ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୨୦୨୨ ବର୍ଷ ପାଇଁ ୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରିଛନ୍ତି। […]
ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନରେ ଜିତିବାକୁ ଯାଉଛି ବୋଲି କଂଗ୍ରେସ ସମ୍ପୂର୍ଣ୍ଣ ଭାବେ ବିଶ୍ୱାସ କରିଥିଲା। ଏକଜିଟ୍ ପୋଲ୍ ମଧ୍ୟ କଂଗ୍ରେସର ବିଜୟ ଦର୍ଶାଉଥିଲା, କିନ୍ତୁ ଫଳାଫଳ ଦିନ ଏହି ପରିସ୍ଥିତି ବଦଳିଗଲା, କିନ୍ତୁ ହରିୟାଣାରେ ବିଜେପିର ବିଜୟ ପଛରେ ଦଳର […]
ନୂଆଦିଲ୍ଲୀ: ରାମବିଳାସ ପାଶ୍ୱାନ ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀ ରାମବିଳାସ ପାଶ୍ୱାନ ଜୀ ଜଣେ ଅସାଧାରଣ ନେତା ଥିଲେ। ଏକ ଦୃଢ଼ ଓ ବିକାଶିତ ଭାରତ […]
ନୁଆଦିଲ୍ଲୀ: ନବରାତ୍ରୀର ଷଷ୍ଠ ଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେବୀ କାତ୍ୟାୟନୀଙ୍କୁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ନବରାତ୍ରୀର ଷଷ୍ଠୀରେ ମା’ କାତ୍ୟାୟନୀଙ୍କୁ ବିଶେଷ ପ୍ରାର୍ଥନା। ମାତାଙ୍କ ଆଶୀର୍ବାଦରେ ତାଙ୍କର ସବୁ ଭକ୍ତଙ୍କ ଜୀବନରେ ଶକ୍ତି, […]
ମୁମ୍ବାଇ: ରିଲାଏନ୍ସ ରିଟେଲର ଓମିନି ଚାନେଲ ସୌନ୍ଦର୍ଯ୍ୟ ପ୍ଲାଟଫର୍ମ ‘ଟିରା’ ପକ୍ଷରୁ ଭାରତରେ ବିଶ୍ୱର ଅଗ୍ରଣୀ ବିଳାସପୂର୍ଣ୍ଣ ସ୍କିନ କେୟାର ଏବଂ ହେୟାର କେୟାର ବ୍ରାଣ୍ଡ ‘ଅଗଷ୍ଟିନସ୍ ବେଡ଼ର୍’ ର ଶୁଭାରମ୍ଭ କରାଯାଇଛି। ଏହି ବ୍ରାଣ୍ଡ ଏହାର ଅତ୍ୟାଧୁନିକ ବିଜ୍ଞାନଆଧାରିତ ସୂତ୍ର ପାଇଁ […]
ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ପ୍ରଥମ ଟି -20 ମ୍ୟାଚରେ ମୟଙ୍କ ଯାଦବ ଡେବ୍ୟୁ କରିଥିଲେ। ତାଙ୍କର ଡେବ୍ୟୁ ମ୍ୟାଚରେ ମୟଙ୍କ 149.9 କିଲୋମିଟର ବେଗରେ ବଲ ଫିଙ୍ଗି ସମସ୍ତଙ୍କୁ ଚକିତ କରିଥିଲେ। ମୟଙ୍କ ଯିଏ ଆଇପିଏଲ୍ 2024 ରେ ଦ୍ରୁତତମ ବଲ୍ […]
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ଆସନରୁ ଜିତିଛନ୍ତି ଏବଂ ଏହି ସମୟରେ ଏନସି ନେତା ଡକ୍ଟର ଫାରୁକ୍ ଅବଦୁଲ୍ଲା ଜାମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଫାରୁକ୍ ଅବଦୁଲ୍ଲା କହିଛନ୍ତି ଜେ, “ଲୋକମାନେ ସେମାନଙ୍କର ନିଷ୍ପତ୍ତି […]
ନୂଆଦିଲ୍ଲୀ: ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣନା ଜାରି ରହିଛି। ଏହି ଧାରାରେ ଭାରତୀୟ ଜନତା ପାର୍ଟି ୪୮ ଟି ଆସନରେ ଆଗୁଆ ରହିଛି। କଂଗ୍ରେସ ୩୭ ଟି ଆସନରେ ଆଗୁଆ ରହିଛି। ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି ଏବଂ […]
ନୂଆଦିଲ୍ଲୀ: ଆଜି ହରିୟଣା ଓ ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଜାରି ରହିଛି। ଉଭୟ ରାଜ୍ୟର ୯୦ ଟି ଆସନ ପାଇଁ ଭୋଟ ଗଣନା ଜାରି ରହିଥିବା ବେଳେ ନିର୍ବାଚନ ଆୟୋଗଙ୍କ ଦ୍ଵାରା ପ୍ରାରମ୍ଭିକ ଟ୍ରେଣ୍ଡରେ କେଉ ଦଳ […]
ନୂଆଦିଲ୍ଲୀ: ହରିୟାଣା, ଜାମ୍ମୁ କାଶ୍ମୀରରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟ୍ ଗଣନା ଜାରି ରହିଛି। ପ୍ରାରମ୍ଭିକ ଧାରା ଅନୁଯାୟୀ, ହରିୟାଣାରେ ବିଜେପି ଆଗରେ ଅଛି ଏବଂ ଜାମ୍ମୁ କାଶ୍ମୀରରେ ଭାରତୀୟ ଜନତା ପାର୍ଟି (ବିଜେପି) କଡ଼ା ସଂଘର୍ଷର ସମ୍ମୁଖୀନ […]
ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ୯୦ ଟି ସିଟ୍ ପାଇଁ ଭୋଟ୍ ଗଣନା ଚାଲିଛି। ଟ୍ରେଣ୍ଡରେ ବିଜେପି ଆଗୁଆ ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ କଂଗ୍ରେସ ଏବେ ବିଜେପି ପଛରେ ରହିଛି। ଏହି ସମୟରେ, ପାନିପତରେ ଥିବା କଂଗ୍ରେସ ଏଜେଣ୍ଟ […]
ନୂଆଦିଲ୍ଲୀ: ହରିୟାଣାର ଟ୍ରେଣ୍ଡରେ ପଲଟିଲା ଖେଳ। ଏକ ବଡ଼ ଓଲଟା ପାଲଟ ଦେଖାଯାଉଛି। ବିଜେପି ଏବଂ କଂଗ୍ରେସ ମଧ୍ୟରେ କଡା ଟକ୍କର ପ୍ରତିଯୋଗିତା ହେଉଥିବା ଜଣାପଡିଛି। ଟ୍ରେଣ୍ଡରେ ଏକ ସମୟରେ କଂଗ୍ରେସ ୬୫ ଟି ଆସନରେ ଆଗରେ ଥିଲା। କିନ୍ତୁ ଦ୍ଵିତୀୟ […]
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ଏନସି ମେଣ୍ଟ ଟ୍ରେଣ୍ଡରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ସକାଳ ୯ ଟା ପର୍ଯ୍ୟନ୍ତ ଟ୍ରେଣ୍ଡ ଅନୁଯାୟୀ କଂଗ୍ରେସ ଏବଂ ଏନସି ୪୬ ଟି ସିଟ୍ ଆଗରେ ଥିବା ବେଳେ […]
ନୂଆଦିଲ୍ଲୀ: ହରିୟାଣାର ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଆଜି ସକାଳ ୯.୧୦ ପର୍ଯ୍ୟନ୍ତ ଟ୍ରେଣ୍ଡ ଅନୁଯାୟୀ କଂଗ୍ରେସ ୬୫ ଟି ଆସନରେ ଆଗୁଆ ରହିଛି। ଯେଉଁଠାରେ ବିଜେପି ୧୯ ଟି ଆସନରେ ଆଗୁଆ ରହିଛି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ନବରାତ୍ରୀର ପଞ୍ଚମ ଦିନରେ ଦେବୀ ସ୍କନ୍ଦମାତାଙ୍କୁ ପୂଜା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : “ମା ଦୁର୍ଗାଙ୍କର ପଞ୍ଚମ ସ୍ୱରୂପ ଦେବୀ ସ୍କନ୍ଦମାତାଙ୍କ ଚରଣରେ କୋଟି କୋଟି ପ୍ରଣାମ! ସୁଖ ପ୍ରଦାୟିନୀ – ମୋକ୍ଷଦାୟିନୀ ମା ଙ୍କର ଆଶୀର୍ବାଦରୁ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆଜି ଏନସିଇଆରଟି ଏବଂ ଆମାଜନ ସେଲର୍ସ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ସହଭାଗିତା ବୁଝାମଣାପତ୍ର ବା ଲେଟର ଅଫ୍ ଏନଗେଜମେଣ୍ଟ (ଏଲ୍ଓଇ) ସ୍ୱାକ୍ଷରିତ ହୋଇଛି। ଏହା ହେଉଛି ପ୍ରଥମ ଚୁକ୍ତି, ଯାହା ଏକ […]
ନୂଆଦିଲ୍ଲୀ: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀରେ କୃଷକ ସଂଗଠନର ସଦସ୍ୟମାନଙ୍କ ସହ ଆଲୋଚନା କରିଛନ୍ତି। ଶ୍ରୀ ଚୌହାନ କିଷାନ ମହାପଞ୍ଚାୟତର ମୁଖ୍ୟ ଏବଂ ତାଙ୍କ ସଂଘର ବିଭିନ୍ନ ରାଜ୍ୟର ଅନେକ କୃଷକ ପ୍ରତିନିଧି […]
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପର ରାଷ୍ଟ୍ରପତି ଡ. ମହମ୍ମଦ ମୁଇଜୁ ୭ ଅକ୍ଟୋବର ୨୦୨୪ରେ ସାକ୍ଷାତ କରି ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗର ସମୀକ୍ଷା କରିଥିଲେ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗକୁ ବ୍ୟାପକ ଭାବେ ସମୀକ୍ଷା […]
ମେଷ ରାଶି: କର୍ମକ୍ଷେତ୍ରରେ ଅଧିକାରୀଙ୍କ ସହଯୋଗ ଏବଂ ବିଶ୍ୱାସ ପାଇବେ। ପାରିବାରିକ ବ୍ୟସ୍ତତା ରହିବ। ଅପ୍ରତ୍ୟାଶିତ ଖର୍ଚ୍ଚ ହେତୁ ଟେନସନ ହେବେ। ଆଶା କରାଯାଉଥିବା କାର୍ଯ୍ୟରେ ବିଳମ୍ବ ହେବ। ବୁଦ୍ଧିମାନ ଭାବରେ କାର୍ଯ୍ୟ କରନ୍ତୁ। ପରିବାର ସହିତ ସ୍ଥାନୀୟ ଧର୍ମସ୍ଥାନକୁ ଯାତ୍ରା କରିବେ। […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ବାମପନ୍ଥୀ ଉଗ୍ରବାଦ (ଏଲଡବ୍ଲୁଇ) ଉପରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା ଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ, ବିହାରର ଉପମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: WHO ଦକ୍ଷିଣ ପୂର୍ବ ଏସିଆର 77 ତମ ବାର୍ଷିକ ଅଧିବେଶନ ଆଜି ଦେଶର ରାଜଧାନୀ ଦିଲ୍ଲୀରେ ଆୟୋଜିତ ହୋଇଯାଇଛି। ଏହି ସମୟରେ ଭାରତର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା WHO ର ଦକ୍ଷିଣ ପୂର୍ବ ଏସିଆ ଅଞ୍ଚଳର ସଭାପତି ଭାବରେ […]