ଜମ୍ମୁକାଶ୍ମୀର : ଜମ୍ମୁକାଶ୍ମୀରରୁ କରୋନା ଭାଇରସ୍ ଯୋଗୁଁ ଆଉ ଜଣକର ମୃତ୍ୟୁ ହୋଇଛି । ଏହି ପୀଡ଼ିତଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। କାଶ୍ମୀରର ବାରମୂଲା ଜିଲ୍ଲାର ଏହି ବ୍ୟକ୍ତି ଜଣଙ୍କ ବୟସ 62 ବର୍ଷ। ସେ ହୃଦରୋଗରେ ପୀଡ଼ିତ ଥିବାବେଳେ […]
ଗୁଜୁରାଟ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରମାନେ ମୁକାବିଲା କରିବା ପାଇଁ କଡା ପଦକ୍ଷେପ ନେଉଛନ୍ତି। ଏହି କ୍ରମେ ଗୁଜୁରାଟ ସରକାର କରୋନା ସଂକ୍ରମିତଙ୍କ ଦେଖାରେଖା ପାଇଁ ମାତ୍ର 6 ଦିନରେ 2200 ଶଯ୍ୟା […]
ବିହାର : ବିହାରର ମୁଖ୍ୟମନ୍ତ୍ରୀ ନିତୀଶ୍ କୁମାର ପ୍ରବାସୀ ଶ୍ରମିକ ବା ଖଟିଖିଆଙ୍କ ପାଇଁ ସୀମାବର୍ତ୍ତୀ ଜିଲ୍ଲାରେ କ୍ୟାମ୍ପ୍ ନିର୍ମାଣ କରିବାର ଘୋଷଣା କରିଛନ୍ତି । ନୀତିଶ୍ କୁମାର ଘୋଷଣା କରି କହିଛନ୍ତି ଯେ, ଅନ୍ୟ ରାଜ୍ୟରୁ ବିହାରକୁ ଆସିଥିବା ପ୍ରବାସୀ […]
ନୂଆଦିଲ୍ଲୀ : ସାରା ଦୁନିଆରେ କରୋନା ତା’ର ତାଣ୍ଡବ ରଚୁଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 1000 ଟପି ସାରିଲାଣି । ସବୁଠୁ ଅଧିକାଂଶ ଆକ୍ରାନ୍ତ ମହାରାଷ୍ଟ୍ରରେ ରହିଛନ୍ତି । କରୋନା ଭାଇରସ୍ ଯୋଗୁଁ […]
ନୂଆଦିଲ୍ଲୀ, କରୋନା ସଂକ୍ରମଣର ଭୟାଭୟତାକୁ ଦୃଷ୍ଟିରେ ରଖି ଲକଡାଉନ ଘୋଷଣା କରାଯାଇଥିଲେ ମଧ୍ୟ ବିଦ୍ୟୁତ ଉତ୍ପାଦନ, ସରବରାହ, ବଂଟନ ଓ ଏହାର ପଦ୍ଧତିଗତ କାର୍ଯ୍ୟକ୍ରମରେ ବିଭାଗୀୟ କର୍ମଚାରୀମାନେ ଅହୋରାତ୍ର ଉଦ୍ୟମ ଜାରି ରଖିଛନ୍ତି । ଏଭଳି ଜଟିଳ ପରିସ୍ଥିତିରେ ଶକ୍ତି ମନ୍ତ୍ରଣାଳୟ […]
ଲକ୍ଷ୍ନୌ : ଦେଶରେ କରୋନା ଆତଙ୍କର ମୁକାବିଲା କରିବା ପାଇଁ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଏକାଧିକ କ୍ରିକେଟର ଏବଂ ବଲିଉଡ୍ କଳାକାର ସହାୟତାର ହାତ ବଢାଇଛନ୍ତି । ବର୍ତ୍ତମାନର ଭାରତୀୟ ଦଳର କୌଣସି ସଦସ୍ୟ ସହାୟତା ପ୍ରଦାନ କରିନଥିବା ବେଳେ […]
ନୂଆଦିଲ୍ଲୀ, କରୋନା ରୋଗ ବର୍ତ୍ତମାନ ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରୁ ମୁକୁଳିବା ପାଇଁ ଯଥେଷ୍ଠ ପରିମାଣର ମାନବ ସମ୍ବଳ, ମେଡିକାଲ ଉପରଣ ଏବଂ ଶଯ୍ୟାର ଆବଶ୍ୟକ ରହିଛି। କାରଣ ବର୍ତ୍ତମାନ ବର୍ତ୍ତମାନ ଯେତିକି ପରିମାଣର ମେଡିକାଲ ଉପକରଣ ହେଉ […]
ନୂଆଦିଲ୍ଲୀ : ଏକ ମାସ ପାଇଁ ଭଡାଟିଆଙ୍କୁ ଘରଭଡା ମାଗି ପାରିବେ ନାହିଁ ଘରମାଲିକ । ନୋଇଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି । ଦିନ ମଜୁରିଆ ଏବଂ ଅନ୍ୟାନ୍ୟ ଗରିବ ଶ୍ରେଣୀର ଲୋକଙ୍କ ଆୟର କୌଣସି […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ସ୍ବତନ୍ତ୍ର କେୟାର ଫଣ୍ଡ ଗଠନ କରାଯିବା ପରେ ସହାୟତାର ସୁଆ ଛୁଟିଛି । ବଲିଉଡ୍ କଳାକାର ଅକ୍ଷୟ କୁମାର 25 କୋଟିର ସହାୟତା ପ୍ରଦାନ କରିଥିବା ବେଳେ ସମସ୍ତ ବିଜେପି ବିଧାୟକ ଓ […]
ମୁମ୍ବାଇ : କରୋନା ସଙ୍କଟ ସମୟରେ ଏହାର ମୁକାବିଲା କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପକ୍ଷରୁ ଶନିବାର ସ୍ବତନ୍ତ୍ର କେୟାର ଫଣ୍ଡ ଗଠନ କରାଯାଇଥିଲା। ଏହାପରେ ବଲିଉଡ୍ ଅଭିନେତା 25 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଅକ୍ଷୟ ପୂର୍ବରୁ […]
କେରଳ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୯୦୦ ଡେଇଁ ଯାଇଥିବା ବେଳେ କେରଳରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ ହୋଇଛି। ସାରା ଭାରତରେ କରୋନା ମୃତ୍ୟୁ ୨୦ରେ ପହଞ୍ଚିଛି। କରୋନା ମୁକାବିଲା ପାଇଁ ଦେଶରେ ଲକ୍ ଡାଉନ୍ ଜାରି […]
ଗଂଜାମ, ବର୍ତ୍ତମାନ ଲକଡାଉନ ଅବସ୍ଥାରେ ଥଣ୍ଡାକାଶ ପରି ରୋଗ ହେଲେ ଡାକ୍ତରଙ୍କୁ ଦେଖା କରିବା ଅସମ୍ଭବ। ହେଲେ ଏହି ସମସ୍ୟାକୁ ଦୂର କରିବା ପାଇଁ ଗଂଜାମ ଜିଲ୍ଲା ପ୍ରଶାସନ ତରଫୁ ନିଆଯାଇଛି ଏକ ନୂଆ ପଦକ୍ଷେପ। ଯଦି ଆପଣ ସାମାନ୍ୟ ଥଣ୍ଡାକାଶ […]
ନୂଆଦିଲ୍ଲୀ, ସର୍ବସାଧାରଣଙ୍କ ଅବଗତି ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ତରଫ ସର୍ବଭାରତୀୟ କୋଭିଡ19 ଭୂତାଣୁ ପରୀକ୍ଷାଗାରର ତାଲିକା ପ୍ରକାଶ କରାଯାଇଛି। ଏଥିରେ ମୋଟ 85 ସ୍ବୀକୃତି ପ୍ରାପ୍ତ ପରୀକ୍ଷାଗାର ଦେଶରେ କାମ କରୁଛି ବୋଲି ଜଣାଇ ଦିଆଯାଇଛି।ଏଥିରେ ମହାରାଷ୍ଟ, ଗୁଜୁରାଟ ଏବଂ […]
ନୂଆଦିଲ୍ଲୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଦେଶର ୮ଟି ରାଜ୍ୟପାଇଁ ୫୭୫୧କୋଟି ୨୭ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ରାଶି ଅନୁମୋଦନ କରିଛି। ବନ୍ୟା, ମରୁଡ଼ି, ଭୂସ୍ଖଳନ ଓ ବାତ୍ୟାଭଳି ପ୍ରାକୃତିକ ବିପତି ପାଇଁ ଓଡ଼ିଶା, […]
