ଜାତୀୟ ଖବର

ନୂଆଦିଲ୍ଲୀ: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭର ତ୍ରିବେଣୀ ରୋଡ୍ ରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ପକ୍ଷରୁ ଏକ ପ୍ରଦର୍ଶନୀ ଆୟୋଜିତ ହୋଇଛି। ଏହି ପ୍ରଦର୍ଶନୀରେ…

ନୂଆଦିଲ୍ଲୀ: ଗତ କିଛି ବର୍ଷ ଭିତରେ ଏକ  ସମାଜ ଗଠନ କରିବା ପାଇଁ  କ୍ଷେତ୍ରରେ ଅଭୂତପୂର୍ବ ଅଗ୍ରଗତି ଘଟିଛି। ଭାରତର  ପ୍ରଗତି ପଥରେ ୟୁପିଆଇର ବଡ ଭୂମିକା…

ନୂଆଦିଲ୍ଲୀ: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୨୦୨୫ର ଅଂଶବିଶେଷ ଭାବେ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟର ନମାମି ଗଙ୍ଗେ ମିଶନ ଏକ ଭବ୍ୟ, ବିରାଟ ଓ ଆକର୍ଷଣୀୟ…

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ୧୫ ସଦସ୍ୟ ବିଶିଷ୍ଟ ଦଳ ଘୋଷଣା କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି, ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର। ଶ୍ରୀ ମୋଦୀ କହିଛନ୍ତି,…

ଭୁବନେଶ୍ୱର: ଭାରତର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ ଲିମିଟେଡ଼ ଚଳିତ ଆର୍ôଥକ ବର୍ଷର ତୃତୀୟ ତ୍ରୟମାସରେ ୬,୮୬୧ କୋଟି ଟଙ୍କା…

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ‘ଧର୍ମ, ଇତିହାସ ଏବଂ ପରିଚୟ: ମେକିଂ ଅଫ୍ ହେରିଟେଜ୍-ସ୍କେପ୍ ଅଫ୍ ସେକ୍ରେଡ୍ ସିଟି’ ଉପରେ ଏକ ବକ୍ତବ୍ୟର ଆୟୋଜନ…

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଆଉ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ,…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି,ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି। ଶ୍ରୀ ମୋଦୀ କହିଛନ୍ତି,…

ଭୁବନେଶ୍ବର: ଆଉ କିଛିଦନି ପରେ ବରିଷ୍ଠ ନେତା ନବ ଦାସଙ୍କ ହତ୍ୟାକାଣ୍ଡକୁ ଦୁଇ ବର୍ଷ ପୁରଣ ହେବ। ଏହା ପୂର୍ବରୁ ଏହି ହତ୍ୟାକାଣ୍ଡ ନେଇ ଆସିଛି ଏକ…

ନୂଆଦିଲ୍ଲୀ, ହିନ୍ଦୁ ଧର୍ମରେ ତୁଳସୀ ହେଉଛି ଏକ ପବିତ୍ର ଉଦ୍ଭିଦ। ଏହାକୁ ସମସ୍ତଙ୍କ ଘରେ ପୂଜା କରାଯାଇଥାଏ। ତୁଳସୀ ଉଦ୍ଭିଦକୁ ଅତି ଯତ୍ନ ନେବାକୁ ପଡିବ, ନଚେତ୍ ଏହି…

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଶ୍ରୀ ଥରମନ୍ ସନମୁଗରତ୍ନମ୍ ଆଜି ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ…

ଭୁବନେଶ୍ବର: କେହି ଜଣେ ବ୍ୟକ୍ତି ବିଦ୍ୱାନ ଚାଣକ୍ୟଙ୍କୁ ପ୍ରଶ୍ନ କଲେ ମହାଭାଗ! ବିଷ କ’ଣ? ଚାଣକ୍ୟ ଚମତ୍କାର ଉତ୍ତରଟିଏ ଦେଲେ। ଆବଶ୍ୟକତାଠାରୁ ଅଧିକ ମିଳିଥିବା ପ୍ରତ୍ୟେକ ଜିନିଷ ବିଷ।ଏହା…

ନୂଆଦିଲ୍ଲୀ: ସମଗ୍ର ଭାରତରେ ଟେଲିକମ୍ ଉପଲବ୍ଧତା, ନିରାପତ୍ତା ଏବଂ ସଶକ୍ତୀକରଣ ବୃଦ୍ଧି ଦିଗରେ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରି କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍.…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ଅପରାହ୍ନ ୧୨ଟା ୩୦ରେ ସ୍ଵାମୀତ୍ୱ ସମ୍ପତ୍ତି କାର୍ଡର ଇ-ବିତରଣରେ ଅଧ୍ୟକ୍ଷତା କରିବେ ଯାହା ଭାରତର ଗ୍ରାମୀଣ…

ମେଷ- ଆପଣଙ୍କର ବୁଝାମଣା ଏବଂ ପ୍ରୟାସ ନିଶ୍ଚିତ ଭାବରେ ଆପଣଙ୍କୁ ସଫଳ କରିବ । ଆପଣ କଳାକ୍ଷେତ୍ର ପ୍ରଦର୍ଶନରୁ ଖ୍ୟାତି ଏବଂ ସମ୍ମାନ ପାଇବେ। ସାମାଜିକ ଦୃଷ୍ଟିରୁ, ବୃତ୍ତିଗତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡ (ଆରଆଇଏନଏଲ) ପାଇଁ ମୋଟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତର ସର୍ବବୃହତ ମୋବିଲିଟି ଏକ୍ସପୋ ‘ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ -୨୦୨୫’କୁ ଉଦଘାଟନ କରିଛନ୍ତି। ସଭାକୁ…

ନୂଆଦିଲ୍ଲୀ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଜି ସ୍ଥାନୀୟ କେବୁଲ ଅପରେଟର (ଏଲସିଓ) ପଞ୍ଜୀକରଣ ପ୍ରକ୍ରିୟାକୁ ସରଳ କରିବା ପାଇଁ କେବୁଲ ଟେଲିଭିଜନ ନେଟୱାର୍କ ନିୟମ, ୧୯୯୪…