ଜାତୀୟ ଖବର

ବେଜିଂ, ସାରା ବିଶ୍ବକୁ ଏକ ସାଂଘାତିକ ସ୍ଥିତିରେ ପକାଇ ଦେଇଥିବା ଚୀନର ଉହାନ ସହର ବର୍ତ୍ତମାନ ବିପଦମୁକ୍ତ। ଦୀର୍ଘ ଦୁଇମାସ ଧରି ସେଠାରେ ଲକଡାଉନ ଜାରୀ ହେବା…

ତାମିଲନାଡୁ : ଚୀନରୁ ବୁହାନ ସହରରୁ ବ୍ୟାପିଥିବାବେଳେ ଭାରତରେ ବି ଏହାର କାୟା ବିସ୍ତାର କରିଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ମୃତକଙ୍କ 24ରେ…

ନୂଆଦିଲ୍ଲୀ : ଲକ୍‌ଡାଉନ୍‌ ସମୟରେ ଦିଲ୍ଲୀରୁ ଚାଲି ଚାଲି ମୁରୈନ୍‌ର ବଡଫେରା ଗ୍ରାମକୁ ଯାଉଥିବା ଜଣେ 39 ବର୍ଷୀୟ ଯୁବକଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣକ ଦିଲ୍ଲୀରୁ…

ଜମ୍ମୁକାଶ୍ମୀର : ଜମ୍ମୁକାଶ୍ମୀରରୁ କରୋନା ଭାଇରସ୍‌ ଯୋଗୁଁ ଆଉ ଜଣକର ମୃତ୍ୟୁ ହୋଇଛି । ଏହି ପୀଡ଼ିତଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। କାଶ୍ମୀରର ବାରମୂଲା ଜିଲ୍ଲାର…

ଗୁଜୁରାଟ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରମାନେ ମୁକାବିଲା କରିବା ପାଇଁ କଡା ପଦକ୍ଷେପ ନେଉଛନ୍ତି। ଏହି କ୍ରମେ ଗୁଜୁରାଟ…

ବିହାର : ବିହାରର ମୁଖ୍ୟମନ୍ତ୍ରୀ ନିତୀଶ୍‌ କୁମାର ପ୍ରବାସୀ ଶ୍ରମିକ ବା ଖଟିଖିଆଙ୍କ ପାଇଁ ସୀମାବର୍ତ୍ତୀ ଜିଲ୍ଲାରେ କ୍ୟାମ୍ପ୍‌ ନିର୍ମାଣ କରିବାର ଘୋଷଣା କରିଛନ୍ତି । ନୀତିଶ୍‌…

ନୂଆଦିଲ୍ଲୀ : ସାରା ଦୁନିଆରେ କରୋନା ତା’ର ତାଣ୍ଡବ ରଚୁଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 1000 ଟପି ସାରିଲାଣି…

ନୂଆଦିଲ୍ଲୀ, କରୋନା ସଂକ୍ରମଣର ଭୟାଭୟତାକୁ ଦୃଷ୍ଟିରେ ରଖି ଲକଡାଉନ ଘୋଷଣା କରାଯାଇଥିଲେ ମଧ୍ୟ ବିଦ୍ୟୁତ ଉତ୍ପାଦନ, ସରବରାହ, ବଂଟନ ଓ ଏହାର ପଦ୍ଧତିଗତ କାର୍ଯ୍ୟକ୍ରମରେ ବିଭାଗୀୟ କର୍ମଚାରୀମାନେ…

ଲକ୍ଷ୍ନୌ : ଦେଶରେ କରୋନା ଆତଙ୍କର ମୁକାବିଲା କରିବା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏକାଧିକ କ୍ରିକେଟର ଏବଂ ବଲିଉଡ୍‌ କଳାକାର ସହାୟତାର ହାତ ବଢାଇଛନ୍ତି…

ନୂଆଦିଲ୍ଲୀ, କରୋନା ରୋଗ ବର୍ତ୍ତମାନ ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରୁ ମୁକୁଳିବା ପାଇଁ ଯଥେଷ୍ଠ ପରିମାଣର ମାନବ ସମ୍ବଳ, ମେଡିକାଲ ଉପରଣ ଏବଂ ଶଯ୍ୟାର…

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ସ୍ବତନ୍ତ୍ର କେୟାର ଫଣ୍ଡ ଗଠନ କରାଯିବା ପରେ ସହାୟତାର ସୁଆ ଛୁଟିଛି । ବଲିଉଡ୍‌ କଳାକାର ଅକ୍ଷୟ କୁମାର…

ମୁମ୍ବାଇ : କରୋନା ସଙ୍କଟ ସମୟରେ ଏହାର ମୁକାବିଲା କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପକ୍ଷରୁ ଶନିବାର ସ୍ବତନ୍ତ୍ର କେୟାର ଫଣ୍ଡ ଗଠନ କରାଯାଇଥିଲା। ଏହାପରେ ବଲିଉଡ୍‌…

କେରଳ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୯୦୦ ଡେଇଁ ଯାଇଥିବା ବେଳେ କେରଳରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ ହୋଇଛି।  ସାରା ଭାରତରେ କରୋନା…

ଗଂଜାମ, ବର୍ତ୍ତମାନ ଲକଡାଉନ ଅବସ୍ଥାରେ ଥଣ୍ଡାକାଶ ପରି ରୋଗ ହେଲେ ଡାକ୍ତରଙ୍କୁ ଦେଖା କରିବା ଅସମ୍ଭବ। ହେଲେ ଏହି ସମସ୍ୟାକୁ ଦୂର କରିବା ପାଇଁ ଗଂଜାମ ଜିଲ୍ଲା…

ନୂଆଦିଲ୍ଲୀ, ସର୍ବସାଧାରଣଙ୍କ ଅବଗତି ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ତରଫ ସର୍ବଭାରତୀୟ କୋଭିଡ19 ଭୂତାଣୁ ପରୀକ୍ଷାଗାରର ତାଲିକା ପ୍ରକାଶ କରାଯାଇଛି। ଏଥିରେ ମୋଟ 85 ସ୍ବୀକୃତି ପ୍ରାପ୍ତ…

ନୂଆଦିଲ୍ଲୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଦେଶର ୮ଟି ରାଜ୍ୟପାଇଁ ୫୭୫୧କୋଟି ୨୭ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ରାଶି ଅନୁମୋଦନ…

ତାମିଲନାଡୁ : କରୋନା ଭାଇରସ୍‌ର ପ୍ରକୋପ ସାରା ଦେଶରେ ବଢି ଚାଲିଥିବାବେଳେ ଏହି ଭାଇରସ୍‌ ସହ ଲଢିବା ପାଇଁ ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକଙ୍କୁ…

ଚଣ୍ଡିଗଡ଼: ହରିୟାଣାର ପାନିପାତ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୩୬ ବର୍ଷୀୟ ଗ୍ରୋସରୀ ବିକ୍ରେତା ତାଙ୍କ ପତ୍ନୀ ଏବଂ ଦୁଇ ପିଲାଙ୍କୁ ଲାଇସେନ୍ସପ୍ରାପ୍ତ…

ନୂଆଦିଲ୍ଲୀ : ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 19କୁ ବୃଦ୍ଧି ପାଇଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 886ରେ ପହଞ୍ଚିଛି। ବର୍ତ୍ତମାନ ସାରା ଦେଶରେ  748…

ତେଲେଙ୍ଗାନା: ତେଲେଙ୍ଗାନାଠାରେ ଏକ ସଡକ ଦୁର୍ଘଟଣାରେ 5 ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଲକ୍‌ ଡାଉନ୍‌ କାରଣରୁ ନିଜ ଘରକୁ ଫେରୁଥିଲେ। ଏହି ଦୁର୍ଘଟଣାରେ 6ଜଣ ଗୁରୁତର…