ତାମିଲନାଡୁ : କରୋନା ଭାଇରସ୍ର ପ୍ରକୋପ ସାରା ଦେଶରେ ବଢି ଚାଲିଥିବାବେଳେ ଏହି ଭାଇରସ୍ ସହ ଲଢିବା ପାଇଁ ଦେଶରେ ଏବେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲୋକଙ୍କୁ ଘରେ ରହିବା ପାଇଁ କୁହାଯାଇଥିବାବେଳେ ସଙ୍ଗରୋଧ ପାଇଁ ମଧ୍ୟ ଉପଦେଶ ଦିଆଯାଇଛି। ବିଦେଶରୁ […]
ଚଣ୍ଡିଗଡ଼: ହରିୟାଣାର ପାନିପାତ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୩୬ ବର୍ଷୀୟ ଗ୍ରୋସରୀ ବିକ୍ରେତା ତାଙ୍କ ପତ୍ନୀ ଏବଂ ଦୁଇ ପିଲାଙ୍କୁ ଲାଇସେନ୍ସପ୍ରାପ୍ତ ବନ୍ଧୁକ ସାହାଯ୍ୟରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପରେ ସେହି ଯୁବକ ବନ୍ଧୁକ […]
ନୂଆଦିଲ୍ଲୀ : ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 19କୁ ବୃଦ୍ଧି ପାଇଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 886ରେ ପହଞ୍ଚିଛି। ବର୍ତ୍ତମାନ ସାରା ଦେଶରେ 748 ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବାବେଳେ 76 ଜଣ ସୁସ୍ଥ ହୋଇ ଫେରିଯାଇଛନ୍ତି। […]
ତେଲେଙ୍ଗାନା: ତେଲେଙ୍ଗାନାଠାରେ ଏକ ସଡକ ଦୁର୍ଘଟଣାରେ 5 ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଲକ୍ ଡାଉନ୍ କାରଣରୁ ନିଜ ଘରକୁ ଫେରୁଥିଲେ। ଏହି ଦୁର୍ଘଟଣାରେ 6ଜଣ ଗୁରୁତର ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ତେଲେଙ୍ଗାନାର ଶାମଶବାଦ୍ ନିକଟରେ ଏକ ଲରି ଓ […]
ବେଙ୍ଗାଲୁରୁ : କରୋନା ରୋଗୀଙ୍କ ପାଇଁ ଖୁସିଖବର । କରୋନା ସଙ୍କ୍ରମଣଙ୍କ ନିମନ୍ତେ ଔଷଧ ନିର୍ମାଣ କରିବା ପାଇଁ ଭାରତ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି ବେଙ୍ଗାଲୁରୁର ଜନୈକ ଡାକ୍ତର । ବେଙ୍ଗାଲୁରୁର ଅଙ୍କୋଲୋଜିଷ୍ଟ ବିଶାଲ ରାଓ ଭାରତ ସରକାରଙ୍କ ନିକଟରେ […]
ମୁମ୍ବାଇ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ରେପୋ ରେଟରେ ୭୫ ବେସିସ ପଏଂଟ ହ୍ରାସ ସହିତ ଏହାକୁ ୪.୪ପ୍ରତିଶତକୁ ହ୍ରାସ କରାଯାଇଛି । ସେହିପରି ରିଭର୍ସ ରେପୋ ରେଟକୁ ୯୦ ବେସିସ ପଏଂଟ ସହିତ ୪ ପ୍ରତିଶତକୁ ହ୍ରାସ […]
ନୂଆଦିଲ୍ଲୀ : କରୋନା ଭାଇରସ୍ କାରଣରୁ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍) ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଦେଶବ୍ୟାପୀ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । […]