ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦିଆଯାଇ ପାରିବ ବୋଲି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟଙ୍କୁ କୁହାଯାଇଛି । ଶନିବାର ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ସୂଚନା ଦେଇଛନ୍ତି । ଜଷ୍ଟିସ୍ ସୁରେଶ କୁମାର […]
ନୂଆଦିଲ୍ଲୀ : ଶନିବାର କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରାଯାଇଥିବା ବେଳେ ବୈଷୟିକ ସଶକ୍ତୀକରଣ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି । ବିଭିନ୍ନ ଅନ୍ତର୍ଜାତୀୟ କମ୍ପାନୀ ଯେପରିକି ଗୁଗୁଲ, ଫେସ୍ବୁକ୍, ଟିକ୍ଟକ୍, ବିଭିନ୍ନ ମେଲ୍ ଏବଂ ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ ଗୁଡିକ ଭାରତୀୟ […]
କାବୁଲ : ଆଫଗାନିସ୍ତାନରେ 11 ଜଣ ତାଲିବାନୀ ଆତଙ୍କୀ ପ୍ରାଣ ହରାଇଛନ୍ତି । ଦକ୍ଷିଣ ଉରୁଜ୍ଗାନ୍ରେ ଆଫଗାନୀ ସେନା ପକ୍ଷରୁ ଏହି ଏନ୍କାଉଣ୍ଟରରେ 11 ତାଲିବାନୀ ଆତଙ୍କୀ ନିହତ ହୋଇଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଏନକାଉଣ୍ଟର ଘଟିଥିବା ଜଣାପଡିଛି […]
ନୂଆଦିଲ୍ଲୀ : ଶାହିନବାଗରେ ପ୍ରତିବାଦକାରୀଙ୍କ ଉପରକୁ ଗୁଳିଚାଳନା । ଜାତୀୟ ରାଜନୀତିରେ ଗୁଳି ଚଳାଇବା ବର୍ତ୍ତମାନ ଏକ ଫ୍ୟାଶନରେ ପରିଣତ ହୋଇଛି । ଜାମିଆରେ ପ୍ରତିବାଦକାରୀଙ୍କ ଉପରକୁ ଗୁଳିଚାଳନାର ଦୁଇ ଦିନ ପରେ ଆଜି ଶାହିନ୍ବାଗରେ ମଧ୍ୟ ସମାନ ଘଟଣା ଦେଖିବାକୁ […]
ନୂଆଦିଲ୍ଲୀ : କେନ୍ଦ୍ରୀୟ ବଜେଟ୍ରେ ଦିଲ୍ଲୀକୁ ଗୁରୁତ୍ବ ଦିଆଯାଇନାହିଁ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମତ ଦେଇଛନ୍ତି । ଜାତୀୟ ରାଜଧାନୀ ଦିଲ୍ଲୀକୁ ବିଜେପି ପକ୍ଷରୁ ଗୁରୁତ୍ବ ଦିଆଯାଇନାହିଁ । ଦିଲ୍ଲୀ ବାସୀ ବଜେଟ୍ରୁ ଅନେକ କିଛି ଆଶା ରଖିଥିବା […]
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗତ କରାଯାଇଥିବା ବଜେଟ୍କୁ ଦୁର୍ବଳ ବୋଲି ଅଭିହିତ କରିଛନ୍ତି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । ବଜେଟ୍ରେ ସାଧାରଣ ଲୋକଙ୍କ ପାଇଁ କିଛି ବି ଦୃଢ ବ୍ୟବସ୍ଥା କରାଯାଇନାହିଁ । ବେକାରୀ ଦେଶର […]
