ଝାରଖଣ୍ଡ : ଆପଣମାନେ ଫିଲ୍ମ କି ଧାରାବାହିକରେ ଲୁଟେରୀ ଦୁଲହନକୁ ଦେଖିଥିବେ। କିନ୍ତୁ ଝାରଖଣ୍ଡ ରୁ ସତରେ ଜଣେ ଯୁବତୀ ତିନି ଜଣଙ୍କୁ ଠକି ଲକ୍ଷାଧିକ ଟଙ୍କା…
ଜାତୀୟ ଖବର
ଭୁବନେଶ୍ବର, ଆସନ୍ତା ନଅ ତାରିଖରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁ ଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବ…
ଭୁବନେଶ୍ବର, ଆଜି ଓଡିଶାର ବିଭିନ୍ନ ଜିଲ୍ଲାରେ ଥିବା କୋଭିଡ ହସପିଟାଲ ଏବଂ କେୟାର ସେଣ୍ଟରରେ ଅଗ୍ନି ନିରୋଧ ପକ୍ରିୟା ଯାଞ୍ଚ ଆରମ୍ଭ ହୋଇଛି। ଅଗ୍ନିଶମ ବିଭାଗର ଡିଜି…
ଭୁବନେଶ୍ବର, ଆଇନ ଶୃଙ୍ଖଳା ପରିସ୍ଥିତିକୁ ବିକେନ୍ଦ୍ରୀକରଣ କରିବା ପାଇଁ ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତି ନେଇଛନ୍ତି। ତାହା ହେଲା ରାଜ୍ୟର ଛଅଟି ଥାନାକୁ ଦୁଇ…
ଥିରୁଅନନ୍ତପୁରମ : କେରଳରେ ପ୍ରବଳ ବର୍ଷା କାରଣରୁ ଭୂସ୍ଖଳନ ଘଟି 5 ଜଣଙ୍କର ମୃ୍ତ୍ୟୁ ଘଟିଛି । କେରଳର ଇଡୁକୀ ଜିଲ୍ଲାରେ ଶୁକ୍ରବାର ସକାଳୁ ଏହି ଘଟଣା…
ନୂଆଦିଲ୍ଲୀ, ଆଜି ଜମ୍ମୁ କାଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ପୂର୍ବତ୍ତନ ମନ୍ତ୍ରୀ ମନୋଜ ସିହ୍ନା। ଜମ୍ମୁକାଶ୍ମୀର ରାଜଭବନରେ ଆୟୋଜିତ…
ମୁମ୍ବାଇ, ଶେଷରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ମୁମ୍ବାଇ ଇଡି ଅଫିସରେ ହାଜର ହୋଇଛନ୍ତି। ଅର୍ଥ କାରାବାର ଉପରେ ଆଜି ହାଜର ହେବା ପାଇଁ ଇଡି ରିୟାଙ୍କୁ ସମନ…
ଭୁନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି। ଆଜି ଆସିଥିବା ସଦ୍ୟତମ ରିପୋର୍ଟ ଅନୁସାରେ…
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିତ ସୂଚନା ଅନୁସାରେ ଗତ 24ଘଣ୍ଟାରେ ସର୍ବାଧିକ 62,539ଜଣ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଭାରତରେ…
ଭୁବନେଶ୍ବର,ଭାରତର ସିଏଜି ଭାବେ ଗିରିଶ ଚନ୍ଦ୍ର ମୂର୍ମୁ ନିଯୁକ୍ତି ପାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିଛନ୍ତି। ଗତକାଲି ମୁର୍ମୁ ଭାରତ ସମୀକ୍ଷକ ଓ ମହାଲେଖ…
ନୂଆଦିଲ୍ଲୀ,ରସାୟନ ଏବଂ ସାର ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସୟୁ ଫର୍ଟିଲାଇଜର୍ସ ଏବଂ କେମିକାଲ୍ସ ଟ୍ରାଭାନକୋର ଲିମିଟେଡ (ଏଫଏସିଟି) ଚଳିତ ବର୍ଷ ମଧ୍ୟରେ ଉତ୍ପାଦନ ଏବଂ ବିକ୍ରୟ କ୍ଷେତ୍ରରେ…
ନୂଆଦିଲ୍ଲୀ, ସ୍ମାର୍ଟ ଇଣ୍ଡିଆ ହାକାଥନ (ଏସଆଇଏଚ)-୨୦୨୦ ପ୍ରତିଯୋଗିତାରେ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ବିଭାଗ, ଡିଆରଡିଓ ଅଧୀନ ସ୍ୱୟଂଶାସିତ ସଂସ୍ଥା, ଡିଫେନ୍ସ ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସ ଟେକ୍ନୋଲୋଜି…
ନୂଆଦିଲ୍ଲୀ, ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି। ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ। ଚଳିତବର୍ଷର…
ନୂଆଦିଲ୍ଲୀ, ଜମ୍ମୁ-କାଶ୍ମୀର ଉପ ରାଜ୍ୟପାଳ ଦାୟିତ୍ଵ ତୁଲାଉଥିବା ଓଡିଆ ଆଇଏଏସ ଅଧିକାରୀ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ କମ୍ପ୍ତ୍ରୋଲର ଆଣ୍ଡ ଅଡିଟର ଜେନେରାଲ ବା ଦେଶର ମହା…
ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୬,୧୨୧ ରୋଗୀ ସୁସ୍ଥ ହୋଇ ଘରକୁ ଫେରିବା ସହିତ ଭାରତର ସମୁଦାୟ କୋଭିଡ-୧୯ ରୋଗୀଙ୍କ ଆରୋଗ୍ୟ ସଂଖ୍ୟା ୧୩ ଲକ୍ଷ…
ନୂଆଦିଲ୍ଲୀ, ସୁନାମି ସତର୍କତା ଅବଲମ୍ବନ ଏବଂ ତଦନୁସାରେ ପ୍ରସ୍ତୁତ ରହି ଧନଜୀବନ ହାନିକୁ ହ୍ରାସ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ପ୍ରଥମ ଗ୍ରାମଭାବେ ଓଡ଼ିଶାର…
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ କେନ୍ଦ୍ର ଦ୍ବିତୀୟ ଦଫା ସହାୟତା ରାଶି ପ୍ରଦାନ କରିଛି । ଏନେଇ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍…
ଭୁବନେଶ୍ବର, ମାତ୍ରାଧିକ ବର୍ଷା ଦ୍ୱାରା ମୁମ୍ବାଇ ରେ ରେଳଧାରଣା ଉପରେ ପାଣି ଜମିରହିଥିବା ଯୋଗୁଁ ଗତକାଲି (୦୫.୦୮.୨୦୨୦ ବୁଧବାର) ମୁମ୍ବାଇରୁ ଛାଡିବାକୁ ଥିବା ୦୧୦୧୯ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ…
କାଶ୍ମୀର, ଆଜି ସକାଳେ ଦକ୍ଷିଣ କାଶ୍ମୀର ଭାସୁଠାରେ ଜଣେ ବିଜେପି ସରପଞ୍ଚଙ୍କୁ ସନ୍ତ୍ରସବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ତାଙ୍କ ନାମ ହେଉଛି ସାଜାଦ ଅହମ୍ମଦ ଖାଣ୍ଡି।…
ଉତ୍ତରପ୍ରଦେଶ : ଦୁନିଆର ସବୁଠୁ ସୁନ୍ଦର ଅନୁଭବ ହେଉଛି ପ୍ରେମ । ପ୍ରେମ ମଣିଷକୁ ବଞ୍ଚିବା ଶିଖାଇଥାଏ । କିନ୍ତୁ ଆଜି ବି କିଛି ମଣିଷ ଅଛନ୍ତି…
ଜମ୍ମୁକାଶ୍ମୀର : ଜମ୍ମୁ କାଶ୍ମୀରରେ ପୁଣି ଜଣେ ସରପଞ୍ଚକୁ ଆତଙ୍କୀମାନେ ହତ୍ୟା କରିଛନ୍ତି । କୁଲଗାମ ଜିଲ୍ଲା କାଞ୍ଜିଗୁଣ୍ଡ ବ୍ଲକର ଭେସୁ ଗ୍ରାମରେ ଭାରତୀୟ ଜନତା ପାର୍ଟିର…

