ଜାତୀୟ ଖବର

ନୂଆଦିଲ୍ଲୀ: ବିରୋଧୀଙ୍କ ଦୁଇ ଡଜନରୁ ଅଧିକ ଦଳ ଇଣ୍ଡି ମେଣ୍ଟ ନାମରେ ଏକତାର ବିଗୁଲକୁ ଜୋରସୋରରେ ଉଡ଼ାଇଥିଲେ ହେଁ ଲୋକସଭା ନିର୍ବାଚନ ପୂର୍ବରୁ ଏହା ଭାଙ୍ଗିଯିବାକୁ ବସିଛି।…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଜବଲପୁରର ଫ୍ୟାମିଲି କୋର୍ଟ ସ୍ପଷ୍ଟଭାବେ କହିଛନ୍ତି ଯେ ଯଦି କୌଣସି ମହିଳା ନିଜ ଇଚ୍ଛାରେ ଅଲଗା ରହୁଛନ୍ତି, ତେବେ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ପାଇବାର…

ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସ ଟିକେଟ ପାଇଁ ଆପଣେଇଛି ଅନ ଲାଇନ ବ୍ୟବସ୍ଥା ବା ଅନ ଲାଇନ ଆବେଦନ। ଏହି ଫର୍ମୁଲା ମାଧ୍ୟମରେ ଆଶାୟୀଙ୍କ ମଧ୍ୟରେ ଉତ୍ସାହ ଦେଖା…

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍ ଫେବୃଆରୀ ୧୫ ତାରିଖରୁ ରାଜକୋଟରେ ଖେଳାଯିବ। ଏପର୍ଯ୍ୟନ୍ତ ଦୁଇଟି ମ୍ୟାଚ୍…

ମୁମ୍ବାଇ: ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ଵାନ କଂଗ୍ରେସରୁ ଇସ୍ତଫା ଦେଇପାରନ୍ତି। ସେ ବିଧାୟକ…

କଲିକତା: ପଶ୍ଚିମବଙ୍ଗ ବିଧାନସଭାରୁ ବିଜେପି ର ୬ ଜଣ ବିଜେପି ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। ଏଥିରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ, ଅଗ୍ନିମିତ୍ର ପାଲ, ଶଙ୍କର…

ନୂଆଦିଲ୍ଲୀ: ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ର ପୂର୍ବତନ ଛାତ୍ର ନେତା ଶେହଲା ରସିଦ କତରରେ ବନ୍ଦୀ ଥିବା ପୂର୍ବତନ ନାବିକମାନଙ୍କୁ ମୁକ୍ତ ଏବଂ ପ୍ରତ୍ୟାବର୍ତ୍ତନ…

ନୂଆଦିଲ୍ଲୀ: କତରରେ ମୃତ୍ୟୁଦଣ୍ଡ ଦିଆଯାଇଥିବା ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ଦୋହା କୋର୍ଟ ମୁକ୍ତ କରିଛି, ସେଥିମଧ୍ୟରୁ ୭ ଜଣ ଭାରତ ଫେରିଛନ୍ତି। ଏହାକୁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମଧ୍ୟପ୍ରଦେଶର ଝାବୁଆଠାରେ ପ୍ରାୟ ୭୩୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ…

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପୂର୍ବରୁ ରାଜ୍ୟରେ ଲୋକସଭାରେ କିଏ…

ଭୁବନେଶ୍ୱର: ଦିନ ଥିଲା ରାଜ୍ୟର ବିଭିନ୍ନ ଅଞ୍ଚଳର ରାଜାମାନେ ରାଜ୍ୟର ରାଜନୀତିକୁ ଚଳାଉଥିଲେ। ଏହି ରାଜାମାନଙ୍କ ନର୍ଦ୍ଦେଶରେ ମତଦାତାମାନେ ପ୍ରାର୍ଥୀଙ୍କୁ ଭୋଟ ଦେଉଥିଲେ।ଏବେ କିନ୍ତୁ ପରିସ୍ଥିତି ବଦଳିବା…

ମେଷ: – ଆଜି ଜୀବନ-ସାଥୀଙ୍କ ସ୍ନେହପୂର୍ଣ୍ଣ ଆଚରଣ ଆପଣଙ୍କ ଦିନକୁ ଖୁସି କରିବ। ଅଦାଲତ କାର୍ଯ୍ୟଗୁଡିକ ବୁଲାଇବ। ଆଜି ଆପଣଙ୍କ ମନ ଆଧ୍ୟାତ୍ମିକତା ଆଡକୁ ରହିବ। ଭାଇ ଓ…

ଭୁବନେଶ୍ୱର: ବିଶ୍ଵର ଅନ୍ୟତମଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ କମ୍ପାନୀ କଗ୍ନିଜେଣ୍ଟ ଟେକ୍ନୋଲୋଜୀର ଭୁବନେଶ୍ଵର କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍‍ଘାଟନ କରିଛନ୍ତି । ଉଦ୍‍ଘାଟନୀ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗତକାଲି ସାକ୍ଷାତ କରିଛନ୍ତି ବିଜେଡି ସାଂସଦ ଅନୁଭବ ମହାନ୍ତି। ଗତକାଲି ସଂସଦର ଅଧିବେସନ ଶେଷ ହେବା ପରେ ଅନୁଭବ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ…

ଭୁବନେଶ୍ବର: ବିଶିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ…

ମୁମ୍ବାଇ: ଭାଲେନ୍ଟାଇନ୍ ଦିବସ ଅବସରରେ ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଓ ବିଶ୍ୱସ୍ତ ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍ସ ଏକ ସ୍ୱତନ୍ତ୍ର କଲେକ୍ସନର ଶୁଭାରମ୍ଭ କରିଛି । ଏହି…

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ…

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି…

ଭୁବନେଶ୍ବର: ସମ୍ବଲପୁରରେ ହେବ ବିଗ ଫାଇଟ। ସେଠାରେ ଲଢେଇ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କୁ ମୁକାବିଲା କରିବା ପାଇଁ ଅଣ୍ଟା ଭିଡିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।…

ଭୁବନେଶ୍ବର: ନବରଙ୍ଗପୁର ବିଜେଡି ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଉମରକୋଟ ନିକଟସ୍ଥ ଦୁର୍ଗାଗୁଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ସାଂସଦ ସାମାନ୍ୟ…