ନୂଆଦିଲ୍ଲୀ : ଦୀର୍ଘ ସାତ ବର୍ଷ ଓ ତିନି ମାସ ପରେ ନିର୍ଭୟାଙ୍କୁ ମିଳିଛି ନ୍ୟାୟ । ଡେରିରେ ହେଉ ପଛେ ନିର୍ଭୟାଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଚାରି ଦୋଷୀଙ୍କୁ ଫାଶୀ ଖୁଣ୍ଟରେ […]
ଭୁବନେଶ୍ବର, ଓଡିଆରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛି। ଫଳରେ ଓଡିଶାରେ ଏହି ରୋଗୀଙ୍କ ସଂଖ୍ୟା ଦୁଇରେ ପହଁଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି 14 ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ଭୁବନେଶ୍ବରର ଆରଏମଆରସିକୁ ପଠାଯାଇଥିଲା। ସେଥିରୁ […]
* ୨୨ ମାର୍ଚ୍ଚ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଜନତା କର୍ଫ୍ୟୁ ପାଇଁ ନିବେଦନ * ୨୨ ମାର୍ଚ୍ଚ ଅପରାହ୍ଣ ୫ଟାରେ ନିଃସ୍ୱାର୍ଥପର ସେବାପ୍ରଦାନକାରୀଙ୍କ ପ୍ରତି କୃତଜ୍ଞତା ପ୍ରକଟ କରିବାକୁ ଆହ୍ୱାନ * ଭୟଭୀତ ହୋଇ ସାମଗ୍ରୀ ନକିଣିବାକୁ ନାଗରିକମାନଙ୍କୁ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କୋରୋନା ଭାଇରସ୍ ଆତଙ୍କକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରତିଶେଧକ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରାଯାଉଛି। ଏହା ସହିତ ଗୁରୁବାର ପୂର୍ବତଟ ରେଳବାଇ ପକ୍ଷରୁ 12ଟି ଟ୍ରେନ୍ ଚଳାଚଳ ଉପରେ ରୋକ୍ ଲଗାଯାଇଛି। ସମସ୍ତ ଟ୍ରେନ୍ […]
ନୂଆଦିଲ୍ଲୀ : ଦୀର୍ଘ 7 ବର୍ଷ ପରେ ନିର୍ଭୟା ଗଣ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ପ୍ରଦାନ କରାଯିବ । ଫାଶୀ ଦଣ୍ଡାଦେଶ ପ୍ରଦାନ ପୂର୍ବରୁ ଜହ୍ଲାଦ ତିହାର ଜେଲ୍ କର୍ତ୍ତୃପକ୍ଷଙ୍କୁ ବ୍ଲାକ୍ବକ୍ସର ଚାବି ହସ୍ତାନ୍ତର କରିଛନ୍ତି । ଗୁରୁବାର ସନ୍ଧ୍ୟାରେ […]
ନୂଆଦିଲ୍ଲୀ : ଦେଶରେ କୋରୋନା ଭାଇରସ୍ ଏହାର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ପ୍ରାଣଘାତୀ ଭାଇରସ୍ ସଚେତନତା ପାଇଁ ଦେଶବାସୀଙ୍କୁ ଗୁରୁବାର ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିଛନ୍ତି । ଆପଣ […]
ନୂଆଦିଲ୍ଲୀ,କରୋନା ଭାଇରସ ପାଇଁ କେନ୍ଦ୍ର ସରକାର ପୁଣି ଥରେ ଅତିରିକ୍ତ ମାର୍ଗଦର୍ଶିକା ଜାରୀ କରିଛନ୍ତି। ସେଗୁଡିକ ହେଲା * ୨୨ ମାର୍ଚ୍ଚ, ୨୦୨୦ ପରଠାରୁ ଗୋଟିଏ ସପ୍ତାହ ପାଇଁ କୌଣସି ଅନୁସୂଚିତ ଅନ୍ତର୍ଜାତୀୟ ବାଣିଜ୍ୟିକ ଯାତ୍ରୀ ବିମାନକୁ ଭାରତରେ ଅବତରଣ କରିବା […]
ଭୁବନେଶ୍ୱର : କରୋନା ଭୂତାଣୁ ରୋଗ (କୋଭିଡ୍-୧୯) ସଂପର୍କରେ ସତକର୍ତା ଏବଂ ସଚେତନତା ତଥା ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୋଭିଡ୍-୧୯ ପାଇଁ […]
ନୂଆଦିଲ୍ଲୀ : ଦେଶରେ କୋରୋନାର ବର୍ଦ୍ଧିତ ପ୍ରଭାବକୁ ରୋକିବା ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାର୍ଚ୍ଚ 22 ତାରିଖରୁ ଏକ ସପ୍ତାହ ପର୍ଯ୍ୟନ୍ତ ସମସ୍ତ ଆନ୍ତର୍ଜାତୀୟ ଉଡାଣ […]
ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ କମଲନାଥ ସରକାରଙ୍କମ ପାଇଁ ସଙ୍କଟ ଥମିବାର ନାମ ନେଉନାହିଁ । କୋରୋନା କାରଣରୁ ମଧ୍ୟପ୍ରଦେଶ ବିଧାନସଭାର ଅଧିବେଶନକୁ ବନ୍ଦ ରଖାଯାଇଥିବା ବେଳେ ଆସନ୍ତା କାଲି ଅପରାହ୍ନ 5ଟା ସୁଦ୍ଧା ଆସ୍ଥା ଭୋଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି […]
