19 ତାରିଖରୁ ଘରୋଇ ଉଡାଣ ଆରମ୍ଭ କରିବ ଏୟାର ଇଣ୍ଡିଆସରକାରୀ ବିମାନ ଚଳାଚଳ କମ୍ପାନୀ ଏୟାର ଇଣ୍ଡିଆ ଏହାର ଘରୋଇ ଉଡାଣ ଆରମ୍ଭ କରିବାକୁ ଯାଉଛି । ବିଭିନ୍ନ ଘରୋଇ ରୁଟ୍ରେ ଏୟାର ଇଣ୍ଡିଆ ନିଜର ସେବା ପ୍ରଦେନ କରିବ । […]
ନୂଆଦିଲ୍ଲୀ, ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଘୋଷଣା ହୋଇଥିବା 20 ଲକ୍ଷ କୋଟି ଟଙ୍କା କିପରି ଖର୍ଛ ହେବ ତାହା ଅବଗତ କରାଇବେ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ […]
ଭୁବନେଶ୍ବର : ଆଜି ଚିହ୍ନଟ 101 ଜଣଙ୍କ ତଥ୍ୟ ଜାରି କରିଛନ୍ତି ରାଜ୍ୟ ସରକାର। କ୍ବାରେଣ୍ଟିନ୍ କେନ୍ଦ୍ରରୁ 90, କଣ୍ଟେନମେଣ୍ଟ ଜୋନ୍ରୁ 8 ଓ ଅନ୍ୟାନ୍ୟ 3 ଜଣ ରହିଛନ୍ତି ବୋଲି ସୂଚନା ରହିଛି। ବାଲେଶ୍ବରର 33 ଆକ୍ରାନ୍ତଙ୍କ ମଧ୍ୟରୁ 24 […]
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 3525 ନୂଆ ମାମଲା ଆସିଥିବାବେଳେ 122 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 1931ଜଣ ସୁସ୍ଥ ହୋଇଛନ୍ତି […]
ନୂଆଦିଲ୍ଲୀ, ଓଡିଶା ପାଇଁ ଏକ ଖୁସି ଖବର କହିଲେ ଅତ୍ୟୁକ୍ତି ହେବ ନାହିଁ। ଦେଶର ପ୍ରତିଷ୍ଠିତ ଶିକ୍ଷା କେନ୍ଦ୍ର ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରି ଏଡୁକେସନ ବା ସିବିଏସଇ ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ମନୋଜ ଆହୁଜା। ମନୋଜ ହେଉଛନ୍ତି […]
ନୂଆଦିଲ୍ଲୀ, ଦେଶରେ ଖୁବ ଶିଘ୍ର ଲାଗୁ ହେବ ଲକଡାଉନ 4.0। ଏହି କଥା ସିଧା ଘୋଷଣା କରି ନ ଥିଲେ ମଧ୍ୟ ପରୋକ୍ଷରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର କହିବା କଥା ହେଲା ଯେ, ଏହି ଲକଡାଉନ 4.0 […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶକୁ ସମ୍ବୋଧିତ କରି 20 ଲକ୍ଷ କୋଟିର ଏକ ବିଶେଷ ପ୍ୟାକେଜର ଘୋଷଣା କରିଛନ୍ତି । ଏହା ସହିତ ଭାରତକୁ ଆତ୍ମ ନିର୍ଭରଶୀଳ ହେବାକୁ ଗୁରୁତ୍ବାରୋପ କରିଛନ୍ତି । ପାଞ୍ଚୋଟି ସ୍ତମ୍ବ ଉପରେ […]
ମୁମ୍ବାଇ : ମୁମ୍ବାଇରେ କାର୍ଯ୍ୟ କରୁଥିବା ଜଣେ ମହିଳା ଡାକ୍ତର ନିଜର କରୋନା ତଥ୍ୟ ଲୁଚାଇ ଅଡୁଆରେ ପଡିଛନ୍ତି । 22 ବର୍ଷୀୟା ଡାକ୍ତର ଜଣକ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଥିବା ବେଳେ ମୁମ୍ବାଇରୁ ଭୁଜ୍ ଯାତ୍ରା କରି ଅଡୁଆରେ ପଡିଛନ୍ତି […]
ଲଦାଖ : ଲଦାଖ ନିୟନ୍ତ୍ରଣ ରେଖାର ସୀମା ନିକଟରେ ଚୀନ୍ର ବିମାନ ଉଡିବା ପରେ ଭାରତୀୟ ବାୟୁସେନା ପକ୍ଷରୁ ଏହାର ଯୁଦ୍ଧ ବିମାନକୁ ସୀମାନ୍ତକୁ ପଠାଯାଇଛି । ମଙ୍ଗଳବାର ପ୍ରଥମେ ଚୀନ୍ ବିମାନ ନିୟନ୍ତ୍ରଣ ରେଖା ନିକଟରେ ଉଡୁଥିବାର ଦେଖିବାକୁ ମିଳିଥିଲା […]
ଆଲିଗଡ : ଲକ୍ଡାଉନ୍ ସମୟରେ ଦେଶବ୍ୟାପୀ ଚଳାଚଳ ବନ୍ଦ ହୋଇଥିବା ବେଳେ ଏହା ଦ୍ବାରା ସର୍ବାଧିକ ପ୍ରଭାବିତ ହେଉଛନ୍ତି ଦିନ ମଜୁରିଆ । ଉତ୍ତରାଖଣ୍ଡରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି । ଚଣ୍ଡୀଗଡରୁ ନିଜ ପତିଙ୍କ ସହିତ ମଧ୍ୟପ୍ରଦେଶ ଫେରୁଥିବା […]
ନୂଆଦିଲ୍ଲୀ : ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ ସରକାରଙ୍କ ପକ୍ଷରୁ ରେଳ ସେବା ଆରମ୍ଭର ନିଷ୍ପତ୍ତି ନିଆଯାଇଥିବା ବେଳେ ଟିକେଟ୍ ପାଇଁ ଯାତ୍ରୀଙ୍କ ମଧ୍ୟରେ ଅହେତୁକ ଚାହିଦା ଦେଖାଦେଇଥିଲା । ମାତ୍ର 30 ମିନିଟ୍ ମଧ୍ୟରେ ସମସ୍ତ ଟିକେଟ୍ ଶେଷ […]
