ଭୁବନେଶ୍ବର : ଲକ୍ଡାଉନ୍ ବଦଳାଇଦେଇଛି ପ୍ରବାସୀ ଶ୍ରମିକର ଜୀବନ। ରୋଜଗାର ଚାଲିଗଲା, ପୁଣି ଚାଲିଗଲା ନିଜ ଉପରେ ଥିବା ଛାତ। ପେଟ ପାଇଁ ଦେଶର ଭିନ୍ନ ଭିନ୍ନ ସହରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଏବେ ଦୁଃଖର ପାହାଡ ଭାଙ୍ଗି ପଡିଛି […]
ପ୍ରୟାଗରାଜ : ବିବାହିତ ହୋଇ ମଧ୍ୟ ଜଣେ ବ୍ୟକ୍ତି ନିଜ ଘର ପାଖେ ରହୁଥିବା ଅନ୍ୟ ଜଣେ ମହିଳାଙ୍କୁ ବିବାହ କରିବା ପାଇଁ ଚାରି ଜଣଙ୍କୁ ହତ୍ୟା କରାଇଛନ୍ତି । 8 ଲକ୍ଷ ସୁପାରୀ ଦେଇ ନିଜ ପରିବାରର ଚାରିଜଣଙ୍କୁ ହତ୍ୟା […]
ନୂଆଦିଲ୍ଲୀ : ବିଶ୍ବବ୍ୟାଙ୍କ ପକ୍ଷରୁ ଭାରତ ପାଇଁ ଏକ ବିଲିୟନ ଡଲାର ପ୍ୟାକେଜର ଘୋଷଣା କରାଯାଇଛି। ସାମାଜିକ ନିରାପତ୍ତା ପ୍ୟାକେ୍ଜ ଘୋଷଣା କରିଛି ବିଶ୍ବ ବ୍ୟାଙ୍କ। ବିଶ୍ବବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଏହି ପ୍ୟାକେଜ୍ ବଳରେ ସହରାଞ୍ଚଳ ଗରିବ ଓ ଗ୍ରାମାଞ୍ଚଳ […]
ଉତ୍ତରାଖଣ୍ଡ: ଲକ୍ ଡାଉନ୍ ମଧ୍ୟରେ ଉତ୍ତରାଖଣ୍ଡର ପ୍ରସିଦ୍ଧ ବଦ୍ରିନାଥଧାମ ଆଜି ଭୋର 4ଟା 30 ମିନିଟ୍ରେ ଖୋଲାଯାଇଛି । ମନ୍ଦିର ଫାଟକ ଖୋଲିବା ପୂର୍ବରୁ ପୂରା ମନ୍ଦିରକୁ ସୁନ୍ଦର ପୁଷ୍ପମାଳାରେ ସୁସଜ୍ଜିତ କରାଯାଇଥିଲା। ମନ୍ଦିରର ମୁଖ୍ୟ ପୂଜକଙ୍କ ସମେତ ମୋଟ୍ 28 […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏପର୍ଯ୍ୟନ୍ତ 81,970ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି 2649ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 27,919ଜଣ […]
ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ପ୍ରକଶମ ଜିଲ୍ଲାର ନଗୁଲୁପଡ୍ଡାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ରାସ୍ତାର ଏକ ବିଦ୍ୟୁତ ଖୁଣ୍ଟରେ ଟ୍ରାକ୍ଟରଟି ବାଡେଇ ହୋଇ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଡ୍ରାଇଭରଙ୍କ ସମେତ 10 ଜଣ ପ୍ରାଣ ହରାଇଛନ୍ତି । […]
ନୂଆଦିଲ୍ଲୀ: ସିବିଏସ୍ଇ ଫେଲ୍ ପିଲାଙ୍କୁ ପୁଣିଥରେ ସୁଯୋଗ ମିଳିବ ବୋଲି ସୂଚନା ରହିଛି 9ମ ଓ ଏକାଦଶ ଶ୍ରେଣୀରେ ଫେଲ୍ ଛାତ୍ରଛାତ୍ରୀଙ୍କୁ ମିଳିବ ଏହି ସୁଯୋଗ। ସେମାନଙ୍କ ପ୍ରମୋସନ ପାଇଁ ବ୍ୟବସ୍ଥା କରିବାକୁ ସିବିଏସ୍ଇ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ଲାଇନ୍ / […]
ନୂଆଦିଲ୍ଲୀ : ବିବାଦୀୟ ଇସ୍ଲାମିକ୍ ଧର୍ମଗୁରୁ ଜାକିର୍ ନାଏକ୍ର ପ୍ରତ୍ୟର୍ପଣ ପାଇଁ ମାଲେସିଆ ସରକାରଙ୍କ ନିକଟରେ ଦାବି କରିଛି ଭାରତ । ଏହି ଇସ୍ଲାମିକ୍ ଧର୍ମଗୁରୁ ବିପକ୍ଷରେ ଏନ୍ଆଇଏ ପକ୍ଷରୁ ମାମଲା ଚାଲିଥିବା ବେଳେ ସେ ଦେଶ ଛାଡି ପଳାୟନ କରିଥିଲ […]
ନୂଆଦିଲ୍ଲୀ : ଆସନ୍ତା 28 ଦିନ ମଧ୍ୟରେ ଭାରତକୁ ଫେରିବେ ବିଜୟ ମାଲ୍ୟା । ଲଣ୍ଡନ ହାଇକୋର୍ଟରେ ମାଲ୍ୟାଙ୍କ ଯାଚିକା ଖାରଜ ହେବା ପରେ ମାଲ୍ୟା ଭାରତ ଫେରିବା ସ୍ପଷ୍ଟ ହୋଇଛି । ପୂର୍ବରୁ ଓ୍ବେଷ୍ଟମିନିଷ୍ଟର କୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣର ନିର୍ଦ୍ଦେଶ […]
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା 20 ଲକ୍ଷ କୋଟି ସହାୟତା ରାଶିର ବିସ୍ତୃତ ସୂଚନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରଥମ ଦିନରେ କେନ୍ଦ୍ର ସରକାରଙ୍କ ପକ୍ଷରୁ 5.9 ଲକ୍ଷ କୋଟିର ଘୋଷଣା କରାଯାଇଥିବା ବେଳେ […]
କେରଳ : କରୋନା ମହାସଂକଟ ମଧ୍ୟରେ ଏବେ ଧୀରେ ଧୀରେ ଲକ୍ଡାଉନ୍କୁ କୋହଳ କରାଯାଉଛି । ଏବେ କେରଳ ସରକାର ରାଜ୍ୟରେ ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଥମେ କେନ୍ଦ୍ର ସରକାରଙ୍କ ତରଫରୁ ମଦ ଦୋକାନ ଖୋଲିବା ନେଇ […]
ନୂଆଦିଲ୍ଲୀ : ଦେଶରେ ମହାମାରୀ କରୋନା ପ୍ରକୋପ ଜାରି ରଖିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 78 ହଜାର […]
ମଧ୍ୟପ୍ରଦେଶ : କରୋନା ଓ ଲକ୍ ଡାଉନ୍ କାରଣରୁ ପ୍ରାୟ ପ୍ରତ୍ୟେକ ଦିନ ପ୍ରବାସୀ ଶ୍ରମିକମାନେ ଦୁର୍ଘଟଣାର ଶିକାର ହେଉଛନ୍ତି । ଲକ୍ ଡାଉନ୍ ଯୋଗୁଁ କାମ ଚାଲିଯିବା ପରେ ଭୋକ ବିକଳରେ ନିଜ ଭିଟାମାଟିକୁ ଫେରିବାକୁ ପ୍ରୟାସ କରୁଛନ୍ତି । […]
ନୂଆଦିଲ୍ଲୀ : କରୋନା ଲଢେଇ ପାଇଁ ଗଠନ ହୋଇଥିବା ପିଏମ୍ କେୟାର୍ସ ଫଣ୍ଡକୁ ନେଇ ବିରୋଧୀ ମୋଦି ସରକାରଙ୍କୁ ଟାର୍ଗେଟ୍ କରି ଆସୁଛନ୍ତି । ଏହି ଫଣ୍ଡ୍ର ଅଡିଟ୍ ହେବା ପାଇଁ ଦାବି ମଧ୍ୟ ଜଣାଇଛି କଂଗ୍ରେସ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ […]
