ଜାତୀୟ ଖବର

ବ୍ରିସବେନ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ନିର୍ଣ୍ଣାୟକ ଟେଷ୍ଟରେ ଅଷ୍ଟ୍ରେଲିଆ ଦ୍ଵିତୀୟ ପାଳିରେ ୨୯୪ରେ ସମସ୍ତ ୱିକେଟ ହରାଇଛି। ହେଲେ ଜିତିବାକୁ ହେଲେ ଭାରତୀୟ ଦଳକୁ ୩୨୮ ରନ…

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ବେଶ୍ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଆଜି ନନ୍ଦିଗ୍ରାମରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମ୍ବୋଧିତ…

ନୂଆଦିଲ୍ଲୀ, ସୈଫ ଅଲ୍ଲୀ ଖାନଙ୍କ ଅଭିନୀତ ୱେବ୍ ସିରିଜ୍ ‘ତାଣ୍ଡବ’ର ମୁକ୍ତିଲାଭକୁ ନେଇ ବିବାଦ ଦେଖା ଦେଇଛି। ୱେବ୍ ସିରିଜରେ ହିନ୍ଦୁ ଭାବନାକୁ ଖରାପ ଢଙ୍ଗରେ ଚିତ୍ରଣ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୭୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୪୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ…

ଭୁବନେଶ୍ବର, କଂଗ୍ରେସ ସଭାପତି ନିରଂଜନ ପଟ୍ଟନାୟକଙ୍କୁ ଆଜି କେତେକ ଦୁର୍ବତ ଆକ୍ରମଣ କରିଛନ୍ତି। ନିରଂଜନ ନିଜ ଗାଡିରେ ବ୍ୟକ୍ତିଗତ ସୁରକ୍ଷା କର୍ମିଙ୍କ ସହ ନେଇ କେନ୍ଦୁଝର ଯାଉଥିଲେ।…

ମୁମ୍ବାଇ, ପଶ୍ଚିମବଂଗ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବ ମହାରଷ୍ଟ୍ର ସରକାରରେ ଥିବା ଶିବସେନା ଦଳ। ଆଜି ଏ ନେଇ ଦଳର ବରିଷ୍ଠ ନେତା ତଥା ସାଂସଦ ସଂଜୟ ରାଉତ…

ଭୁବନେଶ୍ବର, ଆଜି ରାତିରେ ପାଞ୍ଚୋଟି ଜିଲ୍ଲାରେ ଦେଖାଦେବ ଘନ କୁହୁଡି। ଏପରିକି ଏହି କୁହୁଡି ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ରହିବ। ସେଥିପାଇଁ ଏହି ଜିଲ୍ଲାର ଜିଲ୍ଲାପଳଙ୍କୁ ସତର୍କ…

ନୂଆଦିଲ୍ଲୀ, ଭାରତ ରତ୍ନ ଏମଜିଆରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତ ରତ୍ନ ଏମଜିଆର ବହୁ…

ବ୍ରିସବେନ: ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ନିର୍ଣ୍ଣାୟକ ଟେଷ୍ଟରେ ଭାରତ ପ୍ରଥମ ପାଳିରେ ୩୩୬ ରନ କରି ସମସ୍ତ ୱିକେଟ ହରାଇଛି। ଅଷ୍ଟ୍ରେଲିଆ ପ୍ରଥମ ପାଳିରେ ଭାରତ…

ଓସଲୋ: ଫାଇଜର କୋଭିଡ ଟିକା ନେବା ପରେ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ୧୩ ଜଣଙ୍କ ଟିକାର ପାର୍ଶ୍ଵ ପ୍ରତିକ୍ରିୟା ଯୋଗୁଁ ହୋଇଛି ବୋଲି ଜଣାପଡିଛି। ଏହିପରି ଏକ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୪୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୮୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ…

ପାନାଜି, ଗୋଆରେ ଅନୁଷ୍ଠିତ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ ଆଇଏଫଏଫଆଇ ର ୫୧ତମ ସଂସ୍କରଣ ଆରମ୍ଭ ହୋଇଛି। ଏଥିରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା…

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶର କୋଣଅନୁକୋଣରେ ପହଞ୍ଚିବାକୁ ଥିବା ଏହା…

ନୂଆଦିଲ୍ଲୀ, ଆଜି କରୋନା ମାହାମାରୀ ମୁକାବିଲା ପାଇଁ ଆରମ୍ଭ ହୋଇଛି ଟୀକାଦାନ ପକ୍ରିୟା। ଦେଶର ପ୍ରାୟ 3 ହଜାର କେନ୍ଦ୍ରରେ ଏହି ଟୀକା ପ୍ରଦାନ କରାଯାଇଛି। ବର୍ତ୍ତମାନ…

ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ନିମ୍ନ ୨୧ ଟି ଯୋଡ଼ା ବିଶେଷ ଟ୍ରେନ ଗୁଡିକର ଚଳାଚଳ ଅବଧିକୁ ୨୦୨୧ ମାର୍ଚ୍ଚ ମାସ ଶେଷ ପର୍ଯ୍ୟନ୍ତ…

ଭୁବନେଶ୍ବର, ଓଡିଶାରେ କରୋନା ଟୀକାକରଣ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ସଚିବଙ୍କ ଉପସ୍ଥିତିରେ କ୍ୟାପିଟାଲ ହସପିଟାଲରେ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ଟୀକା ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ…

ନୂଆଦିଲ୍ଲୀ, ଆଜି ସାରା ଭାରତରେ ଆରମ୍ଭ ହୋଇଛି କୋଭିଡ ଟୀକାକରଣ। ପ୍ରଥମେ ନୂଆଦିଲ୍ଲୀରେ ଏହି ଟୀକକରଣ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଏହି…

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଭାରତରେ ଆରମ୍ଭ ହୋଇଛି କରୋନା ଟୀକାକରଣ ଅଭିଯାନ। ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୀକା ଅଭିଯାନର ଶୁଭାରମ୍ଭ କରିଛନ୍ତି।…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ…

ଭୁବନେଶ୍ବର, ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ହେଉଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଏକକ, ଯୁଗଳ ଏବଂ ବୃନ୍ଦ ନୃତ୍ୟ ପ୍ରଦର୍ଶିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମର…