ଜାତୀୟ ଖବର

ନୂଆଦିଲ୍ଲୀ: କେରଳର କୋଚିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାରେ ବନ୍ଧା ହୋଇଥିବା ଦଉଡି ଯୋଗୁଁ ଜଣେ ଯୁବକଙ୍କ ଜୀବନ ଚାଲିଯାଇଛି। ସୁରକ୍ଷା ଦଉଡିରେ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ​​ପ୍ରଚାର କରିବା ପାଇଁ କେରଳ ଗସ୍ତରେ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଆଜି ଯାଞ୍ଚ କରାଯାଇଛି। ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ…

ନୂଆଦିଲ୍ଲୀ: ରବିବାର ଦିନ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲାରେ ଆସନ୍ତା ମାସରେ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବାବେଳେ କେହି ଜଣେ ଜନସେନା…

ନୂଆଦିଲ୍ଲୀ: ସିବିଆଇ ଦ୍ୱାରା ପଞ୍ଜୀକୃତ ହୋଇଥିବା ଏକ ଦୁର୍ନୀତି ମାମଲାରେ ଏପ୍ରିଲ ୧୫ ତାରିଖରେ ଦିଲ୍ଲୀର ଏକ କୋର୍ଟ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେକବିତାଙ୍କୁ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ ମାତ୍ର କିଛିଦିନ ବାକି ଥିବାବେଳେ ନେତାଙ୍କ ରାଜନୈତିକ ବୟାନବାଜି ବଢ଼ିବାରେ ଲାଗିଛି। ମହିଳା ନେତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ…

ଭୁବନେଶ୍ଵର: ଫେବ୍ରୁଆରିରେ ରାଜ୍ୟସଭାର ୫୦ଟି ଆସନ ପାଇଁ ନିର୍ବାଚନ ହୋଇଥିଲା। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ…

ଭୁବନେଶ୍ବର: ପଶ୍ଚିମ ଓଡିଶା ନିର୍ବାଚନୀ ଯୁଦ୍ଧ କ୍ଷେତ୍ରରେ ବିଜୁ ଜନତା ଦଳ ଏଥର ନିଜର ସେନାପତିଙ୍କୁ ଅବତୀର୍ଣ୍ଣ କରିଛି। ସେଠାରେ ସେ କେବଳ ଗଡ ବିଜୟ କରିବେ…

ଭୁବନେଶ୍ବର: ରାଉରକେଲା ରାଜନୀତି ଏବେ କଡ଼ ଲେଉଟାଇଛି। ଗୁମସୁମ ଥିବା ଦିଲ୍ଲୀପ ରାୟ ହଠାତ ଚଳଚଞ୍ଚଳ ହୋଇଯାଇଛନ୍ତି। ୨୦୧୯ ଭଳି ଚବିଶରେ ବି ନିର୍ବାଚନୀ କାଦୁଅରେ ଘାଣ୍ଟି…

ନୂଆଦିଲ୍ଲୀ: ନ୍ୟାୟପାଳିକାଠାରୁ ଆରମ୍ଭ କରି ସରକାର, ରାଜନୈତିକ ଦଳଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ ଦେଶର ରାଜନୀତିକୁ ଅପରାଧମୁକ୍ତ କରିବା ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୀତିରେ…

ଭୁବନେଶ୍ଵର: ଜରୁରୀକାଳୀନ ପରିସ୍ଥିତି ପରେ ୧୯୭୭ରେ ହୋଇଥିବା ସାଧାରଣ ନିର୍ବାଚନକୁ ଛାଡ଼ିଦେଲେ କଂଗ୍ରେସ ଯେତେ ଖରାପ ହେଉ ନା କାହିଁକି ନେହେରୁ-ଗାନ୍ଧୀ ପରିବାର ଯେତେବେଳେ ୟୁପିରୁ ନିର୍ବାଚନ…

ଭୁବନେଶ୍ଵର: ୧୯୫୨ ମସିହାରେ ଭାରତରେ ପ୍ରଥମ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହି ନିର୍ବାଚନ ପାଇଁ ଦେଶରେ ପ୍ରଥମ ଭୋଟ୍ ୧୯୫୧ ମସିହା ଅକ୍ଟୋବର ୨୫…

ମେଷ: – ବକେୟା ରାଶି ପୁନରୁଦ୍ଧାର ପାଇଁ ଉଦ୍ୟମ ସଫଳ ହେବ । ବ୍ୟବସାୟ ଯାତ୍ରା ଲାଭଦାୟକ ହେବ। ଲାଭ ସୁଯୋଗ ଆସିବ । ଏକ ନୂତନ କାର୍ଯ୍ୟ କରିବାକୁ…

ଭୁବନେଶ୍ବର: ଆଜି କଂଗ୍ରେସ ଓଡିଶାର 75ଟି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ଅଛନ୍ତି ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକ। ସେହିପରି ଆନନ୍ଦପୁରରୁ ଜୟଦେବ ଜେନା…

ମୁମ୍ବାଇ: ସଲମାନ ଖାନଙ୍କ ଘର ବାହାରେ ଗୁଳି ବିନିମୟ ଘଟଣା ଆଜି ସକାଳେ ସାମ୍ନାକୁ ଆସିଛି। ପୋଲିସ ମଧ୍ୟ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି…

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ସଂକଳ୍ପ ପତ୍ର ପ୍ରକାଶ କରିଛି। କେନ୍ଦ୍ରରେ ସରକାର ଗଠନ କରିବା ପରେ ଏହା ସମଗ୍ର…

ନୂଆଦିଲ୍ଲୀ: ଗ୍ରୀଷ୍ମ ଋତୁରେ ଦେଶରେ ଅଧିକ ବିଦ୍ୟୁତ ଚାହିଦା ପୂରଣ କରିବା ପାଇଁ ଭାରତ ସରକାର ଗ୍ୟାସ ଭିତ୍ତିକ ପାୱାର ପ୍ଲାଣ୍ଟ କାର୍ଯ୍ୟକ୍ଷମ କରିବାକୁ ନିଷ୍ପତ୍ତି ନେଇଛନ୍ତି…

ନୂଆଦିଲ୍ଲୀ: ଖାଉଟି ବ୍ୟାପାର ବିଭାଗ ସଚିବ ନିଧି ଖାରେ ୨୦୨୪ ଏପ୍ରିଲ ୧୫ ତାରିଖରୁ ଅନଲାଇନ୍ ଷ୍ଟକ୍ ମନିଟରିଂ କାର୍ଯ୍ୟକ୍ଷମ କରିବା ପୂର୍ବରୁ ଡାଲି ଶିଳ୍ପର ପ୍ରତିନିଧିଙ୍କ…

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ…

ମେଷ- ସ୍ଥାୟୀ ସମ୍ପତ୍ତି କାର୍ଯ୍ୟ ବହୁତ ଲାଭ ଦେଇପାରେ। ବେକାରୀ ସମସ୍ୟା ଦୂର କରିବା ପାଇଁ ପ୍ରୟାସ ସଫଳ ହେବ। ଆୟରେ ବୃଦ୍ଧି ଏବଂ ଅଗ୍ରଗତି ଇଚ୍ଛା…

ନୂଆଦିଲ୍ଲୀ: ଶନିବାର ରାତିରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା YSRCP ମୁଖ୍ୟ ଜଗନ୍ ମୋହନ ରେଡ୍ଡୀଙ୍କୁ ପଥର ମାଡରେ ଆହତ ହୋଇଛନ୍ତି। ଜଗନ୍ ମୋହନ ରେଡ୍ଡୀଙ୍କ ଉପରେ ଏହି…