ଜାତୀୟ ଖବର

ନୂଆଦିଲ୍ଲୀ, CBSE 12ଶ ପରୀକ୍ଷା ବର୍ତ୍ତମାନ ପରିସ୍ଥିତିରେ ହେବ କି ନାହିଁ ସେ ନେଇ ଆଜି ହୋଇପାରେ ନିଷ୍ପତ୍ତି। କାରଣ ଆଜି ଏ ନେଇ ସୁପ୍ରିମ କୋର୍ଟରେ ଶୁଣାଣି…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୧୨୮ ଜଣ ଆକ୍ରାନ୍ତଙ୍କ…

ଭୁବନେଶ୍ୱର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପ୍ୟାକ୍ସ ଏବଂ ଲ୍ୟାମ୍ପସ୍‌ ଜରିଆରେ ରାଜ୍ୟର ୧୪ଟି ଜିଲ୍ଲାରୁ ଅଦ୍ୟାବଧି ୪ ଲକ୍ଷ ୨୫ ହଜାର…

ଭୁବନେଶ୍ବର, ଦୁଇ ଥର ରାଜ୍ୟରେ ଜାରି କରାଯାଇଥିବା ଲକ୍‌ଡାଉନ୍‌ରୁ ଅନେକ ସଫଳତା ମିଳିଛି। ଗତ ୨୫ ଦିନ ମଧ୍ୟରେ ପରୀକ୍ଷା ଓ ପଜିଟିଭ ଅନୁପାତ ଶତକଡ଼ା ୨୫ରୁ…

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ତିନି ଦିନ ବିଳମ୍ବରେ ପହଞ୍ଚିବ। ଆସନ୍ତା ୩ ତାରିଖ ଦିନ କେରଳରେ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ…

ନୂଆଦିଲ୍ଲୀ, କୋଭିଡର ଦ୍ୱିତୀୟ ତରଙ୍ଗକୁ ସାମ୍ନା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କରୋନା ଯୋଦ୍ଧାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି ଯେ…

ନୂଆଦିଲ୍ଲୀ: କରୋନା ଗ୍ରାଫ ଏବେ ତଳ ମୁହାଁ ହୋଇଥିଲେ ମଧ୍ୟ ଦେଶରେ ବିପଦ ଏଯାଏଁ ଟଳିନି। ଦେଶରେ ଏବେ ଦେଢ ଲକ୍ଷରୁ ଉର୍ଦ୍ଧ୍ଵ କରୋନା ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ଗୋଆ ରାଜ୍ୟ ଦିବସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଗୋଆ ଏହାର ସୁନ୍ଦର ଉପକୂଳ ଏବଂ ଆତିଥ୍ୟ ପାଇଁ…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରିୱାରେ ଆଜି ବିଜେପି ବିଧାୟକ ନିଜ ସରକାର ବିରୋଧରେ ଧାରଣାରେ ବସିଛନ୍ତି। ଫଳରେ ସରକାର ଏବଂ ଦଳକୁ ଏକ ପ୍ରକାର ଚିନ୍ତାରେ ପକାଇଦେଇଛି। ମଧ୍ୟପ୍ରଦେଶର…

ନୂଆଦିଲ୍ଲୀ: କରୋନା ସମୟରେ ରୋଜଗାର କରୁଥିବା ପରିବାରର ଏକମାତ୍ର ସଦସ୍ୟଙ୍କ ମୃତ୍ୟୁରେ ପରିବାରର ଆର୍ଥିକ ସଙ୍କଟକୁ ହ୍ରାସ କରିବା ପାଇଁ କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ…

ନୂଆଦିଲ୍ଲୀ, କୋଭିଡ ରିଲିଫ ସାମଗ୍ରୀରୁ ଜିଏସଟି  ଛାଡ ମାମଲାଗୁଡ଼ିକର ଯାଞ୍ଚ ପାଇଁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଏକ ମନ୍ତ୍ରୀ ଗୋଷ୍ଠୀ ଗଠନ କରିଛି। ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ…

