ଭୁବନେଶ୍ବର : ବଲିଉଡ୍ର ବର୍ଷୀୟାନ ଅଭିନେତା ଋଷି କପୁର୍ଙ୍କ ବିୟୋଗରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଶୋକପ୍ରକଟ କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍କର, ରବି ଶଙ୍କର ପ୍ରସାଦ, ରାଜ୍ୟପାଳ ଗଣେଶୀ ଲାଲ୍,ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାହୁଲ୍ ଗାନ୍ଧି, […]
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 33 ହଜାର ପାର୍ କରିଛି । ସ୍ବାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ଏବେ ସୁଦ୍ଧା 33 ହଜାର 50 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି 1 […]
ମୁମ୍ବାଇ : 67 ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି ବଲିଉଡ୍ର ଲୋକପ୍ରିୟ ବର୍ଷୀୟାନ୍ ଅଭିନେତା ଋଷି କପୁର୍। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ଏନ୍ଏଚ୍ ରିଲାଏନ୍ସ ହସ୍ପିଟାଲ୍ରେ ଚିକିତ୍ସା […]
ଗାଜିଆବାଦ : ଉତ୍ତରପ୍ରଦେଶ ଗାଜିଆବାଦରେ ଏକ ଅନନ୍ୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ଲକ୍ ଡାଉନ୍ ସମୟରେ ଜଣେ ଯୁବକ ପରିବା ଓ ରାସନ ଆଣିବା ପାଇଁ ଘରୁ ବାହାରିଥିଲେ । କିନ୍ତୁ ଫେରିଲା ବେଳକୁ ସାଥୀରେ କନ୍ୟା ନେଇକି […]
ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ନିଜାମୁଦ୍ଦିନ ମରକଜ ମାମଲାର ଯାଞ୍ଚ କରୁଥିବା କ୍ରାଇମ୍ ବ୍ରାଞ୍ଚ ଟିମ୍ର ଜଣେ ସଦସ୍ୟଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ମିଳିଥିବା ସୂଚନା ଅନୁସାରେ […]
ନୂଆଦିଲ୍ଲୀ : କରୋନା ସଂକ୍ରମଣ ଯୋଗୁଁ ସବୁ ବିଶ୍ବବିଦ୍ୟାଳୟର ଶିକ୍ଷାବର୍ଷକୁ ବଦଳାଇବାକୁ ନେଇ ଯୋଜନା ପ୍ରସ୍ତୁତ କରୁଛି ୟୁଜିସି । ନୂଆ ଛାତ୍ରଛାତ୍ରୀଙ୍କ ଲାଗି ସେପ୍ଟେମ୍ବରରୁ ଆରମ୍ଭ ହେବ ଶିକ୍ଷା ବର୍ଷ । ପୁରୁଣା ପିଲାଙ୍କ ପାଠପଢା ଅଗଷ୍ଟ ଆରମ୍ଭ ହୋଇପାରେ […]
ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ସାରା ଦେଶରେ ଜାରି ରହିଛି ଲକ୍ ଡାଉନ୍ । ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ 24 ତାରିଖରୁ 21 ଦିନ ପାଇଁ ଲକ୍ ଡାଉନ୍ ଜାରି କରାଯାଇଥିବାବେଳେ ପୁନର୍ବାର ଏପ୍ରିଲ୍ 15ରୁ ମେ’ ତିନି ତାରିଖ […]
