ଜାତୀୟ ଖବର

ଭୁବନେଶ୍ବର: ଆଜି ବିରୋଧୀ ଦଳର ଉପନେତା ତଥା ବିଜେପିର ବରିଷ୍ଠ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ଘଟିଛି। ସେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର…

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ…

ନୂଆଦିଲ୍ଲୀ: ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ବିଶ୍ୱ ରେସଲିଂ ଚାମ୍ପିଅନସିପରେ ଇତିହାସ ସୃଷ୍ଟି କରିଛନ୍ତି। ବେଲଗ୍ରଡରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିଅନସିପରେ ବଜରଙ୍ଗ ବ୍ରୋଞ୍ଜ ପଦକ…

କଲିକତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଝଟକା ଲାଗିଛି। ତୃଣମୂଳ କଂଗ୍ରେସର ଗଡ଼ ନନ୍ଦୀଗ୍ରାମରେ ସମବାୟ କୃଷି ସମିତି ନିର୍ବାଚନରେ ବିଜେପି ​​ଜିତିଛି। ଏହାପୂର୍ବରୁ ୨୦୨୧ ବେଙ୍ଗଲ…

କଟକ : ଆଜି ସାରା ରାଜ୍ୟରେ ଲଗାତର ବର୍ଷା ଲାଗି ରହିଛି। ହେଲେ ଏହି ବର୍ଷାରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି କେ…

ଭୁବନେଶ୍ୱର : ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କିଡ଼ନୀ ରୋଗରେ…

ବାସ୍ତୁ ଶାସ୍ତ୍ର: ବାସ୍ତୁ ଶାସ୍ତ୍ରରେ ଘରର କବାଟ, ଝରକା ଏବଂ ପରଦାଗୁଡ଼ିକର ବିଶେଷ ଗୁରୁତ୍ୱ ରହିଛି। ବାସ୍ତୁ ଅନୁଯାୟୀ, ଘରର ପରଦା ରଙ୍ଗ ଆପଣଙ୍କ ଭାବନା, ମନ…

ଥିରୁବନନ୍ତପୁରମ୍: କେରଳର ଜଣେ ବ୍ୟକ୍ତି ରବିବାର ଦିନ ୨୫ କୋଟି ଟଙ୍କା ମୂଲ୍ୟର ଓଣମ ବମ୍ପର ଲଟେରୀ ଜିତିଛନ୍ତି। ଏହି ବ୍ୟକ୍ତି ଜଣେ ଅଟୋ ରିକ୍ସା ଡ୍ରାଇଭର…

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ପିଲାମାନଙ୍କୁ କିପରି ଶାସନ କରାଯିବା ଉଚିତ ତାହା ମଧ୍ୟ ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ଯେଉଁ ପିତାମାତା…

ମେଷ: – ଆଜି ଶୁଭ ଦିନ ହେବ । ଚିନ୍ତା ସମାପ୍ତ ହୋଇପାରେ । ଆପଣ ବ୍ୟବସାୟରେ ସଫଳତା ଏବଂ ଲାଭ ପାଇବେ । ବ୍ୟବସାୟ ସମ୍ପ୍ରସାରଣ…

ଭୁବନେଶ୍ୱର: ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସଂପର୍କିତ ଅନ୍ତଃ ବିଭାଗୀୟ ବୈଠକ ଶନିବାର ରାଜ୍ୟ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଭାରତ ଯୋଡ଼ୋ- ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ…

ନୂଆଦିଲ୍ଲୀ: ଦେଶରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହାରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଏଥିରେ କରୋନା ମହାମାରୀ ପରେ ଦେଶରେ ଅର୍ଥନୀତିକ କାର୍ଯ୍ୟକଳାପ ସ୍ୱାଭାବିକ ଅବସ୍ଥାକୁ ଫେରିଥିବାର ସ୍ପଷ୍ଟ…

ନୂଆଦିଲ୍ଲୀ: ଆସନ୍ତା ମାସରେ ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଖେଳାଯିବ। ଏଥି ସହିତ ଏହି ଦୁନିଆର ପ୍ରଥମ ଭାରତୀୟ ଦଳର ନୂଆ ଜର୍ସି ଜାରି କରାଯାଇଛି। ଏହି…

ନୂଆଦିଲ୍ଲୀ: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଆଜି ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ୪୦ ଟି ସ୍ଥାନରେ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ବିରୋଧରେ ଚଢାଉ କରିଛି।…

ଭୁବନେଶ୍ବର: ଆଜି ହକି ଇଣ୍ଡିଆର ସଭାପତି ପଦବୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ଆନ୍ତର୍ଜାତୀୟ ହକି ଖେଳାଳୀ ତଥା ପୂର୍ବତନ କ୍ୟାପେଟନ ଦିଲ୍ଲୀପ ତିର୍କୀ। ସେ…

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଷ୍ଟାଣ୍ଡ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ସାରା ଦେଶରେ ଜାରି ରହିଛି ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନ। ଏହି ଅଭିଯାନ ଅଧୀନରେ ବିଭିନ୍ନ ରାଜ୍ୟ ମଧ୍ୟରେ…

ସ୍ଵପ୍ନ ଶାସ୍ତ୍ର: ରାତିରେ ଶୋଇବା ସମୟରେ ଅଧିକାଂଶ ଲୋକ ସ୍ୱପ୍ନ ଦେଖନ୍ତି। କିଛି ସ୍ୱପ୍ନ ଭଲ ଏବଂ କିଛି ବହୁତ ଖରାପ। ସ୍ଵପ୍ନ ଶାସ୍ତ୍ର ଅନୁଯାୟୀ, ପ୍ରତ୍ୟେକ…

ନୂଆଦିଲ୍ଲୀ: ଏହା ଏକ ସ୍ୱପ୍ନ ନୁହେଁ ବରଂ ଏକ ବାସ୍ତବତା। ଦୁନିଆର ପ୍ରଥମ ଫ୍ଲାଇଙ୍ଗ୍ ବାଇକ୍ ଲଞ୍ଚ କରାଯାଇଛି। ଯଦି ଆପଣ ଟ୍ରାଫିକ୍ ଜାମ୍ ଦ୍ୱାରା ଅସୁବିଧାରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ-୧୯ ର ୫ ହଜାର ୬୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା…