ଭୁବନେଶ୍ୱର: ଓଡ଼ିଶା ବର୍ତ୍ତମାନ କ୍ରୀଡ଼ା କ୍ଷେତ୍ରରେ ବହୁ ଆଗରେ। ମୁଖ୍ୟମନ୍ତ୍ରୀଙ୍କ କ୍ରୀଡ଼ା ପ୍ରତି ଥିବା ଭଲପାଇବା ଯୋଗୁଁ ଆଜି ଓଡ଼ିଶା ସମଗ୍ର ଦେଶରେ ଏକ କ୍ରୀଡ଼ା ହବ୍ର ମାନ୍ୟତା ପାଇଛି। କରୋନା କାଳରେ ଇଭେଣ୍ଟଗୁଡ଼ିକ ବିନା ଦର୍ଶକରେ ଅନୁଷ୍ଠିତ ହେଉଥିଲା। କିନ୍ତୁ […]
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିିସି) ପକ୍ଷରୁ ଓଡ଼ିଶା ଐତିହ୍ୟ ପଦଯାତ୍ରା (ଓଡ଼ିଶା ୱାକ୍ସ) କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଛି। ପୁରାତନ ଐତିହ୍ୟ ପୀଠ ସହିତ ସଂପର୍କ ଯୋଡ଼ିବାର ଏହି କାର୍ଯ୍ୟକ୍ରମ ପ୍ରତି ସପ୍ତାହରେ ଶୁକ୍ରବାରଠାରୁ ରବିବାର ତିନିଦିନ ଧରି ସକାଳ […]
ଭୁବନେଶ୍ୱର: ଧର୍ମେନ୍ଦ୍ର ସାହୁ ମୃତ୍ୟୁର ଅଭିଯୁକ୍ତ ମନ୍ତ୍ରୀ ସମୀର ଦାଶ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲରେ ସଂପୃକ୍ତ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ପୋଲିସ କମିଶନରେଟ କାର୍ଯ୍ୟାଳୟ ସମ୍ମୁଖରେ ସତ୍ୟାଗ୍ରହ ଆରମ୍ଭ କରିଛି। ଏଥିରେ ରାଜ୍ୟ ସାଧାରଣ […]
ଭୁବନେଶ୍ୱର: ସମସ୍ତଙ୍କ ପାଖରେ ୫ଜି ପହଂଚାଇବା ଲାଗି ଶିକ୍ଷାନୁଷ୍ଠାନ, ଧାର୍ମିକ ସ୍ଥଳ, ରେଳ ଷ୍ଟେସନ, ବସ୍ ଷ୍ଟାଣ୍ଡ୍, କମର୍ସିଆଲ୍ ହବ୍ ଭଳି ଅଧିକ ଭିଡ଼ ରହୁଥିବା ସ୍ଥାନରେ ଜିଓ ଟ୍ରୁ-୫ଜି ପାୱାରଡ୍ ୱାଇ-ଫାଇ ସେବାର ଶୁଭାରମ୍ଭ କରାଯାଇଥିବା ରିଲାଏନ୍ସ ଜିଓ ଇନ୍ଫୋକମ୍ […]
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଅବପାତ ରୂପ ନେଇଛି। ଏହାପରେ ଗଭୀର ଅବପାତ ଏବଂ ପରେ ବାତ୍ୟା ରୂପ ନେବ। ପାଣିପାଗ ବିଭାଗ ଅନୁସାରେ ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଅବପାତ ସୃଷ୍ଟି ହୋଇଛି। ଏହା ଉତ୍ତର ପଶ୍ଚିମ […]
ଭୁବନେଶ୍ୱର: ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଅକ୍ଟୋବର 25 ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ […]
ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପରେ ଆସନ୍ତାକାଲି ଭାରତ ଏବଂ ପାକିସ୍ଥାନ ମୁହାଁମୁହିଁ ହେବେ। ପ୍ରଶଂସକମାନେ ଏହି ମ୍ୟାଚକୁ ଦୀର୍ଘ ସମୟ ଧରି ଅପେକ୍ଷା କରିଛନ୍ତି। ଟି-୨୦ ବିଶ୍ୱକପରେ ଖେଳାଯିବାକୁ ଥିବା ଏହା ୧୬ ତମ ମ୍ୟାଚ୍ ହେବ। ଏହି ବଡ ମ୍ୟାଚ୍ ମାଧ୍ୟମରେ […]
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ବିଶ୍ୱକପ ମ୍ୟାଚକୁ ନେଇ ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ବିସିସିଆଇକୁ ପ୍ରଶ୍ନ କରିଛନ୍ତି। ଓୱାଇସି କହିଛନ୍ତି ଯେ, ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପାକିସ୍ତାନ ସହ କ୍ରିକେଟ୍ […]
ଶିମଲା: ଆସନ୍ତା ମାସରେ ହିମାଚଳ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ଘର ଜିଲ୍ଲା ମଣ୍ଡିରେ ଟିକେଟ୍ ବଣ୍ଟନ ନେଇ ଅନେକ ବିଜେପି ନେତା ବିଦ୍ରୋହ କରିଛନ୍ତି। ଅନେକ ବିଜେପି ନେତା ଟିକେଟ୍ ନ ପାଇଲେ […]
ନୂଆଦିଲ୍ଲୀ: ଗୋଟିଏ ଦିନରେ ଦେଶରେ ୨ ହଜାର ୧୧୨ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪୦ ହଜାର ୭୪୮କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା […]
ରେୱା: ମଧ୍ୟପ୍ରଦେଶର ରେୱା ନିକଟରେ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଯାତ୍ରୀମାନଙ୍କ ସୂଚନା ପାଇବା ପରେ ସୋହାଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି […]
ନୂଆଦିଲ୍ଲୀ: ଦୀପାବଳିର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୩ତାରିଖ ଦିନ ଉତ୍ତରପ୍ରଦେଶର ଅଯୋଧ୍ୟା ଗସ୍ତରେ ଯିବେ। ଅପରାହ୍ନ ପ୍ରାୟ ପାଞ୍ଚଟା ବେଳେ ପ୍ରଧାନମନ୍ତ୍ରୀ ବିରାଜମାନ ପ୍ରଭୁ ଶ୍ରୀରାମ ଲାଲାଙ୍କ ଦର୍ଶନ ଓ ପୂଜା କରିବା ପରେ ଶ୍ରୀରାମ ଜନ୍ମଭୂମି […]
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଆନୁକୂଲ୍ୟରେ ଚଳିତ ବର୍ଷ ” ଆଜାଦି କା ଅମୃତ ମହୋତ୍ସବ ” କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ “ରୋଜଗାର ମିଶନ” ସର୍ଵ ଭାରତୀୟ ସ୍ତରରେ ପ୍ରାରମ୍ଭ ହେଵାକୁ ଯାଉଛି। ଏହି ମିଶନ ଯୋଗୁଁ ଦେଶରେ ପ୍ରାୟ ଦଶ […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍ଫୋକମ୍ ସେପ୍ଟେମ୍ବର ସୁଦ୍ଧା ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ୪,୫୧୮ କୋଟି ଟଙ୍କାର ନେଟ୍ ଲାଭ କରିଛି। ବାର୍ଷିକ ଭିତିରେ କଂପାନିର ନେଟ୍ ଲାଭ ୨୮% ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷର […]
ନୂଆଦିଲ୍ଲୀ, ସାଧାରଣତଃ ଘରୁ କୌଣସି ଶୁଭ କାମରେ ବାହାରିବା ବେଲେ ସମସ୍ତେ ଭଗବାନଙ୍କ ନାମକୁ ସ୍ମରଣ କରି ବାହାରିଥାନ୍ତି। ଏହାର କାରଣ ହେଲା ଯେଉଁ କାମ କରିବାକୁ ଯାଉଛନ୍ତି ତାହା ଯେପରି ଶୁଭ ହୁଏ। ହେଲେ ବେଳେ ବେଳେ ଘରୁ ବାହାରିବା ବେଳେ […]
ମେଷ: – ଆଜି ଏକ ଭଲ ଦିନ ହେବ । ନୂତନ ବ୍ୟବସାୟ ସଂପ୍ରସାରଣ ଯୋଜନା ଗଠନ ହୋଇପାରେ । କଣ୍ଟିଜେନ୍ସି ଲାଭ ପ୍ରଦାନ କରାଯିବ, ଯାହା ଆର୍ଥିକ ସ୍ଥିତିକୁ ମଜବୁତ କରିବ । ବନ୍ଦ ହୋଇଥିବା ଟଙ୍କା ମିଳିପାରିବ । […]
ଭୁବନେଶ୍ବର: ଓଡିଶା କ୍ରିକେଟ ଆସୋସିଏସନ ବା ଓସିଏ ର ସଭାପତି ହୋଇଛନ୍ତି ବିଜେଡିର ସାଂଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ସେ ଓସିଏ ନିର୍ବାଚନରେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ପ୍ରଣବ ସଭାପତି ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। […]
ନୂଆଦିଲ୍ଲୀ: ‘ପୋଲିସ ସ୍ମୃତି ଦିବସ’ ଅବସରରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଆଜି ନୂଆଦିଲ୍ଲୀରେ ଥିବା ଜାତୀୟ ପୋଲିସ ମେମୋରିଆଲରେ ପୋଲିସ ତଥା ସିଏପିଏଫ୍ ସହିଦ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହ […]
ନୂଆଦିଲ୍ଲୀ: ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି) ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରାଯାଇଛି। କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ, ଏଜେନ୍ସି ସମେତ […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ମାନା ଠାରେ ୩୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ ଏବଂ ରୋପୱେ ପ୍ରକଳ୍ପ ଗୁଡିକର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ପୂର୍ବରୁ, ପ୍ରଧାନମନ୍ତ୍ରୀ କେଦାରନାଥ ପରିଦର୍ଶନ କରି ଶ୍ରୀ କେଦାରନାଥ […]
ବିଶାଖାପାଟନମ: ଆଜି ସକାଳେ ଏକ ମହିଳା କ୍ରିକେଟ୍ ଟିମ୍ ବସ୍ ସହିତ ଟ୍ରକ୍ ର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣା ବିଶାଖାପାଟନମର ଜ୍ଞାନପୁରମରେ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ୪ ଜଣ ଖେଳାଳି ଏବଂ କୋଚ୍ ଆହତ […]