ନୂଆଦିଲ୍ଲୀ, ନୋଭେଲ କରେନା ଭୂତାଣୁ (କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ବିଶ୍ୱବିଦ୍ୟାଳୟ ମଞ୍ଜୁରି ଆୟୋଗ ପକ୍ଷରୁ ବିଭିନ୍ନ ସମୟରେ ମଞ୍ଜୁରିପ୍ରାପ୍ତ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି […]
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ କେନ୍ଦ୍ର ସରକାର ଏକ ମହତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏନେଇ ସମସ୍ତ ଅନ୍ତର୍ଜାତୀୟ ବିମାନଙ୍କୁ ଦେଶରେ ଅବତରଣ ନକରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ବିମାନ ଉପରେ ଏହି […]
ନୂଆଦିଲ୍ଲୀ: କରୋନା ଜୀବାଣୁ ନେଲା ଆଉ ଏକ ଜୀବନ। ପଞ୍ଜାବର ୭୦ ବର୍ଷୀୟ ଜଣେ ବୃଦ୍ଧ ଏହି ଜୀବାଣୁ ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ଭାରତରେ କରୋନା ଆକ୍ରାନ୍ତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ବର୍ତ୍ତମାନ କରୋନା ଆକ୍ରାନ୍ତରେ ମୃତ୍ୟୁ […]
ମେନପୁରୀ (ୟୁପି): ଉତ୍ତରପ୍ରଦେଶର ଧାରୁ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚୋରି କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତି ତାଙ୍କ ଦୁଇ ଝିଅଙ୍କୁ ହତ୍ୟା କରିଛନ୍ତି। ଜଣେ ସମ୍ପର୍କୀୟଙ୍କ ଘରୁ ମୋବାଇଲ୍ ଫୋନ୍ ଚୋରି ହୋଇଥିବା ଅଭିଯୋଗ ହେବା ପରେ […]
ମୁମ୍ବାଇ : ସାରା ବିଶ୍ବରେ କରୋନା ତା’ର ପ୍ରକୋପ ଜାରି ରଖିଛି । ଭାରତରେ ଏହି ଭାଇରସ୍ ଯୋଗୁଁ 166ଜଣ ସଂକ୍ରମିତ ହୋଇଥିବାବେଳେ ତିନିଜଣଙ୍କର ମୃତ୍ୟୁ ଘଟିଛି । । ଭାରତର ସବୁଠାରୁ ବ୍ୟସ୍ତ ବହୁଳ ତଥା ମାୟାନଗରୀ ମୁମ୍ବାଇ ସହରରେ […]
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାବେଳେ ସରକାର ଏନେଇ ବେଶ୍ ସତର୍କ ରହିଛନ୍ତି । ଏହି କ୍ରମରେ କରୋନାକୁ ଦୃଷ୍ଟିରେ ରଖି ୟୁଜିସି ଆଜି ନୂଆ ନିର୍ଦ୍ଦେଶନାମା ଜାରି କରିଛି। ୟୁଜିସି ଅଧୀନରେ ଥିବା ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ […]
ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଚୀନ୍ରୁ ବୁହାନ ସହରରୁ ଏହା ବ୍ୟାପି ଆଜି ବିଶ୍ବର ୧୭୬ଟି ଦେଶରେ ପହଞ୍ଚିଛି। ଚୀନ୍ ପରେ ଏହା ଇଟାଲୀ, ଇରାନ୍ ଓ ସ୍ବେନ୍ର ବିଶେଷ ଭାବରେ ବ୍ୟାପି ଚାଲିଛି। […]
ନୂଆଦିଲ୍ଲୀ : ବିବାଦ ମଧ୍ୟରେ ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ରଞ୍ଜନ ଗୋଗେଇ ଆଜି ରାଜ୍ୟସଭାରେ ସଦସ୍ୟ ରୂପେ ଶପଥ ନେଇଛନ୍ତି । ରଞ୍ଜନ ଗୋଗେଇ ଶପଥ ନେବା ସମୟରେ କଂଗ୍ରେସ ନେତୃତ୍ବରେ ବିରୋଧୀର କିଛି ସାଂସଦ ଆଜି ହଙ୍ଗାମା କରିଛନ୍ତି । […]
ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ପଓ୍ବନ ଗୁପ୍ତାର କ୍ୟୁରେଟିଭ ପିଟିସନ୍ ଖାରଜ । ପଓ୍ବନର କ୍ୟୁରେଟିଭ ପିଟିସନ ଖାରଜ କଲେ ସୁପ୍ରିମ୍କୋର୍ଟ । ସୂଚନାଯୋଗ୍ୟଯେ, ସୁପ୍ରିମକୋର୍ଟରେ ପଓ୍ବନ ଆବେଦନ ଏକ ରିଭ୍ୟୁ ପିଟିସନ ଦାଖଲ କରି ଅପରାଧ ସମୟରେ ସେ ନାବାଳକ […]
ନୂଆଦିଲ୍ଲୀ : ବୋଲ୍ଡ ଫଟୋକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ପୁନମ୍ ପାଣ୍ଡେ ପୁଣି ଥରେ ଏକ ଫଟୋକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି । ପୁନମ୍ ଏହି ପାର୍ଟିରେ ତାଙ୍କ ନୂତନ ବୟଫ୍ରେଣ୍ଡ ସହ ନଜର ଆସିଛନ୍ତି । ତେବେ ଏହି […]
ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ବୋଲି ଜଣାପଡ଼ିଛି। ବର୍ତ୍ତମାନ […]