ଲକ୍ଷ୍ନୌ, 28/12 : ବିରୋଧ ପ୍ରଦର୍ଶନ ସମୟରେ ହିଂସା ପ୍ରଦର୍ଶନକାରୀଙ୍କ ବିରୋଧରେ ଉତ୍ତର ପ୍ରଦେଶ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ସଠିକ୍ ବୋଲି କହିଛନ୍ତି ଯୋଗୀ ଆଦିତ୍ୟନାଥ । ସରକାରଙ୍କ କାର୍ଯ୍ୟାନୁଷ୍ଠାନ ହିଂସା ପ୍ରଦର୍ଶନକାରୀଙ୍କୁ ଚକିତ କରିଛି ବୋଲି ଯୋଗୀ ପ୍ରକାଶ କରିଛନ୍ତି । […]
ନୂଆଦିଲ୍ଲୀ, 28/12 : ଡିସେମ୍ବର ମାସର ହାଡଭଙ୍ଗା ଶୀତରେ ସମଗ୍ର ଉତ୍ତର ଭାରତ ଥରୁଥିବା ବେଳେ ରାଜଧାନୀ ନୂଆଦିଲ୍ଲୀର ତାପମାତ୍ରା 2.4 ଡିଗ୍ରୀ ସେଲ୍ସିୟସ୍ ରହିଛି । ଶନିବାର ସକାଳ 6.10 ମିନିଟ୍ ସମୟରେ ଏହି ତାପମାତ୍ରା ରେକର୍ଡ କରାଯାଇଛି । […]
ଛତିଶଗଡ଼, 27/12: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍ ଗାନ୍ଧି ଆଜି ଛତିଶଗଡ ରାଷ୍ଟ୍ରୀୟ ଆଦିବାସୀ ନୃତ୍ୟ ମହୋତ୍ସବର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ରାହୁଲ୍ ଗାନ୍ଧି ମୋଦି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ମୋଦି ସରକାର ନୋଟ ବନ୍ଦୀ […]
ସମୀକ୍ଷା ବ୍ୟୁରୋ ନୂଆଦିଲ୍ଲୀ: ୨୦୧୯ ବର୍ଷ ପାଇଁ ନାରୀ ଶକ୍ତି ପୁରସ୍କାର ଲାଗି ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ତରଫରୁ ଆବେଦନ ପତ୍ର ଆହ୍ୱାନ କରାଯାଇଛି । ମହିଳା ସଶକ୍ତିକରଣ ବିଶେଷ କରି ଅନଗ୍ରସର ଏବଂ ଅବହେଳିତ ମହିଳାଙ୍କ ପ୍ରଗତି […]