ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ । ସହଯୋଗୀ ଦଳଙ୍କ ସହିତ ମତଭେଦ ପରେ ଶୁକ୍ରବାର ଉଦ୍ଧବ ନୂଆଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଏହି ବୈଠକ ପରେ ଉଦ୍ଧବ କଂଗ୍ରେସ ସଭାପତି […]
ଗୌହାଟୀ/ଶିଲଂ : ଆସାମ ଏବଂ ମେଘାଳୟରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ଶୁକ୍ରବାର ଅପରାହ୍ନରେ ଆସାମ ଏବଂ ମେଘାଳୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା 2.9ରୁ 3.3 ମଧ୍ୟରେ ରହିଛି […]
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର କମଲନାଥ ସରକାର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଜାରି କରିଥିବା ବିବାଦୀୟ ଆଦେଶକୁ ପ୍ରତ୍ୟାହାର କରିଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରୀ ତୁଲସୀ ସହଲାଓ୍ବତ୍ କହିଛନ୍ତି ଯେ, ରାଜ୍ୟ ସରକାର ଆଦେଶକୁ ପ୍ରତ୍ୟାହାର କରିଛନ୍ତି । ଆମେ କାହାକୁ ଏହି ଆଦେଶ […]
ସୁରଟ : ଗୁଜରାଟରେ ଏକ ନିନ୍ଦନୀୟ ଘଟଣା ସମ୍ମୁଖକୁ ଆସିଛି । ସୁରଟର ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ଶାରିରୀକ ପରୀକ୍ଷଣ ନାମରେ ଉଲଗ୍ନ କରାଯାଇଛି । ସୁରତ ମ୍ୟୁନିସିପାଲ୍ କର୍ପୋରେସନ୍ ଦ୍ବାରା ପରିଚାଳିତ ଏହି ହସ୍ପିଟାଲରେ କାର୍ଯ୍ୟରତ ମହିଳା […]
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର କମଲନାଥ ସରକାର ରାଜ୍ୟର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଏକ ନିଷ୍ପତ୍ତି ଜାରି କରିଛନ୍ତି। ରାଜ୍ୟର କଂଗ୍ରେସ ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ ଅତି କମ୍ରେ ଜଣଙ୍କର ବନ୍ଧ୍ୟାକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏପରି ନ କରିପାରିବେ, ତେବେ ତାଙ୍କୁ ବାଧ୍ୟତାମୂଳକ […]
ଉତ୍ତରପ୍ରଦେଶ: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍ଏସ୍) ମୁଖ୍ୟତଃ କଠୋର ହିନ୍ଦୁବାଦୀ ବୋଲି ଜଣାଯାଇଥା’ନ୍ତି ଏପରିକି ସେମାନେ ମୁସଲମାନଙ୍କୁ ବିରୋଧ କରିଥାନ୍ତି ବୋଲି ସାଧାରଣରେ ଆମର ଏକ ଚିନ୍ତାଧାରା ରହିଆସିଛି। କିନ୍ତୁ ଏହାର ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶଠାରେ। ମିଳିଥିବା ସୂଚନା ଅନୁସାରେ […]
ହାଇଦ୍ରାବାଦ : ଏଆଇଏମଆଇଏମ ମୁଖ୍ୟ ତଥା ଅସଉଦ୍ଦିଦ୍ନ ଓ୍ବଓ୍ବେସୀଙ୍କ ମଞ୍ଚରେ ପାକିସ୍ତାନ ଜିନ୍ଦାବାଦ୍ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ । ଅମୂଲ୍ୟା ଲିୟୋନା ନାମ୍ନୀ ଏହି ଯୁବତୀଙ୍କ ବିରୋଧରେ ରାଜଦ୍ରୋହ ମାମଲା ରୁଜୁ କରାଯାଇଛି। ଯୁବତୀଙ୍କୁ 14 ଦିନ […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାମମନ୍ଦିର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମକୁ ଆମନ୍ତ୍ରଣ ପ୍ରଦାନ କରାଯାଇଛି । ରାମ ମନ୍ଦିର ଟ୍ରଷ୍ଟର ଏକାଧିକ ସଦସ୍ୟ ଭୂମିପୂଜା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମୋଦିଙ୍କୁ ଆମନ୍ତ୍ରଣ କରିଛନ୍ତି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: ଆସନ୍ତାକାଲି ମହାଶିବରାତ୍ରୀ। ଏକାମ୍ର ନଗରୀରେ ମହାପ୍ରଭୁ ଲିଙ୍ଗରାଜଙ୍କ ଅନୁଷ୍ଠିତ ହେବ ଜାଗର ପର୍ବ। ଏନେଇ ବେଶ୍ ଚଳଚଞ୍ଚଳ ଏକାମ୍ର ପୀଠ। ଏଥିପାଇଁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ନୀତିକାନ୍ତି ନେଇ କାର୍ଯ୍ୟ ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି। ଚଳିତ […]
ବେଙ୍ଗାଲୁରୁ : କର୍ଣ୍ଣାଟକର ଗଦଗ୍ରେ ସଦ୍ଭାବନାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି । ଗଦଗ୍ରେ ରହିଥିବା ଲିଙ୍ଗାୟତ ମଠର ମୁଖ୍ୟ ଭାବରେ ଜଣେ ମୁସଲିମଙ୍କୁ ନିଯୁକ୍ତ କରାଯାଇଛି । ଦେଶରେ ପ୍ରଥମ ଥର ପାଇଁ କୌଣସି ହିନ୍ଦୁ ମଠର ମୁଖ୍ୟ […]
ଭୁବନେଶ୍ୱର, ଭୁବନେଶ୍ୱରଠାରେ ଖୁବ୍ ଶୀଘ୍ର ଏକ ବାୟୋଟେକ୍ନୋଲୋଜି ପାର୍କ ପ୍ରତିଷ୍ଠା କରାଯିବ ଓ ଏଥିରେ ଭାରତ ବାୟୋଟେକ୍ ଉଦ୍ୟୋଗ ସହାୟତା କରିବ । ଏହା ବ୍ୟତୀତ ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନରେ ଏକ ଇନ୍କୁ୍ୟବେସନ୍ ସେଣ୍ଟର ଆରମ୍ଭ ହେବ ବୋଲି ବିଜ୍ଞାନ ଓ […]
ରାଜସ୍ଥାନ : ରାଜସ୍ଥାନ ସରକାର ଆଜି 2020-2021 ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ବଜେଟ୍ ଆଗତ କରିବା ସହିତ କିଛି ଯୋଜନାର ମଧ୍ୟ ଘୋଷଣା କରିଛନ୍ତି। ରାଜସ୍ଥାନ ସରକାର ପ୍ରତ୍ୟେକ ଘରକୁ ଜଳ ଯୋଗାଣ ପାଇଁ […]
ବେଜିଂ : କୋରୋନା ଭାଇରସ୍ ଦ୍ବାରା ଭୟଙ୍କର ଭାବରେ ପୀଡିତ ଚୀନ୍ ପକ୍ଷରୁ ପୁଣି ଏକ ନୂତନ ବିବାଦ ସୃଷ୍ଟି କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହଙ୍କ ଅରୁଣାଚଳ ପ୍ରଦେଶ ଗସ୍ତକୁ ଚୀନ୍ ପକ୍ଷରୁ ବିରୋଧ କରାଯାଇଛି । ଫେବୃୟାରୀ 20ରେ […]
ନୂଆଦିଲ୍ଲୀ : ଉପହାର ସିନେମା ହଲ ଅଗ୍ନିକାଣ୍ଡରେ ଅଂଶଲ ଭ୍ରାତାଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ବସ୍ତି ମିଳିଛି । ଗୁରୁବାର ସୁପ୍ରିମକୋର୍ଟଙ୍କ ରିହାତି ପରେ ଅଂଶଲ ଭ୍ରାତା ଜେଲ୍ ନଯିବା ପ୍ରାୟ ସ୍ପଷ୍ଟ ହୋଇଛି । ଉପହାର ସିନେମା ହଲ୍ ଅଗ୍ନିକାଣ୍ଡରେ 23 ଶିଶୁଙ୍କ […]
ମଧ୍ୟପ୍ରଦେଶ : ସେବାକୁ ନିୟମିତ କରିବା ପାଇଁ ଭୋପାଳରେ ବିଗତ 72 ଦିନ ହେବ ଧାରଣାରେ ବସିଥିବା ଅତିଥି ଶିକ୍ଷକମାନେ ଅଭିନବ ଉପାୟରେ ନିଜର ଦାବି ଜଣାଇଛନ୍ତି । ବୁଧବାର ଅପରାହ୍ନରେ ଧାରଣାରତ ଜଣେ ମହିଳା ଅତିଥି ଶିକ୍ଷୟିତ୍ରୀ ନିଜର କେଶ […]
ନୂଆଦିଲ୍ଲୀ: ନିର୍ଭୟା ଦୋଷୀ ବିନୟ ଶର୍ମା ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ମିଳିଛି । ତିହାର ଜେଲ୍ କାନ୍ଥରେ ମୁଣ୍ଡ ବାଡେଇ ଆତ୍ମହତ୍ୟା ଉଦ୍ୟମ କରିଥିବାର ଖବର ମିଳିଛି । ଏଥିରେ ବିନୟ ସାମାନ୍ୟ ଆହତ ହୋଇଛନ୍ତି, ଜେଲ୍ କର୍ତ୍ତୃପକ୍ଷ ତାଙ୍କର […]
ଚେନ୍ନାଇ : ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବ 5 ମହିଳାଙ୍କ ସମେତ 20 ଜଣଙ୍କର ମୃତ୍ୟୁ ଘଟିଛି। ତାମିଲନାଡୁ ତିରୁପୁର ଜିଲ୍ଲା ଅବିନାଶୀ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବେଙ୍ଗଲୁରୁରୁ କେରଳର ଏର୍ଣ୍ଣାକୁଲମ୍ ଯାଉଥିବା ଏକ ଯାତ୍ରୀବାହୀ ବସ୍ଟିରେ […]
ଚେନ୍ନାଇ : ସୁପରଷ୍ଟାର୍ କମଲ ହାସନଙ୍କ ଫିଲ୍ମ ସେଟ୍ରେ ଏକ ବଡଧରଣର ଦୁର୍ଘଟଣା ଘଟିଯାଇଛି । ଚେନ୍ନାଇର ଇବିପି ଷ୍ଟୁଡିଓରେ କ୍ରେନ୍ କ୍ରାସ୍ ହେବା ପରେ ତିନିଜଣଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଏହି ଦୁର୍ଘଟଣାରେ 10ରୁ ଅଧିକ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କ୍ଷମତାସମ୍ପନ୍ନ “ପ୍ରଯୁକ୍ତି ଗୋଷ୍ଠୀ” ଗଠନକୁ ମଞ୍ଜୁରି ମିଳିଛି । ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତାଙ୍କ ଅଧ୍ୟକ୍ଷତାରେ ୧୨ ଜଣିଆ ପ୍ରଯୁକ୍ତି ଗୋଷ୍ଠୀ ଗଠନ ପ୍ରସ୍ତାବକୁ କ୍ୟାବିନେଟ […]
ନୂଆଦିଲ୍ଲୀ : ସୁପ୍ରିମ୍କୋର୍ଟ ତରଫରୁ ନିଯୁକ୍ତ ହୋଇଥିବା ମଧ୍ୟସ୍ଥି ସାଧନା ରାମଚନ୍ଦ୍ରନ୍ ଓ ସଞ୍ଜୟ ହେଗେଡ୍ ଆଜି ଶାହୀନ୍ ବାଗ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଛନ୍ତି। ଦୁଇଜଣ ମଧ୍ୟସ୍ଥି ଆଜି ଶାହିନ୍ବାଗ୍ ପ୍ରଦର୍ଶନକାରୀଙ୍କ ସହ ଦୁଇ ଘଣ୍ଟା ସମାଧାନର ପନ୍ଥା ପାଇଁ […]
ଗୁଜୁରାଟ : ମହିଳାଙ୍କ ମାସିକ ଧର୍ମକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି ଗୁଜୁରାଟର ଜଣେ ଧର୍ମ ଗୁରୁ। ମାସିକ ଧର୍ମ ସମୟରେ ମହିଳା ଯଦି ରୋଷେଇ ବା ଖାଦ୍ୟ ପ୍ରସ୍ତୁତ କଲେ, ପୁନର୍ଜନ୍ମରେ କୁକୁର (ମାଈ କୁକୁର) ରୂପରେ ଜନ୍ମ ନେବେ। […]