ନାଗପୁର : 25 ବର୍ଷୀୟ ପୁଅ ନିଜ ବାପାର ହତ୍ୟା କରିଛି । ହତ୍ୟା କରି ସାରିବା ପରେ ଯେତେବଳେ ତା’ର ମନ ବୁଝିଲା ନାହିଁ ପିତାଙ୍କ ପ୍ରାଇଭେଟ୍ ପାର୍ଟକୁ ଏକ ଧାରୁଆ ହତିଆରରେ କାଟି ଅଲଗା କରିଦେଇଛି । ଏହିଭଳି […]
ନୂଆଦିଲ୍ଲୀ : ସାରା ବିଶ୍ବରେ ଚହଳ ପକାଇଥିବା ମହାମାରୀ କରୋନା ଭାରତରେ ମଧ୍ୟ କାୟା ବିସ୍ତାର କରି ଚାଲିଛି । ଏବେ କରୋନା ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ନିଜର ଉପସ୍ଥିତି ଜାହିର୍ କରିଛି । ସୁପ୍ରିମ୍କୋର୍ଟର ଜଣେ କର୍ମଚାରୀ ଏବେ କରୋନା […]
ନୂଆଦିଲ୍ଲୀ : ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଦର୍ଶ ନଗର ଅଞ୍ଚଳରେ ଏଲଏନ୍ଜେପି ହସ୍ପିଟାଲର ଜଣେ ମହିଳା ଡାଏଟିସିଆନ୍ଙ୍କ ସମେତ ଜଣେ ପରିବାରର 10 ଜଣ ସଦସ୍ୟଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ମଜଲିସ୍ ପାର୍କରୁ ଏହି ମାମଲାଟି […]
ଭୁବନେଶ୍ବର, କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍ଚୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା […]
ମୁମ୍ବାଇ : ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କ ଉପରକୁ ଆକ୍ରମଣ ମାମଲାରେ ପୋଲିସ୍ ଦୁଇ ଜଣଙ୍କୁ ଗିରଫ କରିଛି । ସୋମବାର ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଉଭୟଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏହା ସହିତ ଅର୍ଣ୍ଣବଙ୍କ […]
ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ କରୋନା ଟେଷ୍ଟିଂ କିଟ୍କୁ ନେଇ ସରକାରଙ୍କୁ ଆକ୍ରମଣ କରିଛନ୍ତି । ଶସ୍ତା ଦାମରେ ମିଳୁଥିବା କରୋନା ଟେଷ୍ଟିଂ କିଟ୍କୁ ସରକାର କାହିଁକି ଅଧିକ ମୂଲ୍ୟରେ କିଣୁଛନ୍ତି ବୋଲି ପଟେଲ ପ୍ରଶ୍ନ କରିଛନ୍ତି […]
ମୁମ୍ବାଇ : ଆଜି ଆରବିଆଇ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଅର୍ଥନୈତିକ ମାନ୍ଦାବସ୍ଥାକୁ ଦୂର କରିବା ପାଇଁ ଆରବିଆଇ ପକ୍ଷରୁ 50 ହଜାର କୋଟିର ସ୍ବତନ୍ତ୍ର ଅର୍ଥରାଶି ଘୋଷଣା କରାଯାଇଛି । 50 ହଜାର କୋଟି ଟଙ୍କାର ଏହି […]
ନୂଆଦିଲ୍ଲୀ : 9 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଓଡିଶା, ତାମିଲନାଡୁ, ବିହାର , ମେଘାଳୟ, ମିଜୋରାମ, ଗୁଜରାଟ, ପୁଡୁଚେରୀ, ହିମାଚଳ ପ୍ରଦେଶ, ହରିୟାଣା ଏବଂ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ମାନେ ଏହି […]
ନୂଆଦିଲ୍ଲୀ : ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ଜାରି ହୋଇଥିବା ସୂଚନା ଅନୁଯାୟୀ ଦେଶରେ ସଂକ୍ରମିତଙ୍କ ସଂଖ୍ୟା 27 ହଜାର 892ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 872ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଛନ୍ତି 6185ଜଣ। ଏବେ ଅଧିକାଂଶ ରାଜ୍ୟରେ […]
ଆନ୍ଧ୍ରପ୍ରଦେଶ : କରୋନା ଯୋଗୁଁ ଦେଶରେ ସ୍ଥିତି ଜଟିଳ ରହିଛି। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ କାର୍ଯ୍ୟାଳୟରେ ଏବେ କରୋନା ପହଞ୍ଚିଛି। ଆନ୍ଧ୍ରପ୍ରଦେଶ ରାଜଭବନର ଚାରି ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଚାରି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୁରକ୍ଷା […]
ଅହମ୍ମଦାବାଦ :ଗୁଜୁରାଟ କଂଗ୍ରେସର ବରିଷ୍ଠ ନେତା ତଥା ଅହମ୍ମଦାବାଦ ନଗର ନିଗମର ପାର୍ଷଦ ବଦରୁଦ୍ଦିନ ଶେଖ୍ଙ୍କ ଗତକାଲି ରାତ୍ରିରେ ପରଲୋକ ହୋଇଛି । ବଦରୁଦ୍ଦିନ କରୋନାରେ ସଂକ୍ରମିତ ହୋଇଥିଲେ । ଏସ୍ବିପି ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । କଂଗ୍ରେସ ଦଳର […]
ଚଣ୍ଡୀଗଡ : ପବ୍ଜୀ ଖେଳିବା ପାଇଁ ମନା କରାଯିବାରୁ ଜଣେ 13 ବର୍ଷୀୟ ବାଳକ ଆତ୍ମହତ୍ୟା କରିଛନ୍ତି । ଏହି ବାଳକ ଜଣକ ଭାକ୍ରା କେନାଲକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଲକ୍ଡାଉନ୍ ସମୟରେ ଅନ୍ଲାଇନ୍ରେ ପବ୍ଜୀ ଖେଳୁଥିବାରୁ ପରିବାର ଲୋକଙ୍କ […]
ନୂଆଦିଲ୍ଲୀ : ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ବାବୁ ଜଗଜୀବନ ରାମ ହସ୍ପିଟାଲ୍ରେ ଡାକ୍ତରଙ୍କ ସମେତ 40 ଜଣ କର୍ମଚାରୀଙ୍କ ନିକଟରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଦିଲ୍ଲୀର ଜାହାଙ୍ଗିରୀପୁରୀ ନିକଟରେ ଏହି ହସ୍ପିଟାଲଟି ଅବସ୍ଥିତ। ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ […]
ନୂଆଦିଲ୍ଲୀ : ନୂଆଦିଲ୍ଲୀର ଏକ ହସ୍ପିଟାଲରେ 8 ଜଣ ନର୍ସ କରୋନା ପଜିଟିଭ୍ ସାବ୍ୟସ୍ତ ହୋଇଛନ୍ତି । ଦିଲ୍ଲୀର କଳାବତୀ ସରଣ ହସ୍ପିଟାଲରେ ସେବିକା ଭାବରେ କାର୍ଯ୍ୟ କରୁଥିବା ଏହି 8 ଜଣ ନର୍ସ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । […]
ଆସାମ : ଦେଶବ୍ୟାପୀ କରୋନାର ସଙ୍କ୍ରମଣ ବ୍ୟାପୁଥିବା ବେଳେ ଆସାମରେ ସ୍ବାଇନ୍ ଫ୍ଲୁ ଚିନ୍ତାର କାରଣ ହୋଇଛି । ବିଗତ ଚାରିଦନ ମଧ୍ୟରେ 2 ହଜାରରୁ ଅଧିକ ଘୁଷୁରୀ ପ୍ରାଣ ହରାଇବା ପରେ ରବିବାର ଘୁଷୁରୀ ମାଂସ ଖାଇବା କିମ୍ବା ବିକିବା […]
ନୂଆଦିଲ୍ଲୀ : ସିବିଆଇ କବ୍ଜାକୁ ଆସିଛନ୍ତି ଓ୍ବାଧଓ୍ବାନ୍ ବ୍ରଦର୍ସ । ଡିଏଚ୍ଏଫ୍ଏଲ୍ର ପ୍ରମୋଟର ଓ୍ବାଧଓ୍ବାନ୍ ବ୍ରଦର୍ସଙ୍କୁ ସିବିଆଇ ମହାବଳେଶ୍ବରରୁ ରବିବାର ଗିରଫ କରିଛି । ଉଭୟଙ୍କୁ ଗିରଫ କରାଯାଇ ମୁମ୍ବାଇ ଅଣାଯାଉଥିବା ନେଇ ମୁମ୍ବାଇ ଗୃହମନ୍ତ୍ରୀ ଅନୀଲ ଦେଶମୁଖ ପ୍ରକାଶ କରିଛନ୍ତି […]
ମଣିପୁରୀ : ଉତ୍ତରପ୍ରଦେଶର ମଣିପୁରୀରେ ଜଣେ ମହିଳା ନିଜ ଦୁଇ ଶିଶୁଙ୍କ ସହିତ ଆତ୍ମହତ୍ୟା କରିଛନ୍ତି । ନିଜର ଦୁଇ ଶିଶୁଙ୍କୁ ନିଆଁ ଲଗାଇବା ପରେ ମହିଳା ଜଣକ ନିଜେ ଆତ୍ମହତ୍ୟା କରିଛନ୍ତି । ଉତ୍ତର ପ୍ରଦେଶର ଭାତୁଆ ଜିଲ୍ଲାରେ ଏହି […]
ଜୟପୁର : ଦେଶରେ କରୋନାକୁ ନେଇ ସଙ୍କଟ ଲାଗି ରହିଥିବା ବେଳେ ମହିଳାଙ୍କ ସୁରକ୍ଷାକୁ ନେଇ ପୁଣି ଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ରାଜସ୍ଥାନର ଜୟପୁରରେ ଏକ ଅଭାବନୀୟ ଘଟଣା ସମ୍ମୁଖକୁ ଆସିଛି । କ୍ବାରାଣ୍ଟାଇନ୍ ହୋମ୍ରେ ରହିଥିବା ଜଣେ […]
ନୂଆଦିଲ୍ଲୀ : ଦେଶରେ କରୋନା ସଙ୍କଟ ସମୟରେ ମନ୍ ମୀ ବାତ୍ରେ ଦେଶବାସୀଙ୍କୁ ସମ୍ବଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଭିଡ୍-19 ଯୋଦ୍ଧାଙ୍କ ପାଇଁ ପ୍ରଧାନମନ୍ତ୍ରୀ ଏକ ଓ୍ବେବ୍ସାଇଟ୍ ଲଞ୍ଚ କରିଛନ୍ତି । କୋଭିଡ୍19 ମୁକାବିଲାରେ ସମଗ୍ର ଦେଶବାସୀ ଏକତ୍ର […]
ଆଜମଗଡ : କରୋନା ମହାମାରୀ ସହ ଲଢିବା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଜାରି ରହିଛି । ଏହି ଲକ୍ ଡାଉନ୍ ସମୟରେ ଧାର୍ମିକ କାର୍ଯ୍ୟକ୍ରମ ସମେତ ବିବାହ, ବ୍ରତଘର, ଭୋଜି ଭାତ ଆଦିକୁ ବନ୍ଦ ରଖାଯାଇଛି । କିନ୍ତୁ […]
ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ମାମଲା ବଢିବାରେ ଲାଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 26 ହଜାର 496 ଛୁଇଁଥିବାବେଳେ ମୃତ୍ୟୁସଂଖା 800 ଟପିଛି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଓ ରାଜଧାନୀ ଦିଲ୍ଲୀରେ ଏହି ଭୟାନକ କରୋନା ଯୋଗୁଁ ସଂକ୍ରମିତ […]