ଭୁବନେଶ୍ବର, ପ୍ରଖ୍ୟାତ ଅଭିନେତା ଅମିତାଭ ବଚନ କରୋନା ପଜେଟିଭ ଚିହ୍ନଟ ହେବା ପରେ ସେ ବର୍ତ୍ତମାନ ମୁମ୍ବାଇର ଲୀଲାବତି ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ପୁରୀ ବେଳାଭୂମିରେ ନିର୍ମାଣ […]
ତେଲେଙ୍ଗାନା : ଦେଶରେ କରୋନା ଭାଇରସ୍ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହା ମଧ୍ୟରେ କରୋନା ରୋଗୀଙ୍କୁ ନେଇ ଅନେକ ହୃଦୟ ବିଦାରକ ଦୃଶ୍ୟ ମଧ୍ୟ ସାମ୍ନାକୁ ଆସୁଛି । କରୋନାକୁ ନେଇ ପ୍ରଶାସନର ଦାୟିତ୍ବହୀନତାର ଏକ ଦୃଶ୍ୟ […]
ନୂଆଦିଲ୍ଲୀ : କରୋନା ଭାରତରେ ବେଶ୍ ଭୟଙ୍କର ହେଉଛି । ପ୍ରତିଦିନ 27, 28 ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ସହ ଅନେକ ମୁଣ୍ଡ ଯାଉଛି । ଦେଶରେ କରୋନା ସ୍ଥିତି ଜଟିଳ ହେଉଛି । ଆଜି ଦିନକରେ ପୁଣି 28 […]
ନୂଆଦିଲ୍ଲୀ, ସର୍ବଭାରତୀୟ ବ୍ୟାଘ୍ର ଗଣନା 2018ର ଫଳାଫଳ ଗତବର୍ଷ ବିଶ୍ଵ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଘୋଷିତ ହୋଇଥିଲା। ବିଶ୍ଵର ସର୍ବବୃହତ କ୍ୟାମେରା ଉତ୍ତୋଳିତ ବନ୍ୟପ୍ରାଣୀ ସର୍ଭେ ହିସାବରେ ଏହା ଗିନିଜ ୱାର୍ଲ୍ଡ ଅଫ ରେକର୍ଡରେ […]
ମୁମ୍ବାଇ: ମହାରାଷ୍ଟ୍ର ରାଜଭବନରେ କରୋନା। ରାଜଭବନର 16 ଜଣ ଷ୍ଟାଫଙ୍କର ସ୍ୱାବ୍ ରିପୋର୍ଟ ପଜିଟିଭ୍ ଆସିଛି। ଏହାପରେ ରାଜ୍ୟପାଳ ଭଗତ ସିଂ କୋଶିଆରିଙ୍କୁ ଆଇସୋଲେସନ୍କୁ ପଠାଯାଇଛି। ମହାରାଷ୍ଟ୍ର ରାଜଭବନର 100 ଜଣଙ୍କର ସ୍ୱାବ୍ ଟେଷ୍ଟ ହୋଇଥିଲା। ସେମାନଙ୍କ ମଧ୍ୟରୁ 55 ଜଣଙ୍କର […]
ନୂଆଦିଲ୍ଲୀ, ଭାରତୀୟ ଭେଷଜ ମହାନିୟନ୍ତ୍ରକ (ଡିସିଜିଆଇ) କୋଭିଡ-19 ଆକ୍ରନ୍ତଙ୍କ ପାଇଁ ‘ଆଇଟୋଲିଜୁମାବ’ ଔଷଧ ଜରୁରୀକାଳୀନ ସୀମିତ ବ୍ୟବହାରକୁ ଅନୁମତି ପ୍ରଦାନ କରିଛନ୍ତି। ‘ଆଇଟୋଲିଜୁମାବ’ (ଆରଡିଏନ୍ଏ ଅରିଜିନ) ଏକ ମନୋକ୍ଲୋନାଲ ଆଣ୍ଟିବଡି ବା ରୋଗ ପ୍ରତିରୋଧକାରୀ ଔଷଧ। ଏହା ଏବେ ଗୁରୁତର ଏବଂ […]
ଓ୍ବାସିଂଟନ, ଶେଷରେ ମାସ୍କ ପିନ୍ଧିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଗତକାଲି ୱାସିଂଟନ ଡିସିର ଏକ ସମାରିକ ହସପିଟାଲ ବୁଲିବାକୁ ଯିବା ବେଳେ ସେ ଏହି ମାସ୍କ ପିନ୍ଧିଥିଲେ। ସେଠାରେ ଆହତ ଆମେରିକୀୟ ଯବାନ, କୋଭିଡ ଯୋଦ୍ଧା ଚିକିତ୍ସିତ ହେଉଥିଲେ। ସେମାନଙ୍କ […]
ମୁମ୍ବାଇ : ଅମିତାଭ ବଚ୍ଚନ କରୋନାରେ ପୀଡ଼ିତ ହୋଇ ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତେବେ ତାଙ୍କ ଅବସ୍ଥା ଏବେ ସ୍ଥିର ରହିଥିବାର ସୂଚନା ରହିଛି । ସାମାନ୍ୟ ଲକ୍ଷଣ ଥାଇ ଅମିତାଭ ଆଇସୋଲେସନ ୟୁନିଟରେ ଭର୍ତ୍ତି ହୋଇଛନ୍ତି ବୋଲି […]
ମୁମ୍ବାଇ : ମୁମ୍ବାଇ ମହାନଗର ପାଳିକା (ବିଏମ୍ସି)ର 57 ବର୍ଷୀୟ ସହାୟକ ନଗର ଆୟୁକ୍ତ (ଓ୍ବାର୍ଡ ଅଧିକାରୀ)ଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି । ରବିବାର ଦିନ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ମାର୍ଚ୍ଚମାସରୁ ସେ କରୋନ ବିରୋଧ […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସଂପର୍କରେ ସଲମାନ ଖାନଙ୍କ ପୂର୍ବତନ ମ୍ୟାନେଜର ରେଶମା ଶେଟ୍ଟୀଙ୍କ ବିବୃତ୍ତି ରେକର୍ଡ କରିଛି ମୁମ୍ବାଇ ପୋଲିସ। ଶେଟ୍ଟୀ ବଲିଉଡର ଜଣେ ବରିଷ୍ଠ ସେଲିବ୍ରିଟି ମ୍ୟାନେଜରଙ୍କ ମଧ୍ୟରୁ ଜଣେ। ସୂତ୍ର ଅନୁଯାୟୀ, ବାନ୍ଦ୍ରା ପୋଲିସ […]
ନୂଆଦିଲ୍ଲୀ: ହାର୍ଦ୍ଦିକ ପଟେଲଙ୍କୁ ଗୁଜରାଟ କଂଗ୍ରେସର କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତି ମିଳିଛି। କଂଗ୍ରେସ ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ ସୋନିଆ ଗାନ୍ଧୀ ଶନିବାର ଦିନ ହାର୍ଦ୍ଦିକ ପଟେଲଙ୍କୁ ରାଜ୍ୟ ୟୁନିଟର କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରିଛନ୍ତି। ଏକ ବିବୃତ୍ତିରେ କଂଗ୍ରେସ ସାଧାରଣ […]
ନୂଆଦିଲ୍ଲୀ : ପ୍ରକୃତ ନିୟନ୍ତ୍ରଣ ରେଖା LACରୁ ଭାରତ ଓ ଚୀନ୍ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର କରିବେ। ସୀମା ବିବାଦର ଆପୋସ ସମାଧାନ କରାଯିବ ବୋଲି ଦୁଇ ଦେଶ ମଧ୍ୟରେ ଆଲୋଚନା ହେବା ପରେ ଏବେ ବଦଳିବାରେ ଲାଗିଛି ଚୀନର ମତିଗତି। […]
ସୁରଟ, କୋଭିଡ ସାରା ବିଶ୍ବବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ କିଛି ଲୋକ ନିଜ ନିଜ ସଉକ ପାଇଁ ଏଥିରୁ ବେଶ ମଜା ଉଠାଉଛନ୍ତି। ମଜା ବି ଏମିତି ସେମିତି ନୁହେଁ। ଏ ବାବଦରେ ଖର୍ଚ୍ଚ କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା। […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉଚ୍ଚସ୍ତରୀୟ ବୈଠକରେ ଦେଶର କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ବ୍ୟକ୍ତିଗତ ଭାବେ ସଫାସୁତୁରା ରହିବା ସହ କରୋନା ନିୟମ ମାନିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସାଧାରଣ ସ୍ଥାନରେ ସାମାଜିକ ଦୂରତ୍ବ ରଖିବା ସହ […]
