ନୂଆଦିଲ୍ଲୀ : କରୋନା ପାଇଁ ଲାଗୁ ହୋଇଥିବା ଲକ୍ ଡାଉନ୍ର ଅବଧି ବଢିପାରେ ବୋଲି ସୂଚନା ରହିଛି । ବିଭିନ୍ନ ଦଳର ନେତାଙ୍କ ସହ ବୈଠକ ପରେ ପ୍ରଧାନମନ୍ତ୍ରୀଙ୍କ ସୂଚନା ରହିଛି। ଏନେଇ ପ୍ରଧାନମନ୍ତ୍ରୀ ସଂକେତ ଦେଇଥିବାର କହିଛନ୍ତି ବିଜେଡି ସାଂସଦ […]
ମୁମ୍ବାଇ : ଚଳିତ ମହାରାଷ୍ଟ୍ର ରାଜନୀତିରେ ବହୁ ରାଜନୈତିକ ଡ୍ରାମା ପରେ ଉଦ୍ଧବ ଠାକ୍ରେ ମୁଖ୍ୟମନ୍ତ୍ରୀ ରୂପେ ଅବସ୍ଥାପିତ ହୋଇଛନ୍ତି । ଶିବସେନା ପ୍ରମୁଖ ଉଦ୍ଧବ ଠାକ୍ରେ ନଭେମ୍ବର 28ରେ ମୁଖ୍ୟମନ୍ତ୍ରୀ ରୂପେ ଶପଥଗ୍ରହଣ କଲେ । ଉଦ୍ଧବ ଠାକ୍ରେଙ୍କ ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: ସାଂସଦଙ୍କ ଦରମାରେ ୩୦ ପ୍ରତିଶତ ହ୍ରାସ ହେବା ପରେ ଭତ୍ତାରେ ୨୭ ହଜାର ଟଙ୍କା ହ୍ରାସ ହେବ ବୋଲି ସୂଚନା ମିଳିଛି। କରୋନା ଭାଇରସ୍ ସହ ଲଢିବା ପାଇଁ ଫଣ୍ଡ୍ରେ ଏହି ଅର୍ଥକୁ ବିନିଯୋଗ କରାଯିବ ବୋଲି ଏହି ନିଷ୍ପତ୍ତି […]
ନୂଆଦିଲ୍ଲୀ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାରକୁ ଟପିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ମୃତ୍ୟୁ ସଂଖ୍ୟା 149ରେ ପହଞ୍ଚିଛି। ଭାରତରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା 5 ହଜାର 194କୁ ବୃଦ୍ଧି ହୋଇଛି। ସେହିପରି 402 […]
ନୂଆଦିଲ୍ଲୀ : ଦେଶରେ ଉଦ୍ବେଗଜନକ ଭାବେ ମାଡ଼ି ଚାଲିଛି ମହାମାରୀ କରୋନା। ଗତ 24 ଘଣ୍ଟାରେ ଦେଶରେ କୋଭିଡ୍ ସଂକ୍ରମଣରେ 13ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 124ରେ ପହଞ୍ଚିଛି। ଗତ 24 ଘଣ୍ଟାରେ 508 ନୂଆ […]
ଭୁବନେଶ୍ବର, ଆଜି ପର୍ଯ୍ୟନ୍ତ ରାଜ୍ୟରେ ସର୍ବମୋଟ 2 ହଜାର 4 ଶହ 41ଟି ନମୂନାର କୋଭିଡ19 ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ 42ଟି ପଜେଟିଭ ରିପୋର୍ଟ ଆସିଛି। ଗତକାଲି ରାତି 11 ଟା ସୁଦ୍ଧା ପରୀକ୍ଷା କରାଯାଇଥିଲା 251ଟି ନମୂନା। ସେଥିମଧ୍ୟରୁ ଆରଏମଆରସିରେ […]
ଭୁବନେଶ୍ୱର : ଘରୋଇ ରନ୍ଧନ ଗ୍ୟାସ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବାରୁ ଏହାର ଯୋଗାଣ ଓ ପରିବହନକୁ ଏକ ଅତ୍ୟାବଶ୍ୟକ ସେବା ଭାବରେ ଘୋଷଣା କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ […]
ନୂଆଦିଲ୍ଳୀ : ଦେଶରେ ଦିନକୁ ଦିନ କରୋନା ଜନିତ ମାମଲା ବୃଦ୍ଧି ପାଉଛି ଏବଂ ଦିଲ୍ଲୀ ମଧ୍ୟ ପଛରେ ନାହିଁ। ଏପର୍ଯ୍ୟନ୍ତ ଦିଲ୍ଲୀରେ 525ଟି କରୋନା ମାମଲା ସାମ୍ନାକୁ ଆସିଥିବାବେଳେ ମୃତ୍ୟୁ ସଂଖ୍ୟା 7ରେ ପହଞ୍ଚିଛି । ସଂକ୍ରମିତଙ୍କ ମଧ୍ୟରେ 329 […]
