୟୋଜକ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା । ତେବେ ସମସ୍ତ କଳ୍ପନା ଜଳ୍ପନାକୁ ଶେଷ କରି ଆଇପିଏଲ୍ 2020 ଟାଇଟଲ୍ ପ୍ରାୟୋଜକର ବାଜି […]
ଝାଡଖଣ୍ଡ : ଝାଡଖଣ୍ଡରେ ଷରେଇକଳା – ଖରସୁଆଁ ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଅନ୍ଧବିଶ୍ବାସ ସାମ୍ନାକୁ ଆସିଛି । ଏଠାରେ ଜଣେ ଶାଶୁ ନିଜ ବୋହୂ ଘରୁ ନିଖୋଜ ହୋବ ପରେ ଶାଶୁ ଜଣକ ନିଜ ଜିଭ କାଟି ଭଗବାନଙ୍କ ଶିବ ଶଙ୍କର […]
ଜମ୍ମୁକାଶ୍ମୀର : ପ୍ରାୟ ପାଞ୍ଚ ମାସ ପରେ ରବିବାର ଦିନ ମାତା ବୈଷ୍ଣୋଦେବୀଙ୍କର ଯାତ୍ରା ଆରମ୍ଭ ହୋଇଛି । କିନ୍ତୁ ଏହି ଯାତ୍ରା ଆରମ୍ଭ ରୁ କରୋନା ସଂକ୍ରମଣର ମାମଲା ସାମ୍ନାକୁ ଆସିଛି । ବୈଷ୍ଣୋ ଦେବୀ ମନ୍ଦିର ପରିସରରେ କରୋନା […]
ଗୌତମବୁଦ୍ଧନଗର : ସବୁଠୁ ବିଶ୍ବସ୍ତ ପ୍ରାଣୀ ହେଉଛନ୍ତି କୁକୁର । କୁକୁରକୁ ସମେସ୍ତ ଘରେ ପୋଷିବାକୁ ଭଲପାଇଥାନ୍ତି । ତେବେ ଆପଣ ଯଦି କୁକୁର ପ୍ରେମୀ ତେବେ ଜାଣି ରଖନ୍ତୁ ଏବେ କୁକୁରକୁ ପାଳିବା ବଡ ମହଙ୍ଗା ସାବ୍ୟସ୍ତ ହେବ । […]
ଲକ୍ଷ୍ନୌ : ଉତ୍ତରପ୍ରଦେଶର ଆଉ ଜଣେ ମନ୍ତ୍ରୀ କରୋନାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ରାଜ୍ୟ ମନ୍ତ୍ରୀ ଅତୁଲ ଗର୍ଗଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ଏହାପରେ ତାଙ୍କୁ ଆଇସୋଲେସନ୍ କରାଯାଇଛି । ଅତୁଙ୍କୁ ମିଶାଇ ଯୋଗୀ […]
ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଏକ ଡାକ୍ତରୀ ଦଳ ତାଙ୍କର ନିରୀକ୍ଷଣ କରୁଛନ୍ତି । ନିକଟରେ ଅମିତ୍ ଶାହା କରୋନାକୁ ମାତ୍ ଦେଇଥିବାବେଳେ ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ଏମ୍ସରେ […]
ନୂଆଦିଲ୍ଲୀ : ଦେଶରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବିଗତ 24 ଘଣ୍ଟା ମଧ୍ୟରେ 55 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି […]
ନୂଆଦିଲ୍ଲୀ: ପ୍ରତିଦିନ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି କରିବା ଲାଗି ଭାରତ ଏବେ ଦ୍ରୁତ ଗତିରେ କାର୍ଯ୍ୟ କରୁଛି। ଗତ 24 ଘଣ୍ଟା ମଧ୍ୟରେ 57,584 ଜଣ କୋଭିଡ-19 ରୋଗୀ ସୁସ୍ଥ ହୋଇ ଘରକୁ ଫେରିବା ସହିତ ଆଜି ଦେଶରେ ଗୋଟିଏ ଦିନର […]
ମାଲାକାନାଗିରି, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ଓଡିଶାର ବିଭିନ୍ନ ନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି ମାଲାକାନାଗିରିର ସାବେରୀ ନଦୀ ଫୁଲିବାରୁ ସେଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲି ଏହି ନଦୀ ବୋଝାଗୁଡାଠାରେ ପାଣି ମାଡିଯିବାରୁ ପୋଡିଆ […]
ନୂଆଦିଲ୍ଲୀ, ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ ଆଜି ଅଗ୍ରଣୀ ଘରୋଇ ଟିକା ଉତ୍ପାଦନକାରୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ, ପୁଣେ; ଭାରତ ବାୟୋଟେକ, ହାଇଦ୍ରାବାଦ; ଜାଇଡସ କାଡିଲା, ଅହମ୍ମଦାବାଦ; ଜେନୋଭା ବାୟୋଫାର୍ମାସ୍ୟୁଟିକାଲ୍ସ, ପୁଣେ; ଏବଂ ବାୟୋଲୋଜିକାଲ ଇ, ହାଇଦ୍ରାବାଦଙ୍କୁ ଭେଟିଛନ୍ତି । […]
ମୁମ୍ବାଇ: ଅଭିନେତ୍ରୀ ଇଶା କୋପିକର ସ୍ୱର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ନ୍ୟାୟ ଚାହୁଁଥିବା ସେଲିବ୍ରିଟି ତାଲିକାରେ ଯୋଗ ଦେଇଛନ୍ତି। ସୋମବାର ଦିନ, ଇଶା ତାଙ୍କ ଟ୍ୱିଟର ଆକାଉଣ୍ଟରେ ଲେଖିଛନ୍ତି: “ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ନ୍ୟାୟ ପାଇଁ ପ୍ରାର୍ଥନା […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ୟ୍ୟକାରୀ ହେବାକୁ ଯାଉଛି। […]