ନୂଆଦିଲ୍ଲୀ : ଛିଡୁନି ମହାନଦୀ ଜଳ ବିବାଦ। ଆପୋସ ଆଲୋଚନାରେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ସହମତି ନହେବାରୁ ଇସ୍ୟୁ ଫ୍ରେମ୍ କରିଛନ୍ତି ଟ୍ରିବ୍ୟୁନାଲ। ସବୁ ପକ୍ଷରୁ ଦାବି ଶୁଣିବା ପରେ 40ରୁ 45ଟି ଇସ୍ୟୁ ଫ୍ରେମ୍ କରାଯାଇଛି। ଓଡ଼ିଶା, ଛତିଶଗଡ଼, […]
ଭୁବନେଶ୍ବର, ବର୍ତ୍ତମାନ ସାରା ଗଂଜାମ ଜିଲ୍ଲାରେ କୋଭିଡ19 ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏପରିକି ସ୍ଥାନୀୟ ଲୋକଙ୍କ ସହିତ କୋଭିଡ ଯୋଦ୍ଧାଙ୍କୁ ମଧ୍ୟ ଏହି ଭୂତାଣୁ ଆକ୍ରାନ୍ତ କରିବାରେ ଲାଗିଛି। ଏପରି ପରିସ୍ଥିତିରେ କୋଭିଡ ମୁକାବିଲା କରିବା ପାଇଁ କୋଭିଡ ଯୋଦ୍ଧାଙ୍କ […]
ନୂଆଦିଲ୍ଲୀ, କରୋନାକୁ ଭୟ ବଢୁଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଆଜି ଏକ ଭଲ ଖବର ଶୁଣାଇଛନ୍ତି। ଦେଶରେ ସାଂଘାତିକ ଭାବେ ବିଶେଷ କରି ଜୁଲାଇ ମାସରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢୁଥିବାରୁ ଲୋକଙ୍କ ମନରେ […]
ଭୁବନେଶ୍ବର, 2015 ଓ 2016 ମସିହା ପାଇଁ ଓଡି଼ଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଆଜି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା କାର୍ଯ୍ୟକାରୀ ପରିଷଦ ବୈଠକରେ ଏକାଡେମୀର ପୁରସ୍କାର ଘୋଷଣା କରାଯାଇଛି। 2015 ମସିହା ପୁରସ୍କାର ପାଇଁ ଯେଉଁମାନେ ମନୋନିତ […]
କାନପୁର, କାନପୁର ସୁଟ୍ ଆଉଟ୍ ଘଟଣାର ମାଷ୍ଟରମାଇଣ୍ଡ ସହ ଏନକାଉଣ୍ଟର ପରେ ଘଟଣା କିପରି ଥିଲା ତାହାର ବିସ୍ତୃତ ସୂଚନା ଦେଇଛନ୍ତି ଉତ୍ତର ପ୍ରଦେଶ ଅତିରିକ୍ତ ପୋଲିସ ମହା ନିର୍ଦେଶକ ଏଡିଜେ (ଆଇନ ଏବଂ ଶୃଙ୍ଖଳା) ପ୍ରଶାନ୍ତ କୁମାର। ଆଜି ସକାଳୁ […]
ନୂଆଦିଲ୍ଲୀ : ଆମେରିକା ଓ ବ୍ରାଜିଲ୍ ପରେ ଭାରତ ପ୍ରଭାବିତ ଦେଶ ତାଲିକାରେ ତୃତୀୟ ସ୍ଥାନରେ ରହିଛି । ଆଜି ଦେଶରେ ରେକର୍ଡ ସଂଖ୍ୟକ 26 ହଜାରରୁ ଉର୍ଦ୍ଧ୍ବ କରୋନା ମାମଲା ଚିହ୍ନଟ ହୋଇଛି । ଦେଶରେ କରୋନା ମାମଲା ଦ୍ରୁତ […]
ନୂଆଦିଲ୍ଲୀ : ବାହୁବଳୀ ସୁପରଷ୍ଟାର୍ ପ୍ରଭାସଙ୍କ ଅପକମିଙ୍ଗ ଫିଲ୍ମର ଟାଇଟଲ୍ ସହ ପୋଷ୍ଟର ମଧ୍ୟ ରିଲିଜ୍ ହୋଇଛି । ଏହି ଫିଲ୍ମର ନାମ ‘ରାଧେ ଶ୍ୟାମ୍’ ରହିଛି । ଏହି ଫିଲ୍ମରେ ପ୍ରଭାସ ଓ ପୂଜା ହେଗେଡଙ୍କ ଜବରଦସ୍ତ ରୋମାଣ୍ଟିକ୍ କେମେଷ୍ଟ୍ରି […]