ମୁମ୍ବାଇ :କରୋନା ଯୋଗୁଁ ମହାରାଷ୍ଟ୍ରର ସ୍ଥିତି ଜଟିଳ ହେବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 1495 ଜଣ ଆକ୍ରାନ୍ତ ହୋଇଥିବାବେଳେ 54 ଜଣଙ୍କ ମୃତ୍ୟ ଘଟିଥିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 24 […]
ଭୁବନେଶ୍ବର, କୋଭିଡ 19 କ୍ଷୟକ୍ଷତିକୁ ଭରଣା ପାଇଁ କେନ୍ଦ୍ର ସରକାର 20 ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜରେ କଣ କଣ ରହିଛି ସେ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ବିସ୍ତୁତ ତଥ୍ୟ ପ୍ରଦାନ କରିଛନ୍ତି। […]
ଜାପାନ : ଜାପାନର 28 ବର୍ଷୀୟ ସୁମୋ ପହିଲମାନଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାର ସୂଚନା ରହିଛି। କରୋନାରେ ସଂକ୍ରମିତ ହେବା ପରେ ସୁମୋ ଯୋଦ୍ଧାଙ୍କର ଶରୀରର କିଛି ଅଙ୍ଗ କାମ କଲା ନାହିଁ। ଏହା ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଛି। […]
ମଧ୍ୟପ୍ରଦେଶ : କରୋନା ଭାଇରସ୍ ଯୋଗୁଁ ସାରା ଦେଶରେ ଲକ୍ ଡାଉନ୍ ଜାରି ହୋଇଛି। ତେବେ ଏହି ଲକ୍ ଡାଉନ୍ ଯୋଗୁଁ ସାଧାରଣ ଲୋକଙ୍କ ଜୀବନ ଚାଲିଯାଉଛି। ଏହିପରି ଏକ ଦୁଃଖଦ ଘଟଣା ମଧ୍ୟପ୍ରଦେଶର ଓମରିଆଠାରେ ଘଟିଯାଇଛି । ଇ-ପାସ୍ ଥିବା […]
ନୂଆଦିଲ୍ଲୀ : ରେଳ ମନ୍ତ୍ରାଳୟ ଭ୍ରମଣ କରିଥିବା ଜନୈକ ଅଧିକାରୀ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଛନ୍ତି । ଆରପିଏଫ୍ର ଅଧିକାରୀ ଜଣକ ଏକ ସପ୍ତାହ ପୂର୍ବରୁ ରେଳ ମନ୍ତ୍ରାଳୟ ଭ୍ରମଣ କରିଥିଲେ । ଆରପିଏଫ୍ ଡିଜି ଅରୁଣ କୁମାର ଜନୈକ ଅଧିକାରୀ […]
ନୂଆଦିଲ୍ଲୀ : ବିଭିନ୍ନ ରାଜ୍ୟରେ ବିଦ୍ୟୁତ୍ ସେବାକୁ ନିଃଶୁଳ୍କ କରାଯାଇଥିବା ବେଳେ ଏହାର ପ୍ରଭାବ ବିଦ୍ୟୁତ ବିତରଣ କମ୍ପାନୀ ଉପରେ ପଡିବାକୁ ଯାଉଛି । ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ 90 ହଜାର କୋଟିର ନିବେଶର ବ୍ୟବସ୍ଥା କରାଯାଇଛି । ସେହିପରି […]
ନୂଆଦିଲ୍ଲୀ : ଲକ୍ଡାଉନ୍ କାରଣରୁ ଦେଶରେ ସମସ୍ତଙ୍କ ବେତନ ଉପରେ ଏହାର ପ୍ରଭାବ ପଡିବାକୁ ଯାଇଛି । ଏଥିପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠିରେ ସରକାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ କମ୍ପାନୀକୁ 12 ପ୍ରତିଶତ ଇପିଏଫ୍ ରାଶି ପ୍ରଦାନ […]