ଶ୍ରୀନଗର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷା ବଳଙ୍କ ସହିତ ଏନ୍କାଉଣ୍ଟରରେ 5 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ଆଇଜି ବିଜୟ କୁମାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଭାରତୀୟ […]
ମୁମ୍ବାଇ : ପ୍ରବାସୀ ଶ୍ରମିକଙ୍କ ଘରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦ୍ଙ୍କୁ ଶିବସେନା ପକ୍ଷରୁ ସମାଲୋଚନା କରାଯାଇଛି । ଶିବସେନାର ମୁଖପତ୍ର ସାମ୍ନାରେ ସଞ୍ଜୟ ରାଉତ ସୋନୁଙ୍କୁ ସମାଲୋଚନା କରିଛନ୍ତି । ସୋନୁ ଜଣେ […]
ନୂଆଦିଲ୍ଲୀ : କରୋନା ଭାଇରସ୍ କାରଣରୁ ଦେଶବ୍ୟାପୀ ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଅଗଷ୍ଟ ମାସରେ ସ୍କୁଲ ଖୋଲିବା ନେଇ ଘୋଷଣା କରାଯାଇଛି । କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ରବିବାର ଏହି ଘୋଷଣା କରିଛନ୍ତି […]
ନୋଏଡା: ଉତ୍ତରପ୍ରଦେଶରରେ ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ୮ ମାସ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲରେ ଚିକିତ୍ସା ନ ମିଳିବାରୁ ସେ ବାର ଦୁଆର ଶୁଣ୍ଢିପିଣ୍ଡା ହୋଇ ଶେଷରେ ଆମ୍ବୁଲାନ୍ସ ଭିତରେ ତାଙ୍କର ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ଅନୁସାରେ ନୋଏଡାରେ […]
ନୂଆଦିଲ୍ଲୀ : ଭାରତରେ କରୋନା ମାମଲା ହୁ ହୁ ହୋଇ ବଢି ଚାଲିଛି । ଗତ 24 ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ 9,971ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 287ଜଣ ଙ୍କର ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା […]
ପଶ୍ଚିମବଙ୍ଗ : ଭୋକ ଆଗରେ ବଳି ପଡିଲା ମାତୃତ୍ବ ଆଉ ମମତା । କରୋନା ମହାମାରୀ ସହ ଲଢେଇ ପାଇଁ ଭାରତରେ ଲକ୍ ଡାଉନ୍ ଜାରି ରହିଛି । ରୋଗ ସଂକ୍ରମଣରୁ ରକ୍ଷା ପାଇଁ ସାରା ଭାରତରେ ଗୋଟାଏ ପରେ ଗୋଟାଏ […]
ନୂଆଦିଲ୍ଲୀ : ନୋଇଡାରେ ଜଣେ ଗର୍ଭବତୀ ଆମ୍ବୁଲାନ୍ସରେ ପ୍ରାଣ ହରାଇଛନ୍ତି । ଏହି ଘଟଣା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । 8 ମାସର ଗର୍ଭବତୀ ମହିଳା ଜଣଙ୍କ ଦୀର୍ଘ 13 ଘଣ୍ଟା ଧରି ଆମ୍ବୁଲାନ୍ସରେ […]
ମୁମ୍ବାଇ : ବିଶାଖାପଟ୍ଟନମ୍ ଗୁପ୍ତଚର ଘଟଣାର ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ଏନ୍ଆଇଏ । ଏହି ଘଟଣାରେ ପୂର୍ବରୁ 11 ଜଣ ନୌସେନା ଅଧିକାରୀଙ୍କ ସମେତ 15 ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ମାଷ୍ଟର ମାଇଣ୍ଡକୁ ଗିରଫ କରାଯାଇଛି । […]
ଲକ୍ଷ୍ନୌ : ଅନନ୍ୟ ଉପାୟରେ ଠକେଇ କରିବାର ଏକ ଉପାୟ ବାହାର କରିବା ସହିତ ଏହା ଦ୍ବାରା 1 କୋଟିରୁ ଅଧିକ ଟଙ୍କାର ଠକେଇ କରିଛନ୍ତି । ଅନାମିକା ଶୁକ୍ଳା ନାମକ ଏହି ଶିକ୍ଷୟିତ୍ରୀ ଜଣକ ଏକ ସମୟରେ 25ଟି ବିଦ୍ୟାଳୟରେ […]
ନୂଆଦିଲ୍ଲୀ : ସିଲ୍ ହେଲା ଇଡି ମୁଖ୍ୟ କାର୍ଯ୍ୟାଳୟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଜଣେ ସ୍ପେଶାଲ୍ ଡାଇରେକ୍ଟର ସ୍ତରର ଅଧିକାରୀଙ୍କ ସମେତ 5 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହା ପରେ ଇଡି ମୁଖ୍ୟ କାର୍ଯ୍ୟାଳୟକୁ 48 ଘଣ୍ଟା […]
