ଅହମଦାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ସ୍ତ୍ରୀ ମେଲାନିଆଙ୍କ ସହିତ ଦୁଇ ଦିବସୀୟ ଭାରତ ଯାତ୍ରା ପାଇଁ ବାହାରି ପଡିଲେଣି । ରାଷ୍ଟ୍ରପତି ଟ୍ରମ୍ପ୍ ଗୁଜୁରାଟର ଅହମଦାବାଦ୍ରେ ସିଧାସଳଖ ପହଞ୍ଚିବେ। ଆଜି ଦିନ 11ଟା 40ରେ ଅହମଦାବାଦରେ […]
ନୂଆଦିଲ୍ଲୀ, ବହୁ ପ୍ରତିକ୍ଷିତ ଭାରତ ଦର୍ଶନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଏବଂ ତାଙ୍କ ପରିବାର ରବିରାର ସକାଳେ ଆମେରିକା ଛାଡିଛନ୍ତି। ଆମେରିକ ସମୟ ଅନୁସାରେ ଟ୍ରମ୍ପ ସକାଳ 10ଟାରେ ଏବଂ ଭାରତୀୟ ସମୟ ଅନୁସାରେ ରାତ୍ରୀ 8ଟା 30 […]
ଲକ୍ଷ୍ନୌ : ଆଲିଗଡରେ ସିଏଏ ବିରୋଧୀ ହିଂସାକାଣ୍ଡ କାରଣରୁ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି । ସିଏଏ ବିରୋଧୀ ଆନ୍ଦୋଳନ ସମୟରେ ପୋଲିସ୍ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ରବିବାର ସନ୍ଧ୍ୟାରେ ବିକ୍ଷୋଭକାରୀଙ୍କ ପକ୍ଷରୁ ପଥର ଫିଙ୍ଗାଯିବା […]
ସାଲେମ୍ : ନିଶା ସେବନ ପାଇଁ 4 ଜଣଙ୍କୁ ପଥରରେ ଛେଚି ହତ୍ୟା କରିଛି ଜଣେ ଛାତ୍ର । ଡ୍ରଗ୍ସ ସେବନ ପାଇଁ ଜଣେ ସିକ୍ୟୁରିଟି ଗାର୍ଡ ଏବଂ ତିନି ଜଣ ଭିକାରୀଙ୍କୁ ପଥରରେ ଛେଚି ହତ୍ୟା କରିଥିଲା ଏହି 20 […]
ପାଣାଜୀ : ରବିବାର ଏକ ମିଗ୍ 29କେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଆରେ ରବିବାର ସକାଳୁ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଭାରତୀୟ ନୌସେନା ପକ୍ଷରୁ ସୂଚନା ଦିଆଯାଇଛି । ପାଇଲଟ୍ ଜଣକ ସୁରକ୍ଷିତ ଭାବରେ ବିମାନରୁ ଓହ୍ଲେଇଯାଇଥିବା ବେଳେ […]
ନୂଆଦିଲ୍ଲୀ : ଚଳିତ ଲୋକସଭା ନିର୍ବାଚନରେ କଡା ପରାଜୟ ପରେ ଅଧ୍ୟକ୍ଷ ପଦରୁ ରାହୁଲ୍ ଗାନ୍ଧି ଇସ୍ତଫା ଦେଇଥିଲେ। ଏହା ପରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ଭାବେ ଦାୟିତ୍ବ ନେଇଛନ୍ତି ସୋନିଆ ଗାନ୍ଧି। ତେବେ ଦଳର ଅଧ୍ୟକ୍ଷ ନେଇ ଏବେବି ଦଳ […]
ମଧ୍ୟପ୍ରଦେଶ : ଏବେ ଅନ୍ଲାଇନ୍ରେ ପାଇପାରିବେ ବିଦେଶୀ ମଦ। ମଧ୍ୟପ୍ରଦେଶ ସରକାର ଚଳିତ ଅବକାରୀ ନୀତିକୁ ନବୀକରଣ କରିଛନ୍ତି। ଏହି ଆଧାରରେ ରାଜ୍ୟରେ ନୂତନ ମଦ ଦୋକାନ ଖୋଲା ଯାଇପାରିବ ନାହିଁ କିନ୍ତୁ ବିଦେଶୀ ମଦକୁ ଅନଲାଇନ୍ କ୍ରୟ କରାଯାଇପାରିବ। ଏହି […]
ଚେନ୍ନାଇ : ବିଜେପିରେ ଯୋଗ ଦେଇଛନ୍ତି ଚନ୍ଦନ ଦସ୍ୟୁ ବୀରାପ୍ପାନଙ୍କ ଝିଅ । ଚନ୍ଦନ ଦସ୍ୟୁ ବୀରାପ୍ପାନଙ୍କ ଝିଅ ବିଦ୍ୟା ରାଣୀ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ତାମିଲନାଡୁର କ୍ରିଷ୍ଣାଗିରିରେ ବିଜେପିର ବରିଷ୍ଠ ନେତା ମୁରଲୀଧର ରାଓ […]
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ଏବେ ବିଜେପି ବିଧାୟକ ଦଳ ନେତା ଚୟନକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। ବିଜେପି ବିଧାୟକ ଦଳର ନେତା କିଏ ହେବ ନେଇ ଏବେ ଚାଲିଛି ବିଚାର ବିମର୍ଶ। ସେହିପରି ବିଧାନସଭାରେ ବିରୋଧୀ […]
ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ଆଜି 62ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମ ମାଧ୍ୟମରେ ଦିଲ୍ଲୀର ’ହୁନର୍ ହାଟ୍’ ସମ୍ପର୍କରେ କହିଛନ୍ତି ପ୍ରଧାନମନ୍ତ୍ରୀ । ‘ହୁନର୍ ହାଟ’ କାରିଗରଙ୍କ ସ୍ବପ୍ନକୁ ଡେଣା ଦେଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହୁନର୍ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ପୂର୍ବରୁ ତାଙ୍କର ସ୍ବାଗତ ପାଇଁ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଅନନ୍ୟ କଳାକୃତି ପ୍ରଦର୍ଶନ କରିଛନ୍ତି । ଏକ ବାଲୁକା କଳାକୃତି ଜରିଆରେ ଆମେରିକୀୟ ରାଷ୍ଟ୍ରପତି […]
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଶିବପୁରୀଠାରେ ଜଣେ ନାବାଳିକା ନିଜ ପ୍ରେମିକ ସହ ବିବାହ କରିବାକୁ ଜିଦ୍ କରି ଫିଲ୍ମ ଷ୍ଟାଇଲ୍ରେ ଏକ ପାଣି ଟାଙ୍କି ଉପରେ ଚଢିଯାଇଛନ୍ତି। ନାବାଳିକାଙ୍କ ପାଣି ଟାଙ୍କି ଉପରେ ଦେଖି ଲୋକମାନେ ପୋଲିସ୍ ଏହି ସମ୍ପର୍କରେ ଜଣାଇଥିଲେ […]
ସମୀକ୍ଷା ବ୍ୟୁରୋ କଟକ : ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ ଗେମ୍ସକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ […]
ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳଙ୍କୁ ବଡ ସଫଳତା ମିଳିଛି । ଶନିବାର ସକାଳୁ ଦୁଇ ଲସ୍କର ଆତଙ୍କବାଦୀ ପ୍ରାଣ ହରାଇଥିବା ବେଳେ ଅପରାହ୍ନରେ ଜଣେ ହିଜବୁଲ୍ ଆତଙ୍କବାଦୀକୁ ଗିରଫ କରାଯାଇଛି । ଗିରଫ ଆତଙ୍କବାଦୀର ନାମ ଜୁନୈଦ୍ ଫାରୁଖ୍ […]
ଚେନ୍ନାଇ : ଚେନ୍ନାଇରେ ଜଣେ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଛନ୍ତି ଜନୈକ ବସ୍ କଣ୍ଡକ୍ଟର । ମହିଳାଙ୍କ କାର୍ଯ୍ୟକ୍ଷେତ୍ରରେ ପହଞ୍ଚି ବସ୍ କଣ୍ଡକ୍ଟର ଜଣଙ୍କ ମହିଳାଙ୍କୁ ଜୀଅନ୍ତା ଜାଳିଦେଇଥିଲେ । କଡାଲୋର୍ର ଉକ୍ତ 26 ବର୍ଷୀୟା ମହିଳା ଜଣଙ୍କ ଉକ୍ତ ଯୁବକଙ୍କ […]
ନୂଆଦିଲ୍ଲୀ : ଦୀର୍ଘ 70 ଦିନ ପରେ ଶାହିନବାଗ ରାସ୍ତା ଖୋଲିଛି । ସୁପ୍ରିମକୋର୍ଟ ନିଯୁକ୍ତ ମଧ୍ୟସ୍ଥିଙ୍କ ସହିତ ଆଲୋଚନା ପରେ ପ୍ରତିବାଦକାରୀଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ସମ୍ପୂର୍ଣ୍ଣ ରାସ୍ତା ଖୋଲା ଯାଇନଥିଲେ ମଧ୍ୟ ନୋଇଡା-କାଳିନ୍ଦୀକୁଞ୍ଜ ରାସ୍ତା ଖୋଲାଯାଇଛି […]
ନୂଆଦିଲ୍ଲୀ, କେନ୍ଦ୍ର କ୍ୟାବିନେଟ ସଚିବ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନୋଭେଲ କରୋନା ଭୂତାଣୁ ମୁକାବିଲାର ସ୍ଥିତି, ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି […]
ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିନୟ ଶର୍ମାର ପିଟିସନ୍ ଖାରଜ କରିଦିଆଯାଇଛି । ଉଚ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପ୍ରଦାନ ପାଇଁ କରାଯାଇଥିବା ଆବେଦନକୁ ଦିଲ୍ଲୀ କୋର୍ଟ ଖାରଜ କରି ଦେଇଛନ୍ତି । ମାର୍ଚ୍ଚ 3 ତାରିଖରେ ସମସ୍ତ ଅଭିଯୁକ୍ତଙ୍କୁ […]
ଅହମ୍ମଦାବାଦ : ଗୁଜରାଟରେ ପୁଣି ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଛି । ଗୁଜରାଟର ପୋରବନ୍ଦର ଥାନାରେ ଏନେଇ ଏକ ମାମଲା ରୁଜୁ କରାଯାଇଛି । ଏକ ବସ୍ର ଡ୍ରାଇଭର୍ ଏବଂ କଣ୍ଡକ୍ଟର ମହିଳାଙ୍କୁ ଗଣଦୁଷ୍କର୍ମ କରିଛନ୍ତି । ମଧ୍ୟପ୍ରଦେଶର ମହିଳା ଜଣକ […]
ନୂଆଦିଲ୍ଲୀ : ଶନିବାର ଦିନ ଶାହିନବାଗ ଆନ୍ଦୋଳନକାରୀଙ୍କ ସହିତ ତୃତୀୟ ରାଉଣ୍ଡ ଆଲୋଚନା କରିଛନ୍ତି ମଧ୍ୟସ୍ଥି ସାଧନା ରାମଚନ୍ଦ୍ରନ । ଏହି ଆଲୋଚନା ସମୟରେ ସାଧନା ସରକାରଙ୍କ ପକ୍ଷ ନେଇ ଆଲୋଚନାକୁ ଆସି ନାହାନ୍ତି ଏବଂ ସର୍ବୋଚ୍ଚ କୋର୍ଟଙ୍କ ଦ୍ବାରା ନିଯୁକ୍ତ […]
କୋଲକାତା : ବରିଷ୍ଠ ଶିକ୍ଷାବିତ୍ ତଥା ପୂର୍ବତନ ତୃଣମୂଳ କଂଗ୍ରେସ କ୍ରିଷ୍ଣା ବୋଷଙ୍କ ପରଲୋକ ହୋଇଛି । ଜାଦବପୁରରୁ ତୃଣମୂଳ ସାଂସଦ ରହିଥିବା ବୋଷଙ୍କର 89 ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ସକାଳ 10.20 ମିନିଟ୍ରେ […]