ଭୁବନେଶ୍ବର: ପୂର୍ବରୁ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାହା ସତ ହେଲା। ଶେଷରେ ୱାଇ ବି ଖୁରାନିଆ ହେଲେ ଓଡିଶା ପୋଲିସ ଡିଜି। ଏ ନେଇ…
ଜାତୀୟ ଖବର
ମୁମ୍ବାଇ: ମହାରାଷ୍ଟ୍ରର ଭଣ୍ଡାରାର ପୂର୍ବତନ ବିଜେପି ସାଂସଦ ଶିଶୁପାଲ ପଟଲେ ଆଜି କଂଗ୍ରେସ ସହ ହାତ ମିଳାଇଛନ୍ତି। ମହାରାଷ୍ଟ୍ର ବିଜେପି ପାଇଁ ଏହା ଏକ ବଡ ଝଟକା…
ନୂଆଦିଲ୍ଲୀ: ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି ଆଜି ଚାଷୀଙ୍କୁ ବହୁତ ଖୁସି ଖବର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୈନି କୃଷକଙ୍କ ଖାତାରେ ପ୍ରଥମ କିସ୍ତି ପରିମାଣ ସ୍ଥାନାନ୍ତର…
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୪ ରେ ବିଧାନସଭା ନିର୍ବାଚନ ଶେଷ ଥର…
ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ ଏକ ସୁଖୀ ଦାମ୍ପତ୍ୟ ଜୀବନ ବିଷୟରେ ଆଲୋଚନା କରିଛନ୍ତି। ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କକୁ କିପରି ମଜବୁତ କରାଯିବ ଏବଂ କେଉଁ…
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉଧମ ସିଂ ନଗର ଜିଲ୍ଲା ମୁଖ୍ୟାଳୟର ଏକ ଘରୋଇ ଡାକ୍ତରଖାନାରେ କାର୍ଯ୍ୟ କରୁଥିବା ଜଣେ ନର୍ସଙ୍କୁ ଦୁଷ୍କର୍ମ ଓ ହତ୍ୟା କରିଥିବା ଖବର ହସ୍ତଗତ…
ମେଷ ରାଶିଫଳ:– ଆଜି ଏକ ଭଲ ଦିନ ହେବ। ବ୍ୟବସାୟରେ ଲାଭ ପାଇବା ସମ୍ଭାବନା ଅଛି। ନୂତନ ଡିଲ୍ ଲାଭଦାୟକ ହେବ, ଯେଉଁ କାରଣରୁ ଆର୍ଥିକ ସ୍ଥିତି…
ଛତ୍ରପୁର: ଗଂଜାମ ଜିଲ୍ଲା ରାଜ୍ୟ ସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଆଇନ, ପୁର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଛତ୍ରପୁରଠାରେ ଆୟୋଜିତ…
ନୂଆଦିଲ୍ଲୀ: 78 ତମ ସ୍ୱାଧୀନତା ଦିବସରେ ଦିଲ୍ଲୀ ଜେଲର ମହାନିର୍ଦ୍ଦେଶକ ସତୀଶ ଗୋଲଚା 1,160 ରୁ ଅଧିକ ଦୋଷୀଙ୍କୁ ଦଣ୍ଡ ମୁକ୍ତ ଘୋଷଣା କରିଛନ୍ତି। ଏହା ବ୍ୟତୀତ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀରେ ସେମାନଙ୍କୁ ଭେଟିବା ସମୟରେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଅଭିବୃଦ୍ଧିକୁ ଆକାର ଦେବା, ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଏବଂ ବିଭିନ୍ନ କ୍ଷେତ୍ରରେ ଏକ…
ନୂଆଦିଲ୍ଲୀ: କଲିକତାରେ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜୁନିଅର ଡାକ୍ତରଙ୍କ ଦୁଷ୍କର୍ମ-ହତ୍ୟା ମାମଲାକୁ ବିରୋଧ କରୁଥିବା ଲୋକଙ୍କୁ ଆକ୍ରମଣ କରାଯାଇଛି। ଏହି ପ୍ରସଙ୍ଗରେ ପଶ୍ଚିମବଙ୍ଗର…
ନୂଆଦିଲ୍ଲୀ: ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସ ପରେ ଭାରତୀୟ ପ୍ରଶଂସକମାନେ ଏକ ବଡ଼ ଝଟକା ପାଇଛନ୍ତି। ଅଯୋଗ୍ୟତା ପରେ ରେସଲର ବିନେଶ ଫୋଗାଟ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ ମହାନ ଦାର୍ଶନିକ, ଚିନ୍ତକ ତଥା ଆଧ୍ୟାତ୍ମିକ ନେତା ଶ୍ରୀ ଅରବିନ୍ଦୋଙ୍କୁ ତାଙ୍କର ଜୟନ୍ତୀ ଅବସରରେ…
ଭୁବନେଶ୍ବର: ଓଡିଶାର ଗୋଟିଏ ରାଜ୍ୟସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି…
ଭୁବନେଶ୍ୱର: ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ…
ଭୁବନେଶ୍ୱର: ରାଜ୍ୟ ପୋଲିସ୍ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ…
ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସ୍ତରୀୟ ପରେଡ୍। ଏଥିରେ ୫୮ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ। ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ,…
ଭୁବନେଶ୍ବର: ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ -୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାହା ଉଦବୋଧନ ଦେଲେ ତାହା ହେଲା.. ଜୟ ଜଗନ୍ନାଥ ମୋର…
ସୁବାସ କୁମାର ତାରଣିଆଁ ଗତ ଦୁଇବର୍ଷ ଧରି ସାରା ଦେଶରେ ଖୁବ୍ ଧୂମଧାମରେ ପାଳିତ ହୋଇଯାଇଛି ଆମ କଷ୍ଟଲବ୍ଧ ସ୍ୱାଧୀନତା ପ୍ରାପ୍ତିର ୭୭ବର୍ଷ ପୂର୍ତ୍ତି ସମାରୋହ ‘ଆଜାଦୀ…
ନୂଆଦିଲ୍ଲୀ: ମଧ୍ୟପ୍ରଦେଶରୁ ଏକ ଦୁଃଖଦ ଖବର ଆସିଛି। ଆଜି ଏକ ବିମାନ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବାସ୍ତବରେ ବାରାଣାସୀରୁ ମୁମ୍ବାଇ ଯାଉଥିବା ଆକାସା ଏୟାରଲାଇନ୍ସର ବିମାନ ହଠାତ୍…

