ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଡାଭୋସରେ ଆୟୋଜିତ ବିଶ୍ୱ ଆର୍ଥିକ ମଞ୍ଚ ବୈଠକରେ ବିଶ୍ୱର ଶୀର୍ଷ ନେତୃବର୍ଗ ଏବଂ ଶିଳ୍ପପତିମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ତାଙ୍କର ଉଦବୋଧନରେ ଭାରତର ସମାବେଶୀ […]
ଭୁବନେଶ୍ବର: ଗତ ବର୍ଷ ପରି ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ଆମ ସରକାର ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶ ଗୁଡିକୁ ଅନୁଧ୍ୟାନ ଓ ତର୍ଜମା […]
ନୂଆଦିଲ୍ଲୀ: ଜାତୀୟ ଭୋଟର ଦିବସରେ ଭାରତୀୟ ରେଳବାଇକୁ ସର୍ବୋତ୍ତମ ନିର୍ବାଚନୀ ଅଭ୍ୟାସ ପୁରସ୍କାର-2024-25 ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମ ଜାନୁଆରୀ 25 ତାରିଖରେ ନୂଆଦିଲ୍ଲୀର ଦିଲ୍ଲୀ କ୍ୟାଣ୍ଟନମେଣ୍ଟର ମାନେକଶା ସେଣ୍ଟରରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। 2024 ଲୋକସଭା ନିର୍ବାଚନରେ ଭୋଟର […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) କୁ ପ୍ରଥମ ଟାଇମ୍ସ ବିଜିନେସ୍ ଆୱାର୍ଡ-ଝାଡ଼ଖଣ୍ଡ ୨୦୨୫ରେ ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ ପ୍ରଦାନ କରାଯାଇଛି। ଗତ […]
ନୂଆଦିଲ୍ଲୀ: ବଲିଉଡର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ଥିବା ମମତା କୁଲକର୍ଣ୍ଣି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିକଟରେ ଭାରତ ଫେରିଥିବା ମମତା ପ୍ରୟାଗରାଜରେ ମହାକୁମ୍ଭରେ ଭାଗ ନେଇଥିଲେ। ସେ କେବଳ କୁମ୍ଭରେ ଅଂଶଗ୍ରହଣ କରିନଥିଲେ ବରଂ ସନ୍ୟାସ ହେବାକୁ ମଧ୍ୟ […]
ନୂଆଦିଲ୍ଲୀ: ମହାକୁମ୍ଭ ମେଳାରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବିଭିନ୍ନ ମିଡିଆ ୟୁନିଟ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିଭାଗୀୟ ସଚିବ ସଞ୍ଜୟ ଜାଜୁ ସ୍ଥିତି ସମୀକ୍ଷା କରିଛନ୍ତି। ମଲଟି ମିଡିଆ ହଲରେ ଜନ ଭାଗିଦାରୀରୁ ଜନ କଲ୍ୟାଣ ଉପରେ […]
ଭୁବନେଶ୍ଵର: ଛତିଶଗଡ଼ ଜଙ୍ଗଲରେ ମାଓ ଏନ୍କାଉଣ୍ଟର ପରେ ଆଜି କଳାହାଣ୍ଡି ଜିଲ୍ଲାରେ ପହଂଚିଛନ୍ତି ପୋଲିସ ଡିଜି ୟୋଗେସ ବାହାଦୁର ଖୁରାନିଆ। ପୋଲିସ ଡିଜି ଆଜି କଳାହାଣ୍ଡି ଜିଲ୍ଲା ପହଞ୍ଚିବା ପରେ ସ୍ଥାନୀୟ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଥିଲେ। […]
ଭୁବନେଶ୍ବର: କାଲି ଯିଏ ଦଳକୁ ଆସିଛି, ଆଜି ସିଏ ସର୍ବେସର୍ବା ଭାବୁଛି। ଏହା ଠିକ୍ ନୁହେଁ ବୋଲି କହିଛନ୍ତି ବିଜେଡି ସାଂସଦ ଦେବାଶୀଷ ସାମନ୍ତରାୟ। ଗତକାଲି ତାଙ୍କ ଘରେ ବିଜେଡିର ବହୁ ପୂର୍ବତନ ବିଧାୟକ ତଥା ବିଧାୟକ ଏକାଠି ହୋଇଥିଲେ। ଏହାକୁ […]
ଭୁବନେଶ୍ବର: ସଂସଦର ବଜେଟ ଅଧିବେସନ ଆସନ୍ତା ଜାନୁଆରୀ 31 ତାରିଖରୁ ଆରମ୍ଭ ହେବ। ଫଳରେ ଏଥର ରାଜ୍ୟସଭାରେ ବିଜେଡି କି ପ୍ରକାରର ଭୂମିକା ନେବ ସେ ନେଇ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଏହି ସଂସଦୀୟ ଦଳର […]
ଭୁବନେଶ୍ୱର: ଡାଭୋସରେ ଅନୁଷ୍ଠିତ ବିଶ୍ୱ ଅର୍ଥନୈତିକ ଫୋରମରେ, ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସ ବୃଦ୍ଧି ଏବଂ ଆର୍ଥିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଦେଶର ରଣନୈତିକ […]
ୱେଭ୍ସ ୨୦୨୫ ଅଧୀନରେ କ୍ରିଏଟ୍ ଇନ୍ ଇଣ୍ଡିଆ ଚାଲେଞ୍ଜ ସିଜନ୍-୧ର ଅଂଶବିଶେଷ ଭାବେ ଏନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତା ଆୟୋଜନ କରୁଥିବା ଡାନ୍ସିଂ ଆଟମ୍ସ ୨୩ ଜାନୁଆରୀ ୨୦୨୫ରେ ନୂଆଦିଲ୍ଲୀସ୍ଥିତ ଭାରତୀୟ ଜନସଂଚାର ପ୍ରତିଷ୍ଠାନ (ଆଇଆଇଏମସି) ଠାରେ ଏକ କାହାଣୀ ବର୍ଣ୍ଣନା କର୍ମଶାଳା […]
ମେଷ ରାଶି- ଚାକିରି ପାଇବେ। ଅପ୍ରତ୍ୟାଶିତ ଲାଭ ହେବ। ବ୍ୟବସାୟ ଯାତ୍ରା ସଫଳ ହେବ। ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ବିବାଦ କରନ୍ତୁ ନାହିଁ। ଚାକିରୀ ଖୋଜୁଥିବା ବ୍ୟକ୍ତିମାନେ ସ୍ବେଚ୍ଛାକୃତ ସ୍ଥାନାନ୍ତର ଏବଂ ପଦୋନ୍ନତି ପାଇବେ ବୋଲି ଆଶା […]
ପ୍ରୟାଗରାଜ: ୨୦୨୫ ମହାକୁମ୍ଭ ଅବସରରେ ପ୍ରୟାଗରାଜର ନମାମି ଗଙ୍ଗେ ଅଭିଯାନ ଦ୍ୱାରା ନମାମି ଗଙ୍ଗେ ପାଭିଲିୟନ କରାଯାଇଛି। ଗଙ୍ଗାର ଜୈବ ବିବିଧତା ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପରେ ପର୍ଯ୍ୟବସିତ ଏକ ଟନେଲ କରାଯାଇଛି। ପ୍ରତିଦିନ ଶହ ଶହ ପର୍ଯ୍ୟଟକ ଏହା ଭିତରେ […]
ନୂଆଦିଲ୍ଲୀ: ବୁଧବାର ଦିନ ଆହ୍ଲାବାଦ ସଂଗ୍ରହାଳୟରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଭାଗବତ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି। ସମସ୍ତେ ଚଳିତ ମହାକୁମ୍ଭକୁ ସାକାର କରିବା ପାଇଁ ଚେଷ୍ଟା କରୁଥିବା ସେ ଉଲ୍ଲେଖ କରିଥିଲେ। ପ୍ରୟାଗରାଜ ସଂଗ୍ରହାଳୟରେ […]
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦର ସେଣ୍ଟ୍ରାଲ ହଲରେ ଯୁବ ବନ୍ଧୁମାନଙ୍କ ସହ ଆଲୋଚନା କରିଛନ୍ତି। ୨୦୪୭ ସୁଦ୍ଧା ଦେଶର ଲକ୍ଷ୍ୟ କ’ଣ ବୋଲି ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ପଚାରିଥିଲେ, ଯାହାର ଉତ୍ତରରେ […]
ନୂଆଦିଲ୍ଲୀ: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବ ଏବଂ ଲାଲୁ ପ୍ରସାଦ ଯାଦବଙ୍କ ଦଳ ଆରଜେଡି ନିଷ୍ପତ୍ତି ନେଇଛି ଯେ, କୌଣସି ଅପରାଧୀଙ୍କୁ ଟିକେଟ୍ ଦିଆଯିବ ନାହିଁ। ପାର୍ଟି ମୁଖପାତ୍ର ଶକ୍ତି ସିଂ ଯାଦବ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ […]
ସମ୍ବଲପୁର: ପବିତ୍ର ଖିଣ୍ଡା ମାଟି ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ପାଇଁ ଗର୍ବିତ। ତାଙ୍କ ପରି ଅଦ୍ୱିତୀୟ ନେତୃତ୍ୱଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଦେବା ପାଇଁ ଖିଣ୍ଡା ଗ୍ରାମକୁ ଭାରତ ସରକାର, ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ସହଯୋଗରେ ଆଦର୍ଶ, […]
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ପରାକ୍ରମ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ […]
ନୂଆଦିଲ୍ଲୀ: ଯଦି ଆପଣ ଦୀର୍ଘ ବୈଧତା, ପର୍ଯ୍ୟାପ୍ତ ଡାଟା ଏବଂ ଅସୀମିତ କଲିଂ ଭଳି ଲାଭର ଏକ ଯୋଜନା ଖୋଜୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଭଲ ଖବର ହେବ। ଆମେ ଆପଣଙ୍କୁ ସରକାରୀ କମ୍ପାନୀ BSNL ର ଏପରି ଏକ […]
କଟକ: ନେତାଜୀ ଥିଲେ ଅଦମ୍ୟ ସାହସର ମୂର୍ତ୍ତିମନ୍ତ ପ୍ରତୀକ । ତାଙ୍କ ଜନ୍ମର 100 ବର୍ଷ ପରେ ମଧ୍ୟ ଯେତେବେଳେ ସଂଗ୍ରାମ ଓ ଦେଶାତ୍ମବୋଧର ଆଲୋଚନା ହୁଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମ ସର୍ବାଗ୍ରେ ରହିଥାଏ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ […]
ମୁମ୍ବାଇ: ରିଲାଏନ୍ସ ଡିଜିଟାଲ ଭାରତର ସବୁଠୁ ବଡ଼ ଇଲେକ୍ଟ୍ରୋନିକ୍ସ ସେଲ୍ ‘ଡିଜିଟାଲ୍ ଇଣ୍ଡିଆ ସେଲ୍’ ପ୍ରତ୍ୟାବର୍ତ୍ତନର ଘୋଷଣା କରିଛି ଯେଉଁଥିରେ ଇଲେକ୍ଟ୍ରୋନିକ୍ସର ବିସ୍ତୃତ ଶୃଂଖଳ ଉପରେ ଅତୁଳନୀୟ ଛାଡ଼ ପ୍ରଦାନର ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ଗ୍ରାହକମାନେ ଅଗ୍ରଣୀ ବ୍ୟାଙ୍କ କାର୍ଡ ସହିତ […]