କୁଜଙ୍ଗ: ଶନିବାର ଦିନ ନୂଆ ଦିଲ୍ଲୀସ୍ଥିତ କଣ୍ଟିଚ୍ୟୁସନ୍ କ୍ଳବ୍ ଅଫ୍ ଇଣ୍ଡିଆ ପରିସରରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଳର କବି ସୁରେଶ କୁମାର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ଭବ୍ୟ ଉତ୍ସବରେ ଦିଲ୍ଲୀ ସରକାର ତଥା ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ […]
ନୂଆଦିଲ୍ଲୀ: ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାଂଲାଦେଶକୁ 7 ୱିକେଟରେ ପରାସ୍ତ କରି ସିରିଜ୍ 2-0ରେ ଜିତିଛି ଭାରତ। ପ୍ରଥମ 3 ଦିନରେ ବର୍ଷା ହେତୁ କେବଳ 35 ଓଭର ଖେଳାଯାଇଥିଲା, କିନ୍ତୁ ପରବର୍ତ୍ତୀ 2 ଦିନରେ ଟିମ୍ ଇଣ୍ଡିଆ ବାଂଲାଦେଶକୁ ପରାସ୍ତ […]
ନୂଆଦିଲ୍ଲୀ: କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ପ୍ରତିଯୋଗିତାର ଚାରି ଦିନ ସମାପ୍ତ ହୋଇଛି ଏବଂ ଆଜି ପଞ୍ଚମ ଦିନ। ଟିମ୍ ଇଣ୍ଡିଆ ଏହାର ବିସ୍ଫୋରକ ବ୍ୟାଟିଂ ସହ କାନପୁର ଟେଷ୍ଟକୁ ରୋମାଞ୍ଚକର କରିଛି। ଗୋଟିଏ ପଟେ […]
ନୂଆଦିଲ୍ଲୀ: ସ୍ୱଚ୍ଛତା ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଜନ ଆନ୍ଦୋଳନ – ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ସହ ଟେଲିଫୋନ୍ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନେତନ୍ୟାହୁ ଫୋନ୍ କଲ୍ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ସୂଚନା ଦେଇଛନ୍ତି […]
ନୂଆଦିଲ୍ଲୀ: ବଲିଉଡ ଅଭିନେତା ଗୋବିନ୍ଦା ଆହତ ହୋଇଛନ୍ତି। ତାଙ୍କ ଗୋଡରେ ଗୁଳି ବାଜିଥିଲା। ଏହି ଘଟଣା ଆଜି ସକାଳ ୫ ଟାରେ ଘଟିଛି। ଗୋବିନ୍ଦା ସକାଳେ କୌଣସି ସ୍ଥାନକୁ ଯିବା ପାଇଁ ବାହାରିଥିଲେ, ସେତେବେଳେ ତାଙ୍କ ବନ୍ଧୁକରୁ ଭୁଲବଶତଃ ମିସଫାୟାର ହୋଇଥିଲା। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଅକ୍ଟୋବର ୨୦୨୪ରେ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେ ଝାଡ଼ଖଣ୍ଡର ହଜାରୀବାଗରେ ଅପରାହ୍ଣ ୨ଟା ବେଳେ ୮୩,୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଶୁଭାରମ୍ଭ କରିବେ। ଦେଶରେ ଜନଜାତି ସମ୍ପ୍ରଦାୟର ବିକାଶ […]
ନୂଆଦିଲ୍ଲୀ: କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ଚତୁର୍ଥ ଦିନର ଖେଳ ଶେଷରେ ବାଂଲାଦେଶର ସ୍କୋର 2 ୱିକେଟ୍ ରେ 26 ରନ୍ ଅଟେ। ଏହିପରି ପ୍ରଥମ ଇନିଂସ ଆଧାରରେ ବାଂଲାଦେଶ ଟିମ୍ ଇଣ୍ଡିଆଠାରୁ 26 ରନ୍ […]
ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆଜି କେନ୍ଦ୍ର ସରକାରଙ୍କ ବାୟୋ-ଇଥ୍ରୀ ନୀତି ଉପରେ ଏକ ବାର୍ତ୍ତାଳପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଅଧୀନ […]
ନୂଆଦିଲ୍ଲୀ: କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ୨୦୨୨ ବର୍ଷ ପାଇଁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ପୁରସ୍କାର ଘୋଷଣା କରିଛନ୍ତି। […]
ମେଷ: ଆପଣ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କଠାରୁ ସମର୍ଥନ ପାଇବେ। ମନ ପୂଜାରେ ନିୟୋଜିତ ହେବ। ତୀର୍ଥଯାତ୍ରା ହୋଇପାରେ । ବିବେକକୁ ବ୍ୟବହାର କରନ୍ତୁ, ସେଠାରେ ଲାଭ ହେବ । ସାଙ୍ଗମାନଙ୍କ ସହିତ ଭଲ ସମୟ କଟାନ୍ତୁ । ବିରୋଧ ହୋଇପାରେ। ପାରିବାରିକ ସୁଖ […]
ମୁମ୍ବାଇ: ନୀତା ଅମ୍ବାନୀଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେସନ୍ ରବିବାର ସନ୍ଧ୍ୟାରେ (ସେପ୍ଟେମ୍ବର ୨୯, ୨୦୨୪) ‘ୟୁନାଇଟେଡ୍ ଇନ୍ ଟ୍ରାଏମ୍ଫ୍ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଏହି କାର୍ଯ୍ୟକ୍ରମ ନୀତା ଏମ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନୀତା ଏମ ଅମ୍ବାନୀ କହିଛନ୍ତି ଯେ, “ଏହା […]
ନୂଆଦିଲ୍ଲୀ: ସ୍ୱଚ୍ଛ ଭାରତ ମିଶନର ୧୦ମ ବାର୍ଷିକୀ ପାଳନ ଅବସରରେ ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ (ଡିପିଆଇଆଇଟି) ସ୍ୱଚ୍ଛତା ହିଁ ସେବା (ଏସଏଚଏସ) ଅଭିଯାନ ୨୦୨୪କୁ ସଫଳତାର ସହ ପାଳନ କରିଛି। ୧୭ ସେପ୍ଟେମ୍ବର ୨୦୨୪ରୁ ଆରମ୍ଭ ହୋଇଥିବା […]
ନୂଆଦିଲ୍ଲୀ: ଝାଡ଼ଖଣ୍ଡର ରାଞ୍ଚିଠାରେ ଆଜି ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର, କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏବଂ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଏବଂ ଝାଡ଼ଖଣ୍ଡ ସରକାରଙ୍କ ମହିଳା ଓ […]
ଭୁବନେଶ୍ୱର: ଓଡ଼ିଆ ପ୍ରେନୁଅର ସ୍ମାର୍ଟ ଓଡିଶା ହାକାଥନ୍ ୨.୦ ରାଜ୍ୟ ସ୍ତରୀୟ ଦୁଇ ଦିନିଆ ସମାରୋହ ଭୁବନେଶ୍ୱରସ୍ଥିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ଵ ବିଦ୍ୟାଳୟରେ ଉଦଘାଟିତ ହୋଇ ଅଛି। ଏହି ହାକାଥନ୍ ରାଜ୍ୟ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟ, ଭୁବନେଶ୍ୱର, ଓସେପା […]
ବେଙ୍ଗାଲୁରୁ: ନିର୍ବାଚନ ବଣ୍ଡ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ହୋଇଥିବା ମାମଲାରେ କର୍ଣ୍ଣାଟକ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଅଧିକ ତଦନ୍ତ ପାଇଁ ଏହାକୁ ଅକ୍ଟୋବର ୨୨ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ପୂର୍ବତନ ରାଜ୍ୟ ବିଜେପି ସଭାପତି ନାଲିନ୍ କୁମାର […]
ନୂଆଦିଲ୍ଲୀ: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଚତୁର୍ଥ ଦିନର ଖେଳ ଶେଷ ହେବା ବେଳକୁ ବାଂଲାଦେଶ 2 ୱିକେଟ୍ ହରାଇ 26 ରନ୍ ସଂଗ୍ରହ କରିଛି। ଦ୍ୱିତୀୟ ଏବଂ ତୃତୀୟ ଦିନ ବର୍ଷା ଦ୍ୱାରା ସମ୍ପୂର୍ଣ୍ଣ […]
ନୂଆଦିଲ୍ଲୀ: ଆଜି ତିରୁପତି ଲଡୁ ବିବାଦ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଛି। ଏହି ସମୟରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ତାଗିଦ କରି ଜୁଲାଇରେ ଆସିଥିବା ରିପୋର୍ଟ ଉପରେ ଦୁଇମାସ ପରେ କାହିଁକି ବିବୃତ୍ତି ଦେଇଛନ୍ତି ବୋଲି ପଚାରିଛନ୍ତି। […]
ନୂଆଦିଲ୍ଲୀ: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଦାବିକୁ ରୁଷ ସମର୍ଥନ କରିଛି। ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ ଭାରତ ଏବଂ ବ୍ରାଜିଲ ପାଇଁ ସ୍ଥାୟୀ ଆସନ ଦାବି କରିଛନ୍ତି। ମିଳିତ ଜାତିସଂଘର ୭୯ […]
ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ସିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଗାଇକୁ ରାଜ୍ୟମାତା ମାନ୍ୟତା ଦେଇଛନ୍ତି। ମହାୟୁତି ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ବାସ୍ତବରେ ସରକାର ଆଜି କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି […]
ଭୁବନେଶ୍ବର: ଗତକାଲି ରାଜ୍ୟ ସରକାର ଆଇପିଏସ ସ୍ତରରେ ଅଦଳବଦଳ କରିବା ପରେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି କଟକ ଭୁବନେଶ୍ବର ପୋଲିସ କମିଶନର। ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ […]