ଜାତୀୟ ଖବର

ନୂଆଦିଲ୍ଲୀ: ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧ ଫେବୃଆରୀ ୨୪ ତାରିଖରେ ଆରମ୍ଭ ହୋଇଥିଲା। ଯୁଦ୍ଧ…

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗର ୧୫ ତମ ସିଜିନର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୬ ତାରିଖରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ…

ନୂଆଦିଲ୍ଲୀ: କୋଇଲା ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ଥରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସମନ କରିଛି। ସୂଚନା ଅନୁଯାୟୀ,…

କରାଚି: କରାଚିରେ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍ ଏକ ଆକର୍ଷଣୀୟ ଢଙ୍ଗରେ ଶେଷ ହୋଇଛି। ଏହି ଟେଷ୍ଟରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନମାନେ ଗତ ଦୁଇ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସମୁଦାୟ ୨ ହଜାର ୫୩୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯାହା ଗତକାଲି ତୁଳନାରେ ୧୧.୭ ପ୍ରତିଶତ କମ୍…

ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ୧୬ ମାର୍ଚ୍ଚ, ୨୦୨୨ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନଙ୍କୁ କୋଭିଡ ୧୯ ପ୍ରତିଷେଧକ ଟିକା ମାଗଣାରେ ଦିଆଯିବ। ଏଥିସହିତ ସମସ୍ତ…

ବେଙ୍ଗାଲୁରୁ: ହିଜାବ ମାମଲା ସମ୍ପର୍କରେ କର୍ଣ୍ଣାଟକ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ଆବେଦନ କରିଥିବା ପାଞ୍ଚଜଣ ମୁସଲମାନ ଛାତ୍ରୀ ନିରାଶ ହୋଇଛନ୍ତି। ହାଇକୋର୍ଟ ଏହି ରାୟରେ କହିଛନ୍ତି ଯେ,…

ଚଣ୍ଡିଗଡ: ପଞ୍ଜାବ ବିଧାନସଭା ନିର୍ବାଚନରେ ​​କଂଗ୍ରେସର ପରାଜୟ ପରେ ରାଜ୍ୟରେ କଂଗ୍ରେସର ବିବାଦ ବଢିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍ ଚାନ୍ନିଙ୍କ ଉପରେ କଂଗ୍ରେସ ନେତାମାନେ ଅସନ୍ତୋଷ…

ବାଙ୍ଗାଲୋର: ବାଙ୍ଗାଲୋରର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୨୩୮ ରନରେ ପରାସ୍ତ କରିଛି। ଏହା ସହ ଟିମ୍ ଇଣ୍ଡିଆ ୨-୦ ରେ…

ଭୁବନେଶ୍ବର: ଦିବ୍ୟାଙ୍ଗ ମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର (NCSCDA), ଭୁବନେଶ୍ୱର, ରୋଜଗାର ମହାନିର୍ଦେଶାଳୟ (ଡିଜିଇ), ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ, ଭାରତ ସରକାର ଏବଂ…

ନୂଆଦିଲ୍ଲୀ: ସଂସଦରେ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି। ଏହି ଅଧିବେଶନ 8 ଏପ୍ରିଲ ପର୍ଯ୍ୟନ୍ତ ଜାରି ରହିବ। ଯେଉଁଥିରେ ବିରୋଧୀ ବେରୋଜଗାର ବୃଦ୍ଧି,…

ରାୟପୁର: ଛତିଶଗଡର ନାରାୟଣପୁରରେ ନକ୍ସଲମାନଙ୍କ ଦ୍ୱାରା ଲଗାଯାଇଥିବା ଆଇଇଡି ବୋମା ବିସ୍ଫୋରଣ ଯୋଗୁଁ ଜଣେ ଯବାନ ସହିଦ ହୋଇଛନ୍ତି। ଏଥିସହ ଅନ୍ୟ ଜଣେ ଯବାନ ଆହତ ହୋଇଥିବା…

ଭୋପାଳ: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଗୁପ୍ତଚର ଏଜେନ୍ସି ଆତଙ୍କବାଦୀଙ୍କ ଏକ ବଡ଼ ଯୋଜନା ପଣ୍ଡ କରିଦେଇଛି। ସନ୍ଦିଗ୍ଧ ଆତଙ୍କବାଦୀମାନେ ପୁରୁଣା ସହରର ଏଶବାଗ ପୋଲିସ ଷ୍ଟେସନଠାରୁ ୨୦୦…

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣର ଆଜି ହେଉଛି ୧୮ ତମ ଦିନ। ବିନାଶ ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ଋଷର ସେନା ୟୁକ୍ରେନର ରାଜଧାନୀ କିବ୍…

ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ ୩ ୧୧୬ ଟି ନୂଆ ମାମଲା ଚିହ୍ନଟ ହୋଇଛି। ସେହିଭଳି…

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (AAP) ନେତା ଭାଗୱାନ୍ତ ମନ୍ ଆଜି ପଞ୍ଜାବର ରାଜ୍ୟପାଳ ବନୱାରୀ ଲାଲ ପୁରୋହିତଙ୍କୁ ଭେଟିଛନ୍ତି। ଏହି ସାକ୍ଷାତରେ ସେ ପଞ୍ଜାବରେ ସରକାର…

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ତିନିରୁ ଚାରିଟି ଅଞ୍ଚଳରେ ଏନକାଉଣ୍ଟର ଖବର ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ସମୁଦାୟ ୪ ଜଣ ଆତଙ୍କବାଦୀ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଉତ୍ତର-ପୂର୍ବ ଅଞ୍ଚଳରେ ଥିବା ଗୋକୁଲପୁରୀରେ ଅବସ୍ଥିତ ବସ୍ତିରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ବସ୍ତି ଜଳୁଥିବା…

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ଦୁଇଦିନିଆ ଗୁଜୁରାଟ ଗସ୍ତ ବେଳେ ତାଙ୍କ ମାଆ ହୀରାବେନ ମୋଦିଙ୍କୁ ସାକ୍ଷାତ କରିଛନ୍ତି। ମୋଦି ଗାନ୍ଧୀନଗରରେ ଥିବା ନିଜ ବାସଭବନକୁ ଯାଇ ପ୍ରଥମେ…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଏହି ପାଞ୍ଚଟି ରାଜ୍ୟ ମଧ୍ୟରୁ ୪ ଟିରେ ବିଜେପି ସଂଖ୍ୟାଗରିଷ୍ଠତା…