ଥିରୁଅନନ୍ତପୁରମ : କେରଳର ଦ୍ବିତୀୟ କୋରୋନା ଭାଇରସ୍ ରୋଗୀ ଚିହ୍ନଟ ହୋଇଛି । ତିନି ଦିନ ପୂର୍ବରୁ ପ୍ରଥମ ରୋଗୀ ଚିହ୍ନଟ ହୋଇଥିବା ବେଳେ ରବିବାର ଦିନ…
ଜାତୀୟ ଖବର
ନୂଆଦିଲ୍ଲୀ : ଗତକାଲି ଉପସ୍ଥାପିତ ହୋଇଥିବା କେନ୍ଦ୍ରୀୟ ବଜେଟ୍କୁ ମିଶ୍ର ପ୍ରତିକ୍ରିୟା ମିଳିଥିବା ବେଳେ ସି ଭୋଟର ପକ୍ଷରୁ କରାଯାଇଥିବା ସର୍ବେକ୍ଷଣରେ ଏହାକୁ ପ୍ରଶଂସା କରାଯାଇଛି ।…
ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦିଆଯାଇ ପାରିବ ବୋଲି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟଙ୍କୁ କୁହାଯାଇଛି । ଶନିବାର ସଲିସିଟର…
ନୂଆଦିଲ୍ଲୀ : ଶନିବାର କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରାଯାଇଥିବା ବେଳେ ବୈଷୟିକ ସଶକ୍ତୀକରଣ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି । ବିଭିନ୍ନ ଅନ୍ତର୍ଜାତୀୟ କମ୍ପାନୀ ଯେପରିକି ଗୁଗୁଲ,…
କାବୁଲ : ଆଫଗାନିସ୍ତାନରେ 11 ଜଣ ତାଲିବାନୀ ଆତଙ୍କୀ ପ୍ରାଣ ହରାଇଛନ୍ତି । ଦକ୍ଷିଣ ଉରୁଜ୍ଗାନ୍ରେ ଆଫଗାନୀ ସେନା ପକ୍ଷରୁ ଏହି ଏନ୍କାଉଣ୍ଟରରେ 11 ତାଲିବାନୀ ଆତଙ୍କୀ…
ନୂଆଦିଲ୍ଲୀ : ଶାହିନବାଗରେ ପ୍ରତିବାଦକାରୀଙ୍କ ଉପରକୁ ଗୁଳିଚାଳନା । ଜାତୀୟ ରାଜନୀତିରେ ଗୁଳି ଚଳାଇବା ବର୍ତ୍ତମାନ ଏକ ଫ୍ୟାଶନରେ ପରିଣତ ହୋଇଛି । ଜାମିଆରେ ପ୍ରତିବାଦକାରୀଙ୍କ ଉପରକୁ…
ନୂଆଦିଲ୍ଲୀ : କେନ୍ଦ୍ରୀୟ ବଜେଟ୍ରେ ଦିଲ୍ଲୀକୁ ଗୁରୁତ୍ବ ଦିଆଯାଇନାହିଁ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମତ ଦେଇଛନ୍ତି । ଜାତୀୟ ରାଜଧାନୀ ଦିଲ୍ଲୀକୁ ବିଜେପି ପକ୍ଷରୁ…
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗତ କରାଯାଇଥିବା ବଜେଟ୍କୁ ଦୁର୍ବଳ ବୋଲି ଅଭିହିତ କରିଛନ୍ତି ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । ବଜେଟ୍ରେ ସାଧାରଣ…
ନୂଆଦିଲ୍ଲୀ : ଶନିବାର ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଭାରତୀୟ ରେଳବାଇର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି…
ଉତ୍ତରପ୍ରଦେଶ : ଆଜି ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଦଶନ୍ଧିର ପ୍ରଥମ ବଜେଟ୍କୁ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ବଜେଟ୍ ଉପସ୍ଥାପନ କରିଛନ୍ତି…
ନୂଆଦିଲ୍ଲୀ : ବଜେଟ୍କୁ ନେଇ ଗଭୀର ଭାବରେ ପ୍ରଭାବିତ ହୋଇଛି ଭାରତୀୟ ସେୟାର ବଜାର । ବଜେଟ୍ ଆଗତ ସମୟରେ ସେନ୍ସେକ୍ସରେ 700 ପଏଣ୍ଟ ହ୍ରାସ ଘଟିଥିଲା…
ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ବିନୟ ଶର୍ମାର ରାଜକ୍ଷମା ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀର ପଟିଆଲା କୋର୍ଟ ଚାରି ଅଭିଯୁକ୍ତଙ୍କୁ ଫେବୃଆରୀ 1 ତାରିଖରେ…
ନୂଆଦିଲ୍ଲୀ : ଶନିବାର ଆୟୋଜିତ କେନ୍ଦ୍ରୀୟ ବଜେଟ୍ରେ ସରକାରଙ୍କ ପକ୍ଷରୁ ଆୟକର ଉପରେ ବଡ ରିହାତି ଘୋଷଣା କରାଯାଇଛି । ବଜେଟ୍ ଉପସ୍ଥାପନ କରି କେନ୍ଦ୍ର ଅର୍ଥମନ୍ତ୍ରୀ…
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟ୍ରେ ସରକାରଙ୍କ ପକ୍ଷରୁ ନାରୀ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି । ବେଟି…
ଚଳିତ ଦଶନ୍ଧିର ପ୍ରଥମ ବଜେଟ୍ ଉପସ୍ଥାନ କରୁଛନ୍ତି ନିର୍ମଳା ସୀତାରମଣ । ଏହି ଅବସରରେ ଶିକ୍ଷା ପାଇଁ 99 ହଜାର 300 କୋଟିର ବ୍ୟୟ ବରାଦ ରଖାଯାଇଥିବାବେଳେ…
ନୂଆଦିଲ୍ଲୀ : 2022 ସୁଦ୍ଧା ଚାଷୀମାନଙ୍କ ଆୟ ଦୁଇଗୁଣା କରିବା ଲକ୍ଷ୍ୟ ରଖାଯାଇଛି । 6.11 କୋଟି ଚାଷୀଙ୍କୁ ପାଇଁ ବୀମା ଯୋଜନା । ପିଏମ୍ କିଶାନ…
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ଲୋକସଭାରେ ବଜେଟ୍ ଭାଷଣ ପଢୁଛନ୍ତି ନିର୍ମଳା ସୀତାରମଣ । ଏହା ଦେଶର ଆକାଂକ୍ଷାର…
ନୂଆଦିଲ୍ଲୀ : ଆଜି ସାଧାରଣ ବଜେଟ୍ ଉପସ୍ଥାପନ ହେବା ପୂର୍ବରୁ ବଜେଟ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଏକ ଟୁଇଟ୍ କରିଛନ୍ତି । ଏହି ଟୁଇଟ୍ ଜରିଆରେ…
ନୂଆଦିଲ୍ଲୀ, ଆଜି ସଂସଦରେ ବଜେଟ ଉପସ୍ଥାପନା ପୂର୍ବରୁ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଘରେ ପୂଜା ଅର୍ଚ୍ଚନା କରିଛନ୍ତି। ସେ ପ୍ରଥମେ ଘରେ ପୂଜା କରିବା ପରେ…
ନୂଆଦିଲ୍ଲୀ- ଆଉ ଅଳ୍ପ ସମୟ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ସାଧାରଣ ବଜେଟ ଉପସ୍ଥାପନା କରିବେ। ତେବେ ତା ପୂର୍ବରୁ ନିର୍ମଳା ସକାଳୁ ରାଷ୍ଟ୍ରପତି ଭବନ…
ନୂଆଦିଲ୍ଲୀ : ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ଥର ପାଇଁ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି । ତେବେ ଭାରତୀୟ ଅର୍ଥନୀତିର…

