ନୂଆଦିଲ୍ଲୀ,31/12 : ଲେଫ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସ୍ଥଳସେନାର ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି । ବିପିନ୍ ରାଓ୍ବତଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ମଙ୍ଗଳବାର ଦିନ ନରାଓ୍ବଣେ ଦାୟିତ୍ବ ଗ୍ରହଣ କରିଛନ୍ତି । ଦେଶର 28ତମ ସ୍ଥଳସେନା […]
ନୂଆଦିଲ୍ଲୀ,31/12 : ଜମ୍ମୁ କାଶ୍ମୀରରେ 4ଟି ମୃଦୁ ଭୂମିକମ୍ପ ସଙ୍ଗଠିତ ହୋଇଛି । ସୋମବାର ରାତି 10.29 ମିନିଟ୍ରୁ 12.40 ମଧ୍ୟରେ ଏହି ଭୂମିକମ୍ପ ଅନୁଷ୍ଠିତ ହୋଇଛି । ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ 4.7ରୁ 5.5 ରହିଥିବା ଜଣାପଡିଛି […]
ଗୌହାଟୀ, 31/12 : ଆସନ୍ତା ଜାନୁୟାରୀ 1 ତାରିଖ,2020ରୁ ଆସାମ ସରକାର ଏକ ନୂତନ ଯୋଜନା ପ୍ରଣୟନ କରିବାକୁ ଯାଉଛନ୍ତି। ଅରୁନ୍ଧତୀ ଯୋଜନା ନାମକ ଏହି ଯୋଜନା ଅନୁସାରେ ବିବାହ କରୁଥିବା କନ୍ୟାଙ୍କୁ 10 ଗ୍ରାମର ସୁନା ପ୍ରଦାନ କରିବେ। ସରକାରଙ୍କ […]
ସମୀକ୍ଷା ବ୍ୟୁରୋ ଆଉ କିଛି ସମୟ ପରେ ଆମଠୁ ବିଦାୟ ନେବ ୨୦୧୯ । ଆଉ ରହିଯିବ କେବଳ ସ୍ମୃତି । ଚଳିତ ବର୍ଷ ଆମଠୁ ବିଦାୟ ନେଇଛନ୍ତି ଅନେକ ଲୋକପ୍ରିୟ ହସ୍ତୀ । ବିଦାୟୀ ବର୍ଷରେ ଆମଠୁ ବିଦାୟ ନେଇଥିବା […]
ନୂଆଦିଲ୍ଲୀ,30/12 : ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଫେରସ୍ତ ଆଣିଛି । ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ରେଣୁ ପଲ୍ଙ୍କୁ ଭାରତ ଫେରାଇ ଅଣାଯାଇଛି । ଏକ 15 ଲକ୍ଷ ଟଙ୍କାର ଆପାର୍ଟ ମେଣ୍ଟ ଭଡାରେ ନେଇଥିବାରୁ […]
ଚେନ୍ନାଇ, 30/12: ନାଗରିକତା ସଂଶୋଧନ ଆଇନ (ସିଏଏ) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟାର (ଏନ୍ଆରସି) ବିରୋଧରେ ପ୍ରଦର୍ଶନ ଜାରି ରହିଛି । ସୋମବାର ଚେନ୍ନାଇଠାରେ ଡିଏମ୍କେ ମୁଖ୍ୟ ଏମ୍କେ ଷ୍ଟାଲିନ୍ ଓ ଡିଏମ୍କେ ସାଂସଦ କାନିମୋଝି ଅଭିନବ ଉପାୟରେ ସିଏଏ ଓ […]
ନୂଆଦିଲ୍ଲୀ,30/12 : ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଭାବରେ ବିପିନ୍ ରାଓ୍ବତ୍ଙ୍କୁ ନିଯୁକ୍ତିକୁ କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରାଯାଇଛି । ଆସନ୍ତା କାଲି ନିଜ ଦାୟିତ୍ବରୁ ରାଓ୍ବତ୍ ଅବସର ଗ୍ରହଣ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଡିଏସ୍ […]
ମୁମ୍ବାଇ,30/12 : ମହାରାଷ୍ଟ୍ର କ୍ୟାବିନେଟ୍ର ପ୍ରଥମ ସମ୍ପ୍ରସାରଣରେ ଉପ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏନ୍ସିପି ନେତା ଅଜିତ୍ ପଓ୍ବାର । ଏହା ସହିତ ଓ୍ବର୍ଲି ଆସନରୁ ବିଜୟୀ ହୋଇଥିବା ଶିବସେନାର ଆଦିତ୍ୟ ଠାକ୍ରେ କ୍ୟାବିନେଟ୍ ମନ୍ତ୍ରୀ ଭାବରେ ଶପଥ […]
ସମୀକ୍ଷା ବ୍ୟୁରୋ ମହାରାଷ୍ଟ୍ରର କ୍ଷମତା ହାତେଇବା ପରେ ଉଦ୍ଧବ ଠାକ୍ରେ ପୁତ୍ର ଆଦିତ୍ୟ ଠାକ୍ରେଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ୍ କରିଛନ୍ତି। ଶିବସେନା-କଂଗ୍ରେସ-ଏନ୍ସିପିର ମହାମେଣ୍ଟ ସରକାରେ ଆଦିତ୍ୟ ଠାକ୍ରେଙ୍କୁ କ୍ୟାବିନେଟ୍ ପଦ ମିଳିଛି। ତେବେ ଭାରତୀୟ ରାଜନୀତିରେ ପିତା-ପୁତ୍ରଙ୍କ ପ୍ରଥମ ଯୋଡ଼ି […]
ନୂଆଦିଲ୍ଲୀ, 30/12 : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୁରକ୍ଷା ଅଧିନିୟମ ଭଙ୍ଗ କରିଥିବା ନେଇ ସିଆରପିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି । ବିନା କୌଣସି ସୂଚନାରେ ବିଭିନ୍ନ ସ୍ଥାନକୁ ଭ୍ରମଣ କରି ସିଆରପିଏଫ୍ ନିୟମ ଭଙ୍ଗ କରିଛନ୍ତି ବୋଲି […]
ନୂଆଦିଲ୍ଲୀ,30/12 : ଜମ୍ମୁ କାଶ୍ମୀର ଏବଂ ଦିଲ୍ଲୀର 13ଟି ସ୍ଥାନରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଚଢାଉ କରାଯାଇଛି । ଅବୈଧ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ରଖିବା ମାମଲାରେ ଏହି ଚଢାଉ କରାଯାଇଛି । ଶ୍ରୀନଗର, ଜମ୍ମୁ, କାଶ୍ମୀର, ଗୁରୁଗାଓଁ ଏବଂ […]
ଉତ୍ତରପ୍ରଦେଶ, 30/12: ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍ ଶ୍ରଦ୍ଧାଳୁଙ୍କ ବିରୋଧରେ ମାମଲା ଦାଏର ହୋଇଛି। ଉତ୍ତରପ୍ରଦେଶର ପିଲିଭିତ୍ ଜିଲ୍ଲାର କିରତପୁର ଗୁରୁଦ୍ବାରଠାରୁ ରବିବାର ଦିନ ଶହୀଦ୍ ଦିବସ (ଗୁରୁ ଗୋବିନ୍ଦ ସିଂହଙ୍କ ପୁତ୍ରଙ୍କ ସ୍ମୃତି ) ଉଦ୍ଦେଶ୍ୟରେ […]
ମୁମ୍ବାଇ,30/12 : ମହାରାଷ୍ଟ୍ର କ୍ୟାବିନେଟ୍ର ପ୍ରଥମ ସମ୍ପ୍ରସାରଣ ଆଜି ଅନୁଷ୍ଠିତ ହେବାକୁ ଯାଉଛି । ଏନ୍ସିପି ନେତା ଅଜିତ୍ ପଓ୍ବାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ପଦ ମିଳିବାର ସମ୍ଭାବନା ରହିଥିବା ବେଳେ ଆଦିତ୍ୟ ଠାକ୍ରେଙ୍କୁ ପକ୍ରଥମ ଥର ପାଇଁ ମନ୍ତ୍ରୀ ପଦ ମିଳିବାର […]
ନୂଆଦିଲ୍ଲୀ, 30/12: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକତା ସଂଶୋଧନ କାନୁନ୍ (ସିଏଏ)ର ସମର୍ଥନ ପାଇଁ ଅନଲାଇନ୍ ପ୍ରଚାର ଆରମ୍ଭ କରିଛନ୍ତି । ହ୍ୟାଜଟ୍ୟାଗ୍ ଇଣ୍ଡିଆ ସପୋର୍ଟସ୍ ସିଏଏ ହ୍ୟାଜ୍ଟ୍ୟାଟ୍ ରେ ପ୍ରଧାନମନ୍ତ୍ରୀ ମୋଦି ଏହି ଟୁଇଟ୍ କରି କ୍ୟାମ୍ପନେର ଆରମ୍ଭ କରି […]
