ଜାତୀୟ ଖବର

ଭୁବନେଶ୍ବର, ବର୍ତ୍ତମାନ ଓଡିଶାରେ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ କରୋନା କଲବଲ କଲାଣି। ଏହି ଦୁଇ ଜିଲ୍ଲାରୁ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉ ନାହିଁ।…

ଭୁବନେଶ୍ବର, ସାରା ଓଡିଶାରେ ଲକ ଡାଉନ ଥିଲେ ମଧ୍ୟ କରୋନା ଗ୍ରାଫ୍ ଖସିବାର ନାଁ ଧରୁନି। ହେଲେ ପୂର୍ବରୁ ଯେପରି ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଳୀ, ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବଳୟ କ୍ରମଶଃ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ୟାସ’ ରୂପ ନେବାର ସମ୍ଭାବନା…

ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଓ ସାରମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡା ଶନିବାର ଦେଶରେ କ୍ରମବର୍ଦ୍ଧିଷ୍ଣୁ ମ୍ୟୁକୋରମାଏକୋସିସ୍ ବା ବ୍ଲାକ ଫଙ୍ଗସ ରୋଗର ସବିଶେଷ ସମୀକ୍ଷା କରିଛନ୍ତି। ସମୀକ୍ଷା…

ନୂଆଦିଲ୍ଲୀ, ବଙ୍ଗୋପ ସାଗରରେ ସୃଷ୍ଟ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ୟାସ୍‌’କୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରଣାଳୟ ଏବଂ ଏଜେନ୍ସିମାନଙ୍କ ଦ୍ୱାରା କିଭଳି ଭାବେ ସଫଳତାର ସହ ମୁକାବିଲା…

ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ଭବ୍ୟ ବାତ୍ୟା ସମୟରେ କୋଭିଡ ମୁକାବିଲା ନେଇ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ…

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ…

ଭୁବନେଶ୍ବର: ଫାଇଭ-ଟି ସଚିବ ଭିକେ ପାଣ୍ଡିୟାନଙ୍କୁ ପ୍ରେସିଡେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ଇଣ୍ଟରନ୍ୟାସନାଲ ହକି ଫେଡେରେସନ ପକ୍ଷରୁ ଶ୍ରୀ ପାଣ୍ଡିୟାନଙ୍କୁ ଏହି ଆୱାର୍ଡ ମିଳିଛି। ହକି କ୍ରିଡା…

ନୂଆଦିଲ୍ଲୀ: ଅଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ନେତା ଶରଜୀଲ ଉସମାନୀ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଏକ ଆପତ୍ତିଜନକ ଟ୍ବିଟ କରିଥିବା ଅଭିଯୋଗରେ ଉସମାନୀଙ୍କ…

ନୂଆଦିଲ୍ଲୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୱାନ୍ ଷ୍ଟପ୍ କେନ୍ଦ୍ର ବା ଓଏସସି ଯୋଜନା କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ସୁଦ୍ଧା 3 ଲକ୍ଷରୁ ଉର୍ଦ୍ଧ୍ୱ…

ଭୁବନେଶ୍ୱର, ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା; ଯଥା…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା  ଚିକିତ୍ସାଳୟଗୁଡିକରେ ଯେଉଁ ଚିକିତ୍ସା ଚାଲିଛି ତାହା ‘ରାମ ଭରସା’ ରେ ଚାଲିଛି। ଏକ ରାୟରେ ଏହିପରି କହିଥିଲେ ଆହ୍ଲାବାଦ…

ନୂଆଦିଲ୍ଲୀ: କରୋନା ଭୂତାଣୁର ପ୍ରକୋପ ସମଗ୍ର ଦେଶରେ ଜାରି ରହିଛି। କରୋନା ସଙ୍କଟରେ ଲୋକଙ୍କ ଢାଲ ହୋଇ ଛିଡା ହୋଇଥିବା ଡାକ୍ତରମାନଙ୍କର ମଧ୍ୟ ଏଥିରେ ଜୀବନ ଯାଉଛି।…

ନୂଆଦିଲ୍ଲୀ: ଦେଶରେ ଟୀକାକରଣକୁ ନେଇ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଏଗଜିକ୍ୟୁଟିଭ ଡାଇରେକ୍ଟର ସୁରେଶ ଯାଦବ ଏକ ମନ୍ତବ୍ୟ ରଖିଛନ୍ତି। ଟୀକାକରଣ ପ୍ରକ୍ରିୟାର ବିସ୍ତାର କରିବା ସମୟରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ଆକ୍ରାନ୍ତଙ୍କ…

ଭୁବନେଶ୍ବର, ଗୃହ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ସ୍ୱତନ୍ତ୍ର ରିଲିଫ କମିଶନର ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବମାନଙ୍କ ବାର୍ଷିକ ସମ୍ମିଳନୀ…

ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ…

ଭୁବନେଶ୍ବର, କରୋନା ଲଢ଼େଇରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଜକୁ ସାମିଲ କରିଛି ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ରହିବା ନିମନ୍ତେ ପାନ୍ଥନିବାସଗୁଡ଼ିକୁ…

ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାକୁ ୟଶ୍ କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ବଡ ନିଷ୍ପତି ଗ୍ରହଣ କରିଛି। ଏହି ବାତ୍ୟାରେ ଯାତ୍ରୀମାନଙ୍କ ସୁରକ୍ଷାକୁ ଧ୍ୟାନ ଦେଇ ରେଳବାଇ ଆଗୁଆ…

ଭୁବନେଶ୍ୱର: କେବଳ ଛୋଟ ପିଲା ଏବଂ ଗର୍ଭବତୀ ମା’ମାନଙ୍କ ପୋଷଣ ଓ ସ୍ୱାସ୍ଥ୍ୟରକ୍ଷା ପାଇଁ ନୁହେଁ, କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ…