ଜାତୀୟ ଖବର

ନୂଆଦିଲ୍ଲୀ: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, ରେଳବାଇ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ଏଆଇ ପ୍ରଶାସନ ଏବଂ ବିକାଶ…

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୧୧ ଡିସେମ୍ବର ୨୦୨୪) ନୂଆଦିଲ୍ଲୀଠାରେ ବିଭିନ୍ନ ବର୍ଗରେ ମନୋନୀତ ୪୫ ଜଣ ପୁରସ୍କାର ବିଜେତାଙ୍କୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ଏକ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ଏଜୁକେସନ୍ ଆଣ୍ଡ୍ ରିସର୍ଚ୍ଚ (NIPER) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ରସାୟନ ଓ…

ନୂଆଦିଲ୍ଲୀ: ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର ଆଜି ସଂସଦରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମ୍ମୁଖରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରଖିଛନ୍ତି। ସମ୍ବିତ ପାତ୍ର…

ଭୁବନେଶ୍ବର: ଇଂରାଜୀ ଭାଷା ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ। ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଭାରତୀୟ…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ମଙ୍ଗଳବାର ନୂଆଦିଲ୍ଲୀର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ହୋଇଥିବା ମହାନ ଶିକ୍ଷାବିତ୍ ତଥା…

ଭୁବନେଶ୍ବର: ପ୍ରତିବର୍ଷ ୧୦ ଡିସେମ୍ବରରେ ପାଳିତ ହେଉଥିବା ବିଶ୍ବ ମାନବ ଅଧିକାର ଦିବସ ସମସ୍ତ ମାନବ ସମ୍ପ୍ରଦାୟଙ୍କ ମୂଳଭୂତ ଅଧିକାର ସୁରକ୍ଷା, ସମାନତା, ସ୍ବାଧୀନତା ଏବଂ ମର୍ଯ୍ୟାଦା…

ଭୁବନେଶ୍ବର: ଆଜି କୃଷି ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇଆରଆରଆଇ (IRRI), ଆଇସିଆରଆଇଏସଏଟି (ICRISAT), ଆଇସିଏଆରଡ଼ିଏ (ICARDA), ଏମଏସଏସଆରଏଫ (MSSRF) ଓ ଏଏଫସି…

ଭୁବନେଶ୍ୱର: ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର (ଏଲଏଫପିଆର) ବୃଦ୍ଧି ପାଉଛି। ବିଶେଷ କରି ୨୦୧୭-୧୮ରୁ ୨୦୨୨-୨୩ ମଧ୍ୟରେ ଏହି ହାରରେ ଉଲ୍ଲେଖନୀୟ ପ୍ରଗତି ଦେଖିବାକୁ…

ଭୁବନେଶ୍ୱର: ଗୋଆ ସୂଚନା ଓ ପ୍ରସାରଣ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦିପକ ବନ୍ଦେରକରଙ୍କ ନେତୃତ୍ୱରେ ପ୍ରଥମଥର ପାଇଁ ଓଡିଶା ପରିଦର୍ଶନରେ ଆସିଥିବା ଗୋଆର ଗ୍ରାମାଞ୍ଚଳ ଗଣମାଧ୍ୟମ ପ୍ରତିନିଧିଙ୍କ…

ନୂଆଦିଲ୍ଲୀ: ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ସମାରୋହ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ମାନ୍ୟବର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ…

ଭୁବନେଶ୍ବର: ବହୁରାଜ୍ୟ ସମବାୟ ସମିତି (ଏମଏସସିଏସ) ଆଇନ, ୨୦୦୨ ଅଧୀନରେ କେନ୍ଦ୍ର ସମବାୟ ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ବିହନ ସମବାୟ ସମିତି ଲିମିଟେଡ୍ (ବିବିଏସଏସଏଲ) ଗଠନ କରାଯାଇଛି।…

ମେଷ- ବ୍ୟବସାୟ ଅଭିବୃଦ୍ଧି ପାଇଁ ବିଦେଶ ଭ୍ରମଣର ଲକ୍ଷଣ ଅଛି, ଯାହା ଶେଷରେ ଲାଭଦାୟକ ହେବ। କମିଶନ ଆଧାରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ସପ୍ତାହ ଅତ୍ୟନ୍ତ…

ନୂଆଦିଲ୍ଲୀ: ଆଦାନୀ ଲାଞ୍ଚ ମାମଲାକୁ ନେଇ କଂଗ୍ରେସ ଏବଂ ବିଜେପି ମଧ୍ୟରେ ଲଢେଇ ଏକ ନୂତନ ସ୍ତରରେ ପହଞ୍ଚିଛି। ବାସ୍ତବରେ ସଂସଦରେ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ…

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ବର୍ତ୍ତମାନ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ସିରିଜର ଦ୍ୱିତୀୟ ଟେଷ୍ଟରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ବର୍ତ୍ତମାନ ତୃତୀୟ…

ନୂଆଦିଲ୍ଲୀ: ଭାରତ ବିରୋଧରେ ବିଭ୍ରାନ୍ତିକର ପ୍ରଚାର ପ୍ରସାର କରୁଥିବା ଜର୍ଜ ସୋରୋସଙ୍କ ସହ କଂଗ୍ରେସ ଦଳର ସମ୍ପର୍କକୁ ବିଜେପି କ୍ରମାଗତ ଭାବେ ଆକ୍ରମଣ କରୁଛି। ରବିବାର ଦିନ…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବରେଲିରେ ଏକ ମାମଲା ସାମ୍ନାକୁ ଆସିଛି ଯେଉଁଥିରେ ଜଣେ କିନ୍ନରକୁ ଦୁଷ୍କର୍ମ ମାମଲାରେ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। କଥା ହେଉଛି ଫରିନ୍…

ନୂଆଦିଲ୍ଲୀ: ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଶ୍ରୀଲଙ୍କାକୁ 109 ରନ୍ ରେ ପରାସ୍ତ କରିଛି। ଆଫ୍ରିକା କେବଳ ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ 2-0ରେ ଜିତି ନାହିଁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିୟାଣାର ପାନିପତଠାରେ ମହିଳା ସଶକ୍ତିକରଣ ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ଜୀବନ ବୀମା ନିଗମର ‘ବୀମା ସଖୀ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ…