ନୂଆଦିଲ୍ଲୀ : କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଡିସ୍ଚାର୍ଜ ହେଲେ ସତ୍ୟେନ୍ଦ୍ର ଜୈନ୍। କରୋନା ରିପୋର୍ଟ ନେଗେଟିଭ୍ ଆସିବା ପରେ ଡିସ୍ଚାର୍ଜ କରାଯିବ । ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ଲାଜ୍ମା ଥେରାପି ଦିଆଯାଇଥିଲା […]
ନୂଆଦିଲ୍ଲୀ : ଭାରତରେ କରୋନାସ୍ଥିତି ସଂଘାତିକ ହେଉଛି । ଦେଶରେ ପ୍ରତିଦିନ ଦେଶରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ପୁଣି ଦେଶରେ 17 ହଜାରରୁ ଅଧିକ ମାମଲା ଚିହ୍ନଟ। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ […]
ହାଇଦ୍ରାବାଦ: ୧୨ ବର୍ଷର ବାଳିକାକୁ ଯୌନ ନିର୍ଯାତନା ଅଭିଯୋଗରେ ହାଇଦ୍ରାବାଦ ପୋଲିସର ଜଣେ କନଷ୍ଟେବଳଙ୍କୁ ଗୁରୁବାର ଗିରଫ କରାଯାଇଛି। କନଷ୍ଟେବଳ ଭି ଏସ ଉମେଶ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଖବର ମୁତାବକ, ଶିଖ ଗ୍ରାମରେ ପୀଡିତାଙ୍କ ଘର ପାଖରେ […]
ଚଣ୍ଡିଗଡ: ଗୋଟିଏ ପରିବାରର ଚାରିଜଣଙ୍କ ସମେତ ପାଞ୍ଚ ଜଣଙ୍କୁ ହତ୍ୟା କରାଯାଇଛି। ପଞ୍ଜାବର ତାରନ ତାରନ ଜିଲ୍ଲାର କାୟରନ ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି। ପରିବାରର ମୁଖ୍ୟ ବ୍ରିଜ ଲାଲ(୬୫)ଙ୍କ ସମେତ ଚାରି ଜଣଙ୍କୁ ହତ୍ୟା କରାଯାଇଥିବା ପଞ୍ଜାବ […]
କେରଳ : କେରଳର ବିବାଦୀୟ ସାମାଜିକ କର୍ମୀ ରେହାନା ଫାତିମା ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଟପଲେସ୍ ପେଣ୍ଟିଂ କରି ବିବାଦରେ ଫସିଛନ୍ତି ଫାତିମା ।ନାବାଳକ ପିଲାମାନଙ୍କ ଦ୍ବାରା ନିଜର ଅର୍ଦ୍ଧନଗ୍ନ ଶରୀର ଉପରେ ଚିତ୍ର କରିବାକୁ ନେଇ ତାଙ୍କ ବିରୋଧରେ […]
ନୂଆଦିଲ୍ଲୀ : ସିବିଏସଇର ଦଶମ ଓ ଦ୍ବାଦଶର ବାକି ଥିବା ସମସ୍ତ ପରୀକ୍ଷାକୁ ବାତିଲ୍ କରାଯାଇଛି। ଜୁଲାଇ 1ରୁ 15 ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ବାତିଲ୍ କରାଯାଇଛି ବୋଲି ସୂଚନା ମିଳିଛି । ପରୀକ୍ଷା ବାତିଲ୍ ନେଇ […]
ନୂଆଦିଲ୍ଲୀ :ଦିନକୁ ଦିନ ଭାରତରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି । ପ୍ରତିଦିନ ଦେଶରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ 16 ହଜାର922 […]
କୋଲକାତା: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ଲକଡାଉନକୁ ଜୁଲାଇ 31 ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଦେଶରେ ଲଗାତର ଭାବରେ କରୋନାର ପ୍ରକୋପ ବୃଦ୍ଧିକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଜୁଲାଇ 31 ପର୍ଯ୍ୟନ୍ତ ରାଜ୍ୟରେ ଟ୍ରେନ୍ କିମ୍ବା ମେଟ୍ରୋ ସେବା […]
Union cabinet approved private sector participation in Space activities
କୋଲକାତା: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ଦଳ (ଟିଏମ୍ସି)ର ବିଧାୟକ ତମୋନାଶ ଘୋଷଙ୍କର ବୁଧବାର ପରଲୋକ ହୋଇଯାଇଛି। ଗତ ମାସ ସେ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଥିଲା । ତମୋନାଶଙ୍କର କରୋନା ଚିକିତ୍ସା ଚାଲିଥିବାବେଳେ ଆଜି ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁ […]
ନୂଆଦିଲ୍ଲୀ : ଦିନକୁ ଦିନ ଭୟଙ୍କର ହେଉଛି ମହାମାରୀ କରୋନା ଭାଇରସ । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେଉଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସର୍ବାଧିକ 15 ହଜାର […]
ପୁରୀ: ରଥଯାତ୍ରା ପାଇଁ ପୁରୀ ସହରରେ ଲାଗିଥିବା କର୍ଫ୍ୟୁ କୋହଳ କରାଯାଇଛି। ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟକୁ ଆସିଯାଇଥିବାରୁ ପ୍ରଶାସନ ପକ୍ଷେପ ନେଇଛି। କେବଳ କିଛି ସ୍ଥାନରେ କର୍ଫ୍ୟୁ ବଳବତ୍ତର ରହିବ। ଆଜି ସନ୍ଧ୍ୟା 7ଟାରୁ କର୍ଫ୍ୟୁ ଉଠାଯିବା ନେଇ […]
ପୁରୀ, ଗୋଟିଏ ପଟେ ଘଡଘଡ ନାଦ କରି ପୁରୀ ବଡଦାଣ୍ଡରେ ରଥ ଗଡୁଥିବା ବେଳେ ଅନ୍ୟପଟେ ସମୁଦ୍ର ଗର୍ଜନ ଭକ୍ତଙ୍କୁ ବିମୋହିତ କରିବା କଥା। ହେଲେ କୋଭିଡ19 କଟକଣା ଯୋଗୁଁ ଏଥର ଭକ୍ତଶୂନ୍ୟ ହୋଇ ପଡିଥିଲା ପୁରୀ ବଡଦାଣ୍ଡ ଓ ସମୁଦ୍ରକୂଳ। […]
ପାଟନା : ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)କୁ ବଡ ଝଟ୍କା ଲାଗିଛି । ଆର୍ଜେଡିର ଉପାଧ୍ୟକ୍ଷ ରଘୁବଂଶ ପ୍ରସାଦ ସିଂହ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେହିପରି ପାଞ୍ଚ […]
ଗୋଆ : ଗୋଆରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ଗୋଆର ସ୍ବାସ୍ଥ୍ୟମନ୍ତ୍ରୀ ବିଶ୍ବଜିତ୍ ରାଣେଙ୍କ ମତରେ 85 ବର୍ଷୀୟ ଜଣେ ବ୍ୟକ୍ତିଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି । କୋଭିଡ -19 ଜନିତ ଏହା ହେଉଛି […]
ନୂଆଦିଲ୍ଲୀ : ଭାରତରେ କରୋନା ସ୍ଥିତି ବେକାବୁ ହେଉଛି । ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସର୍ବାଧିକ 14 ହଜାର 933 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 […]
ନୂଆଦିଲ୍ଲୀ : ସମସ୍ତ କଳ୍ପନା ଜଳ୍ପନାର ଅନ୍ତଘଟିଛି । ରଥଯାତ୍ରାରେ ବଡ ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡିବ । ରଥଯାତ୍ରା ମାମଲା ଉପରେ ସୁପ୍ରିମ୍କୋର୍ଟ ପୁନର୍ବାର ଶୁଣାଣି କରି କଡା କଟକଣା ଭିତରେ ଭକ୍ତଶୂନ୍ୟ ପୁରୀ ରଥଯାତ୍ରା ପାଇଁ ଅନୁମତି ପ୍ରଦାନ […]
ନୂଆଦିଲ୍ଲୀ : ସୁପ୍ରିମ୍କୋର୍ଟରେ ଜାରି ରହିଛି ରଥଯାତ୍ରା ମାମଲାର ଶୁଣାଣି । ମୁଖ୍ୟ ବିଚାରପତି ଜଷ୍ଟିସ୍ ବୋବଡେଙ୍କ ନେତୃତ୍ବାଧୀନ ତିନିଜଣିଆ ଖଣ୍ଡପୀଠରେ ଏହି ଗୁରୁତ୍ବପୂର୍ଣ୍ଣ ଶୁଣାଣି ଚାଲିଛି । ଭିଡିଓ କନଫରେନ୍ସିଂରେ ଏହି ଶୁଣାଣି ଚାଲିଛି । ରଥ ପାଇଁ ସୁପ୍ରିମ୍କୋର୍ଟରେ […]
କାନପୁର : ଉତ୍ତରପ୍ରଦେଶ କାନପୁର ଜିଲ୍ଲାରେ ରାଜ୍ୟ ସରକାରୀ ବାଳିକା ସୁରକ୍ଷା ଗୃହରେ ରହୁଥିବା 57 ନାବାଳିକାଙ୍କ ମଧ୍ୟରୁ 7ଜଣ ଗର୍ଭବତୀ ହୋଇଥିବାର ସୂଚନା ରହିଛି । ଏହି ସାତ ଜଣଙ୍କ ମଧ୍ୟରୁ ଜଣେ ଏଚଆଇଭି ଗ୍ରସ୍ତ ହୋଇଥିବାର ସୂଚନା ରହିଛି। […]
ନୂଆଦିଲ୍ଲୀ : ନାଗପୁର ସ୍ଥିତ ଘରୁ ଶୁଣାଣି କରିବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ବୋବଡେ । ଘରେ ବସି ଭିଡିଓ କନଫରେନସିଂରେ ଶୁଣାଣି କରିବେ ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତି ଏସ୍.ଏ. ବୋବଡେଙ୍କ ନେତୃତ୍ବାଧୀନ ଖଣ୍ଡପୀଠ ଏହି ମାମଲାର […]
ନୂଆଦିଲ୍ଲୀ : ରଥଯାତ୍ରା ମାମଲାର ଶୁଣାଣି ପାଇଁ ସୁପ୍ରିମ୍କୋର୍ଟ ସମ୍ମତି ଦେଇଛନ୍ତି । ଏହି ମାମଲାର ଶୁଣାଣି ପାଇଁ ସମ୍ମତି ପ୍ରକାଶ କରିଛନ୍ତି ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତିଙ୍କ ସମ୍ମତି ନେଇ ଜଣାଇଛନ୍ତି ଜଷ୍ଟିସ୍ ଅରୁଣ ମିଶ୍ର । ଏବେ […]