ନୂଆଦିଲ୍ଲୀ,30/12 : ଭାରତୀୟ ନୌସେନା ପକ୍ଷରୁ ଫେସ୍ବୁକ୍ ଏବଂ ସ୍ମାର୍ଟଫୋନ୍ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି । ଭାରତୀୟ ନୌସେନାର ଗୁରୁତ୍ବପୂର୍ଣ୍ଣ ତଥ୍ୟ ଲିକ୍ ହେଉଥିବାରୁ ସୋମବାର ନୌସେନା ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହିତ ଅଧିକାରୀଙ୍କ […]
କେଦାର ମିଶ୍ର ଅମିତ ଶାହ ଗୃହମନ୍ତ୍ରୀ ହେବା ପରେ ଦିଲ୍ଲୀ ରାଜନୀତି ସହ ପରିଚିତ ଜଣେ ବିଶିଷ୍ଟ ସାମ୍ବାଦିକ ଲେଖିଥିଲେ-ଆଉ ସେ ଆଗପରି, ନିଜ ସାହେବଙ୍କ ଆଜ୍ଞାଧୀନ ସେନାପତି ନୁହନ୍ତି, ସେ ନିଜେ ସାହେବ । ୨୦୧୪ ରୁ ୨୦୧୯ ପର୍ୟନ୍ତ ଅମିତ […]
ନୂଆଦିଲ୍ଲୀ,29/12 : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ପୋଲିସ୍ ଆକ୍ରମଣକୁ ନିନ୍ଦା କରିଛନ୍ତି କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା । ପ୍ରିୟଙ୍କା ଗାନ୍ଧୀ-ନେହେରୁ ପରିବାରର ସଦସ୍ୟ ହୋଇଥିବା ବେଳେ ଯଦି ତାଙ୍କ ସହିତ ଏପରି ହୋଇ ପାରୁଛି ତେବେ ସାଧାରଣ ଜନତାଙ୍କ […]
ନୂଆଦିଲ୍ଲୀ,29/12 : ତଳିପେଟରେ ଯନ୍ତ୍ରଣା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ମୁଲାୟମ ସିଂ ଯାଦବ । ପୂର୍ବତନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ମୁଲାୟମଙ୍କୁ ରବିବାର ଦିନ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ବାସ୍ଥ୍ୟାବସ୍ଥା […]
ଥିରୁଅନନ୍ତପୁରମ୍,29/12 : ଜାମିଆ ମାଲିଆ ଛାତ୍ରୀ ଆୟେଶା ରାନ୍ନାଙ୍କ କ୍ଷମା ପ୍ରାର୍ଥନା କରିଛନ୍ତି ସିପିଆଇ ଏମ୍ ନେତୃବୃନ୍ଦ । ଆୟେଶାଙ୍କ କ୍ଷମା ପ୍ରାର୍ଥନା ଦାବି କରିବା ସହିତ ମଲ୍ଲାପୁରମରେ ସିପିଆଇଏମ ପକ୍ଷରୁ ଏକ ପ୍ରତିବାଦ ଶୋଭା ଅନୁଷ୍ଠିତ ହୋଇଯାଇଛି । ସିଏଏ […]
ନୂଆଦିଲ୍ଲୀ, 29/12 : ନୂଆଦିଲ୍ଲୀରେ ନୂତନ ସିଆରପିଏଫ୍ ମୁଖ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସିଆରପିଏଫ୍ ଯବାନଙ୍କୁ ବାର୍ଷିକ 100 ଦିନ ଛୁଟି ମିଳିବା ନେଇ ଶାହା ଘୋଷଣା କରିଛନ୍ତି […]
ରାଞ୍ଚି,29/12 : ଝାରଖଣ୍ଡର 11 ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ହେମନ୍ତ ସୋରେନ୍ । ମୋରବଡି ଗ୍ରାଉଣ୍ଡରେ ହେମନ୍ତଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ […]