ବେଙ୍ଗାଲୁରୁ : ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଥିବା ବେଳେ ପୂର୍ବତନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀଙ୍କ ପୁଅ ନିଖିଲ୍ ଗୌଡା ବିବାହ କରିଛନ୍ତି । ନିଖିଲ୍ଙ୍କ ବିବାହର…
ଜାତୀୟ ଖବର
ମୁମ୍ବାଇ : କରୋନା ମୁକାବିଲା ପାଇଁ ବିଭିନ୍ନ ବଲିଉଡ୍ କଳାକାର ଆଗକୁ ଆସୁଥିବା ବେଳେ ସହାୟତାର ହାତ ବଢାଇଛନ୍ତି ବଲିଉଡ୍ ଅଭିନେତ୍ରୀ ଆୟେଶା ଟାକିଆ । ନିଜ…
ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦ୍ବିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା…
ହରିୟାଣା: ଭାରତୀୟ ମହିଳା ରେସ୍ଲର୍ ବବିତା ଫୋଗତଙ୍କ ଏକ ଟ୍ବିଟ୍କୁ ନେଇ ବିବାଦ ଦେଖାଦେଇଛି। କରୋନା ସଙ୍କଟ ପାଇଁ ତବଲିଗୀ ଜମାତୀଙ୍କୁ ଦାୟୀ କରି ବବିତା ଏହି…
ନୂଆଦିଲ୍ଲୀ: ଦିଲ୍ଲୀରେ ଏବେ ଗୁଟ୍ଖା ଓ ପାନ୍ ଛେପ ପକାଇଲେ ନିସ୍ତାର ନାହିଁ। ଏନଡିଏମସି ଏନେଇ ଏକ ସ୍ବତନ୍ତ୍ର ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ସର୍ବସାଧାରଣ ସ୍ଥାନରେ…
ନୂଆଦିଲ୍ଲୀ : କରୋନା ଭାଇରସ୍ ଯୋଗୁଁ 53ଟି ଦେଶରେ ମୋଟ୍ 3,336ଜଣ ଭାରତୀୟ ସଂକ୍ରମିତ ହୋଇଥିବାବେଳେ ବିଦେଶରେ 25ଜଣ ଭାରତୀୟ ମୃତ୍ୟୁ ହୋଇଛି ବୋଲି ସରକାରୀ ସୂତ୍ରରୁ…
ନୂଆଦିଲ୍ଲୀ : କରୋନା ସଂକଟ ଓ ଲକ୍ ଡାଉନକୁ ଦୃଷ୍ଟିରେ ରଖି ଆଜି ଆରବିଆଇ ରେପୋ ରେଟ୍କୁ ହ୍ରାସ କରିଛନ୍ତି। 0.25 ବେସ ପଏଣ୍ଟ ହ୍ରାସ କରିବା…
କର୍ଣ୍ଣାଟକ : କରୋନା ଭାଇରସ୍ ସଂକଟ ସମୟରେ ଦେଶରେ ଜାରି ରହିଛି ଲକ୍ ଡାଉନ୍ । ଏହା ମଧ୍ୟରେ ଆଜି ବିବାହ କରୁଛନ୍ତି କର୍ଣ୍ଣାଟକର ପୂର୍ବ ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀ, ସାରା ପୃଥିବୀକୁ କରୋନା ବର୍ତ୍ତମାନ ଅସ୍ତବ୍ୟସ୍ତ କରିଦେଇଛି। ଫଳରେ ଅନେକ ସ୍ଥାନରେ ଅନେକ କଥା ବଦଳିବାରେ ମଧ୍ୟ ଲାଗିଛି। ପୁରା ପୃଥିବୀର ଆଇନି କାନୁନକୁ ମଧ୍ୟ…
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ସ୍ବାସ୍ଥ୍ୟମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା 13387ରେ…
ପରଭଣୀ: ମହାରାଷ୍ଟ୍ରର ପରଭଣୀ ଜିଲ୍ଲାରେ ଗୁରୁବାର ଦିନ କରୋନା ଜନିତ ପ୍ରଥମ ମାମଲା ସାମ୍ନାକୁ ଆସିଛି । ପୁଣେରୁ ଚାଲିଚାଲି ପରଭଣୀକୁ ଆସିଥିବା ଜଣେ ଯୁବକଙ୍କ ନିକଟରେ…
ଉତ୍ତରପ୍ରଦେଶ : କରୋନା ସଂକଟ ମଧ୍ୟରେ ଉତ୍ତରପ୍ରଦେଶର ଯୋଗୀ ସରକାର ବଡ ପଦକ୍ଷେପ ଉଠାଇଛନ୍ତି। ପ୍ରଦେଶର ସରକାର ଆବଶ୍ୟକ ସେବାଗୁଡିକ ସହିତ 11 ଟି ଶିଳ୍ପକୁ ସସର୍ତ୍ତ…
ନୂଆଦିଲ୍ଲୀ, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନସ୍ଥା ସାଇବର ସମନ୍ୱୟ କେନ୍ଦ୍ର (ସାଇକର୍ଡ) ଘରୋଇ ବ୍ୟକ୍ତିବିଶେଷଙ୍କୁ ଜୁମ୍ ମିଟିଂ ପ୍ଲାଟଫର୍ମ ବ୍ୟବହାର ସଂପର୍କରେ କେତେକ ଉପଦେଶିକା ଜାରି କରିଛନ୍ତି…
ନୂଆଦିଲ୍ଲୀ, କୋଭିଡ-19 ମହାମାରୀ ଯୋଗୁଁ ଦେଶ ବର୍ତ୍ତମାନ ଲକଡାଉନ ଅବଧି ମଧ୍ୟରେ ଗତି କରୁଛି। ଏହାକୁ ଲକ୍ଷ୍ୟରେ ରଖି ଛାତ୍ରଛାତ୍ରୀଙ୍କ ସ୍ଵାର୍ଥ ଦୃଷ୍ଟିରୁ ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡିକୁ ପରାମର୍ଶ…
ନୂଆଦିଲ୍ଲୀ : କରୋନା ଅପଡେଟ୍ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଗତ 24 ଘଣ୍ଟାରେ 183 ଜଣ ସୁସ୍ଥ ହୋଇଛନ୍ତି । ଦେଶର…
ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍ ଗାନ୍ଧି ଆଜି କରୋନାକୁ ନେଇ ବୟାନ ଦେଇଛନ୍ତି । କରୋନା ସଂକଟକୁ ନେଇ ସରକାରଙ୍କୁ କିଛି ପ୍ରଶ୍ନ କରିବା…
ନୂଆଦିଲ୍ଲୀ: ଭାରତରେ କରୋନା ସ୍ଥିତି ଉଦ୍ବେଗଜନକ ରହିଥିବାସ୍ଥଳେ ଲକ୍ଡାଉନ୍ ଜାରି ରହିଛି । ତେବେ ଏହି ଲକ୍ ଡାଉନ୍ ସମୟରେ ହୋଟେଲ୍, ରେଷ୍ଟୁରାଣ୍ଟ ବନ୍ଦ ରହିଥିବା ସ୍ଥଳେ…
ନୂଆଦିଲ୍ଲୀ : କରୋନା ଭାଇରସ୍ ସହ ଲଢେଇ ପାଇଁ ସାରା ଦେଶରେ ଏବେ ଲକ୍ ଡାଉନ୍ ଜାରି ରହିଛି । ଏହି ଲକ୍ ଡାଉନ୍ ସମୟରେ ଦିଲ୍ଲୀ…
ନୂଆଦିଲ୍ଲୀ : ଭାରତୀୟ ରେଳବାଇ 94 ଲକ୍ଷ ଟିକେଟ୍ ରଦ୍ଦ କରି ଯାତ୍ରୀଙ୍କ ଟଙ୍କା ଫେରସ୍ତ କରିବାକୁ ନିର୍ଣ୍ଣୟ ନେଇଛି। ଏଥିପାଇଁ ଭାରତୀୟ ରେଳବାଇ 1490ର ରାଜସ୍ବ…
ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଅଣାୟତ୍ତ ରହିଥିବାବେଳେ ଭାରତରେ ମଧ୍ୟ କାୟା ବିସ୍ତାର କରି ଚାଲିଛି । ଏଯାବତ ଦେଶରେ କରୋନା ମୃତ୍ୟୁ ସଂଖ୍ୟା 414କୁ…
ନୂଆଦିଲ୍ଲୀ : କରୋନା ଭାଇରସ୍କୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ତିନୋଟି ଜୋନ୍ କରିଛନ୍ତି । ଏଥିରେ ରେଡ୍ ଜୋନ୍, ଅରେଞ୍ଜ ଜୋନ୍ ଓ ଗ୍ରୀନ୍ ଜୋନ୍ ସାମିଲ୍…