ନୂଆଦିଲ୍ଲୀ : ଶନିବାର ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଭାରତୀୟ ରେଳବାଇର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଡିଜିଟାଲ୍ ଇଣ୍ଡିଆ ଯୋଜନାରେ ଓ୍ବାଇଫାଇ ଏବଂ ଅନ୍ୟାନ୍ୟ ଆନୁଷାଙ୍ଗିକ 550 ବ୍ୟବସ୍ଥା […]
ଉତ୍ତରପ୍ରଦେଶ : ଆଜି ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଦଶନ୍ଧିର ପ୍ରଥମ ବଜେଟ୍କୁ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ 2020କୁ ନେଇ ବିରୋଧୀ ମାନେ ପ୍ରତିକ୍ରିୟା ରଖିଛନ୍ତି । ଅର୍ଥବ୍ୟବସ୍ଥାର […]
ନୂଆଦିଲ୍ଲୀ : ବଜେଟ୍କୁ ନେଇ ଗଭୀର ଭାବରେ ପ୍ରଭାବିତ ହୋଇଛି ଭାରତୀୟ ସେୟାର ବଜାର । ବଜେଟ୍ ଆଗତ ସମୟରେ ସେନ୍ସେକ୍ସରେ 700 ପଏଣ୍ଟ ହ୍ରାସ ଘଟିଥିଲା । 2020-21ରେ ଆଗତ ବଜେଟ ନିବେଶକଙ୍କ ଆକୃଷ୍ଟ କରିବାରେ ବିଫଳ ହେବାରୁ ସେନ୍ସେକ୍ସ […]
ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ବିନୟ ଶର୍ମାର ରାଜକ୍ଷମା ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀର ପଟିଆଲା କୋର୍ଟ ଚାରି ଅଭିଯୁକ୍ତଙ୍କୁ ଫେବୃଆରୀ 1 ତାରିଖରେ ଫାଶୀ ଦିଆଯିବା ନେଇ ଡେଥ୍ ଓ୍ବାରେଣ୍ଟ ଜାରି କରିଥିଲେ । କିନ୍ତୁ ବିନୟ […]
ନୂଆଦିଲ୍ଲୀ : ଶନିବାର ଆୟୋଜିତ କେନ୍ଦ୍ରୀୟ ବଜେଟ୍ରେ ସରକାରଙ୍କ ପକ୍ଷରୁ ଆୟକର ଉପରେ ବଡ ରିହାତି ଘୋଷଣା କରାଯାଇଛି । ବଜେଟ୍ ଉପସ୍ଥାପନ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଜିଏସ୍ଟିକୁ ଏକ ଐତିହାସିକ ପଦକ୍ଷେପ ବୋଲି ଅଭିହିତ କରିବା ସହିତ […]
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟ୍ରେ ସରକାରଙ୍କ ପକ୍ଷରୁ ନାରୀ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି । ବେଟି ବଚାଓ ବେଟୀ ପଢାଓ ଯୋଜନାରେ ପ୍ରାୟ 94 ପ୍ରତିଶତ ମହିଳା ଉପକୃତ ହେଉଥିବା […]
ଚଳିତ ଦଶନ୍ଧିର ପ୍ରଥମ ବଜେଟ୍ ଉପସ୍ଥାନ କରୁଛନ୍ତି ନିର୍ମଳା ସୀତାରମଣ । ଏହି ଅବସରରେ ଶିକ୍ଷା ପାଇଁ 99 ହଜାର 300 କୋଟିର ବ୍ୟୟ ବରାଦ ରଖାଯାଇଥିବାବେଳେ ଦେଶରେ ନୂତନ ଶିକ୍ଷା ନୀତି ଆସିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । […]
ନୂଆଦିଲ୍ଲୀ : 2022 ସୁଦ୍ଧା ଚାଷୀମାନଙ୍କ ଆୟ ଦୁଇଗୁଣା କରିବା ଲକ୍ଷ୍ୟ ରଖାଯାଇଛି । 6.11 କୋଟି ଚାଷୀଙ୍କୁ ପାଇଁ ବୀମା ଯୋଜନା । ପିଏମ୍ କିଶାନ ଯୋଜନାରୁ ଚାଷୀଙ୍କୁ ସୁବିଧା ମିଳିବ। କୃଷି କ୍ଷେତ୍ର ପାଇଁ 16 ସୂତ୍ରୀୟ ଆକ୍ସନ […]
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ଲୋକସଭାରେ ବଜେଟ୍ ଭାଷଣ ପଢୁଛନ୍ତି ନିର୍ମଳା ସୀତାରମଣ । ଏହା ଦେଶର ଆକାଂକ୍ଷାର ବଜେଟ୍ । ଦେଶର ଲୋକଙ୍କୁ ସେବା ଦେବା ଆମର ଲକ୍ଷ୍ୟ । ଏହି […]
ନୂଆଦିଲ୍ଲୀ : ଆଜି ସାଧାରଣ ବଜେଟ୍ ଉପସ୍ଥାପନ ହେବା ପୂର୍ବରୁ ବଜେଟ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଏକ ଟୁଇଟ୍ କରିଛନ୍ତି । ଏହି ଟୁଇଟ୍ ଜରିଆରେ ଗୋଟିଏ ପକ୍ଷରେ କେନ୍ଦ୍ର ସରକାରଙ୍କୁ ଚ୍ୟାଲେଞ୍ଜ ଦେଇଥିବାବେଳେ ଅନ୍ୟ ପକ୍ଷରେ କହିଛନ୍ତି ଯେ, […]
ନୂଆଦିଲ୍ଲୀ, ଆଜି ସଂସଦରେ ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଘରେ ପୂଜା ଅର୍ଚ୍ଚନା କରିଛନ୍ତି। ସେ ପ୍ରଥମେ ଘରେ ପୂଜା କରିବା ପରେ ନିକଟରେ ଥିବା ହନୁମାନ ମନ୍ଦିରକୁ ମଧ୍ୟ ଯାଇଥିଲେ। ସେଠାରେ ସେ ଏକାକୀ ହନୁମାନଙ୍କ […]
ନୂଆଦିଲ୍ଲୀ- ଆଉ ଅଳ୍ପ ସମୟ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ସାଧାରଣ ବଜେଟ ଉପସ୍ଥାପନା କରିବେ। ତେବେ ତା ପୂର୍ବରୁ ନିର୍ମଳା ସକାଳୁ ରାଷ୍ଟ୍ରପତି ଭବନ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କର ବଜେଟ ବହିଖାତା ସହିତ ସେ […]
ନୂଆଦିଲ୍ଲୀ : ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ଥର ପାଇଁ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି । ତେବେ ଭାରତୀୟ ଅର୍ଥନୀତିର ଅବସ୍ଥା ଶୋଚନୀୟ ଥିବାବେଳେ ଆଜିର ବଜେଟ୍ ବେଶ ଗୁରୁତ୍ବପୂର୍ଣ୍ଣ ରହିଛି । ଆଜି […]
ନୂଆଦିଲ୍ଲୀ- ଆଉ ମାତ୍ର କିଛି ସମୟର ଅପେକ୍ଷା, ଅଳ୍ପ ସମୟ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପିତ କରିବେ ଚଳିତ ଆର୍ଥିକ ବର୍ଷର ସାଧାରଣ ବଜେଟ। ତେବେ ଏଥରର ବଜେଟରେ କଣ ରହିଛି ତାହାକୁ ନେଇ ସାରା ଭାରତର ଲୋକ […]
ନୂଆଦିଲ୍ଲୀ : ଜାମିଆ ଗୁଳିଚାଳନାକାରୀ ଅଭିଯୁକ୍ତକୁ 14 ଦିନିଆ ପୋଲିସ୍ ରିମାଣ୍ଡରେ ପଠାଯାଇଛି । 14 ଦିନିଆ ରିମାଣ୍ଡରେ ପଠାଯାଇଥିବା ବେଳେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପକ୍ଷରୁ ଅଭିଯୁକ୍ତର ଅସ୍ଥିମଜ୍ଜା ପରୀକ୍ଷଣ ପାଇଁ ଆବେଦନ କରାଯାଇଛି । ଉତ୍ତର ପଦେଶର ଜେଓ୍ବାରରେ ଅଭିଯୁକ୍ତଙ୍କ […]