ଜାତୀୟ ଖବର

ମହାରାଷ୍ଟ୍ର : ମହରାଷ୍ଟ୍ରର ଅମରାବତୀ ଅଞ୍ଚଳରୁ ଏକ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ଲ୍ୟାବ୍‌ ଟେକ୍‌ନସିଆନ୍‌ କରୋନା ଟେଷ୍ଟ ପାଇଁ ଯୁବତୀଙ୍କ ପ୍ରାଇଭେଟ୍‌…

ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍ ରୁ ଜୁନ୍ ୨୦୨୦ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ରିଲାଏନ୍ସ ଜିଓର ନିଟ୍ ଲାଭରେ ୧୮୩ ପ୍ରତିଶତ ବୃଦ୍ଧି ଘଟି ଏହା…

ବିହାର: କରୋନାକୁ ନେଇ ଲୋକଙ୍କ ମନରେ ଏମିତି ଭୟ ବସା ବାନ୍ଧିଛି ଯେ ସେମାନେ ମାନବିକତା ମଧ୍ୟ ଭୁଲି ଯାଉଛନ୍ତି। ଏମିତି ଏକ ହୃଦୟ ବିଦାରକ ଦୃଶ୍ୟ…

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍‌ର ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ଆଜି ମିଳିତଭାବେ ମରିସସ୍ ର ନୂଆ ସୁପ୍ରିମକୋର୍ଟ ଭବନ ଉଦ୍‌ଘାଟନ କରିଛନ୍ତି। ଭିଡିଓ…

ନୂଆଦିଲ୍ଲୀ, ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ…

ନୂଆଦିଲ୍ଲୀ, ଦେଶରେ ବର୍ତ୍ତମାନ କରୋନା ଆରୋଗ୍ୟ ହାର 64 ଦଶମିକ 44 ପ୍ରତିଶତ ରହିଛି। କୋଭିଡ-19 ସ୍ଥିତି ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଅଫିସର ଅନ୍ ସ୍ପେଶାଲ…

ନୂଆଦିଲ୍ଲୀ, ନୂତନ ଜାତୀୟ ଶିକ୍ଷା ନୀତି 2020 ବୁଧବାର, ଜୁଲାଇ 29 ତାରିଖ ପ୍ରକାଶ ପାଇଛି। ଦେଶର ସାମଗ୍ରିକ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ କେନ୍ଦ୍ର…

ଅଯୋଧ୍ୟା, ଆସନ୍ତା ଅଗଷ୍ଟ 5 ତାରିଖ ବୁଧବାର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅନୁଷ୍ଠିତ ହେବ ଭୂମିପୂଜା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରାୟ 200…

ନୂଆଦିଲ୍ଲୀ,କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧି ଭଦ୍ରା ଦକ୍ଷିଣ ଦିଲ୍ଲୀସ୍ଥିତ ଲୋଧି ଇଷ୍ଟେଟରେ ଥିବା ସରକାରୀ ବଙ୍ଗଳା ଛାଡ଼ିଛନ୍ତି। ତାଙ୍କ ନିକଟରୁ ଏସପିଜି ସୁରକ୍ଷା ପ୍ରତ୍ୟାହାର କରି…

ପାଟନା, ବିହାରରେ ବନ୍ୟା ପରିସ୍ଥିତି ଅତି ଗୁରୁତର ଆକାର ଧାରଣ କରିଛି। 12ଟି ଜିଲ୍ଲା ବନ୍ୟାରେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ରାଜ୍ୟର ସମସ୍ତ ବଡ଼ ବଡ଼…

ନୂଆଦିଲ୍ଲୀ : ଦିଲ୍ଲୀରେ ଶସ୍ତା ହୋଇଛି ଡିଜେଲ୍‌ । ଦିଲ୍ଲୀସରକାର ଡିଜେଲ୍‌ ଉପରୁ ମୋଟା ଅଙ୍କର ଭାଟ୍‌ କାଟିଛନ୍ତି । ଡିଜେଲ୍‌ ଉପରୁ ଭାଟ୍‌ 30 ପ୍ରତିଶତରୁ…

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ତଥା ପୂର୍ବତନ ସାଂସଦ ସୋମେନ୍‌ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ 78 ବର୍ଷ ହୋଇଥିଲା। ଗତକାଲି…

ନୂଆଦିଲ୍ଲୀ : ଦେଶରେ ଗତ 24 ଘଣ୍ଟାରେ 52 ହଜାରୁର ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 775ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ  ଦେଶରେ କରୋନା …

ନୂଆଦିଲ୍ଲୀ, ପ୍ରଥମ 5ଟି ରାଫେଲ ଏୟାର କ୍ରାଫ୍ଟ ଆଜି ଅମ୍ବାଲାସ୍ଥିତ ବାୟୁ ସେନା ଷ୍ଟେସନରେ ପହଞ୍ଚିଛି। ଫ୍ରାନ୍ସର ମେରିଗନାକସ୍ଥିତ ଡାସଲ୍ଟ ଆଭିଏସନ କେନ୍ଦ୍ରରୁ ଗତ 27 ତାରିଖ…

ନୂଆଦିଲ୍ଲୀ, ଆଜି କେନ୍ଦ୍ର ଗୃହ ବିଭାଗ ଅନଲକ 3.0 ଜାରି କରିଛନ୍ତି। ଏଥିରେ ସ୍କଲ, କଲେଜ ଏବଂ କୋଚିଂ ସେଣ୍ଟର ଅଗଷ୍ଟ 31 ତାରିଖ ପର୍ଯ୍ୟନ୍ତ ବନ୍ଦ…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସରକାର “ଅନଲକ-୩” ପାଇଁ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନୂଆ ନିୟମ ଅନୁଯାୟୀ କେବଳ “କଣ୍ଟେନମେଣ୍ଟ ଜୋନ” ରେ ଲକ ଡାଉନ ଆସନ୍ତା…

ନୂଆଦିଲ୍ଲୀ, ଶେଷରେ ଭାରତ ମାଟି ଛୁଇଁଲା ଲଢୁଆ ବିମାନ ରାଫେଲ, ଗତକାଲି ଫ୍ରାନ୍ସରୁ ଏହି ବିମାନ ତାହାର ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା। ଆଜି ଅପରାହ୍ନରେ…

ଭୁବନେଶ୍ୱର: ପ୍ରତିବର୍ଷ କୃଷକ ଏବଂ ଯୁବପିଢ଼ୀଙ୍କ ପାଇଁ କେନ୍ଦ୍ରୀୟ ମଧୁର ଜଳଜୀବ ପାଳନ ଅନୁସନ୍ଧାନ ସଂସ୍ଥା(ସିଫା), କୌଶଲ୍ୟାଗଙ୍ଗରେ ମୁକ୍ତାଚାଷ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । ଏହି ପ୍ରଶିକ୍ଷଣ…

ନୂଆଦିଲ୍ଲୀ: ଗତ ସପ୍ତାହ ସାରା ଦେଶରେ ୪୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ସନ୍ଧ୍ୟା ସୁଦ୍ଧା ବିଭିନ୍ନ ରାଜ୍ୟ ସରକାର ପ୍ରକାଶ କରିଥିବା ତଥ୍ୟ…