ହିମାଚଳ ପ୍ରଦେଶ : କେରଳର ମଲ୍ଲାପୁରମ୍ଠାରେ ଏକ ଗର୍ଭବତୀ ହାତୀର ଅମାନୁଷିକ ହତ୍ୟାକାଣ୍ଡ ମନରୁ ନ ଲିଭୁଣୁ ଦେଶରେ ପୁଣି ଆଉ ଏକ ନିରୀହ ଜୀବକୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଛି । ଏହି ଘଟଣାକୁ ସାରା ଦେଶ କ୍ରୋଧରେ ଜର୍ଜରିତ […]
ନୂଆଦିଲ୍ଲୀ : ଭାରତର ହୁ ହୁ ହୋଇ କରୋନା ସଂକ୍ରମଣ ମାମଲା ବଢୁଛି । କେନ୍ଦ୍ର ସ୍ବାସ୍ଥ୍ୟ ପରିବାର ମନ୍ତ୍ରାଳୟ ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ 9887 ଆକ୍ରାନ୍ତ ହୋଇଥିବାବେଳେ 294ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ […]
ନୂଆଦିଲ୍ଲୀ : ମଲ୍ଲାପୁରମରେ ଘଟିଥିବା ହାତୀ ମୃତ୍ୟୁକୁ ନେଇ ବିଜେପି ସାଂସଦ ମାନେକା ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଯୁବ କଂଗ୍ରେସ , 4ଟି ସ୍ବେଚ୍ଛାସେବୀ ସଙ୍ଗଠନ ଏବଂ ଗୋଟିଏ ବ୍ୟକ୍ତିଗତ ଅଭିଯୋଗକୁ ନେଇ ସମୁଦାୟ 6ଟି ମାମଲା […]
କର୍ଣ୍ଣାଲ : ହରିୟାଣାରେ ବିଜେପି ନେତ୍ରୀଙ୍କ ଅଶାଳୀନ ବ୍ୟବହାର ସମ୍ମୁଖକୁ ଆସିଛି । ହରିୟାଣାର ବିଜେପି ବିଧାୟକ ପ୍ରାର୍ଥୀ ତଥା ଟିକ୍ଟକ୍ ଷ୍ଟାର ସୋନାଲି ଫୋଗତ ଜଣେ ବଜାର କମିଟି ସମ୍ପାଦକଙ୍କୁ ଚପଲରେ ମାଡ ମାରିଛନ୍ତି । ହିସାରର ବଲସାମଣ୍ଡ ମଣ୍ଡିରେ […]
ନୂଆଦିଲ୍ଲୀ : ପ୍ରବାସୀ ଶ୍ରମିକଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ 15 ଦିନ ମଧ୍ୟରେ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ […]
ନୂଆଦିଲ୍ଲୀ : ସାରା ବିଶ୍ବରେ ଏବେ କରୋନାର କରାଳ ଛାୟା । ଭାରତରେ ମଧ୍ୟ କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ମୁକାବିଲା ଭାରତରେ ଜାରି ରହିଛି ଲକ୍ଡାଉନ୍। ଯଦିଓ ଏବେ ଭାରତରେ ଅନ୍ଲକ୍ 1.0 ଜାରି ହୋଇଛି, […]
ଲକ୍ଷ୍ନୌ : ଉତ୍ତରପ୍ରଦେଶର ବାରାବାଙ୍କୀଠାରେ ଏକ ପରିବାରର ପାଞ୍ଚଜଣ ଲୋକ ଆତ୍ମହତ୍ୟା କରିଛନ୍ତି । କୋତବାଲୀ ଥାନା ଅଞ୍ଚଳର ସଫେଦାବାଦରେ ରହୁଥିବା ଏକ ପରିବାରର ସମସ୍ତ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। ତିନି ଶିଶୁଙ୍କ ସମେତ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିବାର ସୂଚନା […]
ଲକ୍ଷ୍ନୌ : ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଭୟଙ୍କର ଦୁର୍ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସମସ୍ତ ମୃତ ବ୍ୟକ୍ତି ଗୋଟିଏ ପରିବାରର ବୋଲି କୁହାଯାଉଛି। ମୃତ ବ୍ୟକ୍ତିଙ୍କ ମଧ୍ୟରେ […]
କେରଳ : କେରଳରେ ଗର୍ଭବତୀ ହାତୀକୁ ବାରୁଦ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ମାମଲାରେ ଜଣକୁ ଗିରଫ କରାଯାଇଛି । ଜଙ୍ଗଲ ମନ୍ତ୍ରୀ କେ ରାଜୁ ଏହା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହି ହତ୍ୟାକାଣ୍ଡରେ ସାମିଲ୍ ଥିବା […]
ନୂଆଦିଲ୍ଲୀ : ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 2 ଲକ୍ଷ 26 ହଜାର ଟପିଥିବା […]
ନୂଆଦିଲ୍ଲୀ : ଝାଡ଼ଖଣ୍ଡ ଓ କର୍ଣ୍ଣାଟକରେ ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ସକାଳ 6ଟା 55 ମିନିଟରେ ଏହି ଭୂକମ୍ପ ହୋଇଥିବାର ସୂଚନା ରହିଛି । ରିକ୍ଟର ସ୍କେଲରେ ଝାଡ଼ଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା 4.7 ଥିବା ବେଳେ […]