ନୂଆଦିଲ୍ଲୀ : ଗୁରୁତର ଅସୁସ୍ଥ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଆଜି ଡିସ୍ଚାର୍ଜ କରାଯାଇଛି । ମନମୋହନଙ୍କ କରୋନା ସ୍ବାବ୍ ନେଗେଟିଭ୍ ଆସିବା ପରେ ମଙ୍ଗଳବାର ତାଙ୍କୁ ଡିସଚାର୍ଜ କରାଯାଇଛି । 2004-2014 ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ : କରୋନାରେ ପ୍ରାଣ ହରାଇଥିବା ଜଣେ ଶିକ୍ଷୟିତ୍ରୀଙ୍କ ପରିବାରକୁ 1 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି ଦିଲ୍ଳୀ ସରକାର । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମଙ୍ଗଳବାର ଦିନ ଏହି ଘୋଷଣା କରିଛନ୍ତି । ଦିଲ୍ଲୀ ମହାନଗର ନିଗମ […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି 8ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଲକ୍ଡାଉନ୍ର ତୃତୀୟ ପର୍ଯ୍ୟାୟ ଆସନ୍ତା 17 ତାରିଖରେ ଶେଷ ହେବାକୁ ଯାଉଥିବା ବେଳେ ମୋଦି ଏହାକୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କରିପାରନ୍ତି । ଆଜି […]
ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ଦେଶ ସାରା ଲାଗୁ ରହିଛି ଲକ୍ ଡାଉନ୍ । ଏହି ଲକ୍ ଡାଉନ୍ରେ ବିଶେଷ ଭାବରେ ପ୍ରଭାବିତ ହେଉଛନ୍ତି ପ୍ରବାସୀ ଶ୍ରମିକମାନେ । ଲକ୍ ଡାଉନ୍ ଯୋଗୁଁ ରୋଜଗାର ନ ଥିବାବେଳେ ପେଟ ପାଇଁ […]
ଅଜମେର : କରୋନା ସନ୍ଦେହରେ ଜଣେ ଯୁବକ ଆତ୍ମହତ୍ୟା କରିଥିବାର ଖବର ଶୁଣିବାକୁ ମିଳିଛି । ଜେଏଲ୍ଏନ୍ ହସ୍ପିଟାଲର କରୋନା ଓ୍ବାର୍ଡରେ ଭର୍ତ୍ତି ହୋଇଥିବା ଜଣେ ଯୁବକ କରୋନା ସନ୍ଦେହର ହସ୍ପିଟାଲ ଶୌଚାଳୟରେ ଆତ୍ମହତ୍ୟା କରିଛନ୍ତି । କିନ୍ତୁ ତାଙ୍କର ରିପୋର୍ଟ ନେଗେଟିଭ୍ […]
ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମିତ ସଂଖ୍ୟା ସତୁରୀ ହଜାର ଅତିକ୍ରମ କରିଛି ।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ 3604ଟି ମାମଲା ସାମ୍ନାକୁ ଆସିଥିବାବେଳେ 87ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ଏବେ ସର୍ବମୋଟ୍ […]
ଭୁବନେଶ୍ବର : ରାଜ୍ୟରେ ପୁଣି 23 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ବରରୁ ସର୍ବାଧିକ 15ଜଣ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁରରୁ ତିନିଜଣ ଲେଖାଏଁ […]
ଭୁବନେଶ୍ୱର, ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମୃତ୍ୟୁ ପରେ ତାଙ୍କ ଶରୀର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟକୁ ଦାନ କରିବେ । ସୋମବାରେ ତାଙ୍କର ୯୯ ତମ ଜନ୍ମ ଦିବସ ଅବସରରେ ପଟ୍ଟନାୟକ ଏହି ଇଚ୍ଛା […]
ନୂଆଦିଲ୍ଲୀ, ବର୍ତ୍ତମାନ ଦେଶର କରୋନା ସ୍ଥିତି ବଢିବାରେ ଲାଗିଛି, ଏପରି ପରିସ୍ଥିତିରେ ଲକ ଡାଉନ ହଟାଇବା ପରିବର୍ତ୍ତେ ବୃଦ୍ଧି କରାଯାଉ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଭିଡିଓ କନଫ୍ରେସିଂ ବେଳେ ଏପରି ଦାବୀ କରିଛନ୍ତି 4ଟି ରାଜ୍ୟର ମୁଖ୍ୟମନ୍ତ୍ରୀ। ସେହି ରାଜ୍ୟଗୁଡିକ […]
ନୂଆଦିଲ୍ଲୀ : ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ 4213 ଟି ନୂଆ ମାମଲା ରୁଜୁ ହୋଇଛି […]