ନୂଆଦିଲ୍ଲୀ: ଜାତିସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରାଯାଇଛି। ବିପର୍ଯ୍ୟୟ ପରିଚାଳନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଜାତିସଂଘ ପ୍ରଶଂସା କରିଛି। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡିଶା…

ନୂଆଦିଲ୍ଲୀ, ମେ 30 ତାରିଖରେ ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଲଗାତର ଭାବେ ସେ ଦୁଇଥର ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ମେ…

ନୂଆଦିଲ୍ଲୀ: ଗତ ୪୬ ଦିନ ପରେ କରୋନା ମାମଲା ସବୁଠାରୁ କମ ରହିଛି। ଏହାସହ ଲଗାତର ୧୭ ଦିନ ଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ଠାରୁ ଅଧିକ ସଂଖ୍ୟକ…

ନୂଆଦିଲ୍ଲୀ, ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR) ଶିଶୁ ଆଇନ, ୨୦୧୫ଧାରା ୧୦୯ ଅଧୀନରେ କୋଭିଡ-୧୯ ଯୋଗୁଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ପିଲାମାନଙ୍କ ସୁରକ୍ଷା…

ନୂଆଦିଲ୍ଲୀ, କୋଭିଡ-୧୯ କାରଣରୁ ନିଜର ମାତାପିତାଙ୍କୁ ହରାଇ ଅନାଥ ହୋଇଥିବା ଶିଶୁଙ୍କୁ ସହାୟତା ଯୋଗାଇ ଦେବା ନିମନ୍ତେ କିଭଳି ପଦକ୍ଷେପ ନିଆଯାଇପାରିବ ସେ ସମ୍ପର୍କରେ ଆଲୋଚନା ଓ…

ନୂଆଦିଲ୍ଲୀ, ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ରେମଡେସିଭିର ଉତ୍ପାଦନ ଦଶଗୁଣା ବୃଦ୍ଧି କରାଯାଇଛି। ୧୧ ଏପ୍ରିଲରେ…

ଭୁବନେଶ୍ବର, ସାରା ଦେଶରେ ବର୍ତ୍ତମାନ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକୁ ନେଇ ବେଶ ପ୍ରସଂଶା ସହିତ ଚର୍ଚ୍ଚା ମଧ୍ୟ ଚାଲିଛି। ତାହା ହେଲା ଯେ, ବାତ୍ୟା କ୍ଷୟକ୍ଷତି ଭରଣା…

ନୂଆଦିଲ୍ଲୀ: ଯୋଗ ଗୁରୁ ରାମଦେବ ବାବାଙ୍କ ସମସ୍ୟା କମିବାର ନାଁ ଧରୁନି। ଇଣ୍ଡିଆନ ମେଡିକାଲ ଆସୋସିଏସନ ପରେ ଏବେ ଫେଡେରେସନ ଅଫ ଅଲ ଇଣ୍ଡିଆ ମେଡିକାଲ ଆସୋସିଏସନ…

ନୂଆଦିଲ୍ଲୀ: କୋଭିଡରେ ବାପା ମା’ଙ୍କୁ ହରାଇଥିବା ଅନାଥ ପିଲାଙ୍କ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ କେୟାରସ୍ ଫଣ୍ଡରୁ କେନ୍ଦ୍ରର ଆର୍ଥିକ ସହାୟତା ଘୋଷଣା…

ଭୁବନେଶ୍ବର: ଆଇପିଏଲ-୧୪ ର ବାକି ମ୍ୟାଚଗୁଡିକ ୟୁଏଇରେ ଖେଳାଯିବ। ଏନେଇ ବିସିସିଆଇର ବୈଠକରେ ନିଷ୍ପତ୍ତି ହୋଇଛି। ଆଇପିଏଲରେ ଆହୁରି ୩୧ ଟି ମ୍ୟାଚ ଖେଳାଯିବା ବାକି ଅଛି।…