ନୂଆଦିଲ୍ଲୀ : ଲକ୍ ଡାଉନ୍ ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ଲୋକେ ଫସି ରହିଛନ୍ତି । ସେଠାରୁ ନିଜ ରାଜ୍ୟକୁ ଫେରିବା ପାଇଁ ଅନେକ ଲୋକ ଲୁଚିଛପି ଆସୁଥିବାବେଳେ କେହି କେହି ସରକାରଙ୍କ ନିକଟରେ ଅନୁରୋଧ ମଧ୍ୟ କରୁଛନ୍ତି । ବିଭିନ୍ନ […]
ମୁମ୍ବାଇ : ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡିଛି । ଏଠାରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ମହାରାଷ୍ଟ୍ରର ୟବତମାଲରେ ପ୍ରତ୍ୟେକ ଦିନ ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି। ମିଳିଥିବା ସୂଚନା ଅନୁସାରେ ଏଠାରେ ପାଓ୍ବାରାପୁରା ଅଞ୍ଚଳରେ […]
କାନପୁର : ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ନିୟମ ପ୍ରଣୟନ କରାଯାଇଥିଲେ ମଧ୍ୟ ଏହା ଧର୍ମକୁ ଆଖିଠାର ସଦୃଶ ହୋଇଛି । ସ୍ବାସ୍ଥ୍ୟକର୍ମୀଙ୍କ ଉପରକୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ହରିୟାଣାରେ ଏହି ଘଟଣା […]
ମୁମ୍ବାଇ : ଦେଶରେ କରୋନା ମୁକାବିଲାର ଏକ ବୃହତ୍ତର ସଫଳତା ମିଳିଛି । ଦେଶର ପ୍ରଥମ ପ୍ଲାଜ୍ମା ଚିକିତ୍ସା ସଫଳ ହୋଇଛି । ମୁମ୍ବାଇରେ ଦେଶର ପ୍ରଥମ ପ୍ଲାଜ୍ମା ଚିକିତ୍ସା ବ୍ୟବସ୍ଥା ସଫଳ ହୋଇଥିବା ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ […]
ନୂଆଦିଲ୍ଲୀ : ଟେଲିକମ୍ କମ୍ପାନୀ ଭୋଡାଫୋନ୍-ଆଇଡିଆକୁ 733 କୋଟି ଟଙ୍କାର ଆୟକର ଛାଡ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଚାରି ସପ୍ତାହ ମଧ୍ୟରେ ଏହି ଅର୍ଥ କମ୍ପାନୀକୁ ପ୍ରଦାନ କରିବା ପାଇଁ ସର୍ବୋଚ୍ଚ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭୋଡାଫୋନ୍ ଆଇଡିଆ […]
ନୂଆଦିଲ୍ଲୀ : ଆରବିଆଇର ଋଣ ଛାଡ ପଲିସିକୁ ସମାଲୋଚନା କରିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ । ଯେଉଁ ବ୍ୟବସାୟୀ ଦେଶ ଛାଡି ପଳାୟନ କରିଛନ୍ତି ତାଙ୍କର ଋଣଛାଡ କରାଯିବା ଅନୁଚିତ୍ ବୋଲି ଚିଦାମ୍ବରମ୍ ମତ […]
ଚଣ୍ଡୀଗଡ : ଦ୍ବିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ସମାପ୍ତ ହେବାକୁ ବସିଥିବା ବେଳେ ଦ୍ବିତୀୟ ରାଜ୍ୟଭାବରେ ଲକ୍ଡାଉନ୍ ଅବଧିକୁ 14 ଦିନ ବଢାଇ ଦେଇଛନ୍ତି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ବୁଧବାର ଏହି ଘୋଷଣା କରିଛନ୍ତି । ଏହା ସହିତ ତୃତୀୟ […]
ଲକ୍ଷ୍ନୌ : ବିଶ୍ବାସ ନହେଲେ ମଧ୍ୟ ସତ୍ୟ । ଏକା ସାଙ୍ଗରେ 5 ଶିଶୁଙ୍କୁ ଜନ୍ମ ଦେଇଛନ୍ତି ମହିଳା । ଉତ୍ତର ପ୍ରଦେଶରେ ଏହି ଘଟଣା ଘଟିଛି । ବୁଧବାର ଉତ୍ତରପ୍ରଦେଶର ବାରାବାଙ୍କୀ ଜିଲ୍ଲା ହସ୍ପିଟାଲରେ ଏହି ଘଟଣା ଘଟିଛି । […]
ନୂଆଦିଲ୍ଲୀ : ତିହାର ଜେଲ୍ରେ ଆତ୍ମହତ୍ୟା କରିଛନ୍ତି ଜନୈକ ମହିଳା । ନିଜ ଶାଶୁଘର ଲୋକଙ୍କୁ ହତ୍ୟା କରିବା ଅଭିଯୋଗରେ ଜେଲ୍ରେ ରହିଥିବା ଏହି ମହିଳା ଜଣକ ଆତ୍ମହତ୍ୟା କରିଛନ୍ତି । ଶାଶୁ ଶ୍ବଶୁରଙ୍କୁ ହତ୍ୟା କରିବା ଅଭିଯୋଗରେ ମହିଳାଙ୍କୁ 25 […]
ଶ୍ରୀନଗର: ଜମ୍ମୁ କାଶ୍ମୀରର ସୋପିଆନ୍ରେ ସୁରକ୍ଷା ବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଏକ ଏନ୍କାଉଣ୍ଟର ଘଟିଛି। ଏହି ଏନ୍କାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସେନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସକାଳୁ ଦୁଇ ଆତଙ୍କବାଦୀ ନିହତ ହୋଇଥିବା […]
ମୁମ୍ବାଇ : ବଲିଉଡ୍ର ଅନ୍ୟତମ ପ୍ରତିଭାବାନ କଳାକାର ଇର୍ଫାନ୍ ଖାନ୍ଙ୍କ ପରଲୋକ ଘଟିଛି । ବ୍ରେନ୍ କ୍ୟାନ୍ସରରେ ପୀଡିତ ଇର୍ଫାନ୍ ବିଗତ ଦୁଇ ଦିନ ହେବ କୋଲୋନ୍ ସଂକ୍ରମଣ କାରଣରୁ କୋକିଳା ବେନ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଜାତୀୟ ଚଳଚିତ୍ର […]
ତେଲେଙ୍ଗାନା : ତେଲେଙ୍ଗାନାଠାରେ କରୋନା ଭାଇରସ୍ର ସନ୍ଦେହ ଓ ଲକ୍ଡାଉନ୍ର ଶକ୍ତ ନିୟମ ଯୋଗୁଁ ଜଣେ ମହିଳା ଓ ତାଙ୍କ ନବଜାତଙ୍କ ମୃତ୍ୟୁ ହୋଇଛି । ଏହିପରି ଏକ ଘଟଣା ଘଟିଛି ଗଡଓ୍ବାଲ ଜିଲ୍ଲାରେ । ଏହି ଜିଲ୍ଲାରେ ରହୁଥିବା ଜଣେ […]
ନୂଆଦିଲ୍ଲୀ, ଆଜି ମହାକାଶ ଜଗତରେ ଦେଖା ଯିବ ଏକ ଭିନ୍ନ ଦୃଶ୍ୟ। ତାହା ହେଉଛି ପୃଥିବୀ ନିକଟ ଦେଇ ଆଜି ଅତିକ୍ରମ କରିବ ଏକ ବିରାଟକାୟ ଗ୍ରହାଣୁ। ଯାହାକୁ ସାଧାରଣ ଭାଷାରେ କୁହାଯିବ ‘ମହାକାଶ ପଥର’ ବା ପାହାଡ। ଏହା ଏମିତି […]
ଉତ୍ତରାଖଣ୍ଡ : ଆଜି ସକାଳେ ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥ ମନ୍ଦିର ଖୋଲାଯାଇଛି । କରୋନା ମହମାରୀ ମଧ୍ୟରେ ବିନା ଭକ୍ତଙ୍କ ଭିଡରେ କେଦାରନାଥ ମନ୍ଦିରକୁ ଖୋଲାଯାଇଛି । ଆଜି ସକାଳ 6ଟା 10 ମିନିଟ୍ରେ ଭଗବାନ ଶ୍ରୀ କେଦାରନାଥଙ୍କ ମନ୍ଦିର ଖୋଲା […]