ମଧ୍ୟପ୍ରଦେଶ : କରାେନା ସହ ଲଢେଇରେ କରୋନ ଯୋଦ୍ଧାଙ୍କୁ ସାହାଯ୍ୟ କରୁଛନ୍ତି କଏଦୀମାନେ । କରୋନା ଭାଇରସ୍ କାରଣରୁ ସୃଷ୍ଟି ହୋଇଥିବା ସୁରକ୍ଷା ଉପକରଣର ଅଭାବକୁ ଦୂର କରିବାରେ ସାହାଯ୍ୟ କରୁଛନ୍ତି କଏଦୀ । ବୈତୁଲ୍ରେ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ, […]
ନୂଆଦିଲ୍ଲୀ : କରୋନା ଭାଇରସ୍ ଯୋଗୁଁ ଦୁନିଆରେ ଏବେ ଲକ୍ ଡାଉନ ସ୍ଥିତି ଉପୁଜିଛି । ଏପରି ସମୟରେ ସମେସ୍ତ ନିଜ ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି । ତେବେ ଏପରି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। […]
ପଞ୍ଜାବ : କରୋନା ଯୋଗୁଁ ବିଶ୍ବରେ 74ହଜାରର ଉର୍ଦ୍ଧ୍ବ ମୃତ୍ୟୁବରଣ କରିଥିବାବେଳେ ଏବେ 13 ଲକ୍ଷ ଲୋକେ ସଂକ୍ରମିତ ହୋଇଛନ୍ତି । ଏହା ମଧ୍ୟରେ କରୋନା ସନ୍ଦେହରେ ବିଭିନ୍ନ ଜାଗାରେ ଆତ୍ମହତ୍ୟା ପରି ଘଟଣା ମଧ୍ୟ ସାମ୍ନାକୁ ଆସିଛି । ପଞ୍ଜାବର […]
ନୂଆଦିଲ୍ଲୀ, କରୋନା ସଂକ୍ରମଣ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗ ନେଇଛି ଭିନ୍ନ ପଦକ୍ଷେପ। ଛାତ୍ରଛାତ୍ରୀଙ୍କ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ଦିଗରେ ୟୁଜିସି ଏବଂ ବିଭିନ୍ନ ସ୍ଵୟଂଶାସିତ ସଂସ୍ଥାର ମୁଖ୍ୟମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି । କୋଭିଡ-19 ଦୃଷ୍ଟିରୁ […]
ନୂଆଦିଲ୍ଲୀ, ଭାରତର ବିଭିନ୍ନ ଅଂଚଳରେ ଅଟକି ରହିଥିବା ବିଦେଶୀ ପର୍ଯ୍ୟଟକଙ୍କୁ ଠାବ କରି ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପର୍ଯ୍ୟଟନ ମନ୍ତ୍ରଣାଳାୟ ଆଗେଇ ଆସିଛି। ସେଥିପାଇଁ ବିଭାଗ ତରଫରୁ ଷ୍ଟ୍ରାଣ୍ଡେଡ ଇନ୍ ଇଣ୍ଡିଆ ନାମରେ ଏକ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଏହି […]
ନୂଆଦିଲ୍ଲୀ: ଚୀନରୁ ବୁହାନ ସହରରୁ ଆରମ୍ଭ ହୋଇଥିବା କରୋନା ଏବେ ପୃଥିବୀର 208ଟି ଦେଶକୁ କବଳିତ କରି ସାରିଛି। ସେହିପରି ଭାରତରେ ମଧ୍ୟ ଏହି ରୋଗର ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସେହିପରି ଦେଶରେ କରୋନାରେ ମୃତ୍ୟୁ ସଂଖ୍ୟା 114କୁ ବୃଦ୍ଧି। […]
ଭୁବନେଶ୍ୱର: ସାରା ଦେଶ ଲକ୍ଡାଉନ୍ରେ ଥିବାବେଳେ ଫୋନ୍ ଲାଇନ୍ଠାରୁ ଆରମ୍ଭ କରି ରିଟେଲ୍ ଷ୍ଟୋର୍ରୁ ଇନ୍ଧନ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଜୀବନରେଖାକୁ ଆଗକୁ ବଢ଼ିବା ଲାଗି ସହାୟତା ପ୍ରଦାନ କରୁଥିବା କଂପାନିର ହଜାର ହଜାର କର୍ମଚାରୀଙ୍କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ଅଧ୍ୟକ୍ଷ […]
