ଜାତୀୟ ଖବର

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ୍‌ କମିଶନରକୁ ନେଇ ବହୁତ ଶୀଘ୍ର ନିଷ୍ପତ୍ତି ଆସିପାରେ। ମିଳିଥିବା ସୂତ୍ର ଅନୁସାରେ ଗୃହ ମନ୍ତ୍ରାଳୟ ଏନେଇ ନିର୍ବାଚନ ଆୟୋଗକୁ ଚିଠି କରିଛନ୍ତି। ଦିଲ୍ଲୀ…

ନାଗପୁର : ଭାରତୀୟ ଜନତା ଦଳ (ବିଜେପି)ର ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ନୀତିନ୍‌ ଗଡକରୀଙ୍କ ଗଡ ନାଗପୁରରେ ଦଳକୁ କଡା ପରାଜୟ ମିଳିଛି। ନାଗପୁରର…

ଭୋପାଳ : କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଭୋପାଳର ସେବାଦଳ ପ୍ରଶିକ୍ଷଣ ଶିବିର ସମ୍ମେଳନରେ ସାମିଲ ହୋଇ ସମୟ ଅତିବାହିତ କରିଛନ୍ତି।ଏହି ଅବସରରେ ଦିଗବିଜୟ କହିଛନ୍ତି ଯେ,…

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ବସିଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର କ୍ୟାବିନେଟ୍‌ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିଛି। ନୀଳାଚଳ ଇସ୍ପାତ ପ୍ଲାଣ୍ଟରୁ କେନ୍ଦ୍ର ସରକାର ପୁଞ୍ଜି…

ପାଟନା : ବିହାର ନିର୍ବାଚନ ଚର୍ଚ୍ଚା ଏବେ ପୂରା ଜୋର୍‌ ଧରିଲାଣି। ଏହା ମଧ୍ୟରେ ଭାରତୀୟ ଜନତା ଦଳର ବିଧାନ ପରିଷଦ ସଦସ୍ୟ ସଞ୍ଜୟ ପାଶଓ୍ବାନ୍‌ ଏକ…

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆଜି ବାମପନ୍ଥୀ ଦଳଙ୍କ ସମେତ 10 ଟ୍ରେଡ୍‌ ୟୁନିଅନ୍‌ ତରଫରୁ ହୋଇଥିବା ଭାରତ ବନ୍ଦକୁ ସମର୍ଥନ କରିବା…

ଝାଡଖଣ୍ଡ : ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ବିଧାୟକ ରବୀନ୍ଦ୍ର ନାଥ ମହତୋଙ୍କୁ ମଙ୍ଗଳବାର ଦିନ ସର୍ବସମ୍ମତିକ୍ରମେ ଝାଡଖଣ୍ଡ ବିଧାନସଭାର ନୂତନ ଅଧ୍ୟକ୍ଷ ରୂପେ ନିର୍ବାଚିତ କରାଯାଇଛି…

ନୂଆଦିଲ୍ଲୀ:  ନିର୍ଭୟା ରାୟ ଆସିବା ପରେ କୋର୍ଟ ପରିସରରେ ନିର୍ଭୟାଙ୍କ ମା ଗଣମାଧ୍ୟମକୁ ଏକ ଚାଞ୍ଚଲ୍ୟକର ଖବର ଦେଇଛନ୍ତି। ତାହା ହେଲା ଦୋଷୀମାନଙ୍କୁ ଏ ପର୍ଯ୍ୟନ୍ତ ସଜା…

ନୂଆଦିଲ୍ଲୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆସନ୍ତା ଜାନୁଆରୀ ୨୨ ତାରିଖ ସକାଳ ୭ ଟାରେ ଦିଲ୍ଲୀ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୋଷୀ ସାବ୍ୟସ୍ତ…

ଅହମ୍ମଦାବାଦ, 7/1: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ…

ନୂଆଦିଲ୍ଲୀ, 7/1: ଜେଏନ୍‌ୟୁରେ ଘଟିଥିବା ହିଂସାକାଣ୍ଡ ପାଇଁ ହିନ୍ଦୁ ରକ୍ଷା ଦଳ ନିଜକୁ ଦାୟୀ କରିଛି। ଏହି ସଂଗଠନର କର୍ମକର୍ତ୍ତାମାନେ ଜାନୁଆରୀ ୫ରେ ମୁଖାପିନ୍ଧି ଜେଏନୟୁ କ୍ୟାମ୍ପସରେ…

ନୂଆଦିଲ୍ଲୀ : ଜେଏନ୍‌ୟୁରେ ଆକ୍ରମଣର ଦୁଇ ଦିନ ପରେ ଏହାର ପ୍ରତିବାଦରେ ବିଶ୍ବବିଦ୍ୟାଳୟର ପରିସଂଖ୍ୟାନ କମିଟିରୁ ଇସ୍ତଫା ପ୍ରଦାନ କରିଛନ୍ତି ପ୍ରଫେସର ସିପି ଚନ୍ଦ୍ରଶେଖର । ବିଶ୍ବବିଦ୍ୟାଳୟର…

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ମଣିପୁରୀରେ ଏକ କୋର୍ଟରେ ଜନୈକ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି । ସୋମବାର ଘଟିଥିବା ଏହି ଘଟଣା ପାଇଁ 4 ପୋଲିସ…

ମୁମ୍ବାଇ : ନୂଆଦିଲ୍ଲୀ ଜଓ୍ବାହାର ଲାଲ ନେହେରୁ ୟୁନଭର୍ସିଟି (ଜେଏନ୍‌ୟୁ)ରେ ଛାତ୍ର ଏବଂ ଅଧ୍ୟାପକଙ୍କ ଉପରେ ହୋଇଥିବା ଆକ୍ରମଣ ପ୍ରତିବାଦରେ ମୁମ୍ବାଇର ଇଣ୍ଡିଆ ଗେଟ୍‌ରେ ଶତାଧିକ ବିକ୍ଷୋଭକାରୀ…

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଏକମାସ ସମୟ ରହିଥିବା ବେଳେ ନିର୍ବାଚନରେ ବିଜୟୀ ହେବା ନେଇ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଦୃଢୋକ୍ତି ପ୍ରକାଶ କରାଯାଇଛି…

ନୂଆଦିଲ୍ଲୀ : ନିର୍ବାଚନ କମିଶନଙ୍କ ପକ୍ଷରୁ ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଫେବୃୟାରୀ 8 ତାରିଖରେ ନିର୍ବାଚନ ହେବାକୁ ଯାଉଥିବା ବେଳେ ଚଳିତ…

ସମୀକ୍ଷା ବ୍ୟୁରୋ ନିକଟରେ ଭାରତ ବର୍ଷର ଦୁଇ ବଡ ବିଶ୍ବବିଦ୍ୟାଳୟରେ ଚାଲିଥିବା ଆକ୍ରମଣ ଘଟଣାକୁ ନେଇ ସାରା ଦେଶରେ ହଙ୍ଗାମା ସୃଷ୍ଟି ହୋଇଥିବାବେଳେ ଏହି ଘଟଣାକୁ ନେଇ…

ନୂଆଦିଲ୍ଲୀ : ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । 70 ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାର…

ମୁମ୍ବାଇ, ଜେଏନ୍‌ୟୁରେ ହୋଇଥିବା ହିଂସା ଆକ୍ରମଣକୁ ନେଇ ଚାଲିଥିବା ରାଜନୈତିକ ବାକ୍‌ବିତଣ୍ଡାରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ତଥା ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ନିଜର ମତ ରଖିଛନ୍ତି। ଉଦ୍ଧବ…