ଅହମ୍ମଦାବାଦ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଗୁଜରାଟର ଅହମ୍ମଦାବାଦଠାରେ ହିନ୍ଦୁ ଆଧ୍ୟାତ୍ମିକ ଓ ସେବା ମେଳାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। […]
ଭୁବନେଶ୍ବର: ଦୀର୍ଘ ମାସ ଧରି ସ୍ବର୍ଗତ ନବ ଦାସଙ୍କ ଝିଅ ତଥା ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କର ଏବେ ଶନି ଦଶା ଚାଲିଛି। କାରଣ ତାଙ୍କ ଉପରେ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ବାରମ୍ବାର ଆକ୍ରମଣ କରାଯାଉଛି। ଦୀପାଳି […]
ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି। ଯାହାର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତ କରାଯାଇଛି। ଆୟୋଗର କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବାର ତାରିଖଠାରୁ ଆରମ୍ଭ ହୋଇ ଛଅ ମାସ […]
ବେଙ୍ଗାଲୁରୁ: ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ଲିମିଟେଡ୍ (ଆରସିପିଏଲ) ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ କରାଯାଇଥିବା ଘୋଷଣା କରାଯାଇଛି। ଉପଭୋକ୍ତା ଉତ୍ପାଦ କ୍ଷେତ୍ରରେ ନିଜର ସ୍ଥିତିକୁ ମଜବୁତ କରିବା ଏବଂ ଭାରତୀୟ ଐତିହ୍ୟ ବ୍ରାଣ୍ଡଗୁଡିକୁ ପୁନର୍ଜୀବିତ କରିବା ଦିଗରେ କମ୍ପାନୀର ରଣନୀତିର […]
ଜାମନଗର: ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ ଅତ୍ୟାଧୁନିକ ପଶୁ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ‘ବନ୍ତାରା ‘ ଏବେ ଇସ୍କନ ମାୟାପୁରରୁ ଦୁଇ ପୋଷା ହାତୀ ୧୮ ବର୍ଷୀୟା ବିଷ୍ଣୁପ୍ରିୟା ଏବଂ ୨୬ ବର୍ଷୀୟା ଲକ୍ଷ୍ମୀପ୍ରିୟାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ। […]
ଜୟା ବର୍ମା ସିହ୍ନା ଭାରତୀୟ ଉପମହାଦେଶର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ନଦୀ ଭାବରେ ବିବେଚିତ ଗଙ୍ଗା କେବଳ ଭାରତର ସାଂସ୍କୃତିକ ଏବଂ ଧାର୍ମିକ ଐତିହ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ନୁହେଁ ବରଂ ସମଗ୍ର ଭାରତୀୟ ସମାଜର ଜୀବନର ଏକ ଅବିଚ୍ଛେଦ୍ୟ […]
ଜ୍ୟୋତି ରଞ୍ଜନ ମହାପାତ୍ର ସ୍ୱାଧୀନତା ସଂଗ୍ରାମ କାଳରେ ଆମରି ଜାତୀୟକବି ବୀରକିଶୋର ଦାସ ଲେଖିଥିଲେ “ଧଳା ବଦଳରେ କଳା ହେଲେ ଜୋକ, କଟିବ କି କୋଟି ଜନତାଙ୍କ ଦୁଃଖ- ଚାଷୀ ମୂଲିଆଙ୍କ ଖପୁରୀକୁ ଚିରି, ଦିଲ୍ଲୀ ଦରବାର ଗଢ଼ିବା କି?’ ଉକ୍ରଳମଣି […]
ନୂଆଦିଲ୍ଲୀ: ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଆଜି ବେଟି ବଚାଓ ବେଟି ପଢ଼ାଓ (ବିବିବିପି) ଯୋଜନାର ଦଶମ ବାର୍ଷିକୀ ପାଳନ କରିଛି ଯାହା କି ଲିଙ୍ଗଗତ ଅସନ୍ତୁଳନ ଦୂର କରିବା ଏବଂ କନ୍ୟା ସନ୍ତାନ ସଶକ୍ତୀକରଣ ଉଦ୍ଦେଶ୍ୟରେ ଭାରତ ସରକାରଙ୍କ […]
ନୂଆଦିଲ୍ଲୀ: ଭାରତକୁ ବିଶ୍ବର ଏକ ଉତ୍ପାଦନ ମହାଶକ୍ତିରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିଥିବା ପରିକଳ୍ପନା ସହ ତାଳ ଦେଇ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସ୍ବିଜରଲାଣ୍ଡରେ କେତେକ ଗୁରୁତ୍ବପୂର୍ଣ୍ଣ […]
ପ୍ରଦୀପ ସେନାପତି ୧୯୪୫ ମସିହା ଅଗଷ୍ଟ ୧୮ରେ ଭାରତର ସ୍ୱାଧୀନତା ସଂଗ୍ରାମର ବୀର ମହାପୁୁରୁଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ତାଇୱାନ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଏହି ଦୁର୍ଘଟଣାର କେତେକ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଆଧାର କରି ବ୍ରିଟେନ ଏକ ୱେବ୍ସାଇଟ୍ […]
ମେଷ- ପରିବାର ଏବଂ ସମାଜରେ ଆପଣଙ୍କ କାର୍ଯ୍ୟକୁ ଗୁରୁତ୍ୱ ଦିଆଯିବ । ଏହାର ମୂଲ୍ୟ ଅଧିକ ହେବ। ଟେନସନ ରହିବେ। କ୍ଳାନ୍ତ ହୋଇଯିବେ। ବିପଦ କରନ୍ତୁ ନାହିଁ । ଧୈର୍ଯ୍ୟ ଧରନ୍ତୁ। ମାତାର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବ । ବିବାଦ ପଳାୟନ […]
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ତଥା ଜାତୀୟ ପରାକ୍ରମ ଦିବସ ପାଳନ ଅବସରରେ ଆଣ୍ଡାମାନ ନିକୋବର ଦ୍ୱୀପର ପୋର୍ଟ ବ୍ଲେୟାରରେ ଆସନ୍ତା ୨୩ ତାରିଖରେ ଜୟ ହିନ୍ଦ ପଦଯାତ୍ରା ଅନୁଷ୍ଠିତ ହେବ। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଜାନୁଆରୀ ୨୪ ରେ ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଜାତୀୟ ସହରାଞ୍ଚଳ ସମବାୟ ଅର୍ଥ ଏବଂ ବିକାଶ ନିଗମ (ଏନୟୁସିଏଫଡିସି)ର କର୍ପୋରେଟ କାର୍ଯ୍ୟାଳୟକୁ ଉଦଘାଟନ କରିବେ। ଏହି ଅବସରରେ ସମବାୟ […]
ନୂଆଦିଲ୍ଲୀ: ବେଟି ବଚାଓ, ବେଟି ପଢାଓ ଅଭିଯାନର ଦଶବର୍ଷ ପୂର୍ତି ଉପଲକ୍ଷେ ଏହା ଏକ ଯୁଗାନ୍ତକାରୀ, ଜନଶକ୍ତି ଆଧାରିତ କାର୍ଯ୍ୟକ୍ରମ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିହିତ କରିଛନ୍ତି। ଲିଙ୍ଗଗତ ବୈଷମ୍ୟ ଦୂର କରିବା ଓ ଝିଅଙ୍କୁ ସଶକ୍ତ କରିବା ଦିଗରେ […]
ନୂଆଦିଲ୍ଲୀ: ସନାତନ ସମ୍ପ୍ରଦାୟ, ପରମ୍ପରା ଓ ଅଭ୍ୟାସରେ ଆଖଡ଼ା ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରେ। ‘ଅଖଣ୍ଡ’ ଶବ୍ଦରୁ ସୃଷ୍ଟି ଏହି ବିଚାରଧାରା ପ୍ରଥମେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରଣୀତ ହୋଇଥିଲା। ତା’ପରେ ନିରନ୍ତର ଭାବେ ଏହା ସାଂଗଠନିକ ରୂପରେ ଆମ ସଂସ୍କୃତି, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟକୁ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ୍) ଅଧୀନରେ ଗତ 2021-22 ବର୍ଷ, 2022-23 ବର୍ଷ ଏବଂ 2023-24 ବର୍ଷ ମଧ୍ୟରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଅବଗତ କରାଯାଇଛି। ମାତୃ ମୃତ୍ୟୁ ହାରରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୫-୨୬ ବିପଣନ ବର୍ଷ ପାଇଁ ଝୋଟ ଚାଷୀଙ୍କ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି)କୁ ଅନୁମୋଦନ କରିଛି। ୨୦୨୫-୨୬ ଉତ୍ପାଦନ ଋତୁ ପାଇଁ ଝୋଟ […]
Train Accident: ମହାରାଷ୍ଟ୍ରର ଜଳଗାଁ ପାର ହେଉଥିବା ଏକ ଟ୍ରେନରେ ଅଗ୍ନିକାଣ୍ଡ ଗୁଜବ ପରେ ଅନେକ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା କରାଯାଉଛି। ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିବା ପରେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରେନ ସେମାନଙ୍କ ଉପରେ ମାଡିଯାଇଛି। […]
ଭୁବନେଶ୍ଵର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରର ବାରବାଟୀ ଦୁର୍ଗ ଭିତରେ ୨୩ ଜାନୁୟାରୀରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପରାକ୍ରମ ଦିବସ ପାଳନ କରାଯିବ। ନେତାଜୀଙ୍କ ୧୨୮ତମ ଜୟନ୍ତୀ ଉପଲକ୍ଷେ ତିନି ଦିନ ଧରି ଚାଲିବାକୁ ଥିବା […]
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଛନ୍ତି। ମୋଟ ୯ […]
ଭୁବନେଶ୍ବର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରର ବାରବାଟୀ ଦୁର୍ଗ ଭିତରେ ୨୩ ଜାନୁୟାରୀରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପରାକ୍ରମ ଦିବସ ପାଳନ କରାଯିବ । ନେତାଜୀଙ୍କ ୧୨୮ତମ ଜୟନ୍ତୀ ଉପଲକ୍ଷେ ତିନି ଦିନ ଧରି ଚାଲିବାକୁ […]