ଭୁବନେଶ୍ବର, ଆଜି ଜଣେ ମାତ୍ର କୋଭିଡ19 ଆକ୍ରାନ୍ତ ଚିହ୍ନଟ ହୋଇଛି। ସେ ବ୍ୟକ୍ତି ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡାର ଏବଂ ତାଙ୍କ ବୟସ ହେଉଛି 32 ବର୍ଷ। ସେ 24 ମାର୍ଚ୍ଚରେ ଦୁବାଇରୁ ଆସିଥିଲେ ବୋଲି ସ୍ବାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି। ତାଙ୍କର […]
ନୂଆଦିଲ୍ଲୀ: ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଭାରତର ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ 76% ଆକ୍ରାନ୍ତ ପୁରୁଷ ରହିଥିବାବେଳେ 24% ମହିଳା ରହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର ଯୁଗ୍ମ ସଚିବ ଲବ ଅଗ୍ରୱାଲ ଏହି ସୂଚନା ଦେଇଛନ୍ତି। […]
ଭୁବନେଶ୍ବର, କରୋନା ଭୂତାଣୁ ସଂକ୍ରମଣର ସଂକଟ ସମୟରେ ରେଳମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ପୂର୍ବ ତଟ ରେଳପଥ ଆଇ.ଆର୍.ସି.ଟି.ସି. ସହ ମିଳିତ ଭାବେ ଏହାର ମୂଳ ରନ୍ଧନଶାଳା ଖୋର୍ଦ୍ଧାରୋଡ଼୍ ଓ ବିଶାଖାପାଟଣା ଫୁଡ଼୍କୋର୍ଟରୁ ଖାଦ୍ୟ ପ୍ରସ୍ତୁତ କରି ଏହାର ପରିସୀମା ମଧ୍ୟରେ ବିଭିନ୍ନ ଷ୍ଟେସନମାନଙ୍କରେ […]
ନୂଆଦିଲ୍ଲୀ : ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ଗାୟିକା କନିକା କପୁର୍ । କରୋନା ପଜିଟିଭି ରିପୋର୍ଟ ଆସିବା ପରେ ତାଙ୍କୁ ସଞ୍ଜୟ ଗାନ୍ଧି ପୋଷ୍ଟ ଗ୍ରାଜୁଏଟ୍ ଇନିଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲରେ ସାଇନ୍ସରେ ଭର୍ତ୍ତି କରାଯାଇଥିଲା। ପାଞ୍ଚ ପାଞ୍ଚ ଥର ତାଙ୍କର ପରୀକ୍ଷା […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆଜିଠାରୁ ଓମଫେଡ ଭୁବନେଶ୍ବରରେ ଆରମ୍ଭ କରିଛି ହୋମ ଡେଲିଭରୀ ସେବା। ଆପଣ ଘରେ ବସି କେବଳ ଫୋନକଲଟିଏ କିମ୍ବା ହ୍ବାଟସପ କଲେ ଓମଫେଡ ଘରେ ଆଣି ଦେଇଯିବ କ୍ଷୀର ସହିତ ତାଙ୍କ ଅନ୍ୟାନ୍ୟ ଦୁଗ୍ଧଜାତ ସାମଗ୍ରୀ। ପୂର୍ବରୁ […]
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଆଜି ବଡ ନିଷଷ୍ପତ୍ତି ନେଇଛନ୍ତି । ଆସନ୍ତା ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠିକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସ୍ଥଗିତ ପାଣ୍ଠି କନ୍ସୋଲିଡେସନ୍ ଫଣ୍ଡକୁ ଯିବ ବୋଲି […]