ଭୁବନେଶ୍ବର, ଜୁଲାଇ ମାସ ୨୫ ତାରିଖ ଓ ୨୯ ତାରିଖ କୁ ପଶ୍ଚିମ ବଙ୍ଗ ସରକାର ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି।ଏଥିପାଇଁ କେତେକ ଟ୍ରେନ କୁ ବାତିଲ କରାଯାଇଥିବା ବେଳେ କେତେକର ଆଂଶିକ ବାତିଲ ଓ ରହଣି ଅପସାରଣ କରାଯାଇଅଛି। ବାତିଲ […]
ମୁମ୍ବାଇ : ବଲିଉଡ୍ର ସବୁଠୁ ଲୋକପ୍ରିୟ ରିଲ୍ ଯୋଡି ଭାବରେ ସଲ୍ଲୁ ଓ କ୍ୟାଟ୍ରିନା ପ୍ରାୟ ସମସ୍ତଙ୍କର ପସନ୍ଦ । ଏହି ଯୋଡିଙ୍କ ଫିଲ୍ମକୁ ଦର୍ଶକେ ବହୁତ ପସନ୍ଦ କରିଥାନ୍ତି । ତେବେ ଦୁହିଁଙ୍କ ଅଭିନୀତ ଟାଇଗର୍ ସିରିଜ୍ ମଧ୍ୟ ବେଶ୍ […]
ମୁମ୍ବାଇ : ମହାରାଷ୍ଟ୍ରର ସାଙ୍ଗଲୀ ଜିଲ୍ଲାର ଭୋସେ ଗ୍ରାମରେ 400 ବର୍ଷ ତଳର ପୁରୁଣା ଏକ ବରଗଛ ଏବେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ରହିଛି । ଗଛ ପାଇଁ ଏବେ ଜାତୀୟ ରାଜପଥର ନକ୍ସାକୁ ପରିବର୍ତ୍ତନ କରାଯାଇଛି । ନିର୍ମାଣଧୀନ […]
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନଙ୍କ କରୋନା ପଜିଟିଭ୍ ରିପୋର୍ଟ ଆସିଛି । ସେ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏନେଇ ସୂଚନା ଦେବା ସହିତ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତେ […]
ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ସମେସ୍ତ ନିଜ ଘରେ ରହୁଥିବାବେଳେ ନିଜ ମନ ପସନ୍ଦର ଖାଦ୍ୟକୁ ନେଇ ଅନ୍ଲାଇନ୍ ଅର୍ଡରର ଡିମାଣ୍ଡ ବଢିଛି। ତେବେ ଅନ୍ଲାଇନ୍ ଫୁ୍ଡ୍ ଡେଲଭରୀ ସଂସ୍ଥା ସ୍ବିଗିର ସର୍ଭେ ଅନୁସାରେ ଏହି ଅନ୍ଲାଇନ୍ ଫୁଡ୍ ଅର୍ଡରରେ ବିରିୟାନ୍ […]
ବିହାର : ବିହାରରେ ଲକ୍ଡାଉନ୍ ଓ ବନ୍ୟା ଯୋଗୁଁ ସ୍ଥିତି ଅସମ୍ଭାଳ ଥିବାବେଳେ ଏହି ଜିଲ୍ଲାରୁ ମିଛ ବାହାଘର ପରି ଏକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଥିବା ସୁପୌଲ୍ ଜିଲ୍ଲାରେ ଥିବା ହୁଲାସ୍ ଗ୍ରାମରେ ଜଣେ ଯୁବକ ମିଛ […]
ମୁମ୍ବାଇ, ଭାରତର ପ୍ରସିଦ୍ଧ ଔଷଧ ନିର୍ମାତା କଂପାନୀ ସିପ୍ଲା ଆଣିଲା ନୂଆ କୋଭିଡ19 ନିରାକରଣ ଔଷଧ। ଯାହାର ନାମ ରହିଛି ଫାଭିପିରାଭିର, ହେଲେ ଏହା ସିପ୍ଲେଞ୍ଜା ବ୍ରାଣ୍ଡ ନାମରେ ବଜାରରେ ଉପଲବ୍ଧ ହେବ। ଏହା ଟାବଲେଟ୍ ଭାବେ ବଜାରରେ ମିଳିବ। ଏଥିପାଇଁ […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା 13 ଲକ୍ଷ ପାର କରିଥିବାବେଳେ ମୃତ୍ୟୁ ସଂଖ୍ୟା 31 ହଜାର ପାର୍ କରିଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ତରଫରୁ […]
ନୂଆଦିଲ୍ଲୀ : ଦିଲ୍ଲୀର ଛତରପୁର ଅଞ୍ଚଳରେ ସର୍ଦ୍ଦାର ପଟେଲ୍ କୋଭିଡ୍ ସେଣ୍ଟରରେ ନାବାଳିକା ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି । ପୀଡ଼ିତାଭ୍କ ବୟସ 14 ବର୍ଷ ହୋଇଥିବାବେଳେ ଅଭିଯୁକ୍ତଙ୍କ ବୟସ 19 ବର୍ଷ ବୋଲି ସୂଚନା ରହିଛି । ଦୁହେଁ କୋଭିଡ୍ […]
ତାମିଲନାଡୁ : ପକ୍ଷୀରାଜନ୍ଙ୍କ କାହାଣୀ କାହାକୁ ଅଜଣା ନାହିଁ । ଯିଏ ପକ୍ଷୀମାନଙ୍କ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ । ତାମିଲନାଡୁର ଏକ ଗ୍ରାମରେ ଏବେ ପକ୍ଷୀପ୍ରେମକୁ ନେଇ ବହୁତ ଚର୍ଚ୍ଚା ହୋଇଛି । ପକ୍ଷୀଙ୍କୁ ବଞ୍ଚାଇବାକୁ ଯାଇ ଏହି […]
ନୂଆଦିଲ୍ଲୀ, ଏ ପର୍ଯ୍ୟନ୍ତ ୧,୫୪,୨୮,୧୭୦ କୋଭିଡ-୧୯ ନମୁନା ପରୀକ୍ଷା କରାଯାଇଛି। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ୩,୫୨,୮୦୧ ନମୁନା ପରୀକ୍ଷା କରାଯାଇଛି। ସେହି ଅନୁସାରେ ଦେଶରେ ଏବେ ୧୦ ଲକ୍ଷ ଜନସଂଖ୍ୟାରେ ୧୧୧୭୯.୮୩ ନମୁନା […]
ନୂଆଦିଲ୍ଲୀ, କୋଭିଡ-୧୯ କାରଣରୁ ଦୁବାଇରେ ଫସି ରହି ଫେରିଥିବା ୧୩ ଜଣ ଭାରତୀୟ ଯାତ୍ରୀଙ୍କ ଠାରୁ ୨୩ ଜୁଲାଇ, ୨୦୨୦ରେ ଦିଲ୍ଲୀ କଷ୍ଟମ୍ସ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରେ ଚିତ୍ରିତ ଚେତାବନୀ ନଥିବା ବିଦେଶୀ ସିଗାରେଟ (୩୭୦୦ ଦଣ୍ଡା) ଜବତ […]
ଭୁବନେଶ୍ୱର, କୋଭିଡ୍ ପ୍ରଭାବିତ ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶା ସରକାର ରାଜ୍ୟ ପାଇଁ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିପାରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି […]
ଲକ୍ଷ୍ନୌ, ଶୁକ୍ରବାର ଉତ୍ତର ପ୍ରଦେଶର ସ୍ୱାସ୍ଥ୍ୟମନ୍ତ୍ରୀ ଜୟ ପ୍ରତାପ ସିଂହ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହାପରେ ସେ ଲକ୍ଷ୍ନୌ ସ୍ଥିତ ନିଜ ବାସଭବନରେ ସଂଗରୋଧରେ ରହିଛନ୍ତି । ସିଂହ ସାମାନ୍ୟ ଜ୍ୱରରେ ପୀଡିତ ଥିଲେ । ଏହା ପରେ ସେ […]
ଜୟପୁର, ସଚିନ ପାଇଲଟ ଓ ତାଙ୍କୁ ସମର୍ଥନ କରୁଥିବା 18 ବିଦ୍ରୋହୀ ବିଧାୟକ ରାଜସ୍ଥାନ ହାଇକୋର୍ଟରୁ ଆଶ୍ବସ୍ତି ପାଇଛନ୍ତି। ବିଧାନସଭା ବାଚସ୍ପତି ଏହିସବୁ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରି ଦେଇଥିବା ନୋଟିସ୍କୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି । କୋର୍ଟଙ୍କ ପରବର୍ତ୍ତୀ ନିର୍ଦ୍ଦେଶ […]
ଜିନ୍ଦ : ହରିୟାଣାର ଜିଲ୍ଲା ଜିନ୍ଦ ଜିଲ୍ଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏହି ଜିଲ୍ଲାର ଦିଡ୍ଓ୍ବାଡା ଗ୍ରାମରେ ଜଣଷ ପିତା ତାନ୍ତ୍ରିକର କଥାରେ 5 ବର୍ଷରେ ନିଜର 5ଟି ସନ୍ତାନର ହତା କରିଛି । ଜୁଲାଇ 17 […]
ନୂଆଦିଲ୍ଲୀ : ଦେଶରେ କରୋନାର କାୟା ବଢି ଚାଲିଛି । ଗତ 24 ଘଣ୍ଟା ମଧ୍ୟରେ ସର୍ବାଧିକ 49 ହଜାର 310 ଜଣ ଆକ୍ରାନ୍ତ ହୋଇଥିବାବେଳ 740 ଜଣ ମୃତ୍ୟୁବରଣ କରିଥିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପାଣିପାଗ ବିଭାଗ ସୂଚନା ଦେଇଛି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମଣିପୁର ଜଳଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ସେ କହିଛନ୍ତି ଯେ ସାରା ଦେଶ ଏବେ କୋଭିଡ-୧୯ ବିରୋଧରେ ନିରନ୍ତର ଲଢେଇ ଜାରି […]
ନୂଆଦିଲ୍ଲୀ, ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି ଭାରତୀୟ ସେନାରେ ମହିଳା ଅଧିକାରୀମାନଙ୍କୁ ବିଧିବଦ୍ଧ ଭାବେ ପରମାନେଣ୍ଟ କମିଶନ(ପିସି) ପ୍ରଦାନ ପୂର୍ବକ ସରକାରୀ ମଞ୍ଜୁରି ପତ୍ର ଜାରି କରିଛନ୍ତି । ଏହାଫଳରେ ମହିଳା ଅଧିକାରୀମାନେ ଅଧିକ ସଶକ୍ତ ହେବା ସହ ସଙ୍ଗଠନରେ ବୃହତ ଭୂମିକା […]
ନୂଆଦିଲ୍ଲୀ, କ୍ରମାଗତ ଭାବେ ଦେଶରେ ସୁସ୍ଥତା ହାରରେ ବୃଦ୍ଧି ଘଟିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୨୯,୫୫୭ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି, ଯାହାକି ଏ ପର୍ଯ୍ୟନ୍ତ ଦିନକରେ ସୁସ୍ଥ ହୋଇଥିବା ସଂଖ୍ୟାରେ ସର୍ବାଧିକ। ବର୍ତ୍ତମାନ ସୁଦ୍ଧା ୭,୮୨,୬୦୬ […]
ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ମାସ୍କ ନ ପିନ୍ଧିଲେ ଲକ୍ଷେ ଟଙ୍କାର ଜରିମାନା ଏବଂ ଆବଶ୍ୟକ ସ୍ଥଳେ ୨ ବର୍ଷ ଯାଏଁ ଜେଲଦଣ୍ଡର ବ୍ୟବସ୍ଥା ଘୋଷଣା କରାଯାଇଛି। ଶୁଣିଲେ ଏହା ଆଶ୍ଚର୍ଯ୍ୟ ଲାଗୁଛି। କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ମାସ୍କ ବ୍ୟବହାର ଲାଗି […]