ଜାତୀୟ ଖବର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି। ୟୁଏଇ ଗସ୍ତ ପରେ ସେ କତର ଯିବେ।…

ଭୁବନେଶ୍ୱର: ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ଚୈାହାନ ଆଜି ଓଡିଶା ଗସ୍ତରେ ଆସୁଛନ୍ତି । ଶ୍ରୀ ଚୈାହାନ ଆଜି ଭୁବନେଶ୍ୱର ପହଂଚିବା…

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ରାଜକୋଟ ଟେଷ୍ଟ ପାଇଁ ଖେଳାଳି ଏକାଦଶରେ ଅନେକ ପରିବର୍ତ୍ତନ କରିପାରେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍ ଫେବୃଆରୀ…

ନୂଆଦିଲ୍ଲୀ: ପଞ୍ଜାବର ଫତେହଗଡ ସାହିବରୁ କୃଷକମାନେ ‘ଦିଲ୍ଲୀ ଚଲୋ’ ପଦଯାତ୍ରା ଆରମ୍ଭ କରିଛନ୍ତି। ଦିଲ୍ଲୀର ସିଙ୍ଘୁ, ଟିକ୍ରି ଏବଂ ଗାଜୀପୁର ସୀମାରେ ଭୀଷଣ ଟ୍ରାଫିକ୍ ଜାମ୍ ଅଛି।…

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ସୋନିଆ ଗାନ୍ଧୀ ଆସନ୍ତାକାଲି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ। ଏହାପୂର୍ବରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ଏହି ଅଫର ଦିଆଯାଇଥିଲା କିନ୍ତୁ ସେ…

ମେଷ: – ଆଜି ଯୁଦ୍ଧଠାରୁ ଦୂରରେ ରହିବା ଉଚିତ୍ । ପରିସ୍ଥିତି ଅନୁଯାୟୀ କାର୍ଯ୍ୟ କରନ୍ତୁ। ବ୍ୟବସାୟ ଏବଂ ଚାକିରିରେ ସବୁକିଛି ଆପଣଙ୍କ ଅନୁଯାୟୀ ହେବ ।…

ନୂଆଦିଲ୍ଲୀ: ଗୁଜରାଟର ସୁରଟରୁ ୟୁପିର ଅଯୋଧ୍ୟା ଅଭିମୁଖେ ଯାଉଥିବା ଆସ୍ଥା ସ୍ୱତନ୍ତ୍ର ଟ୍ରେନକୁ ମହାରାଷ୍ଟ୍ରର ନନ୍ଦୁରବାରରେ ପଥର ଫିଙ୍ଗା ଯାଇଛି। ପୋଲିସ କହିଛି ଯେ, ଏହି ଆକ୍ରମଣ…

ନୂଆଦିଲ୍ଲୀ: ରାଜ୍ୟଗୁଡ଼ିକରେ ଡେପୁଟି ସିଏମ୍ ନିଯୁକ୍ତି ସମ୍ବିଧାନ ବିରୋଧୀ ନୁହେଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଏହା କେବଳ ବରିଷ୍ଠ ନେତାଙ୍କୁ ଦିଆଯାଇଥିବା ପଦବୀ। ଏହି ପଦବୀରେ…

ନୂଆଦିଲ୍ଲୀ: ସୋମବାର ଦିନ ଦିଲ୍ଲୀର ଏକ କୋର୍ଟ ତାଙ୍କ ଭଣଜାଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ବରିଷ୍ଠ ଆପ ନେତା ମନୀଷ ସିସୋଦିଆଙ୍କୁ ତିନି ଦିନିଆ ଅନ୍ତରୀଣ…

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ପାଉଛନ୍ତି ସେମାନଙ୍କୁ ଏଣିକି ୧ …

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କ୍ରିକେଟ୍ ଆସୋସିଏସନ୍ ସ୍କାମରେ ସମ୍ପୃକ୍ତ ଅର୍ଥ ହେରଫେର ମାମଲାରେ ଜେରା ପାଇଁ ଇଡି ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନସି ନେତା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ସେ ନୂଆଦିଲ୍ଲୀରେ ସମନ୍ବିତ…

ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଆସନ୍ତା ସାଧାରଣ ନିର୍ବାଚନ ପାଇଁ…

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର ଜୟପୁର ବନଖଣ୍ଡରେ ଥିବା ପବିତ୍ର ଗୁପ୍ତେଶ୍ଵର ଜଙ୍ଗଲକୁ ରାଜ୍ୟ ସରକାର ଜୈବବିବିଧ ଐତିହ୍ୟସ୍ଥଳୀ ରୂପେ ଘୋଷଣା କରିଛନ୍ତି । ଇତି ମଧ୍ୟରେ ରାଜ୍ୟ…

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ମୁଖ୍ୟ ଜୟନ୍ତ ଚୌଧୁରୀ ଶେଷରେ ଏନଡିଏରେ ଯୋଗ ଦେଇଛନ୍ତି। ବିଜେପିରେ ଯୋଗଦେବା ନେଇ ଗତ କିଛି ଦିନ ହେବ ଚର୍ଚ୍ଚା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂହେ ଏବଂ ମରିସସର ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜୁଗନାଥ ଆଜି ଶ୍ରୀଲଙ୍କା ଏବଂ ମରିସସରେ ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍…

ଭୁବନେଶ୍ୱର: ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶ ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୈାହାନ ଆସନ୍ତା କାଲି ୧୩ ତାରିଖ ଦିନ ଦିନିକିଆ ଓଡିଶା ଗସ୍ତରେ…

ପାଟନା: ବିହାର ବିଧାନସଭାରେ ନୀତୀଶ କୁମାର ସହଜରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଫ୍ଲୋର ଟେଷ୍ଟ ପୂର୍ବରୁ ବିରୋଧୀମାନେ ୱାଲ୍କ ଆଉଟ କରିଥିଲେ। ଏହା ପରେ ମଧ୍ୟ ଶାସକ…

ମୁମ୍ବାଇ: ଅଶୋକ ଚହ୍ଵାନ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର କଂଗ୍ରେସକୁ ଏକ ବଡ଼ ଝଟକା ଦେଇ ଅଶୋକ ଚହ୍ଵାନ ବିଜେପିରେ ଯୋଗ ଦେଇଛନ୍ତି। କଂଗ୍ରେସରୁ ଇସ୍ତଫା ଦେବା…

ନୂଆଦିଲ୍ଲୀ: ଭାରତରେ ସାମ୍ପ୍ରଦାୟିକ ଉତ୍ତେଜନା ଏବଂ ନିର୍ବାଚନ ମଧ୍ୟରେ ସମ୍ପର୍କ ବର୍ଷ ବର୍ଷ ପୁରୁଣା। ଗତ ୩୦ ବର୍ଷ ମଧ୍ୟରେ ନିର୍ବାଚନ ପୂର୍ବରୁ ସାମ୍ପ୍ରଦାୟିକ ହିଂସାର ୭ଟି…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି।…