ନୂଆଦିଲ୍ଲୀ: ଆସନ୍ତା ମାସର ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭାର ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ସେହିପରି ନଭେମ୍ବର ୧୩ ଏବଂ ୨୦ ତାରିଖରେ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ହେବ। ଭୋଟ୍ ଗଣନା ଆସନ୍ତା ମାସର ନଭେମ୍ବର ୨୩ ତାରିଖରେ ଦୁଇ ରାଜ୍ୟରେ […]
ଭୁବନେଶ୍ବର: ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ସେଣ୍ଟର ଫର୍ ଏନ୍ଭର୍ଣ୍ଣମେଣ୍ଟାଲ ଷ୍ଟଡିଜ୍ର ୧୮ତମ ପରିଚାଳନା କମିଟି ବୈଠକ ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା […]
ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ ଅଧୀନରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି […]
ଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ – ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ […]
ଭୁବନେଶ୍ବର: ଆଜି ସଂଧ୍ୟାରେ ଅନୁଗୁଳସ୍ଥିତ ଜିନ୍ଦଲ ପ୍ଲାଣ୍ଟରେ ଏକ ବିସ୍ପୋରଣ ଘଟି ନିଆଁ ଲାଗିଯାଇଥିବାର ଜଣାପଡିଛି। ସ୍ଥାନୀୟ ଲୋକଙ୍କ ଅନୁସାରେ ଜିନ୍ଦଲ ପ୍ଲାଣ୍ଟ ଭିତରେ ଏକ ବଡ ଶଦ୍ଦ ହୋଇଥିଲା। ଏହାପରେ ହୁତୁହୁତୁ ହୋଇ ନିଆଁ ଲାଗିଯାଇଥିଲା। ତେବେ ଏହି ଘଟଣା […]
Reliance Jio: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଚଳିତ ଆର୍ଥିକବର୍ଷର ଦ୍ଵିତୀୟ ତ୍ରୈୟମାସ ପାଇଁ କମ୍ପାନୀର ପରିଚାଳନାଗତ ଏବଂ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଡିଜିଟାଲ କ୍ଷେତ୍ରରେ କମ୍ପାନୀ ଜୁଲାଇରୁ ସେପ୍ଟେମ୍ବର ଯାଏଁ ରହିଥିବା ଏହି ତ୍ରୟମାସରେ […]
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଶ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀ ଠାରେ ଭାରତୀୟ ଶକ୍ତି କ୍ଷେତ୍ରର ପରିଦୃଶ୍ୟ ୨୦୪୭ ଉପରେ ବିଚାର ବିମର୍ଶ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଭାରତୀୟ ଶକ୍ତି କ୍ଷେତ୍ର ପରିଦୃଶ୍ୟ ୨୦୪୭ ଉପରେ ଦୁଇ ଦିନିଆ ବିଚାର ବିମର୍ଶ […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ – ବିଶ୍ୱ ଦୂରସଂଚାର ମାନକ ସଭା (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମରେ […]
ନୂଆଦିଲ୍ଲୀ: କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସିଆର ପାଟିଲ ଆଜି ନୂଆଦିଲ୍ଲୀର ଶ୍ରମ ଶକ୍ତି ଭବନ ଠାରେ ୫ମ ଜାତୀୟ ଜଳ ପୁରସ୍କାର ବିଜେତାଙ୍କ ତାଲିକା ଘୋଷଣା କରିଛନ୍ତି। ଜଳଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ଜଳ ସମ୍ପଦ, ନଦୀ ଉନ୍ନୟନ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅକ୍ଟୋବର ୧୫ ତାରିଖରେ ନୂଆଦିଲ୍ଲୀଠାରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ (ସିଓଇ) ଘୋଷଣା କରିବେ। ‘ବିକଶିତ ଭାରତ’ର ସ୍ୱପ୍ନକୁ ସାକାର କରିବା […]
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶରେ ଦୁର୍ଗା ମୂର୍ତ୍ତି ବିସର୍ଜନକୁ ନେଇ ସୃଷ୍ଟି ହୋଇଥିବା ତୁମୁଳ କାଣ୍ଡ ଧିରେଧିରେ ସାଂପ୍ରଦାକ ହିଂସା ଆଡକୁ ଗତି କରୁଛି। ଗତକାଲି ଉତ୍ତର ପ୍ରଦେଶର ବାହାରାଇଚ ଜିଲ୍ଲାର ମହାଶିରେ ଦୁର୍ଗା ମୂର୍ତ୍ତି ବିସର୍ଜନ କରାଯାଉଥିଲା। ଏହି ସମୟରେ ଶୋଭାଯାତ୍ରାରେ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା। ସେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ସାକ୍ଷାତ କରିବା ସହିତ କିଛି ସମୟ ପାଇଁ ଆଲୋଚନା ମଧ୍ୟ କରିଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ […]
ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟ ପରେ ଦଳ ଭିତରେ ଆଭ୍ୟନ୍ତରଣ କନ୍ଦଳ ଲାଗି ରହିଛି। ଜଣେ ଜଣେ ନେତା ବିଭିନ୍ନ ସମୟରେ ଦଳ ବିପର୍ଯ୍ୟୟ କାରଣ କହି ଦଳର ମଙ୍ଗୁଆଳମାନଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରିବାରେ ଲାଗିଛନ୍ତି। ପୂର୍ବରୁ ପ୍ରଦୀପ ମାଝୀ, […]
ନୂଆଦିଲ୍ଲୀ: ଗତକାଲି ଦିଲ୍ଲୀ ପୋଲିସ୍ ଏବଂ ଗୁଜୁରାଟ ପୋଲିସର ସ୍ୱତନ୍ତ୍ର ସେଲ୍ ଗୁଜୁରାଟରୁ ୫୧୮ କିଲୋଗ୍ରାମ କୋକେନ ଜବତ କରିଛି। ସୂତ୍ରରୁ ପ୍ରକାଶ ଯେ, ମିଳିତ ଅପରେସନ୍ ବେଳେ ଗତକାଲି ଗୁଜରାଟର ଆଙ୍କଲେଶ୍ୱରର ଆଭାର୍ ଡ୍ରଗ୍ସ ଲିମିଟେଡ୍ କମ୍ପାନୀରୁ ଏହି କୋକେନ୍ […]
ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ବିଧାୟକ ବାବା ସିଦ୍ଦିକଙ୍କ ଘନିଷ୍ଠ ବନ୍ଧୁ ସଲମାନ ଖାନ ରବିବାର ସନ୍ଧ୍ୟାରେ ତାଙ୍କର ଶେଷ ଦର୍ଶନ କରିଛନ୍ତି। ପୂର୍ବ ବାନ୍ଦ୍ରାର ନେତା ସିଦ୍ଦିକଙ୍କୁ ଗତ ଶନିବାର ଦିନ ଗୁଳି ମାଡରେ ମୃତ୍ୟୁବରଣ କରିଥିଲେ। […]
ନୂଆଦିଲ୍ଲୀ: ସୁରକ୍ଷାକୁ ନେଇ ଆଜି ସକାଳେ ମୁମ୍ବାଇରୁ ନ୍ୟୁୟର୍କ ଅଭିମୁଖେ ଯାତ୍ରା କରୁଥିବା ଏକ ଏୟାର ଇଣ୍ଡିଆ ବିମାନ ନୂଆଦିଲ୍ଲୀକୁ ଫେରିଆସିଛି। ଏହି ବିମାନଟି ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ (ଆଇଜି) ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା ଯେଉଁଠାରେ ସମସ୍ତ ଯାତ୍ରୀ ଏବଂ […]
ଭୁବନେଶ୍ବର: ରାବଣ ପୋଡି ଉତ୍ସବରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ବକ୍ତବ୍ୟକୁ ନେଇ ବର୍ତ୍ତମାନ ପାରାଦୀପ ରାଜନୀତି ହଲଚଲ। କାରଣ ସମ୍ପଦ ଏମିତି ଏକ ବାଣ ମାରିଛନ୍ତି ଯେଉଁଥିରେ ରାବଣ ପୋଡି ଉତ୍ସବ ଫିକା ପଡିଯାଇଛି। ସମ୍ପଦ କହିଛନ୍ତି ଯେ ପାରାଦୀପରେ ମଣିଷ […]
ଭୁବନେଶ୍ବର: ଆଜି କେନ୍ଦୁଝରର ବିଭିନ୍ନ ପୂଜାମଣ୍ଡପ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ହେଲିକାପ୍ଟରରେ କେନ୍ଦୁଝର ଯାଇଥିଲେ। ସେଠାରେ ଆଜି ସେ ବିଭିନ୍ନ ପୂଜା ମଣ୍ଡପ ଭ୍ରମଣ କରିଛନ୍ତି। କେନ୍ଦୁଝର ଝୁମ୍ପୁରା ଦୁର୍ଗା ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ଶ୍ରୀ […]